Home Left

ପଦକ ଜିତିବା ପରେ ଖୁସିରେ ଡେଇଁପଡିଲେ କୋଚ, ଆସିଲା ହୃଦ୍‌ଘାତ:ଆଉ ତା’ପରେ

ପ୍ୟାରିସ୍‌,୧୧।୮: ପ୍ୟାରିସ ଅଲିମ୍ପିକ୍ସରେ ଉଜବେକିସ୍ତାନର ବକ୍ସିଂ ଦଳ ସ୍ବର୍ଣ୍ଣ ପଦକ ଜିତିଛି। ଏହା ପରେ ଉଜବେକିସ୍ତାନ ଦଳର ମୁଖ୍ୟ କୋଚ ତୁଲକିନ କିଲିଚେଭ ଖୁସିରେ ଡେଇଁପଡିଥିଲେ। କିନ୍ତୁ ଏହି ଖୁସି ମଧ୍ୟରେ ତାଙ୍କର ହୃଦ୍‌ଘାତ ହୋଇଥିଲା। ଏହା ପରେ ବ୍ରିଟେନର ଟ୍ରେନିଂ…

ଭିନେଶଙ୍କୁ ମିଳିବ ସ୍ବର୍ଣ୍ଣ ପଦକ, ହେବ ଭବ୍ୟ ସ୍ବାଗତ

ଚଣ୍ଡିଗଡ,୧୧।୮: ଷ୍ଟାର ରେସଲର ଭିନେଶ ଫୋଗଟଙ୍କ ପାଇଁ ହରିୟାଣାରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଭିନେଶ ପ୍ୟାରିସ୍‌ରୁ ପ୍ରତ୍ୟାବର୍ତ୍ତନ ପରେ ଏକ ବିଶାଳ ସ୍ବାଗତ ସମାରୋହ ଅନୁଷ୍ଠିତ ହେବ। ଏହା ବ୍ୟତୀତ ତାଙ୍କୁ ସ୍ବର୍ଣ୍ଣ ପଦକ ମଧ୍ୟ ପ୍ରଦାନ କରାଯିବ। ୨୦୨୪…

ମାଫିଆ-ପୋଲିସ ମୁହାଁମୁହିଁ, ପୋଲିସ ଏନ୍‌କାଉଣ୍ଟରରେ ଜଣେ ମାଫିଆ ଆହତ

କେନ୍ଦୁଝର,୧୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ହରିଚନ୍ଦନପୁର ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌ ପୋଲିସ ହରିଚନ୍ଦନପୁର ଥାନା ପିଠାଗୋଳା ଓ କାଦୁଆ ଅଞ୍ଚଳରେ ଗୋରୁ ଚୋରାଚାଲାଣ ହେଉଥିବା ଖବର ପାଇ ଚଢ଼ାଉ କରିଥିଲେ। ତେଲକୋଇ ଥାନା କାଳିଆହତା ଅଞ୍ଚଳରୁ ପାଖାପାଖି ୨୫ ଗୋରୁ ଧରି…

କିଏ, କଉଁଠି କରିବେ ପତାକା ଉତ୍ତୋଳନ, ଜାଣନ୍ତୁ…

ଭୁବନେଶ୍ୱର,୧୧।୮: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କି’ଏ କେଉଁଠି ପତାକା ଉତ୍ତୋଳନ କରିବେ ସେନେଇ ସରକାରଙ୍କ ପକ୍ଷରୁ ରବିବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗରେ ଅନୁଷ୍ଠିତ ହେବାକୁ ଥିବା…

୭୪% ପାକିସ୍ତାନୀ ନିଜ ଖର୍ଚ୍ଚ ପୂରଣ କରିବାରେ ଅସମର୍ଥ; ୧୦% ଲୋକେ ଦୁଇଟି କାମ କରୁଛନ୍ତି: ରିପୋର୍ଟ

ନୂଆଦିଲ୍ଲୀ,୧୧।୮: ଭୟଙ୍କର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନରେ ଲୋକମାନେ ମାସକର ଖର୍ଚ୍ଚ ମଧ୍ୟ ପୂରଣ କରିବାରେ ଅସମର୍ଥ ହେଉଛନ୍ତି। ଗତବର୍ଷ ତୁଳନାରେ ପାକିସ୍ତାନର ସହରୀ ଅଞ୍ଚଳରେ ମୁଦ୍ରାସ୍ଫିତି ଗଳବର୍ଷ ତୁଳନାରେ ୧୪ ପ୍ରତିସହତ ବୃଦ୍ଧି ପାଇଛି। ଫଳସ୍ୱରୂପ, ଦେଶର…

ପ୍ରଥମ ଗୋଲ୍ଡ ମେଡାଲ୍‌ ଜିତିବା ପରେ କୋଚ୍‌ଙ୍କୁ ହୋଇଥିଲା ହାର୍ଟ ଆଟାକ୍‌, ମିଳିଲା ୪ ସ଼୍ବର୍ଣ୍ଣ ପଦକ

ନୂଆଦିଲ୍ଲୀ, ୧୧।୦୮: ପ୍ୟାରିସ୍‌ରେ ଚାଲିଥିବା ଅଲିମ୍ପିକ୍ସର ଆଜି ଶେଷ ଦିନ। ବିଶ଼୍ବର ବିଭିନ୍ନ ଦେଶର କ୍ରୀଡ଼ାବିତ୍‌ ଏହି ଅଲିମ୍ପିକ୍ସରେ ଭାଗନେଇ ସ଼୍ବର୍ଣ୍ଣ,ରୌପ୍ୟ ଏବଂ ବ୍ରୋଞ୍ଜ ପଦକ ହାସଲ କରିବା ସହ ରେକର୍ଡ ମଧ୍ୟ କରିଛନ୍ତି । ଏହି ଅଲିମ୍ପିକ୍ସରେ ଏକ ରୋଚକ…

କ୍ରିକେଟ୍‌ରେ କେଶବ ମହାରାଜଙ୍କ ବଡ଼ କାରନାମା

ତ୍ରିନିଦାଦ,୧୧।୮: ଦକ୍ଷିଣ ଆଫ୍ରିକା ଦଳ ବର୍ତ୍ତମାନ ୱେଷ୍ଟଇଣ୍ଡିଜ ଗସ୍ତରେ ଅଛି। ଆୟୋଜକ ଦଳ ବିପକ୍ଷରେ ଦକ୍ଷିଣ ଆଫ୍ରିକା ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳୁଛି। ଦୁଇ ଦଳ ମଧ୍ୟରେ ସିରିଜର ପ୍ରଥମ ମ୍ୟାଚ ତ୍ରିନିଦାଦର ପୋର୍ଟ ଅଫ ସ୍ପେନ ଗ୍ରାଉଣ୍ଡରେ…

ଇତିହାସ ରଚିବାକୁ କୋହଲି ନିକଟରେ ରହିଛି ବଡ଼ ସୁଯୋଗ

କଲମ୍ବୋ,୧୧।୮: ଶ୍ରୀଲଙ୍କା ଗସ୍ତ ପରଠାରୁ ଟିମ ଇଣ୍ଡିଆ ଏକ ବ୍ରେକ୍‌ ନେଇଛି। ଭାରତରେ ଏବେ ସେପ୍ଟେମ୍ବରରେ ବାଂଲାଦେଶ ବିପକ୍ଷରେ ଏକ ଟେଷ୍ଟ ସିରିଜ ଖେଳିବାକୁ ପଡିବ। ଏହା ପରେ ନ୍ୟୁଜିଲାଣ୍ଡ ଏବଂ ଅଷ୍ଟ୍ରେଲିଆ ବିପକ୍ଷରେ ମଧ୍ୟ ପ୍ରତିଯୋଗିତା ହେବ। ଚଳିତ ବର୍ଷ…

କୃଷକଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଏଣିକି ମିଳିବ ୧୦୯….

ନୂଆଦିଲ୍ଲୀ, ୧୧।୦୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ କୃଷି ଅନୁସନ୍ଧାନ ସଂସ୍ଥାନରେ କୃଷକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ୧୦୯ ପ୍ରକାରର ଫସଲର ଉନ୍ନତ ବିହନର କିସମ୍‌ ଜାରି କରିଛନ୍ତି । ଏହି ବିହନ ଜଳବାୟୁ ଅନୁକୂଳ ଏବଂ…

ବିଲରେ ଧାନ ରୋଇଲେ କେନ୍ଦ୍ରମନ୍ତ୍ରୀ

ବେଙ୍ଗାଲୁରୁ,୧୧।୮: କେନ୍ଦ୍ର ମନ୍ତ୍ରୀ ଏଚଡି କୁମାରସ୍ବାମୀ କର୍ନାଟକର ମାଣ୍ଡିଆର ଆରାଲାକୁପେ ଗାଁରେ ଧାନ ଚାଷରେ ଗ୍ରାମବାସୀଙ୍କୁ ସହଯୋଗ ଦେଇଛନ୍ତି। ସେ କ୍ଷେତକୁ ଯାଇ ନିଜ ହାତରେ ଧାନ ରୋଇଛନ୍ତି। କୁମାରସ୍ବାମୀ କହିଛନ୍ତି, ଏହା ମୋ ପରିବାର ସଦସ୍ୟଙ୍କ ଏକ କାର୍ଯ୍ୟକ୍ରମ। କୃଷକମାନେ…

ରାଜ ଠାକରେଙ୍କୁ ଚେତାବନୀ ଦେଲେ ସଞ୍ଜୟ ରାଉତ

ମୁମ୍ବାଇ,୧୧ା୮: ଶିବସେନା-ୟୁବିଟି ମୁଖ୍ୟ ଉଦ୍ଧବ ଠାକରେଙ୍କ କନଭେନକୁ ରାଜ ଠାକରେଙ୍କ ପାର୍ଟି କର୍ମୀମାନେ ଆକ୍ରମଣ କରିଛନ୍ତି। ଏହା ଉପରେ ଉଦ୍ଧବ ଗୋଷ୍ଠୀର ସଞ୍ଜୟ ରାଉତ ରାଜ ଠାକରେଙ୍କୁ ଟାର୍ଗେଟ୍‌ ଦେଇଛନ୍ତି। ଆକ୍ରମଣକାରୀଙ୍କୁ ପୁନର୍ବାର ଏପରି ଅପରାଧ ନ କରିବାକୁ ସେ ଚେତାବନୀ…

ମୁସଲମାନ ପ୍ରେମିକଙ୍କ ସହ ସମ୍ପର୍କ କାଟିଲେ ଏହି ଅଭିନେତ୍ରୀ!

ମୁମ୍ବାଇ: ଟିଭି ଅଭିନେତ୍ରୀ ଜସ୍ମିନ ଭାସିନ ଏବଂ ଅଲ୍ଲୀ ଗୋନିଙ୍କ କେମିଷ୍ଟ୍ରି ‘ବିଗ୍‌ ବସ୍‌ ୧୪’ରେ ଦେଖିବାକୁ ମିଳିଥିଲା। ଦୁହେଁ ଏହି ସମ୍ପର୍କକୁ ବନ୍ଧୁତା ବୋଲି କହୁଥିଲେ। ମାତ୍ର ପରେ ସେମାନେ ନିଜେ ଅନୁଭବ କରିଥିଲେ ଯେ, ସେମାନଙ୍କ ମଧ୍ୟରେ ବନ୍ଧୁତାଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?