Home Left

କଂଗ୍ରେସ ଲୋକ ସଭା ପ୍ରାର୍ଥୀଙ୍କୁ ନେଇ ବିବାଦ, ସମୂହ ଇସ୍ତଫା ଦେଲେ କଂଗ୍ରେସ କାର୍ଯ୍ୟକର୍ତ୍ତା

କେନ୍ଦୁଝର,୧୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସରେ ଫାଟ ସୃଷ୍ଟି ହୋଇଛି। ଜିଲା କମିଟିକୁ ଅବହେଳା ତଥା ଜିଲାର ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ ଜୟଦେବ ଜେନାଙ୍କୁ ଅଣଦେଖା କରି ପିସିସି ପକ୍ଷରୁ ପ୍ରାର୍ଥୀ ଘୋଷଣାକୁ ବିରୋଧ କରି…

ମୋଦିଙ୍କ ସୁରକ୍ଷା ପାଇଁ ଲାଗିଥିବା ରଶିରେ ଫସିଲେ ବାଇକ ଆରୋହି, ଯୁବକଙ୍କ ମୃତ୍ୟୁ

ଥିରୁଭାନନ୍ତପୁରମ,୧୫।୪: କେରଳର କୋଚିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ଏକ ଅଂଶ ଭାବରେ ବନ୍ଧା ହୋଇଥିବା ଦଉଡିରେ ଜଣେ ବାଇକ ଆରୋହୀ ଫସି ଯିବାରୁ ତାଙ୍କର ମତ୍ୟୁ ହୋଇଛି। ସୋମବାର (ଏପ୍ରିଲ ୧୫, ୨୦୨୪)ରେ ପୋଲିସ ଏହି…

ଏହି ୫ ସୁରକ୍ଷା କବଚ ସହାୟତାରେ ଇରାନକୁ ପାଣି ପିଆଇଲା ଇସ୍ରାଏଲ

ଜେରୁଜେଲମ୍‌,୧୫ା୪:୬ ମାସ ଧରି ଲାଗି ରହିଥିବା ହମାସ୍‌ ବିରୋଧୀ ଯୁଦ୍ଧ ବେଳେ ଇସ୍ରାଏଲ୍‌ର ଏୟାର ଡିଫେନ୍ସ ସିଷ୍ଟମ୍‌ ରକେଟ, ଡ୍ରୋନ୍‌ ଓ ମିଶାଇଲ୍‌ ଆକ୍ରମଣକୁ ପ୍ରତିହତ କରିବା ପାଇଁ କାର୍ଯ୍ୟରତ ଥିବାବେଳେ ୩୦୦ରୁ ଊର୍ଦ୍ଧ୍ୱ ଇରାନୀୟ ଡ୍ରୋନ୍‌ ଓ ଦୂରଗାମୀ କ୍ଷେପଣାସ୍ତ୍ର…

ହୃଦୟ ଜିତିଲେ କିଙ୍ଗ ଖାନ

ମୁମ୍ବାଇ,୧୫।୪: ବଲିଉଡର ସୁପରଷ୍ଟାର ଶାହରୁଖ ଖାନ କେବଳ ତାଙ୍କ ଅଭିନୟ ପାଇଁ ନୁହେଁ ବରଂ ତାଙ୍କର ଉଦାରତା ପାଇଁ ସାରା ବିଶ୍ୱରେ ପ୍ରସିଦ୍ଧ। କିଙ୍ଗ ଖାନ ଯାହା ବି କରନ୍ତି, ସେ ତାଙ୍କ ପ୍ରଶଂସକଙ୍କ ହୃଦୟ ଜିତନ୍ତି। ଫିଲ୍ମ ଇଣ୍ଡଷ୍ଟ୍ରି ସହିତ…

ଦବଙ୍ଗ ଷ୍ଟାଇଲରେ ଭାଜପାକୁ ଚ୍ୟାଲେଞ୍ଜ କଲେ ଲାଲୁଙ୍କ ଝିଅ ରୋହିଣୀ

ପାଟନା,୧୫।୪: ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ଝିଅ ରୋହିଣୀ ଆଚାର୍ଯ୍ୟ ଏବେ ଖବରରେ ରହି ଆସୁଛନ୍ତି। ସେ ଏଥର ଆରଜେଡି ଟିକେଟରେ ସାରନ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏହି ପରିପ୍ରେକ୍ଷୀରେ ସେ ଜୋରଦାର ପ୍ରଚାର କରିବାରେ ବ୍ୟସ୍ତ…

ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ ପ୍ରଭାବିତ କରିଥାଏ ବୋଲି ଏକ ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି। ୟୁନିଭର୍ସିଟି ଅଫ ଲଣ୍ଡନର ପୁଷ୍ଟିବିଜ୍ଞାନୀମାନେ…

ଆତ୍ମହତ୍ୟା କଲେ କନ୍ନଡ ଫିଲ୍ମ ପ୍ରଡ୍ୟୁସର ସୌନ୍ଦର୍ଯ୍ୟା ଜଗଦୀଶ!

ଚେନ୍ନାଇ,୧୫।୪: ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। କୁହାଯାଉଛି ଯେ କନ୍ନଡ ଚଳଚ୍ଚିତ୍ର ନିର୍ମାତା ତଥା ବ୍ୟବସାୟୀ ସୌନ୍ଦର୍ଯ୍ୟା ଜଗଦୀଶ ଆତ୍ମହତ୍ୟା ଉଦ୍ୟମ କରିବା ପରେ ତାଙ୍‌କର ମୃତ୍ୟୁ ହୋଇଛି। ରବିବାର ଦିନ ପୋଲିସ ଏବଂ ତାଙ୍କ…

ଇସ୍ରାଏଲ-ଇରାନ ବିବାଦ ମଧ୍ୟରେ ଆନନ୍ଦ ମହିନ୍ଦ୍ରାଙ୍କୁ ପସନ୍ଦ ଆସିଗଲା ଏହି ଗୋଟିଏ ଜିନିଷ: କହିଲେ, ଭାରତକୁ ବି ଏହା ଆବଶ୍ୟକ

ନୂଆଦିଲ୍ଲୀ,୧୫।୪: ଅନେକ ଦିନ ପରେ ନୀରବ ରହିବା ପରେ ଶେଷରେ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବିବାଦ ଆରମ୍ଭ ହୋଇଛି। ଏହି ବିବାଦ ଉପରେ ସମଗ୍ର ବିଶ୍ୱର ନଜର ରହିଛି। ଏହି ସମୟ ମଧ୍ୟରେ ମହିନ୍ଦ୍ରା ଗ୍ରୁପର ଚେୟାରମ୍ୟାନ ଆନନ୍ଦ ମହିନ୍ଦ୍ରା…

କାନାଡାର ଆଇପି ଆଡ୍ରେସ, ଆମେରିକାରୁ ହୋଇଥିଲା ସଲମାନଙ୍କ ଘରେ ଫାୟରିଂ କରିବାର ପ୍ଲାନ

ମୁମ୍ବାଇ,୧୫।୪: ବଲିଉଡ ଅଭିନେତା ସଲମାନ ଖାନଙ୍କ ଘର ବାହାରେ ଫାୟରିଂ କରିବା ମାମଲାରେ ମୁମ୍ବାଇ ପୋଲିସ ହାତରେ ନୂଆ ତଥ୍ୟ ଲାଗିଛି। ପୋଲିସ କହିଛି ଯେ ଫେସବୁକରେ ଗୁଳି ଚଳାଇବା ଘଟଣା ପାଇଁ ନିଜକୁ ଦାୟୀ କରିଥିବା ଫେସବୁକର ଆଇପି ଆଡ୍ରେସ…

ମେଡିକାଲ ଆସୁଥିବା ବେଳେ ବାଇକ୍‌ଆରୋହୀଙ୍କୁ ଚାପିଦେଲା ବାଲି ବୋଝେଇ ଟିପ୍ପର

କୋରାପୁଟ,୧୫ା୪: କୋରାପୁଟ ଜିଲା ୨୬ ନମ୍ବର ଜାତୀୟ ରାଜପଥ ମୃର୍ତ୍ତିକା ସଂରକ୍ଷଣ କଲୋନୀ ନିକଟରେ ରବିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକଙ୍କ ଘର ରାୟଗଡ଼ା ଜିଲା ମୁନିଗୁଡ଼ାରେ ବୋଲି ଜଣାପଡ଼ିଛି।…

ନ୍ୟାୟପାଳିକାକୁ ଦୁର୍ବଳ କରିବା ପାଇଁ ଚାଲିଛି ଉଦ୍ୟମ: ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଲେ ୨୧ ଅବସରପ୍ରାପ୍ତ ବିଚାରପତି

ନୂଆଦିଲ୍ଲୀ,୧୫।୩: ସର୍ବୋଚ୍ଚ ନ୍ୟାୟାଳୟ ଏବଂ ହାଇକୋର୍ଟର ୨୧ ଜଣ ଅବସରପ୍ରାପ୍ତ ବିଚାରପତି ଭାରତର ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡଙ୍କୁ ଏକ ଚିଠି ଲେଖିଛନ୍ତି। ନ୍ୟାୟପାଳିକାକୁ ଦୁର୍ବଳ କରିବା ପାଇଁ ଉଦ୍ୟମ ଉପରେ ଚିନ୍ତା ପ୍ରକଟ କରିଛନ୍ତି। ଯେଉଁମାନେ ଏହି ଚିଠି ଲେଖିଛନ୍ତି…

ଟି-୨୦ କ୍ରିକେଟ୍‌ରେ ଇତିହାସ ରଚିଲେ ଧୋନୀ

ମୁମ୍ବାଇ,୧୫।୪: ଚେନ୍ନାଇର ସୁପର କିଙ୍ଗ୍ସ (ସିଏସକେ)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୱାଙ୍ଖଡେରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚରେ ପ୍ରବେଶ କରିବା ମାତ୍ରେ ତାଙ୍କ ନାମରେ ଏକ ବିଶେଷ ସଫଳତା ହାସଲ କରିଥିଲେ। ଟି-୨୦ ଇତିହାସରେ ଯେକୌଣସି ଦଳ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri