ଭୁବନେଶ୍ୱରରେ ଡାଇକିନ୍ ସେଣ୍ଟର ଅଫ୍ ଏକ୍ସଲେନ୍ସ
ଭୁବନେଶ୍ୱର,୧୩।୪, (ଅନୁରାଧା ମହାରଣା): ଜାପାନର ପୂର୍ଣ୍ଣ ମାଲିକାନାଧୀନ ସହଯୋଗୀ କମ୍ପାନୀ ତଥା ଭାରତରେ ଏୟାର କଣ୍ଡିସନିଂ ବଜାରରେ ଅଗ୍ରଣୀ ସ୍ଥାନରେ ରହିଥିବା ଡାଇକିନ୍ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ ଓଡ଼ିଶା ବଜାର ପାଇଁ ଏକାଧିକ ନୂତନ ଏୟାର କଣ୍ଡିସନିଂ ଉପତ୍ାଦର ବଜାର ପ୍ରବେଶ କରାଇଛି।…
ଅନୁଗୋଳରେ କଲ୍ୟାଣ ଜୁଏଲର୍ସର ନୂତନ ଶୋ’ରୁମ୍
ଭୁବନେଶ୍ୱର,୧୩।୪ (ଅଭୟ ଦାଶ): କଲ୍ୟାଣ ଜୁଏଲର୍ସର ନୂତନ ଶୋ’ରୁମ୍ ଅନୁଗୋଳର ଶଙ୍କର ସିନେମା ରୋଡ୍ଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବଲିଉଡ୍ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଆନୁଷ୍ଠାନିକ…
ଗୁଣାତ୍ମକ ଉତ୍ପାଦକୁ ବୈଦ୍ୟନାଥର ଗୁରୁତ୍ୱ
ଭୁବନେଶ୍ୱର,୧୩।୪: ବର୍ତ୍ତମାନର ଚଳଚଞ୍ଚଳ ସମୟ ମଧ୍ୟରେ ଆମେ ଉଭୟ ଆମର ସ୍ବାସ୍ଥ୍ୟ ଓ ସମୟସୀମାକୁ ଠିକ୍ ଭାବେ ପରିଚାଳନା କରିପାରୁ ନ ଥିବାବେଳେ କମ୍ ବୟସରେ ଭିନ୍ନ ଭିନ୍ନ ପ୍ରକାର ରୋଗର ଶିକାର ହେଉଛନ୍ତି। ଏପରିକି ରୋଗୀ ରୋଗରୁ ନିରାକରଣ ପାଇଁ…
ବିଜେଡି ଗୋଷ୍ଠୀ କନ୍ଦଳ ଟାଳିବାକୁ ପ୍ରସନ୍ନ କାର୍ଡ
ସମ୍ବଲପୁର,୧୩ା୪(ପ୍ରମୋଦ ବହିଦାର), ଭୁବନେଶ୍ୱର(ଅନିଲ ଦାସ): ବିଜେଡି ଗୁରୁବାର ସମ୍ବଲପୁର ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ରେଢ଼ାଖୋଲ ଓ ସମ୍ବଲପୁର ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ଏଥିରେ ବିଧାୟକ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି ରୋହିତ ପୂଜାରୀ ପୁନର୍ବାର ରେଢ଼ାଖୋଲ…
୨ ବାନ୍ଧବୀଙ୍କୁ ଡେଟ୍
ମୁମ୍ବାଇ: ଦିନ ଥିଲା ନବାଗତ ଯୋଗୁ ଫିଲ୍ମରେ ନେବା ପାଇଁ ନିର୍ମାତାମାନେ ନାକ ଟେକୁଥିଲେ। ହେଲେ ଏବେ ତାଙ୍କ ସହ କାମ କରିବାକୁ ଡେଟ୍ ମିଳିବା କଷ୍ଟକର। ଆମେ କହୁଛୁ ବଲିଉଡ୍ର ଚକ୍ଲେଟ୍ ହିରୋ କାର୍ତ୍ତିକ ଆର୍ଯ୍ୟନ୍ଙ୍କ ବିଷୟରେ। ଏଯାବତ ସେ…
ଭାରତ ଇତିହାସର ଏକ କଳାଦିନ
ପ୍ରତ୍ୟେକ ଦିନ କିଛି ନା କିଛି ଇତିହାସ ସହିତ ଜଡିତ, ଯାହା ଅନ୍ୟକୁ ଶିକ୍ଷା ଦିଏ। ସେହିଭଳି ଆଜିର ଦିନ ଅର୍ଥାତ୍ ୧୩ ଏପ୍ରିଲ ଭାରତ ଇତିହାସରେ ଏକ କଳା ଦିନ। ଏହି ଦିନ ଅମୃତସରର ସ୍ବର୍ଣ୍ଣମନ୍ଦିର ନିକଟ ଜାଲିଆନୱାଲାବାଗରେ ରକ୍ତର…
ଜେଲ ତାଲା ଖୋଲିବ, ସୋରେନ୍ ମୁକୁଳିବେ
ରାଞ୍ଚତ୍,୧୩ା୪: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍ଏମ୍) ନେତା ହେମନ୍ତ ସୋରେନ୍ଙ୍କୁ ଜେଲରେ ରଖାଯିବା ପ୍ରତିବାଦରେ ଶୁକ୍ରବାର ରାଞ୍ଚତ୍ରେ ସରହୁଲ ଶୋଭାଯାତ୍ରା କରାଯାଇଛି। ଏକ ଗାଡ଼ିରେ ଶୋଭାଯାତ୍ରା ବେଳେ ସୋରେନ୍ଙ୍କୁ ଜେଲ ଭିତରେ ରଖାଯାଇଥିବା ଫଟୋ ରଖାଯାଇଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସମର୍ଥକମାନେ ଇଡି ଏବଂ…
ବିଜେଡିରେ ଯୋଗ ଦେବାପରେ ଏଭଳି ପ୍ରତିକ୍ରିୟା ରଖିଲେ ପୂର୍ବତନ ବିଧାୟକ ରାଜେନ୍ଦ୍ର
ଭୁବନେଶ୍ୱର,୧୩ା୪: ସମ୍ବଲପୁର ଜିଲା କୁଚିଣ୍ଡା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ଛତ୍ରିଆ ଶୁକ୍ରବାର ଶଙ୍ଖଭବନଠାରେ ଜିଲା ବିଜେଡି ପର୍ଯ୍ୟବେକ୍ଷକ ଦେବାଶିଷ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ତାଙ୍କ ସହ ଶତାଧିକ କଂଗ୍ରେସ କର୍ମୀଙ୍କୁ ସେ ଉପଢ଼ୌକନ ଦେଇ ଦଳକୁ…
ବାରବାଟୀ-କଟକ ବିଜେଡିରେ କନ୍ଦଳ
କଟକ,୧୩ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ଯେତେ ପାଖେଇ ଆସୁଛି ବାରବାଟୀ-କଟକ ବିଜେଡିରେ ସେତେ ମାତ୍ରାରେ ଗୋଷ୍ଠୀ କନ୍ଦଳ ପଦାକୁ ଆସୁଛି। ଯେମିତିକି ଏଠାରେ ଏବେ ଦୁଇ ସଙ୍ଗଠନ କାମ କରୁଥିବା ସାଧାରଣରେ ଆଲୋଚନା ହେଉଛି। ବାରବାଟୀ-କଟକରେ ଗୋଟିଏ ଦିନରେ ଦୁଇଟି କାର୍ଯ୍ୟକ୍ରମ କରାଯାଇଛି;…
‘ସମୀରଙ୍କୁ ଟିକେଟ ନ ହେଲେ ଦଳ ଛାଡ଼ିବୁ’
ଗୋପ,୧୩ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ନିର୍ବାଚନମଣ୍ଡଳୀରେ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ନ ମିଳିଲେ ଦଳୀୟ ନେତୃତ୍ୱ ଓ କର୍ମୀମାନେ ଦଳ ଛାଡ଼ିବେ ବୋଲି ଶୁକ୍ରବାର ଚେତାବନୀ ଦେଇଛନ୍ତି। ଏକ ପ୍ରତିନିଧି ଦଳ ଏହି ଦସ୍ତଖତ ସମ୍ବଳିତ ଦାବିପତ୍ର ନେଇ ଶନିବାର…
ରୋଡ୍ଶୋରେ ବିଜେଡି ପ୍ରାର୍ଥୀଙ୍କ ଶକ୍ତି ପ୍ରଦର୍ଶନ
ବାଳକାଟୀ,୧୩ା୪(ମନୋଜ ମଣ୍ଡଳ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଏଥିପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ପ୍ରଚାର ଆରମ୍ଭ କରିଦେଲେଣି। ଶୁକ୍ରବାର ଭୁବନେଶ୍ୱର ଲୋକ ସଭା ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ଜୟଦେବ ବିଧାନସଭା ନିର୍ବାଚନମଣ୍ଡଳୀ ପ୍ରାର୍ଥୀ ନବ କିଶୋର ମଲିକ ବାଳକାଟୀରେ…
‘ପ୍ରଧାନ ଶିକ୍ଷକଙ୍କୁ ବିଜେଡି ସପକ୍ଷରେ କାମ କରିବାକୁ ଷଡ଼ଯନ୍ତ୍ର’
ଭୁବନେଶ୍ୱର,୧୩।୪(ସୁନିତ୍ ମିଶ୍ର): ରାଜ୍ୟ ସରକାର ଲଜ୍ଜାର ସବୁ ସୀମା ଅତିକ୍ରମ କରିଗଲେଣି। ସ୍ବଚ୍ଛ ଏବଂ ନିରପେକ୍ଷ ନିର୍ବାଚନ ପାଇଁ ଜାତୀୟ ନିର୍ବାଚନ କମିଶନ ୮ ଜଣ ଅଫିସରଙ୍କୁ ବଦଳିକଲେ। ସମସ୍ତ ସରକାରୀ ପୋର୍ଟାଲରୁ ୫-ଟିର ଉଲ୍ଲେଖକୁ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ…
Archives


