ଜମ୍ମୁ-କଶ୍ମୀରରେ ବଡ଼ ଦୁର୍ଘଟଣା: ନଦୀରେ ବୁଡିଲା ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ଡଙ୍ଗା
ଶ୍ରୀନଗର,୧୬।୪: ଜମ୍ମୁ-କଶ୍ମୀରରେ ବଡ଼ ଦୁର୍ଘଟଣା ଘଟିଛି। ଯାତ୍ରୀ ଏବଂ ସ୍କୁଲ ପିଲାଙ୍କୁ ନେଇଯାଉଥିବା ଏକ ଡଙ୍ଗା ଶ୍ରୀନଗରର ବଟୱାରର ଝେଲମରେ ଭାରସାମ୍ୟ ହରାଇ ଓଲଟି ପଡିଛି। ଏଥିରେ ୪ ଜଣ ପ୍ରାଣ ହରାଇଥିବା ବେଳେ ତିନି ପିଲା ନିଖୋଜ ଅଛନ୍ତି। ଏହା…
ଶତ୍ରୁତା ଯୋଗୁ ସ୍ବାହା ହେଲା ୧ କୋଟି ଟଙ୍କାର ମହଙ୍ଗା ଗାଡ଼ି: ଦେଖନ୍ତୁ ଭିଡିଓ
ହାଇଦ୍ରାବାଦ,୧୬।୪: ଲମ୍ବୋର୍ଗିନି ବିଶ୍ୱର ଦ୍ରୁତତମ ଏବଂ ମହଙ୍ଗା କାର ଭାବରେ ଜଣାଶୁଣା । ଅବଶ୍ୟ, ନିକଟରେ ଲମ୍ବୋର୍ଗିନି ଏହାର ଗତି ବ୍ୟତୀତ ଅନ୍ୟ କୌଣସି କାରଣରୁ ଲାଇମଲାଇଟକୁ ଆସିଥିଲା। ବାସ୍ତବରେ ତେଲଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ଏକ ଲମ୍ବୋର୍ଗିନି କାରରେ ନିଆଁ ଲାଗିଯାଇଥିଲା।…
ଅକ୍ଷୟ ପାତ୍ର ଫାଉଣ୍ଡେଶନର ଦାବି, ୨୦୪୭ ପୂର୍ବରୁ ଭାରତ ହେବ କ୍ଷୁଧା ମୁକ୍ତ
ଓ୍ବାଶିଂଟନ,୧୬।୪: ଅକ୍ଷୟ ପାତ୍ର ଫାଉଣ୍ଡେସନର ସହ-ପ୍ରତିଷ୍ଠାତା ଚଞ୍ଚଲପତି ଦାସ ଦାବି କରିଛନ୍ତି ଯେ ୨୦୪୭ ପୂର୍ବରୁ ଭାରତ ବିଶ୍ୱର ସବୁଠାରୁ ଜନବହୁଳ ଦେଶ ହୋଇଥିଲେ ମଧ୍ୟ କ୍ଷୁଧାରୁ ମୁକ୍ତ ହେବ। ଫାଉଣ୍ଡେସନ ଏପର୍ଯ୍ୟନ୍ତ ଲୋକଙ୍କୁ ଚାରି ବିଲିୟନ ଥର ମାଗଣା ଭୋଜନ…
ସିଝୁଛି ସାରା ଓଡ଼ିଶା: ସକାଳ ୮ ସୁଦ୍ଧା ତାପମାତ୍ରା ୩୪ ପାର୍
ଭୁବନେଶ୍ୱର,୧୬।୪(ଅସମାପିକା ସାହୁ): ଦିନକୁ ଦିନ ବଢ଼ିବାରେ ଲାଗିଛି ତାପମାତ୍ରା। ଗରମ ସହ ଗୁଳୁଗୁଳିରେ ଲୋକେ ଛଟପଟ ହେଉଥିବାବେଳେ ସିଝୁଛି ସାରା ଓଡ଼ିଶା। ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକର ହୋଇପଡିଛି। ମଙ୍ଗଳବାର ସକାଳ ୮ରୁ ତାପମାତ୍ରା ୩୪ ଡିଗ୍ରୀରେ ପହଞ୍ଚିଲାଣି।…
ଆଇପିଏଲ୍ରେ ଇତିହାସ ରଚିଲା ସନରାଇଜର୍ସ ହାଇଦ୍ରାବାଦ
ନୂଆଦିଲ୍ଲୀ,୧୬।୪; ଆଇପିଏଲ ୨୦୨୪ର ୩୦ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇତିହାସ ରଚିଛି। ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ଆଇପିଏଲର ସର୍ବାଧିକ ସ୍କୋର ତିନି ଉଇକେଟ ପାଇଁ ୨୮୭ ରନ ସ୍କୋର କରି ପୁଣିଥରେ ଇତିହାସ ସୃଷ୍ଟି କରିଛି।…
୬ ପରାଜୟ ପରେ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରିପାରିବ କି ଆରସିବି: ଜାଣନ୍ତୁ କ’ଣ କହୁଛି ସମୀକରଣ
ନୂଆଦିଲ୍ଲୀ,୧୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଫାଫ ଡୁ ପ୍ଲେସିସଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ସନରାଇଜର୍ସ ହାଇଦ୍ରାବାଦ ୨୫ ରନରେ ପରାସ୍ତ କରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ୭ଟି ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ…
ସମସ୍ୟା ଘେରରେ ପଟ୍ଟାମୁଣ୍ଡାଇ ବ୍ଲକ, ମ୍ୟୁନିସିପାଲିଟି
ପଟ୍ଟାମୁଣ୍ଡାଇ, ୧୬ା୪(କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲାର ରାଜନଗର ଏକ ଚର୍ଚ୍ଚିତ ନିର୍ବାଚନମଣ୍ଡଳୀ ପଟ୍ଟାମୁଣ୍ଡାଇ-ରାଜନଗର ଅଞ୍ଚଳକୁ ନେଇହୋଇଛି। ହେଲେ ପଟ୍ଟାମୁଣ୍ଡାଇ ବ୍ଲକ ଓ ମ୍ୟୁନିସିପାଲିଟି ଅବହେଳିତ ଅବସ୍ଥାରେ ରହିଛି। ୨୦୦୯ ସୀମା ପୁନଃ ନିର୍ଦ୍ଧାରଣ ପରେ ପଟ୍ଟାମୁଣ୍ଡାଇ ସଂରକ୍ଷିତ ନିର୍ବାଚନ ଆସନର ବିଲୋପ ଘଟି…
ଅବତରଣ ବେଳକୁ ଇଣ୍ଡିଗୋ ବିମାନରେ ୨ ମିନିଟ୍ର ତେଲ ଥିଲା
ନୂଆଦିଲ୍ଲୀ,୧୬ା୪:ଅଯୋଧ୍ୟାରୁ ଦିଲ୍ଲୀ ଯାଉଥିବା ଇଣ୍ଡିଗୋ ଏୟାରଲାଇନ୍ସର ଏକ ବିମାନକୁ ଶନିବାର ଖରାପ ପାଗ କାରଣରୁ ଚଣ୍ଡିଗଡ଼ରେ ଅବତରଣ କରିବାକୁ ପଡ଼ିଥିଲା। ଅବତରଣ ବେଳକୁ ବିମାନରେ ମାତ୍ର ୧ରୁ ୨ ମିନିଟ୍ର ଇନ୍ଧନ ଥିଲା ବୋଲି ଦିଲ୍ଲୀର ଜଣେ ପୋଲିସ ଅଧିକାରୀ କହିଛନ୍ତି।…
ଏମ୍କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା
ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ ଝିଅର ଶରୀରରେ ମାତ୍ରାଧିକ ହରମୋନ ନିର୍ଗତ ହେଉଥିଲା। ତାହା ରୋକିବା ପାଇଁ ଉଭୟପଟ କିଡନୀ…
ଭାଜପା କ୍ଷମତାକୁ ଆସିଲେ ସତରେ କ’ଣ ବଦଳିଯିବ ସମ୍ବିଧାନ: ଜାଣନ୍ତୁ ଏନେଇ କ’ଣ କହିଲେ ମୋଦି
ନୂଆଦିଲ୍ଲୀ, ୧୬।୪:୨୦୪୭ ସୁଦ୍ଧା ଭାରତକୁ ବିଶ୍ୱର ତୃତୀୟ ସର୍ବବୃହତ ଅର୍ଥନୀତିରେ ପରିଣତ କରିବା ଦିଗରେ କେନ୍ଦ୍ରର ଭାଜପା ସରକାର କାର୍ଯ୍ୟ କରିଚାଲିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଏକ ସାକ୍ଷାତ୍କାରରେ କହିଛନ୍ତି। ଆଗାମୀ ୫ ବର୍ଷରେ ଭାରତର ଅର୍ଥନୀତି ୫ ଟ୍ରିଲିୟନ…
ପ୍ରାର୍ଥୀଙ୍କୁ ଅଡୁଆ ପ୍ରଚଣ୍ଡ ଖରା
ଭୁବନେଶ୍ୱର, ୧୬।୪(ସୁନିତ୍ ମିଶ୍ର):ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାସେରୁ କମ୍ ସମୟ ରହିଲା। ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ପ୍ରାୟ ଅଧିକାଂଶ ସ୍ଥାନରେ ପ୍ରାର୍ଥୀ ଘୋଷଣା କରିସାରିଲେଣି। ଯେଉଁସବୁ ସ୍ଥାନରେ ଦଳଗୁଡ଼ିକ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି…
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଫଳତା ସମସ୍ତେ ଜାଣିଛନ୍ତି: ବିଜେଡି
ଭୁବନେଶ୍ୱର,୧୬ା୪(ଅନିଲ ଦାସ):କେନ୍ଦ୍ରମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଫଳତାକୁ ସମସ୍ତେ ଜାଣିଛନ୍ତି। ଢେଙ୍କାନାଳ, ଅନୁଗୋଳ ଓ ଦେବଗଡ଼ ଜିଲାରେ ସେ ଗୋଟିଏ ଜାତୀୟ ଦକ୍ଷତା ବିକାଶ କେନ୍ଦ୍ର ପ୍ରତିଷ୍ଠା କରିନାହାନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ସୋସିଆଲ ମିଡିଆ ପୋଷ୍ଟ ଉପରେ ମତ ରଖି ବିଜେଡି…
Archives


