Home Left

କାରଖାନା ନିର୍ମାଣ ନାମରେ ମୋରମ ଲୁଟ୍‌

ଯାଜପୁର,୧ା୩(ହର୍ଷବର୍ଦ୍ଧନ ବେହେରା) :ତୃଣମୂଳଠାରୁ ଆରମ୍ଭ କରି ଯାହାର ଯେତେ କ୍ଷମତା ସେହି ପରିମାଣରେ ଦୁର୍ନୀତି ଓ ହରିଲୁଟ ବଢିବା ଏବେ ଯାଜପୁର ଜିଲା ପାଇଁ ଚିନ୍ତାର କାରଣ ହୋଇଛି। ବିଶେଷକରି ଲଘୁ ଖଣିଜ ଦ୍ରବ୍ୟ ଲୁଟ୍‌ କାରବାରକୁ ଅଧିକ ନିୟନ୍ତ୍ରଣ ଆଶା…

ମତ୍ସ୍ୟଜୀବୀ ପରିବାରଙ୍କୁ ୨୨ କୋଟିର ଜୀବିକା ସହାୟତା

ଭୁବନେଶ୍ୱର,୧।୩(ଅସମାପିକା ସାହୁ):ଅଲିଭ୍‌ ରିଡ୍‌ଲେ କଇଁଛର ସୁରକ୍ଷା ନିମନ୍ତେ ମାଛଧରା କଟକଣା ଯୋଗୁ ପ୍ରଭାବିତ ସାମୁଦ୍ରିକ ମତ୍ସ୍ୟଜୀବୀଙ୍କୁ ରାଜ୍ୟ ଯୋଜନାରେ ଜୀବିକା ସହାୟତା ପ୍ରଦାନ କରାଯାଇଛି। ଗୁରୁବାର କୃଷି ଭବନଠାରେ ଆୟୋଜିତ କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ…

ସାଉଦିରେ ୫ ୟେମେନ୍‌ ନାଗରିକଙ୍କ ମୁଣ୍ଡକାଟ୍‌

ରିୟାଧ, ୧।୩:ହତ୍ୟା ଏବଂ ଡକାୟତି ମାମଲାରେ ଦୋଷୀ ସାବ୍ୟସ୍ତ ୟେମେନ୍‌ର ୫ ନାଗରିକଙ୍କୁ ସାଉଦି ଆରବରେ ମୃତ୍ୟୁଦଣ୍ଡ ଦିଆଯାଇଛି। ଏହି ୫ ଜଣ ଅହମଦ୍‌ ଅଲ୍‌ ଅରାଦୀ ନାମକ ଜଣେ ସାଥୀଙ୍କ ମୁଣ୍ଡକୁ ପିଟି ପିଟି ହତ୍ୟା କରିଥିଲେ। ଦୋଷୀ ସାବ୍ୟସ୍ତ…

ସଡ଼କ ଦୁର୍ଘଟଣା: ବର୍ଷକରେ ୫୬୦୦ ମୃତ୍ୟୁ

ଭୁବନେଶ୍ୱର,୧।୩(ସୁନିତ୍‌ ମିଶ୍ର):ଓଡ଼ିଶାରେ ୨୦୨୩ରେ ସଡ଼କ ଦୁର୍ଘଟଣାରେ ପ୍ରାୟ ୫୬୦୦ ଜଣଙ୍କ ମୃତ୍ୟୁ ଘଟିଛି, ଯାହାଙ୍କ ମଧ୍ୟରୁ ୭୦% ହେଉଛନ୍ତି ଯୁବବର୍ଗ । ତେଣୁ ବିଭିନ୍ନ ପଞ୍ଚାୟତିରାଜ ପ୍ରତିଷ୍ଠାନର ସଦସ୍ୟ ଯଥା ସରପଞ୍ଚ ଆଦିଙ୍କୁ ସଂଶ୍ଲିଷ୍ଟ କରି ଗ୍ରାମ୍ୟସ୍ତରରେ ସଚେତନତା କାର୍ଯ୍ୟକ୍ରମ କରିବାକୁ…

ବିଜେଡି ଲୋକଙ୍କ ଟଙ୍କା ଲୋକଙ୍କୁ ବାଣ୍ଟି ନିର୍ବାଚନୀ ଲଲିପପ୍‌ ଧରାଉଛି: କଂଗ୍ରେସ

ଭୁବନେଶ୍ୱର,୧।୩(ସୁନିତ୍‌ ମିଶ୍ର):ରାଜ୍ୟରେ ଲୋକଙ୍କ ଆୟ ବଢୁ ନ ଥିବାବେଳେ ଖର୍ଚ୍ଚ ୩ ଗୁଣା ହେଲାଣି। ବିଭିନ୍ନ ବିଭାଗରେ ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ପଦବୀ ଖାଲି ପଡ଼ିଥିବାବେଳେ ରାଜ୍ୟ ସରକାର ସେଗୁଡ଼ିକ ପୂରଣ ନ କରି ଶିକ୍ଷିତ ଯୁବତୀଯୁବକଙ୍କୁ ନିର୍ବାଚନ ସମୟରେ ନୂଆ…

ଭାଜପା କର୍ମୀଙ୍କ ଉପରେ ଗାଡ଼ି ଚଢ଼ାଇଥିବା ପ୍ରଶାନ୍ତଙ୍କୁ କୋଳେଇ ନେଲା ଭାଜପା: ବିଜେଡି

ଭୁବନେଶ୍ୱର,୧ା୩(ଅନିଲ ଦାସ):ପ୍ରଶାନ୍ତ ଜଗଦ୍ଦେବ ଯିଏକି ଭାଜପା କର୍ମୀଙ୍କ ଉପରେ ଗାଡ଼ି ଚଢ଼ାଇ ମାରିବାକୁ ଉଦ୍ୟମ କରିବା ସହ ୨ଟି ଆପରାଧିକ ମାମଲାରେ ଜେଲ ଯାଇଥିଲେ, ଯାହାଙ୍କ ବିରୋଧରେ ଓଡ଼ିଶା ଭାଜପାର ନେତା ଓ କର୍ମୀ ଗଳାଫଟାଇ ଚିତ୍କାର କରୁଥିଲେ, ଆଜି କିଭଳି…

ଆଜି ଆଇଆଇଏମ୍‌ ସମ୍ବଲପୁରରେ ୧୦୦ କ୍ୟୁବ୍‌ ଷ୍ଟାର୍ଟଅପ୍‌ର ଶୁଭାରମ୍ଭ କରିବେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧ା୩(ସୁନିତ୍‌ ମିଶ୍ର):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଓ ଶନିବାର ସମ୍ବଲପୁର ଗସ୍ତରେ ରହିବେ। ସେ ଆଇଆଇଏମ୍‌ ୧୦୦ କ୍ୟୁବ୍‌ ଷ୍ଟାର୍ଟଅପ୍‌ର ଶୁଭାରମ୍ଭ କରିବା ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଶୁକ୍ରବାର ସେ ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରେ ଏନ୍‌ଏସ୍‌ଡିସି ଏବଂ ବଜାଜ୍‌…

୨୦୦୦ ପଞ୍ଚାୟତରେ ‘ଆମ ବ୍ୟାଙ୍କ’ର ଶୁଭାରମ୍ଭ

ଭୁବନେଶ୍ୱର,୧ା୩(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟରେ ୨୮୮ ବ୍ଲକର ୨୦୦୦ ଗ୍ରାମ ପଞ୍ଚାୟତରେ ‘ଆମ ବ୍ୟାଙ୍କ’ର ଶୁଭାରମ୍ଭ କରିଛନ୍ତି। ଓଡ଼ିଶାର ୬୭୯୮ଟି ଗ୍ରାମ ପଞ୍ଚାୟତ ମଧ୍ୟରୁ ୪୩୭୩ ପଞ୍ଚାୟତରେ ବ୍ୟାଙ୍କ ଶାଖା ନ ଥିଲା। ୨୦୨୩ ନଭେମ୍ବରରେ ପ୍ରଥମ…

୨୧,୪୨୭ ବସ୍ତି ବାସିନ୍ଦା ପରିବାରକୁ ଭୂମି ଅଧିକାର

ଭୁବନେଶ୍ୱର,୧ା୩(ଅନିଲ ଦାସ):ରାଜ୍ୟର ସହର ବିକାଶ ଇତିହାସରେ ଏକ ନୂଆ ମାଇଲଖୁଣ୍ଟ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୫-ଟି ଉପକ୍ରମରେ ସହରବାସୀଙ୍କ ପାଇଁ ପିଇବା ପାଣି, ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌, ସ୍ବେରେଜ ବ୍ୟବସ୍ଥା, ଅନେକ ନାଗରିକ ସେବା ସହିତ ବସ୍ତିବାସିନ୍ଦାଙ୍କୁ…

ରତ୍ନଭଣ୍ଡାର କାନ୍ଥରେ ଫାଟ

ପୁରୀ,୧ା୩(ଅଜିତ୍‌ ମହାନ୍ତି):ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗୁରୁବାର ଗଜପତି ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ (ଏଏସ୍‌ଆଇ) ଦ୍ୱାରା ନଭେମ୍ବର ୧୭ରୁ ଆରମ୍ଭ ହୋଇଥିବା ଶ୍ରୀମନ୍ଦିର ନାଟମଣ୍ଡପ ସଂରକ୍ଷଣ ଓ…

ରତ୍ନଭଣ୍ଡାର ଅଳଙ୍କାର ଗଣତି ହେବ

ପୁରୀ,୧ା୩(ଅଜିତ୍‌ ମହାନ୍ତି):ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଶ୍ରୀମନ୍ଦିର ରତ୍ନଭଣ୍ଡାରର ରତ୍ନଅଳଙ୍କାର ଗଣତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଏହି କ୍ରମରେ ଗୁରୁବାର ରତ୍ନ ଅଳଙ୍କାର ଗଣତିମଣତି ନିମନ୍ତେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ଫଳରେ ଦୀର୍ଘ ୪୬…

ଅମ୍ବାନୀ ପରିବାରର ବିବାହରେ ଗୀତ ଗାଇବାକୁ ଏତିକି ଟଙ୍କା ନେବେ ହଲିଉଡ୍‌ ଗାୟିକା ରିହାନା

ମୁମ୍ବାଇ,୩।୧: ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀଙ୍କ ସାନପୁଅ ଅନନ୍ତ ଜୁଲାଇରେ ବୀରେନ୍‌ ମର୍ଚାଣ୍ଟ ଏବଂ ଶିଲା ମର୍ଚାଣ୍ଟର ଝିଅ ରାଧିକାଙ୍କୁ ବିବାହ କରିବାକୁ ଯାଉଛନ୍ତି। ବିବାହ ପୂର୍ବରୁ ଗଜୁରାଟର ଜାମନଗରରେ ମାର୍ଚ୍ଚ ୧-୩ରୁ ଏହି ଦମ୍ପତିଙ୍କ ପ୍ରି-ଓ୍ବେଡିଂ କାର୍ଯ୍ୟ ଆରମ୍ଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri