ପହଲଗାମ ଆକ୍ରମଣ: LeT ମୁଖ୍ୟ ହାଫିଜ ସୟିଦଙ୍କୁ ଅଭିଯୁକ୍ତ ଦର୍ଶାଇଲା NIA
ନୂଆଦିଲ୍ଲୀ,୬।୭: ପହଲଗାମ ଆକ୍ରମଣ ମାମଲାର ଜାତୀୟ ତଦନ୍ତ ସଂସ୍ଥା (NIA) ଏକ ସପ୍ଲିମେଣ୍ଟାରୀ ଚାର୍ଜସିଟ୍ ଦାଖଲ କରିଛି। ଚାର୍ଜସିଟ୍ରେ NIA ପହଲଗାମ ଆକ୍ରମଣ ମାମଲାରେ LeT ମୁଖ୍ୟ ହାଫିଜ ସୟିଦଙ୍କୁ ଅଭିଯୁକ୍ତ ଭାବେ ଦର୍ଶାଇଛି। ଏପରିକି ସଇଦଙ୍କୁ ବ୍ୟକ୍ତିଗତ ଏବଂ ନିଷିଦ୍ଧ…
ସଙ୍କଟମୋଚକ ସାଜିଲେ ଦ୍ରାବିଡଙ୍କ ସାନ ପୁଅ: କ୍ରିକେଟ୍ ପଡ଼ିଆରେ କଲେ ଏମିତି କାରନାମା
ନୂଆଦିଲ୍ଲୀ,୬।୭: କ୍ରିକେଟ ପଡ଼ିଆରେ ରାହୁଲ ଦ୍ରାବିଡଙ୍କୁ ପ୍ରାୟତଃ ଟିମ ଇଣ୍ଡିଆର ‘ସଙ୍କଟମୋଚକ’ ଏବଂ ‘କାନ୍ଥ’ ଭାବରେ ଦେଖାଯାଏ। ଏବେ ତାଙ୍କ ସାନ ପୁଅ ଅନଭୟ,ତାଙ୍କ ପଦାଙ୍କ ଅନୁସରଣ କରୁଥିବା ପରି ମନେ ହେଉଛି। ୬ ଜୁଲାଇରେ ଶ୍ରୀଲଙ୍କା ଅଣ୍ଡର-୧୯ ବିପକ୍ଷରେ ଅନଭୟ…
ସମୁଦ୍ର ଅଶାନ୍ତ ଥିବାରୁ ମଝିରେ ଅଟକିଲା ୩୪ରୁ ଅଧିକ ଆନ୍ଧ୍ରା ଟ୍ରଲର: ଜିଲା ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି
ଛତ୍ରପୁର, ୬।୭ (ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତ ରୂପ ନେବା ଫଳରେ ସମୁଦ୍ର ଅଶାନ୍ତ ରହିଛି। ଏହାର ପ୍ରଭାବରେ ପ୍ରବଳ ବର୍ଷା ହେଉଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ଏହାକୁ ଦୃଷ୍ଟିରେ ରଖି ଚଳିତ ମାସ ୪…
ଏସଏଚଜି ଗ୍ରୁପ୍ର ଋଣ ଟଙ୍କା ହେରଫେର କରିବା ଘଟଣା: ଜିଲାପାଳଙ୍କୁ ଭେଟିଲେ ମହିଳା
ଛତ୍ରପୁର, ୬।୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ବାଘଳା ପଂଚାୟତର ପାଲିଆମ୍ମା ଗ୍ରାମର ମା’ କାଳୀଜାଇ ସ୍ବୟଂ ସହାୟିକା ଗୋଷ୍ଠୀର ଋଣ ଟଙ୍କା ସିଆରପି ଏବଂ ବ୍ୟାଙ୍କ ମ୍ୟାନେଜର ମିଳିତ ଭାବେ ହେରଫେର୍ କରିଥିବା ନେଇ ଏସଏଚଜି ଗ୍ରୁପର…
ପ୍ରବଳ ବର୍ଷାର ସୁଯୋଗ ନେଇ ଏଲଆଇ ପଏଣ୍ଟରୁ ବିଦ୍ୟୁତ ତାର ଚୋରି, ଥାନାରେ ମାମଲା
କେସିଙ୍ଗା,୬।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଶିରୋଲ-କାଣ୍ଡେଲ ଗ୍ରାମ ନିକଟରେ ଥିବା ବିଦ୍ୟୁତ ଖୁଣ୍ଟରୁ ତାର ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି । ଦେହେରେନ ଜୋରର ନିକଟରେ ଥିବା ଆମ୍ବ ବଗିଚାରୁ ସଂଯୋଗ ହୋଇଥିବା ୭ଟି ବିଦ୍ୟୁତ ପୋଲରୁ…
ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା
କିଛି ବର୍ଷ ମଧ୍ୟରେ ମଦ ନିଶା ଏକ ଗମ୍ଭୀର ସମସ୍ୟାରେ ପରିଣତ ହୋଇଯାଇଛି। ମଦ ନିଶା ଯୋଗୁ ବ୍ୟକ୍ତିର ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ଉପରେ ଖରାପ ପ୍ରଭାବ ପଡ଼ିବା ସହିତ ପାରିବାରିକ, ସାମାଜିକ ଜୀବନ ଉପରେ ମଧ୍ୟ କୁପ୍ରଭାବ ପଡୁଛି।…
ପାକିସ୍ତାନ ଖବରକାଗଜର ବଡ଼ ଦାବି: ଇସଲାମାବାଦରେ ହେବ ଆମେରିକା-ଇରାନ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା
ଇସଲାମାବାଦ,୬।୭: ଏକ ରିପୋର୍ଟ ଅନୁଯାୟୀ, ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା ହୋଇପାରେ। ପଶ୍ଚିମ ଏସିଆରେ ଶାନ୍ତି ଫେରାଇ ଆଣିବା ଉଦ୍ଦେଶ୍ୟରେ ଆମେରିକା ଏବଂ ଇରାନ ଜୁନ ୧୮ ରେ ଏକ ବୁଝାମଣାପତ୍ର (MoU)…
ରକ୍ତ ସଞ୍ଚାଳନକୁ ସକ୍ରିୟ କରେ ମହୁ, ଆହୁରି ଅନେକ ସମସ୍ୟା ଦୂର କରିବାରେ…
ମହୁରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ବିଶେଷଭାବରେ ଥଣ୍ଡା ସମସ୍ୟାରୁ ଉପଚାର ପାଇଁ ଏହା ବେଶ୍ ସହାୟକ ହୋଇଥାଏ। ତେବେ ଏଥିରେ ଏଭଳି ତତ୍ତ୍ୱ ରହିଛି ଯାହା ରକ୍ତ ସଞ୍ଚାଳନକୁ ମଧ୍ୟ ସକ୍ରିୟ ରଖିଥାଏ ବୋଲି ଲଣ୍ଡନ ବିଶ୍ୱବିଦ୍ୟାଳୟର…
‘କେବଳ ଆମେରିକା ନୁହେଁ, ଭାରତ ମଧ୍ୟ ଆମର ବନ୍ଧୁ’, ଜେଡି ଭାନ୍ସଙ୍କୁ କଡ଼ା ଜବାବ ଦେଲେ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ
ଜେରୁଜେଲମ,୬।୭: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତକୁ ଇସ୍ରାଏଲର ସବୁଠାରୁ ଶକ୍ତିଶାଳୀ ସମର୍ଥକମାନଙ୍କ ମଧ୍ୟରୁ ଜଣେ ବୋଲି ବର୍ଣ୍ଣନା କରିଥିଲେ। ସେ ଆମେରିକାର ନିର୍ବାଚିତ ଉପ-ରାଷ୍ଟ୍ରପତି ଜେଡି ଭାନ୍ସଙ୍କ ମନ୍ତବ୍ୟ ସହିତ ମତଭେଦ ପ୍ରକାଶ କରିଥିଲେ, ଯିଏ ପରାମର୍ଶ ଦେଇଥିଲେ ଯେ…
ରାଜକନିକାରେ ଚାଞ୍ଚଲ୍ୟ, ଯୁବକଙ୍କ ହାତକୁ ଧାରୁଆ ଅସ୍ତ୍ରରେ ହାଣି ଫେରାର ମାରିଲେ…
ରାଜକନିକା,୬।୭(ସଞ୍ଜୟ କୁମାର ଦାଶ): ରାଜକନିକା ଥାନା ଅଞ୍ଚଳରେ ସୋମବାର ଦିବା ୧୦ ଘଟିକା ସମୟରେ ଘଟିଯାଇଛି ଏକ ଚାଞ୍ଚଲ୍ୟକର ଘଟଣା । ବରୁଣାଡିଆ ଗାଁର ଯୁବକ ଜଣକ ଆରସା ଗାଁର ଜଣେ ଯୁବକଙ୍କ ଡାହାଣ ହାତର ପାପୁଲିକୁ ଏକ ଧାରୁଆ ଅସ୍ତ୍ରରେ…
୫୯ ନଂ ଜାତୀୟ ରାଜପଥରେ ମାଳମାଳ ଗାଈ-ଛେଳି, ଟ୍ରାଫିକ ସମସ୍ୟା ସହ ବଢୁଛି ଦୁର୍ଘଟଣା
ଦାରିଙ୍ଗବାଡି,୬ା୭(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥ ଗାଈ, ବଳଦ ଛେଳିଙ୍କ ଆଡ୍ଡାସ୍ଥଳୀ ପାଲଟିଛି । ଏବେ ଲଗାଣ ବର୍ଷା କାରଣରୁ ଚାରିଆଡେ ପାଣି ଓ କାଦୁଅ ଥିବାରୁ ଅଧିକା ଗାଈ, ବଳଦ…
ରାମ ମନ୍ଦିର ଟ୍ରଷ୍ଟର ଗୁରତ୍ୱପୂର୍ଣ୍ଣ ବୈଠକ ପୂର୍ବରୁ ଅଧ୍ୟକ୍ଷ ନୃତ୍ୟଗୋପାଳ ଦାସଙ୍କ ଚିଠିକୁ ନେଇ ବଢ଼ିଲା ଚର୍ଚ୍ଚା…
ଅଯୋଧ୍ୟା,୬।୭: ଅଯୋଧ୍ୟା ରାମ ମନ୍ଦିର ଦାନ ଟଙ୍କା ଚୋରି ସମ୍ପର୍କରେ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକ ପୂର୍ବରୁ, ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟଗୋପାଳ ଦାସ ଏକ ଚିଠି ଲେଖିଛନ୍ତି, ଯାହା ରାଜନୈତିକ କଳ୍ପନା ଜଳ୍ପନାକୁ ଜନ୍ମ ଦେଇଛି।…

