Home Left

ଟାଟା ଷ୍ଟିଲ୍‌ ଫାଉଣ୍ଡେଶନ୍‌ ପକ୍ଷରୁ ମେଗା ସ୍ବାସ୍ଥ୍ୟ ଶିବିର

ଭୁବନେଶ୍ୱର,୨୬।୨: ଦେଶର ପ୍ରମୁଖ ଶିଳ୍ପ ସଂସ୍ଥା ତଥା ଟାଟା ଗ୍ରୁପର ଅଗ୍ରଣୀ କମ୍ପାନୀ ଟାଟା ଷ୍ଟିଲର ସାମାଜିକ ପ୍ରତିଷ୍ଠାନ ଟାଟା ଷ୍ଟିଲ୍‌ ଫାଉଣ୍ଡେଶନ୍‌ (ଟିଏସ୍‌ଏଫ୍‌) ପକ୍ଷରୁ ଏକ ମେଗା ସ୍ବାସ୍ଥ୍ୟ ଶିବିରର ଆୟୋଜନ କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ଟିଏସ୍‌ଏଫ୍‌ ପକ୍ଷରୁ ବ୍ରାହ୍ମଣୀପାଳଠାରେ ମା…

ବାଙ୍କୀ ବିଧାନସଭା ନିର୍ବାଚନମଣ୍ଡଳୀ:୩ ଦଳ ପାଇଁ ସମ୍ମାନର ପ୍ରଶ୍ନ

ବାଙ୍କୀ, ୨୬।୨(ଜ୍ଞାନରଞ୍ଜନ ମିଶ୍ର):କଟକ ଜିଲା ଅନ୍ତର୍ଗତ ବାଙ୍କୀ ବିଧାନସଭା ନିର୍ବାଚନମଣ୍ଡଳୀ ବାଙ୍କୀ ଏନ୍‌ଏସି, ବାଙ୍କୀ ବ୍ଲକ, ଡମପଡ଼ା ବ୍ଲକ ଏବଂ ବାରଙ୍ଗ ବ୍ଲକର ୮ଟି ପଞ୍ଚାୟତକୁ ନେଇ ଗଠିତ। ଏଠାରୁ ବିଜେଡି ପ୍ରାର୍ଥୀ ଲଗାତର ୩ ଥର ଜିତି ଆସିଛନ୍ତି। ୨୦୦୪ରେ…

ଲୁଇ ଫିଲିପର ନୂତନ କଲେକ୍ସନ

ଭୁବନେଶ୍ୱର,୨୬।୨: ଆଦିତ୍ୟ ବିର୍ଲା ଫ୍ୟାଶନ ଆଣ୍ଡ ରିଟେଲ ଲିମିଟେଡର ପ୍ରିମିୟମ ପୁରୁଷ ପୋଷାକ ବ୍ରାଣ୍ଡ୍‌ ଲୁଇ ଫିଲିପର ବହୁ ପ୍ରତୀକ୍ଷିତ ତଥା କାରୁକାର୍ଯ୍ୟଭରା ବିବାହ ପୋଷାକର ବ୍ୟାପକ ରେଞ୍ଜ ‘ରୟାଲ ଇଣ୍ଡିଆନ୍‌ ୱେଡିଂ କଲେକ୍ସନ’କୁ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରାଯାଇଛି। ଏ…

ଟିକେଟ ପାଇଁ ଆବେଦନ କଲେଣି ୧୦ ହଜାରରୁ ଅଧିକ ଆଶାୟୀ: ପ୍ରଣବ

ଭୁବନେଶ୍ୱର,୨୬।୨(ସୁନିତ୍‌ ମିଶ୍ର):ଗତ କିଛିବର୍ଷ ଧରି ଜାତୀୟସ୍ତରର ସବୁ ସର୍ଭେ ରିପୋର୍ଟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀ ହୋଇଥିବାର ଗୌରବ ପ୍ରଦାନ କରିଛନ୍ତି। ସେହିଭଳି ୨୦୨୨ ପଞ୍ଚାୟତ ନିର୍ବାଚନରେ ୫୨%ରୁ ଅଧିକ ଭୋଟ ହାର ସାଙ୍ଗକୁ ୩୦ରୁ ୩୦…

ବିଜେଡିରୁ ଭାଜପା, ଭାଜପାରୁ ବିଜେଡି

ଯାଜପୁର,୨୬/୨(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ରାଜନୀତି ବେଶ୍‌ ରୋଚକ ରହିଆସିଛି। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ଓ ପରେ ଭାଜପା ନେତା ବିଜେଡିରେ ଏବଂ ଏବେ ୨୦୨୪ ନିର୍ବାଚନ ପୂର୍ବରୁ ବିଜେଡିର ବରିଷ୍ଠ ନେତା ଭାଜପା ଶିବିରାର୍ଥୀ ହୋଇଛନ୍ତି। ଦଳୀୟ…

ବିନା ‘ହାତ’ରେ ଚିରଞ୍ଜୀବଙ୍କ ବନ୍ଧୁମିଳନ

ଜଗତ୍‌ସିଂହପୁର, ୨୬ା୨(ପ୍ରମୋଦ କୁମାର ନାୟକ):ଗତ ସାଧାରଣ ନିର୍ବାଚନ ପରଠାରୁ ବରିଷ୍ଠ କଂଗ୍ରେସ ନେତା ତଥା ଜଗତ୍‌ସିଂହପୁର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ତାଙ୍କ ନିର୍ବାଚନମଣ୍ଡଳୀରେ ଦଳୀୟ କର୍ମୀଙ୍କଠାରୁ ଏକପ୍ରକାର ଖାପଛଡ଼ା ଦେଇ ଆସୁଥିଲେ। ହେଲେ ରବିବାର ନାଉଗାଁ ବ୍ଲକ ଅନ୍ତର୍ଗତ ଚଗଲା…

୫ ବର୍ଷରେ ୨୭୫ ହାଜତ ବଳାତ୍କାର ମାମଲା

ନୂଆଦିଲ୍ଲୀ,୨୬।୨:(ପି.ଟି.): ୨୦୧୭ରୁ ୨୦୨୨ ଗତ ୫ ବର୍ଷ ମଧ୍ୟରେ ଦେଶର ବିଭିନ୍ନ ହାଜତରେ ୨୭୦ରୁ ଊର୍ଦ୍ଧ୍ୱ ବଳାତ୍କାର ମାମଲା ପଞ୍ଜୀକୃତ ହୋଇଛି। ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ତଥ୍ୟରୁ ଏହା ଜଣାପଡ଼ିଛି। ଆଇନ ପ୍ରଣୟନ ବ୍ୟବସ୍ଥାରେ ସମ୍ବେଦନଶୀଳତା ଓ ଉତ୍ତରଦାୟିତ୍ୱର…

୨୯ ପର୍ଯ୍ୟନ୍ତ ମେଘୁଆ ପାଗ

ଭୁବନେଶ୍ୱର,୨୬।୨(ଅନୁରାଧା ମହାରଣା):ସପ୍ତାହ ଆରମ୍ଭରୁ ରାଜ୍ୟରେ ଗ୍ରୀଷ୍ମ ଅନୁଭୂତ ହେଉଥିବାବେଳେ ୨ଦିନ ହେଲା ପାଗ ପରିବର୍ତ୍ତନ ହୋଇଛି। ରାଜ୍ୟରେ ମେଘୁଆ ପାଗ ସହ ସ୍ଥାନେ ସ୍ଥାନେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ…

ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ଫୁ: ବ୍ରାହ୍ମଣୀରୁ ବାଲି ଉତ୍ତୋଳନ

ପଟ୍ଟାମୁଣ୍ଡାଇ, ୨୬ା୨( କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ତହସିଲ ଅଞ୍ଚଳ ବ୍ରାହ୍ମଣୀ ନଦୀପଠାରୁ ବେଆଇନ ଭାବେ ଦିନରାତି ବାଲି ଚୋରା ଚାଲାଣ ହେଉଛି। ପ୍ରଶାସନ ଆଖିରେ ଧୂଳି ଦେଇ ବାଲି ବ୍ୟବସାୟୀ ମାଲାମାଲ ହେଉଛନ୍ତି। ବେଆଇନ ବାଲି ଉତ୍ତୋଳନ ଯୋଗୁ ନଦୀପଠାରୁ…

ନାଳିଆ ଘାସ ବୃତ୍ତିଧାରୀଙ୍କୁ ପ୍ରୋତ୍ସାହନ ନାହିଁ

କେନ୍ଦ୍ରାପଡ଼ା, ୨୬ା୨(ଜଗନ୍ନାଥ ଧଳ):ନାଳିଆ ଘାସରେ ତିଆରି ଟୋକେଇ, ପାଛିଆ, ନାଳିଆ, ସେର, ମାଣ ଟୁକୁଲି ଆଦି ପ୍ରତ୍ୟେକଙ୍କ ଘରେ ପରିଚିତ। ପ୍ରାୟ ୫୦ବର୍ଷ ଧରି ଏହି ହସ୍ତଶିଳ୍ପ କୌଳିକ ବୃତ୍ତି ହୋଇ ରହିଆସିଛି। ଏଥିରେ ଆର୍ଥିକ ସଶକ୍ତୀକରଣ ହେବା ସହ ପରିବାର…

ନନ୍ଦନକାନନକୁ ଆସିଲା ଉଦ୍ଧାର ଶାଗୁଣା, ଶାରୀ

ବାରଙ୍ଗ,୨୬।୨(ଲିଙ୍ଗରାଜ ରାଉତ): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ରବିବାର ଉଦ୍ଧାର ହୋଇ ଗୋଟିଏ ଶାଗୁଣା ଓ ଗୋଟିଏ ଶାରୀ ଆସିଛି। ସୂଚନା ଯୋଗ୍ୟ, ଠାକୁରମୁଣ୍ଡା କରଞ୍ଜିଆ ରେଞ୍ଜରୁ ଉଦ୍ଧାର ହୋଇ ଏକ ଧଳାପିଠିଆ ଶାଗୁଣା ନନ୍ଦନକାନନକୁ ଆସିଛି। ଶାଗୁଣାକୁ ଏଠାକାର ଡାକ୍ତର ପ୍ରାଥମିକ…

ଚର୍ଚ୍ଚ ଉପରେ ଆତଙ୍କବାଦୀ ଆକ୍ରମଣ: ୧୫ ମୃତ

ବୁର୍କିନା ଫାସୋ,୨୬।୨: ଉତ୍ତର ବୁର୍କିନା ଫାସୋରେ ଏକ କ୍ୟାଥୋଲିକ ଚର୍ଚ୍ଚ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଅତି କମରେ ୧୫ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଆହତ ହୋଇଥିଲେ। ଡୋରି ସୁବାର ପାଦ୍ରି ଜାନ-ପିଆର ସାଭଡୋଗୋ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri