ଭାରତରେ ରହିଛି ଦୁନିଆର ସବୁଠୁ ବିଚିତ୍ର ଗାଁ, ଯେଉଁଠି ହ୍ବିସିଲ୍ ମାରି ପରସ୍ପରସହ କଥା ହୋଇଥାନ୍ତି ଲୋକେ
କିଛି ବାର୍ତ୍ତା ଦେବାକୁ ଥିଲେ ଆମେ ତାକୁ ନିଜ ଭାଷାରେ କହିଥାଉ। ହେଲେ ଭାରତରେ ଏଭଳି ଏକ ବିଚିତ୍ର ଗାଁ ରହିଛି, ଯେଉଁଠାରେ ଲୋକେ ପରସ୍ପରସହ ହ୍ବିସିଲ୍ ମାରି କଥା ହୋଇଥାନ୍ତି। ଦକ୍ଷିଣ ପୂର୍ବରେ ଥିବା ମେଘାଳୟରେ ଏହି ରାଜ୍ୟ ଅବସ୍ଥିତ।…
କିଏ ସେ ପ୍ରଶାନ୍ତ ବି. ନାୟର? ୪୦ ବର୍ଷ ପରେ ଯାହାଙ୍କୁ ମିଳିଲା ମହାକାଶ ଯିବାର ସୁଯୋଗ
ନୂଆଦିଲ୍ଲୀ,୨୭।୨: ଇସ୍ରୋର ନୂଆ ମିଶନ ‘ଗଗନାୟନ’କୁ ନେଇ ସସ୍ପେନ୍ସ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସେମାନଙ୍କ ନାମ ଘୋଷଣା କରିଛନ୍ତି। ତେବେ ପ୍ରଥମ ଥର ଲାଗି ଭାରତ ନିଜ ରକେଟରେ ବାୟୁସେନାର ୪ଜଣ ଅଧିକାରୀଙ୍କୁ ମହାକାଶ ପଠାଇବ। ସେମାନେ…
ପାଣି ପାଇଁ ରାସ୍ତା ଅବରୋଧ
କେନ୍ଦୁଝର,୨୭।୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଖରା ଦିନ ଆରମ୍ଭ ନ ହଉଣୁ କେନ୍ଦୁଝର ଜିଲାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି । ସରକାର ଘରେ ଘରେ ପାଇପ୍ ଦ୍ୱାରା ପାନୀୟ ଜଳ ଯୋଗାଇ ଦେବା ପାଇଁ ପାନୀୟ ଜଳ ପ୍ରକଳ୍ପ ପ୍ରତିଷ୍ଠା କରିଛନ୍ତି।…
ପୂର୍ବତନ ଖେଳାଳି ଦେଲେ ବଡ ବୟାନ, କହିଲେ ଟିମ ଇଣ୍ଡିଆର ପରବର୍ତ୍ତୀ ଧୋନୀ ହେଉଛନ୍ତି ରୋହିତ
ନୂଆଦିଲ୍ଲୀ,୨୭।୨: ନିକଟରେ ରାଞ୍ଚିରେ ଖେଳାଯାଇଥିବା ଟେଷ୍ଟ ସିରିଜର ଚତୁର୍ଥ ମ୍ୟାଚରେ ଟିମ ଇଣ୍ଡିଆ ଇଂଲଣ୍ଡକୁ ପରାସ୍ତ କରିଛି। ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ୩-୧ ଅଗ୍ରଣୀ ହାସଲ କରିଛି। ବିରାଟ କୋହଲି ଏହି ସିରିଜରେ ଖେଳୁନାହାଁନ୍ତି। କୋହଲିଙ୍କ ପରି ଜଣେ…
ରାସ୍ତା ମଝିରେ ଧମାକାଦାର ଡ୍ୟାନ୍ସ କଲେ ଜୋମାଟୋ ଡେଲିଭରୀ ବୟ: ଭାଇରାଲ ହେଉଛି ଭିଡିଓ
ଆଜିକାଲି ସୋସିଆଲ ମିଡିଆରେ ଜୋମାଟୋ ଡେଲିଭରୀ ବୟଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ସେ ପାର୍ଶଲ ଦେବା ସମୟରେ ରାସ୍ତା ମଝିରେ ନାଚୁଛନ୍ତି। ଯୁବକ ଜଣଙ୍କ ଜୋମାଟୋ ଟି-ଶର୍ଟ ପିନ୍ଧିଛନ୍ତି। ସେ ଶାହିଦ କପୁର ଏବଂ କ୍ରିତି ସାନନଙ୍କ ଫିଲ୍ମ ‘ତେରି…
କଂଗ୍ରେସ କ୍ଷମତାକୁ ଆସିଲେ ଗରିବ ପରିବାରକୁ ପ୍ରତିମାସରେ ମିଳିବ ୫୦୦୦ ଟଙ୍କା
ଅନନ୍ତପୁର,୨୭।୨: କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ ଆନ୍ଧ୍ରପ୍ରଦେଶର ପ୍ରତ୍ୟେକ ଗରିବ ପରିବାରକୁ ୫୦୦୦ଟଙ୍କା ସହାୟତା ଘୋଷଣା କରିଛନ୍ତି। କଂଗ୍ରେସ ଅଧ୍ୟକ୍ଷ କହିଛନ୍ତି, ଆନ୍ଧ୍ରପ୍ରଦେଶର ଗରିବ ଲୋକଙ୍କ ପାଇଁ ଏହା କଂଗ୍ରେସର ଗ୍ୟାରେଣ୍ଟି। ଏହି ରାଶି ସିଧାସଳଖ ପରିବାରର ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ…
ଖୁବ୍ ଶୀଘ୍ର ଟିକେଟ୍ ଘୋଷଣା କରିବ ବିଜେଡି
ଭୁବନେଶ୍ୱର,୨୭।୨: ବିଜେଡି ଆଗୁଆ ଟିକେଟ ଘୋଷଣା ପାଇଁ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ପରଜଙ୍ଗ ବିଧାୟକ ନୃସିଂହ ସାହୁ କହିଛନ୍ତି ବିଜେଡି ପୂର୍ବରୁ ଟିକେଟ ଘୋଷଣାରେ ବିଳମ୍ବ କରୁଥିଲା । ମାତ୍ର ଏବେ ଖୁବଶୀଘ୍ର ଟିକେଟ ଘୋଷଣା କରାଯାଇପାରେ…
କେଜ୍ରିୱାଲଙ୍କୁ ଅଷ୍ଟମ ସମନ ପଠାଇଲା ଇଡି
ନୂଆଦିଲ୍ଲୀ,୨୪।୨: ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣିଥରେ ସମନ ପଠାଇଛନ୍ତି। ଦିଲ୍ଲୀର ଅବକାରୀ ଦୁର୍ନୀତି ଯାଞ୍ଚ କରୁଥିବା କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି ଇଡି ମାର୍ଚ୍ଚ ୪ରେ କେଜ୍ରିୱାଲଙ୍କୁ ପଚରାଉଚରା ପାଇଁ ଡକାଇଛି। ଏହାପୂର୍ବରୁ କେଜ୍ରିୱାଲଙ୍କୁ ୭ଟି ସମନ ପଠାଯାଇଛି।…
ସ୍ବାମୀଙ୍କ ମୃତ୍ୟୁକୁ ସହିପାରିଲେନି ସ୍ତ୍ରୀ, ନେଲେ ଚରମ ନିଷ୍ପତ୍ତି…
ଗାଜିଆବାଦ,୨୭।୨: ଗାଜିଆବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ହୃଦଘାତରେ ସ୍ବାମୀଙ୍କର ମୃତ୍ୟୁକୁ ପତ୍ନୀ ସହି ନ ପାରି ସେ ମଧ୍ୟ ଆତ୍ମହତ୍ୟା କରିଛନ୍ତି। ଏହି ହୃଦୟ ବିଦାରକ ମାମଲା ଗାଜିଆବାଦର କୌଶମ୍ବୀଙ୍କଠାରୁ ଆସିଛି। ସ୍ବାମୀଙ୍କ ମୃତଦେହକୁ ଦେଖିବା ମାତ୍ରେ ପତ୍ନୀ…
ଓଡ଼ିଶାରେ ଭାଜପା ନିର୍ବାଚନ ପ୍ରଭାରୀ: ଭାଜପା- ବିଜେଡି ମେଣ୍ଟ ନେଇ କହିଲେ…
ଭୁବନେଶ୍ୱର,୨୭।୨: ଭାଜପା ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର ମଙ୍ଗଳବାର ସକାଳେ ଓଡ଼ିଶାରେ ପହଞ୍ଚିଛନ୍ତି। ରାଜ୍ୟରେ ବିଜେଡି-ଭାଜପା ମେଣ୍ଟ ନେଇ ଚର୍ଚ୍ଚା ହେଉଥିବା ବେଳେ ଏ ନେଇ ସେ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ମେଣ୍ଟ ହେବ କି ନାହିଁ, ତାହା…
୭୮ ବର୍ଷରେ ପ୍ରଥମ ଥର ପାଇଁ ୨ ବ୍ୟାଟ୍ସମ୍ୟାନ ରଚିଲେ ଇତିହାସ: ବିଶ୍ୱ କ୍ରିକେଟ ଚକିତ
ନୂଆଦିଲ୍ଲୀ, ୨୭।୨: ରଣଜୀ ଟ୍ରଫିରେ ନମ୍ବର ୧୦ ଏବଂ ନମ୍ବର ୧୧ରେ ବ୍ୟାଟିଂ କରିବାକୁ ଆସିଥିବା ମୁମ୍ବାଇର ବ୍ୟାଟ୍ସମ୍ୟାନମାନେ ଐତିହାସିକ ପ୍ରଦର୍ଶନ କରିଛନ୍ତି। ତନୁଷ କୋଟିୟାନ ଏବଂ ତୁଷାର ଦେଶପାଣ୍ଡେ ୧୦ ନମ୍ବର ଏବଂ୧୧ ନମ୍ବରରେ ବ୍ୟାଟିଂ କରିବାକୁ ଆସିବା ପରେ…
ଚଳିତ ବର୍ଷ ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷାରେ ତ୍ରୁଟି: ସମସ୍ତଙ୍କୁ ମିଳିବ ନାହିଁ ଗ୍ରେସ୍ ମାର୍କ, କେଉଁମାନଙ୍କୁ ମିଳିବ…
ଭୁବନେଶ୍ୱର,୨୭।୨: ଚଳିତ ବର୍ଷ ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଥିବା ସିଏଚଏସଇ ସ୍ବୀକାର କରିଛି। ପରୀକ୍ଷା ନିୟନ୍ତ୍ରକ କହିଲେ, ପ୍ରଶ୍ନପତ୍ରରେ ଆଉଟ ଅଫ ସିଲାବସ ନୁହେଁ ବରଂ ଚଏସ୍ ଡେଫିସିଟ ସମସ୍ୟା ଥିଲା । ରେଗୁଲାର ଓ ଏକ୍ସ ରେଗୁଲାର…
Archives


