Home Left

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ ୯ଟା ୪୯ରେ ନବାନ୍ନ ଲାଗି ହୋଇଥିଲା। ପରେ ସହରର ପ୍ରତ୍ୟେକ ବର୍ଗର ଲୋକ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ ଦେଶୀ ମହୁଲି ଓ ବିଦେଶୀ ମଦ ବିକ୍ରି ବନ୍ଦ ଦାବିରେ ମହିଳାମାନେ ମଙ୍ଗଳବାର…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକ ମହୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଶିରାବାହାଲ ଗ୍ରାମବାସୀ। ଗତ ୧୯ ବର୍ଷ…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ ପାଣିଗ୍ରାହୀ, ଗୋବିନ୍ଦ ସାହୁ, ରଞ୍ଜନ ପାତ୍ର, ବାବୁଲା ଦୋରା, ଦ୍ୱିତୀକୃଷ୍ଣ ଗୌଡ଼ ଓ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି ବିପଦକୁ ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ଉନ୍ନତ କରିବା ପାଇଁ ସଡ଼କ…

୨୦୨୭ ଯାଏ ୩ ରାଶିଙ୍କର ଚାଲିବ ଭଲ ସମୟ, କେତୁଙ୍କ ପ୍ରଭାବରେ ପ୍ରଚୁର ଧନ ଲାଭ ସହ ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ରରେ ଛାୟା ଗ୍ରହ କେତୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଜ୍ୟୋତିଷୀଙ୍କ ମତ ଅନୁସାରେ, କେତୁ ପ୍ରାୟ ୧୮ ମାସ ପରେ ରାଶି ପରିବର୍ତ୍ତନ କରନ୍ତି। ତେଣୁ ତାଙ୍କ ଗୋଚରର ପ୍ରଭାବ ୧୨ଟି ରାଶି ଉପରେ ପଡ଼ିଥାଏ…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ ଋତୁ (ନବରାତ୍ରୀ ଏବଂ ଦୀପାବଳି ୨୦୨୬) ଆରମ୍ଭ ହେବା ପୂର୍ୱରୁ ସରକାର ମହଙ୍ଗା…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି, ତେବେ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ଆପଣଙ୍କ ପାଇଁ ଏକ ଉତ୍ତମ…

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା ନ ଥିବାରୁ ଆତ୍ମୀୟସ୍ବଜନ ଖଟିଆରେ ୨ ଭାଇଙ୍କ ମୃତଦେହକୁ ଏକ କିଲୋମିଟରରୁ ଊର୍ଦ୍ଧ୍ୱ…

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ ୮ମ ଥର ପାଇଁ ଏସିଆ କପ ଟ୍ରଫି ଜିତିଛି। ତେବେ ଚାମ୍ପିଅନ ହେବା…

ବିଶ୍ୱକର୍ମା ରାଜମିସ୍ତ୍ରୀ, କାରିଗର ସଂଘର ବାର୍ଷିକୋତ୍ସବ, ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ନିଷ୍ପତ୍ତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ସଂଘର କାର୍ଯ୍ୟକର୍ତ୍ତା ଶିବ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଆଇନଜୀବୀ କୁରେଶୁ…

UPIରେ ବନ୍ଧୁଙ୍କୁ ୫,୦୦୦ ଟଙ୍କା ପଠାଇଲେ ଲାଗିବ ଏକ୍ସଷ୍ଟ୍ରା ଚାର୍ଜ? ଜାଣନ୍ତୁ P2P-P2M ପେମେଣ୍ଟର ପାର୍ଥକ୍ୟ

ନୂଆଦିଲ୍ଲୀ,୧୫।୯ : ଆଜିକାଲି ମୋବାଇଲରେ କିଛି ସେକେଣ୍ଡ ମଧ୍ୟରେ ଟଙ୍କା ପଠାଇବା ପାଇଁ UPI ସବୁଠାରୁ ସହଜ ମାଧ୍ୟମ ପାଲଟିଛି। ବନ୍ଧୁଙ୍କୁ ଟଙ୍କା ପଠାଇବା ହେଉ କି ଘରର ବିଲ ପୈଠ କରିବା, ଅଥବା ଦୋକାନରୁ ସାମଗ୍ରୀ କିଣିବାସବୁ କ୍ଷେତ୍ରରେ UPI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?