ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଚଳିତ ମାସ ୧୮ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତ
ଭୁବନେଶ୍ୱର,୧୩ା୪: ରାଜ୍ୟରେ ୪ଟି ପର୍ଯ୍ୟାୟ ନିର୍ବାଚନ ମେ’ ମାସ ୧୩ ତାରିଖରୁ ଆରମ୍ଭ ହୋଇ ଜୁନ୍ ମାସ ୧ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ଚଳିତମାସ ୧୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଭାରତୀୟ ନିର୍ବାଚନ…
“ହାର୍ଦ୍ଦିକ ପାଣ୍ଡ୍ୟା ଆହତ! ସେ ଏହାକୁ ସ୍ୱୀକାର କରୁନାହାଁନ୍ତି”: ପୂର୍ବତନ ନ୍ୟୁଜିଲ୍ୟାଣ୍ଡ କ୍ରିକେଟରଙ୍କ ବିସ୍ଫୋରକ ବୟାନ
ନୂଆଦିଲ୍ଲୀ,୧୩ା୪: ନ୍ୟୁଜିଲ୍ୟାଣ୍ଡର ପୂର୍ବତନ ଦ୍ରୁତ ବୋଲର ସାଇମନ୍ ଡଲ୍ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସେ ବିଶ୍ୱାସ କରନ୍ତି ଯେ ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇଛନ୍ତି କିନ୍ତୁ ସେ ଏହାକୁ ସ୍ୱୀକାର…
ବଦଳିଗଲେଣି ଅନୁଭବ
ଭୁବନେଶ୍ୱର,୧୩ା୪: ଅଭିନେତା ଅନୁଭବ ମହାନ୍ତି ଏକ ଭିନ୍ନ ରୂପରେ ନଜର ଆସିଛନ୍ତି। ହନୁମାନ ଜୟନ୍ତୀ ପୂର୍ବରୁ ତାଙ୍କର ଏହି ଲୁକ୍ ଏବେ ଭାଇରାଲ ହେଉଛି। ସେ ଏବେ ବହୁତ ବଦଳିଗଲେଣି ବୋଲି ଏହି ଲୁକ୍ ଦେଖି ଲୋକେ କହୁଛନ୍ତି। ବାସ୍ତରେ ସେ…
ହାତରେ ମତଦାନ ଇଙ୍କ୍ ଲାଗିଥିଲେ ଦେଇପାରିବେନି କୌଣସି ପରୀକ୍ଷା! NTA ଜାରି କଲା ନୋଟିସ୍
ନୂଆଦିଲ୍ଲୀ,୧୩।୪: ସାଧାରଣ ନିର୍ବାଚନ ଏପ୍ରିଲ ୧୯ରୁ ଆରମ୍ଭ ହେବାକୁ ଯାଉଛି। ଏହି ନିର୍ବାଚନ ଏପ୍ରିଲରୁ ଜୁନ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ୧୮ତମ ଲୋକ ସଭା ନିର୍ବାଚନର ଫଳାଫଳ ଜୁନ ୪ ରେ ପ୍ରକାଶ ପାଇବ। ଏହି କାରଣରୁ ଦେଶରେ ହେବାକୁ…
ଗଣତନ୍ତ୍ରକୁ ସୃଦୃଢ଼ କରିବା ପାଇଁ ଆହ୍ବାନ ଦେଲେ ଆଇକନ ଶୁଭ୍ରାଂଶୁ ସେନାପତି
କେନ୍ଦୁଝର,୧୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଗାମୀ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ କେନ୍ଦୁଝର ଜିଲାର ଭୋଟରମାନଙ୍କୁ ସଚେତନ କରାଇବା ପାଇଁ କେନ୍ଦୁଝର ଜିଲା ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ଆଇକନ ଭାବେ ନିଯୁକ୍ତ ହୋଇଥିବା ଅନ୍ତର୍ଜାତୀୟ ସୁନାମଧନ୍ୟ କ୍ରିକେଟର ଶୁଭ୍ରାଂଶୁ ସେନାପତି ଶନିବାର ବିଭିନ୍ନ ସଚେତନତାମୂଳକ…
ହେଲଦି ଡ୍ରିଙ୍କ୍ସ ଶ୍ରେଣୀରୁ ହଟିଲା Bournvita , ସରକାର ଦେଲେ କଡ଼ା ଚେତାବନୀ
ନୂଆଦିଲ୍ଲୀ,୧୩।୪: ଉଦ୍ୟୋଗ ମନ୍ତ୍ରଣାଳୟ ଇ-ବାଣିଜ୍ୟ କମ୍ପାନୀମାନଙ୍କୁ ଏକ ନିର୍ଦ୍ଦେଶାବଳୀ ଜାରି କରିଛି। ମନ୍ତ୍ରଣାଳୟ Bournvita ଏବଂ ଅନ୍ୟାନ୍ୟ ପାନୀୟକୁ ହେଲଦି ଡ୍ରିଙ୍କ୍ ଶ୍ରେଣୀରୁ ହଟାଇ ଦେଇଛି। ନ୍ୟାଶନାଲ କମିଶନ ଫର ପ୍ରୋଟେକସନ ଅଫ ଚାଇଲ୍ସ ରାଇଟ (ଏନସିପିସିଆର) ଦ୍ୱାରା ହେଲଦି ଡ୍ରିଙ୍କ୍ସ…
ବସ୍, ଟ୍ରେନ୍ରେ ପ୍ରତିଦିନ ୩୦ କି.ମି. ଯାତ୍ରା କରୁଛି ଏହି କୁକୁର, ଅଛନ୍ତି ହଜାର ହଜାର ଫଲୋଅର୍ସ
ଯଦି କୁହାଯାଏ, ଗୋଟିଏ କୁକୁର ପ୍ରତିଦିନ ୩୦ କିଲୋମିଟର ଏକୁଟିଆ ଯାତ୍ରା କରୁଛି। ତେବେ ଆଶ୍ଚର୍ଯ୍ୟ ହେବେ ନିଶ୍ଚିତ ମାତ୍ର ଏହା ସତ। ଖାଲି ଏତିକି ନୁହେଁ, କୁକୁରଟି ବହୁ ସ୍ଥାନ ଭ୍ରମଣ ବି କରେ। କେବଳ ଏତିକି ନୁହେଁ, ଲୋକଙ୍କୁ…
ଜୀବନସାଥୀଙ୍କ ପାଇଁ ବହୁତ ଲକି ଏହି ୪ ରାଶିରେ ଜନ୍ମିତ ଯୁବତୀ; ବିବାହ ପରେ ସ୍ବାମୀଙ୍କ ଭାଗ୍ୟ ଚମକେ
ବିବାହ ପରେ ଅନେକ ଲୋକଙ୍କ ଜୀବନ ବଦଳିଯାଇଥାଏ। କାହାର କ୍ୟାରିୟରରେ ଉନ୍ନତି ପରିଲକ୍ଷିତ ହୋଇଥାଏ ତ କାହାର ବିଗିଡ଼ି ଯାଇଥିବା କାମ ସୁରୁଖୁରୁରେ ହୋଇଯାଏ। ଘରେ ଧନଧାନ୍ୟରେ ପୂରି ଉଠେ। ସମାଜରେ ମାନ ସମ୍ମାନ ବୃଦ୍ଧି ପାଏ। ଏହାକୁ ନେଇ ଜ୍ୟୋତିଷଶାସ୍ତ୍ରରେ…
ମହାପ୍ରଭୁଙ୍କୁ ଦର୍ଶନ କଲେ ଲେଖାଶ୍ରୀ, କହିଲେ ବିଜେଡି ଜିତିବ ଏତେ ସିଟ୍
ପୁରୀ,୧୩।୪: ବାଲେଶ୍ୱର ଲୋକ ସଭା ଆସନରୁ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ମିଳିଛି ଟିକେଟ୍। ନିକଟରେ ସେ ଭାଜପା ଛାଡି ବିଜେଡିରେ ଯୋଗ ଦେଇଥିଲେ। ତେବେ ଟିକେଟ୍ ମିଳିବା ପରେ ସେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ମହାପ୍ରଭୁଙ୍କ ଦର୍ଶନ କରି…
ଦିଲ୍ଲୀର ଅଭିଶପ୍ତ ବଙ୍ଗଳା, ଯେଉଁଠି ରହି ୩ମନ୍ତ୍ରୀଙ୍କ ଚାଲିଯାଇଛି ପଦ! ଜଣେ ଯାଇଛନ୍ତି ଜେଲ୍
ନୂଆଦିଲ୍ଲୀ,୧୩।୪: ଦିଲ୍ଲୀ ସରକାରରେ ମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ରାଜକୁମାର ଆନନ୍ଦ ଖୁବ୍ ଚର୍ଚ୍ଚାରେ ଅଛନ୍ତି। ବିଶେଷ କରି ସେ ରହୁଥିବା ସିଭିଲ ଲାଇନ୍ସର ବଙ୍ଗଳା ନମ୍ବର ୪ ଏବେ ଚର୍ଚ୍ଚା ଘେରକୁ ଆସିଛି। ସ୍ଥାନୀୟ ଲୋକେ ଏହାକୁ ଅଭିଶପ୍ତ…
ବିଜେଡି ଏମପି-ବିଧାୟକ ପ୍ରାର୍ଥୀଙ୍କୁ ରାକ୍ଷୀ ବାନ୍ଧିଲେ ମହିଳା
ପାଟଣା,୧୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୫୬ଟି ପଞ୍ଚାୟତ ମହିଳା କର୍ମୀଙ୍କୁ ନେଇ ମା କବଚ ସମାରୋହ ଶନିବାର ସାହାରପଡ଼ା ବ୍ଲକ ମାଛ ଗଡ ପଞ୍ଚାୟତରେ ଅନୁଷ୍ଠିତ ହୋଇଛି। ମହିଳାମାନେ କେନ୍ଦୁଝର ଏମପି ପ୍ରାର୍ଥୀ ଧନୁର୍ଯ୍ୟୟ…
କେଜରିଓ୍ବାଲଙ୍କୁ ନେଇ ଲେଟର ବମ ପକାଇଲେ ମହାଠକ ସୁକେଶ ଚନ୍ଦ୍ରଶେଖର
ନୂଆଦିଲ୍ଲୀ,୧୩।୪: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ମନୀଷ ସିସୋଡିଆ ଏବଂ ସତ୍ୟେନ୍ଦ୍ର ଜୈନଙ୍କ ସମେତ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏବେ ଜେଲରେ ଅଛନ୍ତି। ଏହି ମାମଲାରେ ସଂଜୟ ସିଂ ଜେଲରୁ ବାହାରିଛନ୍ତି। ଏହି ସମୟରେ ମହାଠକ ଗୁହାଯାଉଥିବା ସୁକେଶ ଚନ୍ଦ୍ରଶେଖର ଏହି…
Archives


