Home Left

ପ୍ରାର୍ଥୀ ଚୟନରେ ବିଳମ୍ବ, ଫାଇଦା ଉଠାଉଛି ଭାଜପା

ନୟାଗଡ଼/ଭାପୁର,୧୮।୪(ଲୋକନାଥ ମିଶ୍ର/ଭରତ କୁମାର ବେହେରା)ନୟାଗଡ଼ ଜିଲାର ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ଜୋର ଧରିନି। ଏଠାରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଦେଉ ନ ଥିବାରୁ ପ୍ରଚାରରେ ଭାଜପା ଆଗରେ ରହିଛି। ଭାଜପା ପ୍ରାର୍ଥୀ ଦୁଷ୍ମନ୍ତ ସ୍ବାଇଁ ଘରକୁ ଘର ବୁଲି…

ଅଧାପନ୍ତରିଆ ଭାବେ ପଡ଼ିଛି ପ୍ରାଣୀ ଚିକିତ୍ସାଳୟ କାମ

ନୂଆଗାଁ,୧୮।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନିକଟରେ ଚାଲିଥିବା ପ୍ରାଣୀ ଚିକିତ୍ସାଳୟ ନୂତନ ଗୃହ ନିର୍ମାଣ ଦୀର୍ଘ ମାସ ହେଲା ଅଧପନ୍ତରିଆ ଭାବେ ପଡି ରହିଛି। ପଶୁପକ୍ଷୀ , ଗାଈଗୋରୁ ଆଦିଙ୍କ ସୁରକ୍ଷା, ଚିକିତ୍ସାଓ କୃଷକମାନଙ୍କ ସ୍ବାର୍ଥ ଦୃଷ୍ଟିରୁ ନୂଆଗାଁ ବ୍ଲକ…

ବିଜେଡିରେ ଯୋଗଦେଲେ ରାଜନାରାୟଣ ମହାପାତ୍ର

ଭୁବନେଶ୍ୱର,୧୭ା୪(ଅନିଲ ଦାସ)- ଯାଜପୁର ଜିଲା ଅନ୍ତର୍ଗତ ବଡ଼ଚଣା ନିର୍ବାଚନମଣ୍ଡଳୀର ପିସିସି ସମ୍ପାଦକ ତଥା କ୍ୟାପ୍‌ଟେନ ରାଜନାରାୟଣ ମହାପାତ୍ରଙ୍କ ସହ ଶତାଧିକ କଂଗ୍ରେସ କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ବୁଧବାର ଶଙ୍ଖଭବନଠାରେ ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର ଓ ମୟୂରଭଞ୍ଜ ପର୍ଯ୍ୟବେକ୍ଷକ…

ଭୁବନେଶ୍ୱର ବିମାନବନ୍ଦରରୁ କେଜିଏ ସୁନା ଜବତ, ମଳଦ୍ୱାରରେ ଲୁଚାଇ ନେଉଥିଲେ ଯାତ୍ରୀ

ଭୁବନେଶ୍ୱର,୧୭।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ କଷ୍ଟମ ବିଭାଗ ଚଢ଼ାଉ କରି ଜଣେ ଯାତ୍ରୀଙ୍କଠାରୁ ୧ କେଜି ସୁନା ଜବତ କରିଛି। ଚାଲାଣକାରୀ ଜଣକ ମହାରାଷ୍ଟ୍ରର ବାସିନ୍ଦା ବୋଲି ଜଣାପଡିଛି। ସେ ବ୍ୟାଙ୍କକ୍‌ରୁ ବିମାନ ଯୋଗେ ଆସି…

ପଲଟୁରାମ ଗମ୍ଭୀର! ନିଜ କଥାରୁ ନିଜେ ଓହରି ଟ୍ରୋଲ ହେଉଛନ୍ତି କ୍ରିକେଟର…

ନୂଆଦିଲ୍ଲୀ,୧୭।୪: ସର୍ବଦା ନିଜର ବୟାନକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ୍‌ ହୋଇଥାନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର। ଏବେ ପୁଣି ସେ ଥରେ ନିଜର ବୟାନକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ହେଲେ ସେ ଏଥର କୌଣସି ଖେଳାଳିକୁ ସମାଲୋଚନା କରିନାହାନ୍ତି।…

ସୁରେନ୍ଦ୍ର ଭାବେ ଓଡ଼ିଶା କ୍ରିକେଟ ଟିମ୍ ର ନୂଆ କୋଚ୍ ନିଯୁକ୍ତ

କଟକ, ୧୭।୪: ଆଗାମୀ ଘରୋଇ ସିଜିନ୍ ପାଇଁ ମହାରାଷ୍ଟ୍ରର ପୂର୍ବତନ ଅଧିନାୟକ ତଥା ପ୍ରଶିକ୍ଷକ ସୁରେନ୍ଦ୍ର ଭାବେଙ୍କୁ ଓଡ଼ିଶା କ୍ରିକେଟ ଟିମର ମୁଖ୍ୟ ପ୍ରଶିକ୍ଷକ ଭାବେ ନିଯୁକ୍ତ କରାଯାଇଛି। ବର୍ଷେ ମଧ୍ୟରେ ଓଡ଼ିଶା କ୍ରିକେଟ ଟିମର କୋଚ୍ ପରିବର୍ତ୍ତନ କରାଯାଇଛି। ଦୀନେଶ…

ଈଶାନ କିଶନ ବାଦ୍‌, ଏହି ଉଇକେଟକିପରଙ୍କ ଚମକିଲା ଭାଗ୍ୟ; ଟି୨୦ ବିଶ୍ୱକପ୍‌ ଲାଗି ଚୟନ ହେବେ ଏହି ୨୦ ଖେଳାଳି

ନୂଆଦିଲ୍ଲୀ,୧୭।୪: ଆଇପିଏଲ୍‌ ୨୦୨୪ ମଧ୍ୟରେ ଟିମ୍‌ ଇଣ୍ଡିଆର ଚୟନକୁ ନେଇ ଆଲୋଚନା ବଢ଼ିଛି। ଜୁନ୍‌ ୨ରୁ ଆରମ୍ଭ ହେବାକୁ ଯାଉଥିବା ଟି୨୦ ବିଶ୍ୱକପ୍‌ ପାଇଁ ଖୁବ୍‌ଶୀଘ୍ର ଟିମ୍‌ ଇଣ୍ଡିଆ ଘୋଷଣା ହୋଇପାରେ। ଟିମ୍‌ ମ୍ୟାନେଜମେଣ୍ଟ ୨୦ ସମ୍ଭାବ୍ୟ ଖେଳାଳି ତାଲିକା ପ୍ରସ୍ତୁତ…

‘ଟାଇମ୍’ ମାଗାଜିନ ୧୦୦ ପ୍ରଭାବଶାଳୀ ବ୍ୟକ୍ତିତ୍ୱ ତାଲିକାରେ ସାକ୍ଷୀ ମଲିକ୍-ଆଲିଆ ଭଟ୍ଟ

ନୂଆଦିଲ୍ଲୀ, ୧୭।୪: ଟାଇମ୍ ମାଗାଜିନ୍ ୨୦୨୪ ବର୍ଷର ୧୦୦ ପ୍ରଭାବଶାଳୀ ବ୍ୟକ୍ତିତ୍ୱର ତାଲିକା ପ୍ରକାଶ କରିଛି। ବୁଧବାର ସନ୍ଧ୍ୟାରେ ପ୍ରକାଶିତ ଏହି ତାଲିକାରେ ଦୁଇ ଭାରତୀୟଙ୍କ ନାମ ରହିଛି। ଅଲିମ୍ପିକ୍ ପଦକ ବିଜେତା ସାକ୍ଷୀ ମଲିକ୍ ଏବଂ ଅଭିନେତ୍ରୀ ଆଲିଆ ଭଟ୍ଟ…

ଓଡ଼ିଶା କଂଗ୍ରେସର ୨୬ଜଣିଆ ନିର୍ବାଚନ ପରିଚାଳନା କମିଟି, ତାଲିକାରେ ଏହି ବଡ଼ ନେତା

ଭୁବନେଶ୍ୱର,୧୭।୪: ଓଡ଼ିଶା ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସର ୨୬ ଜଣିଆ ନିର୍ବାଚନ ପରିଚାଳନା କମିଟି ତାଲିକା ବୁଧବାର ଜାରି ହୋଇଛି। ଏହି ତାଲିକାକୁ ଅଖିଳ ଭାରତୀୟ ଜାତୀୟ କଂଗ୍ରେସର ଅନୁମୋଦନ କରିଥିବା ନେଇ ସାଧାରଣ ସଂପାଦକ କେ.ସି…

ଆସନ୍ତାକାଲି ଘଣ୍ଟାଏ ବନ୍ଦ ରହିବ ଟ୍ରେନ ରିଜର୍ଭଭେଶନ ସେବା

ନୂଆଦିଲ୍ଲୀ,୧୭।୪: ଯଦି ଆପଣ କୌଣସି ସ୍ଥାନକୁ ଟ୍ରେନରେ ଯିବା ପାଇଁ ରିଜର୍ଭଭେଶନ ଟିକେଟ୍‌ ବୁକ୍‌ କରୁଛନ୍ତି ତେବେ ଏହାକୁ ତୁରନ୍ତ କରିନିଅନ୍ତୁ । କାରଣ ବୈଷୟିକ କାରଣରୁ ଅନଲାଇନ ଓ ଅଫଲାଇନ ରିଜର୍ଭଭେଶନ(ସଂରକ୍ଷଣ) ସମ୍ବନ୍ଧୀୟ ସେବା ବନ୍ଦ ରହିବାକୁ ଯାଉଛି। ଯାତ୍ରୀଙ୍କ…

ଆଇପିଏଲ୍ ରୁ ଅବସର ନେବେ ନାହିଁ ଧୋନୀ!, ଦୁଇ ସାଙ୍ଗ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୧୭।୪: ଚଳିତ ସିଜିନରେ ମହେନ୍ଦ୍ର ସିଂ ଧୋନୀ ଜଣେ ଖେଳାଳି ଭାବେ ଆଇପିଏଲ ଖେଳୁଛନ୍ତି। ସିଜିନ୍ ଆରମ୍ଭରେ ଧୋନୀ ଚେନ୍ନାଇ ସୁପର କିଙ୍ଗସ(ସିଏସକେ) ଅଧିନାୟକ ପଦ ଋତୁରାଜ ଗାଏକ୍ଵାଡଙ୍କୁ ହସ୍ତାନ୍ତର କରିଥିଲେ। ଅଧିନାୟକ ପଦ ଛାଡିବା ପରେ ଏହି ଦାବି…

ନାମାଙ୍କନ ଦାଖଲ କରି ଓହରିଲେ ଗୁଲାମ ନବୀ ଆଜାଦ, ଲଢିବେ ନାହିଁ ଲୋକ ସଭା ନିର୍ବାଚନ

ନୂଆଦିଲ୍ଲୀ, ୧୭।୪: ଡେମକ୍ରାଟିକ୍ ପ୍ରୋଗ୍ରେସିଭ ଆଜାଦ ପାର୍ଟି (DPAP) ମୁଖ୍ୟ ଗୁଲାମ ନବୀ ଆଜାଦ ୨୦୨୪ ନିର୍ବାଚନରେ ନ ଲଢ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାପୂର୍ବ ପୂର୍ବତନ କଂଗ୍ରେସ ନେତା ଅନନ୍ତନାଗ-ରଜୌରୀ ଲୋକ ସଭା ଆସନରୁ ଲଢ଼ିବାକୁ ପାର୍ଟି ଦ୍ୱାରା ମନୋନୀତ ହୋଇଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri