ମନ୍ମଥ ରାଉତରାୟଙ୍କୁ କଟାକ୍ଷ କଲେ ଅପରାଜିତା, କହିଲେ ବାପାଙ୍କ ନାଁରେ…
ଭୁବନେଶ୍ୱର,୧୫।୪: ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରୁ ବିଜେଡି ଲୋକ ସଭା ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କୁ ଆଜି ପୁଣିଥରେ ଏମ୍ପି ଅପରାଜିତା ଷଢଙ୍ଗୀ କଟାକ୍ଷ କରିଛନ୍ତି । ଅପରାଜିତା କହିଛନ୍ତି, ମନ୍ମଥଙ୍କ ନିଜର କୌଣସି ପରିଚୟ ନାହିଁ ଓ ସେ ତାଙ୍କ ବାପାଙ୍କ ପରିଚୟ…
ଶଙ୍ଖ ଛାଡି ପଦ୍ମ ଧରିଲେ ଶର୍ମିଷ୍ଠା
ଭବାନୀପାଟଣା,୧୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟସ୍ଥ ସିଂଝରଣଠାରେ ରବିବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେଡି, କଂଗ୍ରେସର ଅନେକ କାର୍ଯ୍ୟକର୍ତ୍ତା ସାମିଲ ହୋଇଛନ୍ତି। କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳ ସମ୍ପାଦିକା ଶର୍ମିଷ୍ଠା ନାୟକ…
ଅଧିଷ୍ଠାତ୍ରୀ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ
କୋକସରା,୧୫।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଠାକୁରାଣୀଙ୍କ ଚୈତ୍ରଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଗାଁ ଦାଣ୍ଡ। ସୋମବାର ସକାଳୁ ଠାକୁରାଣୀଙ୍କ ମୁଖ୍ୟ ପୂଜକ ନନ୍ଦକିଶୋର ଧରୁଆଙ୍କ ଘରୁ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ପରେ ମା’ଙ୍କ…
ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର
ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ ଆଧାରରେ ପୋଲିସ ବଳାତ୍କାର ମାମଲାରେ ଅଭିଯୁକ୍ତ ପାଟପୁର ଥାନା ଧର୍ମରାଜପୁରର ସାଗର ସ୍ବାଇଁ ଓରଫ…
ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର
ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ ଲୋକେ କାବୁ କରି ପୋଲିସ ଜିମା ଦେଇଥିଲେ। ସେ ହେଲେ ପଶ୍ଚିମବଙ୍ଗ ହୁଗୁଳିର ସୁରେନ୍ଦ୍ର…
ହାତ ଛାଡିଲେ ପୂର୍ବତନ ବିଧାନସଭା ପ୍ରାର୍ଥୀ
ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସକୁ ଏକ ଝଟକା ଲାଗିଛି। ଜିଲାର ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଗତ ୨୦୧୯ ନିର୍ବାଚନରେ ଦଳୀୟ ପ୍ରାର୍ଥୀ ରହିଥିବା ସରୋଜ କୁମାର ମହାପାତ୍ର ସୋମବାର ଦଳରୁ ଇସ୍ତଫା ଦେଇଛନ୍ତି । ତାଙ୍କ ସହିତ ନିର୍ବାଚନ…
ଡିଏସ୍ପି ଅଳାବତୀ ଆର୍ଶୁ ମାରାଣ୍ଡିଙ୍କ ଅକାଳ ବିୟୋଗ
କଟକ,୧୫ା୪(କାର୍ତ୍ତିକ ସାହୁ): କଟକସ୍ଥିତ ରାଜ୍ୟ ମାନବାଧିକାର ସୁରକ୍ଷା ପ୍ରକୋଷ୍ଠ (ଏଚ୍ଆର୍ପିସି)ରେ କାର୍ଯ୍ୟରତ ଥିବା ଡିଏସ୍ପି ଅଳାବତୀ ଆର୍ଶୁ ମାରାଣ୍ଡୀ(୫୨)ଙ୍କ ରବିବାର ଅକାଳ ବିୟୋଗ ଘଟିଛି। ସେ ଦୀର୍ଘ ୮ ବର୍ଷ ହେବ ଦୂରାରୋଗ୍ୟରେ ପୀଡିତ ହୋଇ ଚିକିତ୍ସାଧୀନ ଥିଲେ। ରାଜ୍ୟ ମାନବାଧିକାର…
ଆଗକୁ କଡ଼ା ଟକ୍କର: ମଜଭୁତ ହେଉଛି ଭାଜପା ସଙ୍ଗଠନ
ଝାରସୁଗୁଡ଼ା,୧୫ା୪ (ସଞ୍ଜୟ ମାଲି): ଝାରସୁଗୁଡ଼ା ବିଟିଏମ୍ସ୍ଥିତ ଦଳୀୟ କାର୍ଯ୍ୟାଳୟରେ ରବିବାର ଅନ୍ୟ ଦଳର ବହୁ କର୍ମୀ ଭାଜପାରେ ସାମିଲ ହୋଇଛନ୍ତି। ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଓ ଅନ୍ୟ ନେତୃବର୍ଗ ନୂତନ ଭାବେ ଯୋଗଦାନ କରିଥିବା…
ବିଜେଡି ଛାଡ଼ିଲେ ୨ ପୂର୍ବତନ ବିଧାୟକ
ଭୁବନେଶ୍ୱର,୧୫।୪: ବିଜେଡିରୁ ଇସ୍ତଫା ଦେଲେ ଦୁଇ ପୂର୍ବତନ ବିଧାୟକ। ସେମାନେ ହେଲେ ବ୍ରହ୍ମପୁରର ପୂର୍ବତନ ବିଧାୟକ ଶିବଶଙ୍କର ସାହାଣୀ ହିଞ୍ଜିଳିର ପୂର୍ବତନ ବିଧାୟକ ହରିହର ସାହୁ। ଦଳରେ ଅଣଦେଖା କରାଯାଉଥିବା ପ୍ରତିବାଦରେ ସୋମବାର ୨ ପୂର୍ବତନ ବିଧାୟକ ଇସ୍ତଫା ଦେଇଥିବା ଜଣାପଡିଛି।
ପୋଲିସ ହେପାଜତରେ ପୂର୍ବତନ ଅଷ୍ଟ୍ରେଲୀୟ କ୍ରିକେଟର ମାଇକେଲ ସ୍ଲାଟର
ବ୍ରିସ୍ବେନ୍,୧୫ା୪: ପୂର୍ବତନ ଅଷ୍ଟ୍ରେଲୀୟ କ୍ରିକେଟର ଓ ଭାଷ୍ୟକାର ମାଇକେଲ ସ୍ଲାଟର ବର୍ତ୍ତମାନ ପୋଲିସ ହେପାଜତରେ ଅଛନ୍ତି। ପୋଲିସ ତାଙ୍କୁ ବିଭିନ୍ନ ଅପରାଧିକ ମାମଲାରେ ଗିରଫ କରି ପଚରାଉଚରା କରୁଛି। ରାତିରେ ଅନ୍ୟକୁ ଭୟଭୀତ କରିବା, ଝଗଡ଼ା କରିବା, ମାରପିଟ କରିବା, ଘରୋଇ…
ବାଲିଗୁଡା ବିଧାନସଭା ନିର୍ବାଚନ: କିଏ ମାରିବ ବାଜି, ତିନି ପ୍ରମୁଖ ଦଳର ପ୍ରାର୍ଥୀ ଘୋଷଣା ପରେ ରଣକୌଶଳ ଆରମ୍ଭ
ବାଲିଗୁଡା,୧୫।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ତିନି ପ୍ରମୁଖ ଦଳ ନିଜ ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତି। କଂଗ୍ରେସ ପକ୍ଷରୁ ପୂର୍ବରୁ ସୁରଦା ପ୍ରଧାନଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିବାବେଳେ ରବିବାର ତାଙ୍କୁ ପରିରର୍ତ୍ତନ କରି…
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ବର୍ଷିଲେ ଗାଭାସ୍କର
ମୁମ୍ବାଇ,୧୫।୪: ପୂର୍ବତନ ଭାରତୀୟ ଅଧିନାୟକ ସୁନୀଲ ଗାଭାସ୍କର ମୁମ୍ବାଇ ଇଣ୍ଡିଆନ୍ସର ଖରାପ ଫର୍ମକୁ ନେଇ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଟାର୍ଗେଟ କରିଛନ୍ତି। ଏହି ସିଜିନ୍ରେ ମୁମ୍ବାଇ ୬ଟି ମ୍ୟାଚ ମଧ୍ୟରୁ ୪ଟି ହାରିଛି। ଏହି କାରଣରୁ ହାର୍ଦ୍ଦିକଙ୍କୁ ସବୁ ଦିଗରୁ ସମାଲୋଚନା…
Archives


