Home Left

ଶସ୍ତା ହୋଇଗଲା ସୁନା-ରୂପା ଦାମ୍, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୧୩।୪: ସୁନା ଏବଂ ରୂପାର ମୂଲ୍ୟରେ ସୋମବାର ଦିନ ରେକର୍ଡ ହ୍ରାସ କରାଯାଇଛି। ଫ୍ୟୁଚର୍ସ ବଜାରରେ, ଉଭୟ ମୂଲ୍ୟବାନ ଧାତୁର ମୂଲ୍ୟ ହ୍ରାସ ପାଇଛି । ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ, ସକାଳ ୧୦ଟା୧୫ରେ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି…

ବ୍ଲଡ୍‌ପ୍ରେସର ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ ସଜନା ଶାଗ

ସ୍ବାସ୍ଥ୍ୟ ପାଇଁ ବେଶ୍‌ ଲାଭଦାୟକ ହେଉଛି ଶଜନା ଶାଗ। ଏଥିରେ କାଲ୍‌ସିୟମ୍‌, ଆଇରନ୍‌ ସମେତ ଭିଟାମିନ୍‌-ଏ, ସି ଏବଂ ଇ ଭରି ରହିଛି। ବିଶେଷଭାବରେ ବ୍ଲଡ୍‌ପ୍ରେସର ସମସ୍ୟା ସହ ଜଡ଼ିତ ବ୍ୟକ୍ତି ନିୟମିତ ଶଜନା ଶାଗରେ ପ୍ରସ୍ତୁତ ଖାଦ୍ୟ ଖାଆନ୍ତି ତେବେ…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ ଜଣାଇଥିଲେ। ହାର୍ଦ୍ଦିକ ଡ୍ରେସିଂ ରୁମରେ ଏକ ହୃଦୟସ୍ପର୍ଶୀ ଭାଷଣ ଦେଇଥିଲେ। ତାଙ୍କ ଭାଷଣରେ…

ଗାଁରେ ନଛାଡି ବାଟରେ ମୃତଦେହ ଓହ୍ଲାଇଦେଲା ଆମ୍ବୁଲାନ୍ସ, ରାସ୍ତା ନ ଥିବାରୁ କାନ୍ଧରେ ବୋହିଲେ ଗ୍ରାମବାସୀ

ଗୁଡାରି,୧୩ା୪( ପ୍ରମୋଦ କୁମାର ପତି ): ଡାକ୍ତରଖାନାରୁ ମୃତଦେହ ଗ୍ରାମକୁ ନେଲାନି ଆମ୍ବୁଲାନ୍ସ । ରାସ୍ତା ଖରାପ ଯାଇହେବନି କହି ମୃତଦେହ ଓହ୍ଲାଇ ଦେଲା ଗ୍ରାମଠାରୁ ୩ କିମି. ଦୂରରେ । ଫଳରେ ଏହି ୩ କି.ମି. ରାସ୍ତା ମୃତଦେହକୁ ଖଟିଆରେ…

ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି; ୪୧ ଡିଗ୍ରୀ ଟପିଲା ତାତି, ୧୮ ଯାଏ ନିସ୍ତାର ନାହିଁ

ଭୁବନେଶ୍ୱର,୧୩ା୪(ବନ୍ଦନା ସେଠୀ): ରାଜ୍ୟରେ ଏବେ ଗରମ ଓ ଗୁଳୁଗୁଳି ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ତାପମାତ୍ରା ୪୧ ଡିଗ୍ରୀ ଡେଇଁଥିବାବେଳେ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହରରେ ପରିଣତ ହୋଇଛି। ରବିବାର ଏଠାରେ ରାଜ୍ୟର ସର୍ବାଧିକ ତାପମାତ୍ରା ୪୧.୫ ଡିଗ୍ରୀ ଛୁଇଁଥିଲା। ଏହାତଳକୁ…

Share Market Crash: ଶାନ୍ତି ଆଲୋଚନା ବିଫଳ ହେବା ପରେ ଷ୍ଟକ ମାର୍କେଟ କ୍ରାସ; ସେନସେକ୍ସ ୧,୬୦୦ ପଏଣ୍ଟ ହ୍ରାସ ପାଇଲା

ମୁମ୍ମାଇ,୧୩।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହେବା ପରେ ଆଜି ବିଶ୍ୱ ଷ୍ଟକ ବଜାରରେ ତୀବ୍ର ହ୍ରାସ ଘଟିଛି। ଏହି ପ୍ରଭାବରୁ ଭାରତୀୟ ବଜାର ମଧ୍ୟ ବାଦ ପଡ଼ିନାହିଁ; ସୋମବାର, ଭାରତର…

ଆଜି ଭୁବନେଶ୍ୱର ପାଳୁଛି ପ୍ରତିଷ୍ଠା ଦିବସ, ଏହି ଦିନରେ…

ଭୁବନେଶ୍ୱର,୧୩ା୪: ଆଜି ଅର୍ଥାତ୍‌ ସୋମବାର ୭୯ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର। ଆଜି ରାଜଧାନୀ ୭୮ ତମ ପ୍ରତିଷ୍ଠା ଦିବସ ପାଳି ୭୯ ବର୍ଷକୁ ଅଗ୍ରସର ହୋଇଛି। ଏଥିପାଇଁ ଖୁବ୍‌ ସଜେଇ ହୋଇଛି ରାଜଧାନୀ। ସରକାରୀ କୋଠାଗୁଡ଼ିକ ଆଲୋକମାଳାରେ ବେଶ୍‌…

ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ଉଗ୍ର ପ୍ରଦର୍ଶନ, ପୋଲିସ ଉପରକୁ ପଥର ମାଡ଼

ନୋଏଡା,୧୩।୪: ନୋଏଡାର ବିଭିନ୍ନ ସେକ୍ଟରର ବିଭିନ୍ନ କମ୍ପାନୀର କର୍ମଚାରୀମାନେ ସୋମବାର ଦରମା ବୃଦ୍ଧି ଦାବିରେ ରାସ୍ତାକୁ ଓହ୍ଲାଇଥିଲେ। ଗତ ତିନିରୁ ଚାରି ଦିନ ଧରି ଚାଲିଥିବା ଏହି ପ୍ରତିବାଦ ସୋମବାର ଯଥେଷ୍ଟ ବୃଦ୍ଧି ପାଇଥିଲା ଯେତେବେଳେ ରାଗରେ କର୍ମଚାରୀମାନେ ଅନେକ ପ୍ରମୁଖ…

ବେପରୁଆ ବୟାନ ଦେଲେଣି ଟ୍ରମ୍ପ, ଇରାନକୁ ନେଇ କହିଲେ ଏମିତି କଥା ସାରା ବିଶ୍ୱ ଚକିତ

ଓ୍ବାଶିଂଟନ,୧୩।୪: ଇସଲାମାବାଦରେ ଆଲୋଚନା ଭାଙ୍ଗିବା ପରେ ଡୋନାଲ୍ଡ ଟ୍ରମ୍ପ ଏକ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଯେ ଇରାନ ପରମାଣୁ ଅସ୍ତ୍ର ରଖିବା ଉଚିତ ନୁହେଁ। ଟ୍ରମ୍ପ କହିଛନ୍ତି ଯେ ସେ ଆଲୋଚନା ପୁନଃ ଆରମ୍ଭ କରିବାକୁ…

ପରିଶ୍ରମ ଅନୁଯାୟୀ ମହୁଲ ଫୁଲ ସଂଗ୍ରହକାରୀଙ୍କୁ ମିଳୁନି ମୂଲ, ଜୀବିକାକୁ ଆଦରି ନେଇ…

ବରଗଡ଼/ଝାରବନ୍ଧ,୧୩।୪(ପ୍ରେମାନନ୍ଦ ଖମାରୀ/ ଦେବେନ୍ଦ୍ର ସାହୁ): ଲଘୁ ବନଜାତ ଦ୍ରବ୍ୟ ମଧ୍ୟରୁ ମହୁଲ ଫୁଲ ଅନ୍ୟତମ। ଫାଲଗୁନ ମାସ ଆସିବା ମାତ୍ର ଏହି ଫୁଲ ଗଛରେ ଦେଖିବାକୁ ମିଳେ। ମହୁଲ ଫୁଲର ମହକରେ ଗଛର ପାରିପାର୍ଶ୍ୱିକ ଅଞ୍ଚଳ ମହକି ଉଠିଥାଏ। କେବଳ ମହୁମାଛି…

ମା’ ରାମଚଣ୍ଡୀଙ୍କ ଚନ୍ଦନ ପୋଖରୀରେ ଆଣ୍ଠୁଏ ପାଣି, ମେଳାରେ ସମସ୍ୟା ଭୋଗିବେ ବ୍ୟବସାୟୀ, ଅସନ୍ତୋଷ ପ୍ରକାଶ କରି…

ମହାକାଳପଡ଼ା,୧୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗରସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିରରେ ଦିନକ ପରେ ପଣା ସଂକ୍ରାନ୍ତି ଓ ଝାମୁଯାତ୍ରା ଅନୁଷ୍ଠିତ ହେବ। ଏହା ଏକ ସପ୍ତାହ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ମା’ଙ୍କ ମନ୍ଦିର…

ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ ଆସିଲା ଏହି ବ୍ୟକ୍ତିଙ୍କର ଗୋଟିଏ ଫୋନ କଲ୍‌, ସବୁ ହୋଇଗଲା ଓଲଟପାଲଟ!

ଇସଲାମାବାଦ,୧୩।୪: ଇରାନ ଦାବି କରିଛି ଯେ ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବିବାଦ ସମାଧାନ ପାଇଁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ଦ୍ୱାରା ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କୁ କରାଯାଇଥିବା ଏକ ଫୋନ କଲ – ଠିକ ଆଲୋଚନା ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri