ନେତାଙ୍କୁ ଅଡୁଆ ଅଧାପନ୍ତରିଆ କାମ
ଯାଜପୁର,୧୭ା୪(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲାର ଜାରକା ଗ୍ରାମ୍ୟ ନିର୍ମାଣ ଡିଭିଜନ-୨ ଅଧୀନ ଗ୍ରାମାଞ୍ଚଳର ଗମନାଗମନ ବ୍ୟବସ୍ଥାକୁ ସୁଦୃଢ କରିବା ଲକ୍ଷ୍ୟ ରଖି ବିଜୁ ସେତୁ ଯୋଜନା ଏବଂ ବିଭିନ୍ନ ରାସ୍ତା ନିର୍ମାଣ କାର୍ଯ୍ୟ ହାତକୁ ନିଆଯାଇଛି। ହେଲେ କେତେକ ସ୍ଥାନରେ ବିଭାଗ…
ଟିକେଟ ମିଳିଲାନି, ହାତ ଧରିପାରନ୍ତି ଅଲେଖ
ପଟ୍ଟାମୁଣ୍ଡାଇ, ୧୭ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀରେ ଚଳିତ ନିର୍ବାଚନକୁ ନେଇ ରାଜନୈତିକ ପାଣିପାଗ ସରଗରମ ରହିଛି। ବିଜେଡି ବର୍ତ୍ତମାନ ବିଧାୟକ ଧ୍ରୁବ ସାହୁଙ୍କୁ ପୁଣି ଥରେ ଭରସା କରି ଟିକେଟ ଦେଇଛି। ସେପଟେ ଧ୍ରୁବଙ୍କୁ ଟକ୍କର ଦେବା ପାଇଁ…
ଧୂଳି ଲେପରେ ଫାଷ୍ଟଫୁଡ୍ ଷ୍ଟଲ, ବାସି ଖାଦ୍ୟ
ମହାକାଳପଡ଼ା,୧୭ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):ମହାକାଳପଡ଼ା ବ୍ଲକର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ପଣା ସଂକ୍ରାନ୍ତିଠାରୁ ଝାମୁଯାତ୍ରା ଚାଲିଛି। ଏହି ଅବସରରେ ମେଳାରେ ବହୁସଂଖ୍ୟାରେ ଦୋକାନ ବଜାର ପଡିଥିବା ବେଳେ ବ୍ୟବସାୟୀମାନେ ପସରା ମେଲାଇଛନ୍ତି। ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଦିନ…
ସତ୍ୟସାରଥିଙ୍କ ପ୍ରାର୍ଥିତ୍ୱକୁ ନେଇ ଅଡୁଆ ବଢୁଛି
ଜଗତ୍ସିଂହପୁର, ୧୭ା୪ (ପ୍ରମୋଦ କୁମାର ନାୟକ):ବାଲିକୁଦା-ଏରସମା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ସତ୍ୟସାରଥି ମହାନ୍ତି ଭାଜପା ବିଧାୟକ ପ୍ରାର୍ଥୀ ହୋଇଛନ୍ତି। ଏହି ଘୋଷଣା ପରେ ଦଳ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। କାରଣ ଖୁବ୍କମ୍ଦିନ ମଧ୍ୟରେ ସତ୍ୟସାରଥି ନିର୍ବାଚନ ମଣ୍ଡଳୀରେ ପହଞ୍ଚତ୍…
ବାହାରିଲା ୟୁପିଏସ୍ସି ଫଳାଫଳ: ଜାଣନ୍ତୁ କ’ଣ କହୁଛନ୍ତି କୃତୀ ଛାତ୍ରୀଛାତ୍ର
ପ୍ରଥମ ପ୍ରୟାସରେ ଦ୍ୱିତୀୟ ର଼୍ୟାଙ୍କ ମା’ବାପାଙ୍କୁ ହରାଇଥିଲେ ମଧ୍ୟ କଠିନ ପରିଶ୍ରମ ତାଙ୍କୁ ସଫଳତା ଆଣିଦେଇଛି। ନିଷ୍ଠାର ସହ କଠିନ ପରିଶ୍ରମ କଲେ ଯେ ସଫଳତା ପାଇହେବ ତାହା ସେ ପ୍ରମାଣ କରି ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇପାରିଛନ୍ତି। ଏମିତି…
ସ୍ପେଶାଲ କ୍ରାଇମ୍ ୟୁନିଟ୍ ପଞ୍ଝାରେ ଉଚ୍ଚଶିକ୍ଷିତ ଠକ
ଭୁବନେଶ୍ୱର,୧୭।୪(ସତ୍ୟଜିତ୍ ରାଉତ): ବହୁଗୁଣ ଲାଭ ଦେବା ଆଳରେ ୧.୧୧ କୋଟି ଟଙ୍କା ଠକେଇ ମାମଲାରେ କମିଶନରେଟ୍ ପୋଲିସର ସ୍ପେଶାଲ କ୍ରାଇମ୍ ୟୁନିଟ୍ ଜଣେ ଉଚ୍ଚଶିକ୍ଷିତ ଠକଙ୍କୁ ଗିରଫ କରିଛି। ସେ ହେଲେ ଭୁବନେଶ୍ୱର ଏୟାରପୋର୍ଟ ଥାନା ଅନ୍ତର୍ଗତ ପଳାଶପଲ୍ଲୀ ଅଞ୍ଚଳର ଆତ୍ମଜ୍ୟୋତି…
ସୁନୀଲ ନାରିନ୍ଙ୍କ ପ୍ରଥମ ଶତକ
କୋଲକାତା,୧୭ା୪: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ ନିଜର ପ୍ରଥମ ଶତକ ହାସଲ କରିଛନ୍ତି ସୁନୀଲ ନାରିନ୍। ଫଳରେ ରାଜସ୍ଥାନ ରୟାଲ୍ସ ବିପକ୍ଷ ମ୍ୟାଚ୍ରେ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୬ ଉଇକେଟ ହରାଇ ୨୨୩ରନ୍ କରିଛି କୋଲକାତା ନାଇଟ୍ ରାଇଡର୍ସ।…
ଆଇପିଏଲ୍ରୁ ମାନସିକ ବିରତି ନେଲେ ମ୍ୟାକ୍ସଓ୍ବେଲ
ବେଙ୍ଗାଲୁରୁ,୧୭ା୪(ପି.ଟି.): ଆଇପିଏଲରୁ ମାନସିକ ଓ ଶାରୀରିକ ବିରତି ନେଇଛନ୍ତି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ଅଲରାଉଣ୍ଡର ଗ୍ଲେନ୍ ମ୍ୟାକ୍ସଓ୍ବେଲ। ଖରାପ ବ୍ୟାଟିଂ ଫର୍ମ କାରଣରୁ ମ୍ୟାକ୍ସଓ୍ବେଲ ବିରତି ନେଇଥିବା ସ୍ପଷ୍ଟ କରିଛନ୍ତି। ସୋମବାର ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ମ୍ୟାକ୍ସଓ୍ବେଲ ଖେଳି ନ ଥିଲେ।…
ଗ୍ରୀସ୍ରେ ଅଲିମ୍ପିକ୍ସ ମଶାଲ ପ୍ରଜ୍ୱଳିତ
ଆନସିଏଣ୍ଟ ଅଲିମ୍ପିଆ, ୧୭ା୪ (ପି.ଟି.): ଆସନ୍ତା ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ ଉପଲକ୍ଷେ ପ୍ରଜ୍ୱଳିତ ହୋଇଛି ଅଲିମ୍ପିକ୍ସ ମଶାଲ। ମଙ୍ଗଳବାର ଦକ୍ଷିଣ ଗ୍ରୀସ୍ର ଏଥେନ୍ସରେ ଥିବା ପୁରାତନ ଗେମ୍ସ ଭେନ୍ୟୁରେ ପ୍ରତିକୂଳ ପାଗ ସତ୍ତ୍ୱେ ଅଲିମ୍ପିକ୍ସ ମଶାଲରେ ଅଗ୍ନି ସଂଯୋଗ କରାଯାଇଛି। ପ୍ରାଚୀନ…
ସାଉଥରେ ଡେବ୍ୟୁ କରିବେ ଅକ୍ଷୟ
ହାଇଦ୍ରାବାଦ: ବଲିଉଡ୍ ଅଭିନେତା ଅକ୍ଷୟ କୁମାର ନିଜର ଆକ୍ସନ ଥ୍ରୀଲର ଫିଲ୍ମ ‘ବଡ଼େ ମିୟାଁ ଛୋଟେ ମିୟାଁ’ପରେ ଏବେ ତେଲୁଗୁ ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରିବାକୁ ଯାଉଛନ୍ତି। ବିଷ୍ଣୁ ମଞ୍ଚୁଙ୍କ ନିର୍ମିତ ‘କନ୍ନପ୍ପା’ ଫିଲ୍ମରେ ଅକ୍ଷୟ ନଜର ଆସିବେ ବୋଲି ମଙ୍ଗଳବାର ଜଣାପଡ଼ିଛି।…
ବିିଏସ୍କେୱାଇକୁ ନେଇ ରାଜନୀତି କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି
ଭୁବନେଶ୍ୱର,୧୭ା୪(ଅନିଲ ଦାସ):ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କେୱାଇ) ସ୍ବାସ୍ଥ୍ୟ କାର୍ଡ ଓଡ଼ିଶାବାସୀଙ୍କୁ ସଶକ୍ତ କରିଛି ଏବଂ ଆତ୍ମବିଶ୍ୱାସ ଓ ଗ୍ୟାରେଣ୍ଟି ଦେଇଛି। ଲୋକେ ସରକାରୀ ଡାକ୍ତରଖାନାରେ ମାଗଣାରେ ଚିକିତ୍ସା ସୁବିଧା ପାଉଛନ୍ତି, ଯାହାର କୌଣସି ସୀମା ନାହିଁ। ବିଏସ୍କେୱାଇରେ ମହିଳାଙ୍କ ପାଇଁ…
ବିଜେଡି ଶାସନରେ ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ନଷ୍ଟ ହୋଇଛି: ଭାଜପା
ଭୁବନେଶ୍ୱର, ୧୭।୪(ସୁନିତ୍ ମିଶ୍ର):ବିଜେଡି ଶାସନରେ ଓଡ଼ିଶାର ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇଛି। ସ୍ବାସ୍ଥ୍ୟ ବିଭାଗ ଦାୟିତ୍ୱରେ ଥିବା ମନ୍ତ୍ରୀ ନବ ଦାସ, ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଏୟାର ଆମ୍ବୁଲାନ୍ସରେ ଅଣାଯାଇ ଭୁବନେଶ୍ୱରଠାରେ ଚିକିତ୍ସିତ କରାଯାଇଥିଲା। ସେହିପରି ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ଦାମୋଦର…
Archives


