Home Left

ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା

ପୁରୁଣା ଭୁବନେଶ୍ୱର,୧୬ା୪(ସୁବାସ ଚନ୍ଦ୍ର ପ୍ରଧାନ):ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହେବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସୋମବାର ରାତିରେ ରଥଖଳାରେ ଥିବା ରୁକୁଣା ରଥ ପ୍ରତିଷ୍ଠା କାର୍ଯ୍ୟ ମଧ୍ୟ ବିଧି ମୁତାବକ ସମ୍ପନ୍ନ…

ସଙ୍ଗୀତା ଏଏସ୍‌ଆଇସିର ନୂଆ ଅଧ୍ୟକ୍ଷା

ଭୁବନେଶ୍ୱର,୧୬।୪: ଏସିଆ ସୋସାଇଟି ଇଣ୍ଡିଆ ସେଣ୍ଟର (ଏଏସ୍‌ଆଇସି)ର ନୂତନ ଅଧ୍ୟକ୍ଷା ଭାବେ ଶିଳ୍ପପତି ସଙ୍ଗୀତା ଜିନ୍ଦଲ ନିକଟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏଏସ୍‌ଆଇସି ବୋର୍ଡ ପକ୍ଷରୁ ସଙ୍ଗୀତା ଜିନ୍ଦଲଙ୍କୁ ବୋର୍ଡର ନୂତନ ଅଧ୍ୟକ୍ଷା ଭାବେ ନିର୍ବାଚିତ କରାଯାଇଛି। ଏପରିକି ତାଙ୍କ କାର୍ଯ୍ୟକାଳ…

ଏଚ୍‌ସିଆଇଏଲର ନୂତନ ଓ୍ବେୟାରହାଉସ କାର୍ଯ୍ୟର ଶୁଭାରମ୍ଭ

ଭୁବନେଶ୍ୱର,୧୬।୪: ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ (ଏଚ୍‌ସିଆଇଏଲ୍‌)ର ନୂତନ ପ୍ରକଳ୍ପ ‘ନ୍ୟୁ ସ୍ପେୟାର ପାର୍ଟସ ଓ୍ବେୟାରହାଉସ ଫାସିଲିଟି (ନୂତନ ଓ୍ବେୟାରହାଉସ) କାର୍ଯ୍ୟର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ଏହି ନୂତନ ପ୍ରକଳ୍ପ ଜରିଆରେ କମ୍ପାନୀ ତା’ର ସମସ୍ତ ବାଣିଜି୍ୟକ ୟୁନିଟ୍‌ ଯଥା ହୋଣ୍ଡା…

ଏହି କାରଣରୁ ଅଟକିଛି ଭାଜପା ପ୍ରାର୍ଥୀ ଘୋଷଣା

ପାଟଣା,୧୬ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ବିଧାୟକ ଜଗନ୍ନାଥ ନାଏକଙ୍କୁ ବିଜେଡି ପ୍ରାର୍ଥୀ କରିଛି। କଂଗ୍ରେସ ରବିବାର ଏଠାରୁ ୫ଥର ପ୍ରତିନିଧିତ୍ୱ କରିଥିବା ପୂର୍ବତନ ବିଧାୟକ ହୃଷୀକେଶ ନାଏକଙ୍କ ପ୍ରାର୍ଥୀତ୍ୱରେ ମୋହର ମାରିଛି। ନବ ନିର୍ମାଣ କୃଷକ…

ମଉଳୁଛି ଶସ୍ତା ଇଏମ୍‌ଆଇ ଆଶା

ଭୁବନେଶ୍ୱର,୧୬।୪(ଅନୁରାଧା ମହାରଣା): ମହଙ୍ଗା ଇଏମ୍‌ଆଇରୁ ରକ୍ଷା ପାଇବାକୁ ଆଶା ବାନ୍ଧିଥିବା ଲୋକମାନେ ଚଳିତବର୍ଷର ଦ୍ୱିତୀୟାର୍ଦ୍ଧରେ ଏଥିରୁ ମୁକ୍ତି ପାଇବାକୁ ଆଶା କରୁଥିଲେ। ମାତ୍ର ମାର୍ଚ୍ଚ ମାସରେ ଆମେରିକାରେ ମୁଦ୍ରାସ୍ଫୀତି ହାର ବୃଦ୍ଧି ଏବଂ ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ଶସ୍ତା…

ସୁନା ଦର ୭୩ ହଜାର ପାର

ଭୁବନେଶ୍ୱର,୧୬।୪: କ୍ରମାଗତ ଭାବେ ଘରୋଇ ବଜାରରେ ସୁନା ଦର ବୃଦ୍ଧି ପାଇ ଚାଲିଛି। ଏପରିକି ଗତ ଦୁଇ ସପ୍ତାହ ମଧ୍ୟରେ ଭୁବନେଶ୍ୱରରେ ସୁନା ଦର ୨୨କ୍ୟାରେଟ ଉପରେ ପ୍ରାୟ ୩୦୦୦ ଟଙ୍କା ଏବଂ ୨୪ କ୍ୟାରେଟ ଉପରେ ପ୍ରାୟ ୪୦୦୦ ଟଙ୍କା ବଢ଼ିଛି।…

ଇଶା-ଦୀପିକାଙ୍କ ମଧ୍ୟରେ ବ୍ୟବସାୟିକ ସହଭାଗିତା

ଭୁବନେଶ୍ୱର,୧୬।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପର ପ୍ରମୁଖ କମ୍ପାନୀ ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ (ଆର୍‌ଆର୍‌ଭିଏଲ୍‌)ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ଇଶା ଏମ୍‌ ଅମ୍ବାନୀ ଏବଂ ୮୨ଂଇର ସହ ପ୍ରତିଷ୍ଠାତା ଦୀପିକା ପାଦୁକୋନଙ୍କ ମଧ୍ୟରେ ବ୍ୟବସାୟିକ ସହଭାଗିତା ସ୍ଥାପନ ହୋଇଛି।…

ଭୁବନେଶ୍ୱର ‘ଏ’, ଝାରସୁଗୁଡ଼ା, ସୋନପୁର ବିଜୟୀ

ଭୁବନେଶ୍ୱର, ୧୬।୪ (ତପନ ସ୍ବାଇଁ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ କଟକର ବିଭିନ୍ନ ଗ୍ରାଉଣ୍ଡରେ ସୋମବାର ଅନୁଷ୍ଠିତ ୧୯ ବର୍ଷରୁ କମ୍‌ ଆନ୍ତଃଜିଲା କ୍ରିକେଟ ଲିଗ୍‌ (ଗ୍ରୁପ୍‌-ଏ)ରେ ଭୁବନେଶ୍ୱର ‘ଏ’, ଝାରସୁଗୁଡ଼ା ଓ ସୋନପୁର ଦଳ ବିଜୟୀ ହୋଇଛି। ରେଭେନ୍‌ଶା ଗ୍ରାଉଣ୍ଡ-୨ରେ…

ଇଂଲଣ୍ଡର ଶ୍ରେଷ୍ଠ ସ୍ପିନର ଅଣ୍ଡରଉଡ୍‌ଙ୍କ ଦେହାନ୍ତ

ନୂଆଦିଲ୍ଲୀ, ୧୬ା୪ (ପି.ଟି.): ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଇଂଲଣ୍ଡର ଶ୍ରେଷ୍ଠ ସ୍ପିନର ବିବେଚନା କରାଯାଉଥିବା ଡେରିକ୍‌ ଅଣ୍ଡରଉଡ୍‌ଙ୍କର କେଣ୍ଟଠାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୮ବର୍ଷ ବୟସ ହୋଇଥିଲା। ତାଙ୍କ ସମୟରେ ସେ କିମ୍ବଦନ୍ତୀ ସୁନୀଲ ଗାଭାସ୍କରଙ୍କ ଭଳି ବ୍ୟାଟରଙ୍କୁ କଡ଼ା ଚ୍ୟାଲେଞ୍ଜ…

ଜିତିବା ପାଇଁ ଭାଜପା ନେତାଙ୍କ ଶରଣ ପଶିଲେ ବିଜେଡି ବିଧାୟକ

ନୟାଗଡ଼/ରଣପୁର,୧୬।୪(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ):ନିର୍ବାଚନ ସମୟରେ ସାଧାରଣତଃ ଦେଖାଯାଇଥାଏ ପ୍ରାର୍ଥୀମାନେ ବିରୋଧୀ ଦଳର କର୍ମୀ ଓ ନେତାଙ୍କ ସମର୍ଥନ ପାଇବା ପାଇଁ ନିବେଦନ କରିଥାନ୍ତି। ଏହା ଅଧିକାଂଶ ପ୍ରାର୍ଥୀ କରିଥିବା ଶୁଣିବାକୁ ମିଳେ। ଏହିଭଳି ଏକ କଥୋପକଥନର ଅଡିଓ ଏବେ ନୟାଗଡ଼ରେ…

ସନରାଇଜର୍ସର ରେକର୍ଡ ସ୍କୋର

ବେଙ୍ଗାଲୁରୁ,୧୬ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ବିପକ୍ଷରେ ଦ୍ରୁତ ଶତକ ହାସଲ କରିଛନ୍ତି ସନରାଇଜର୍ସ ହାଇଦ୍ରାବାଦର ଟ୍ରାଭିସ୍‌ ହେଡ୍‌। ନିର୍ଦ୍ଧାରିତ ଓଭରରେ ୩ ଉଇକେଟରେ ୨୮୭ ରନ୍‌ କରିବା ସହ ଆଇପିଏଲ ଇତିହାସର ସର୍ବାଧିକ ସ୍କୋର…

ସନ୍ତୋଷଙ୍କ ଟିକେଟକୁ ନେଇ ଜଟଣୀ ରାଜନୀତି ସରଗରମ

ଖୋର୍ଦ୍ଧା/ଜଟଣୀ,୧୬ା୪(ପ୍ରଭାତ ପାଣିଗ୍ରାହୀ/ରବୀନ୍ଦ୍ର ନାଥ ମହାକୁଡ଼):ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ଜଟଣୀ ବିଧାନସଭା ଆସନ ପାଇଁ ବିଜେଡି ବିଭୂତି ବଳବନ୍ତରାୟ ଓ ଭାଜପା ବିଶ୍ୱରଞ୍ଜନ ବଡ଼ଜେନାଙ୍କୁ ପ୍ରାର୍ଥୀ କରିଛି। ଗତ ରବିବାର ଏହି ଆସନ ପାଇଁ କଂଗ୍ରେସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri