Home Left

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ ରୋଗୀଙ୍କୁ ଲିଙ୍ଗ, ବୟସ ଓ ଜାତୀୟତା ନିର୍ବିଶେଷରେ ସର୍ବୋତ୍କୃଷ୍ଟ ତଥା ଯଥାର୍ଥ ଚିକିତ୍ସା ସେବା…

ଲଢ଼େଇ ଅଭିଜ୍ଞ ବନାମ ନୂଆ ମୁହଁ

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ଜିଲା ସୋନପୁର ବିଧାନସଭା ଆସନ ପାଇଁ ସର୍ବପ୍ରଥମେ ନବନିର୍ମାଣ କୃଷକ ସଂଗଠନ ସୋନାଲି ବିଶିଙ୍କ ନାମ ଘୋଷଣା କରିଥିଲା। କିଛିଦିନ ପରେ ବିଜେଡି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ନାମ ଘୋଷଣା କଲା। ପରେ…

୨୭୦ ଥର ଟ୍ରାଫିକ୍‌ ନିୟମ ଉଲ୍ଲଘଂନ, ୧.୩୬ ଲକ୍ଷ ଜରିମାନା

ବେଙ୍ଗାଲୁରୁ: ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ସାଧାରଣତଃ କିଛି ହଜାର ଟଙ୍କା ଜରିମାନା ଦେବାକୁ ପଡିଥାଏ। କିନ୍ତୁ ଏବେ ଏପରି ଏକ ମାମଲା ସାମ୍‌ନାକୁ ଆସିଛି, ଯେଉଁଥିରେ ଟ୍ରାଫିକ ନିୟମ ଉଲ୍ଲଘଂନ କରିଥିବା ଜଣେ ମହିଳାଙ୍କୁ ଲକ୍ଷାଧିକ ଟଙ୍କାର ଜରିମାନା କରାଯାଇଛି।…

ଟାଟା ପାଓ୍ବାରର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୧୭।୪: ଦେଶର ସର୍ବବୃହତ୍‌ ସମନ୍ବିତ ବିଦ୍ୟୁତ୍‌ କମ୍ପାନୀ ଭାବେ ପରିଚିତ ଟାଟା ପାୱାର ବୈଦ୍ୟୁତିକ ଭେଇକିଲ (ଇଭି) ଚାର୍ଜିଂ ସମାଧାନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ସହ ନୂତନ ମାଇଲଖୁଣ୍ଟ ହାସଲ କରିଛି। ଏପରିକି କମ୍ପାନୀ ପ୍ରଥମ ଇଭି ଚାର୍ଜିଂ ସମାଧାନ ପ୍ରଦାନକାରୀ…

ଏହିସବୁ ହିଟ୍‌ ଟ୍ରାକ୍‌ରେ ଚାଲିଛି ନିର୍ବାଚନୀ ଗୀତ ରେକର୍ଡିଂ

କଟକ,୧୭ା୪ (କାର୍ତ୍ତିକ ସାହୁ):ଜିନ୍ଦାବାଦ୍‌, ଜିନ୍ଦାବାଦ୍‌…, ଆମର ଭାଇ, ତମର ଭାଇ…, ଭୋଟ ଦବ କୋଉଠି… ଆଦି ଚିର ପରିଚିତ ସ୍ଲୋଗାନ। ଡାକବାଜି ଯନ୍ତ୍ରରେ ମନମତାଣିଆ ଗୀତର ତାଳରେ ଜିନ୍ଦାବାଦ୍‌ ଧ୍ୱନି ବାଜି ଉଠିଲେ ଲୋକେ କାନ ପାରି ଶୁଣନ୍ତି। ପଚାରିବାକୁ ପଡ଼େନା…

ଶ୍ରୀଶ ସିବିଆଇର ନୂତନ କ୍ଷେତ୍ରୀୟ ମୁଖ୍ୟ

ଭୁବନେଶ୍ୱର,୧୭।୪: ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ସିବିଆଇ ଭୁବନେଶ୍ୱର କ୍ଷେତ୍ରର ନୂତନ କ୍ଷେତ୍ରୀୟ ମୁଖ୍ୟ ଭାବେ ଶ୍ରୀଶ କୁମାର ଶର୍ମା ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ବିହାରର ଧାନବାଦ କ୍ଷେତ୍ରୀୟ କାର୍ଯ୍ୟାଳୟରେ କ୍ଷେତ୍ରୀୟ ମୁଖ୍ୟ ଭାବେ…

ବଜାରରେ ହିରୋର ଦି ମାଭରିକ୍‌ ୪୪୦

ଭୁବନେଶ୍ୱର,୧୭।୪(ଅଭୟ ଦାଶ): ହିରୋ ମୋଟକର୍ପ ଲିମିଟେଡ୍‌ ବା ହିରୋର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ଦି ମାଭରିକ୍‌ ୪୪୦’ର ସର୍ବଭାରତୀୟ ଉନ୍ମୋଚନ ଏବଂ ବଜାର ପ୍ରବେଶ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର…

୨୦୨୪ରେ ଜିଡିପି ଅଭିବୃଦ୍ଧି ହାର ୬.୮%

ଭୁବନେଶ୍ୱର,୧୭।୪(ଅନୁରାଧା ମହାରଣା): ୨୦୨୪ରେ ଭାରତୀୟ ଅର୍ଥନୀତି ୬.୮ ପ୍ରତିଶତ ହାରରେ ବୃଦ୍ଧିପାଇବ। ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି(ଆଇଏମ୍‌ଏଫ୍‌) ବିଶ୍ୱ ଅର୍ଥନୈତିକ ଅଭିବୃଦ୍ଧି ଆଉଟଲୁକ୍‌ରେ ଏପରି ଆକଳନ ପ୍ରକାଶ କରିଛି। ଆଇଏମ୍‌ଏଫ୍‌ ୨୦୨୪ରେ ଭାରତରେ ଜିଡିପି ଅଭିବୃଦ୍ଧି ହାରକୁ ୬.୮ ପ୍ରତିଶତ ହେବ ବୋଲି ଆକଳନ…

ପ୍ରଚାର କଲେଣି ଭାଜପା, କଂଗ୍ରେସ:ବିଜେଡି ନୀରବ

ହାଟଡିହୀ,୧୭l୪(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ କଂଗ୍ରେସ ଓ ଭାଜପା ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତିି। ଭାଜପାରୁ ଆଲୋକ ସେଠୀ ଓ କଂଗ୍ରେସରୁ ଜୟଦେବ ଯେନା ଉଭୟେ ହାଟଡିହୀ ବ୍ଲକ ଅଞ୍ଚଳର ବାସିନ୍ଦା। ସେମାନେ ପ୍ରଚାର ଆରମ୍ଭ କରିଦେଇଥିବା…

ହୋଟେଲ ଉଦ୍ୟୋଗରେ ତିହାରର ୭୦୦ କଏଦୀ ନିଯୁକ୍ତ

ନୂଆଦିଲ୍ଲୀ, ୧୭।୪: ତିହାର ଜେଲ୍‌ର ପ୍ରାୟ ୭୦୦ କଏଦୀ ହୋଟେଲ ଉଦ୍ୟୋଗରେ ନିଯୁକ୍ତି ପାଇଛନ୍ତି। ସେହିପରି ୧୨୦୦ରୁ ଅଧିକ କଏଦୀ ଜେଲରୁ ମୁକୁଳିବା ପରେ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରିବା ପାଇଁ ପ୍ରଶିକ୍ଷଣ ନେଉଛନ୍ତି। ୧୯୮୯ ବ୍ୟାଚର ବରିଷ୍ଠ ଆଇପିଏସ୍‌ ଅଧିକାରୀ…

ବ୍ୟବସ୍ଥା ବିଗାଡ଼ିବାକୁ ଉଦ୍ୟମ କରନାହିଁ

ନୂଆଦିଲ୍ଲୀ,୧୭ା୪: ନିର୍ବାଚନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ (ଇଭିଏମ୍‌) ଜାଲିଆତି ନେଇ ଅଭିଯୋଗ ବଢ଼ିବାରେ ଲାଗିଛି। ଇଭିଏମ୍‌ ସହ ଭୋଟର ଭେରିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ୍‌ (ଭିଭିପିଏଟି)ର ୧୦୦ ପ୍ରତିଶତ ପେପର୍‌ ସ୍ଲିପ୍‌କୁ ମେଳ କଲେ ଗୁପ୍ତ ମତଦାନ ବ୍ୟବସ୍ଥାରେ ରହିଥିବା…

ପରମ୍ପରା ପାଇଁ ଅଖଣ୍ଡ ଶିକାର

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହର ମଧ୍ୟକୁ ମଙ୍ଗଳବାର ଏକ ରକ୍ତାକ୍ତ ମାଈ ବାର୍‌ହା ପଶି ଆସିଥିଲା। ଘଟଣାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିବା ବେଳେ ଜଙ୍ଗଲ ନଷ୍ଟ ଯୋଗୁ ବନ୍ୟପ୍ରାଣୀ ବାସହରା ହୋଇ ଖାଦ୍ୟ ଓ ପାଣି ପାଇଁ ଜନବସତି ମୁହଁା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri