Home Left

କପି ଧରିଲା ଏଆଇ: ବଦଳିଲେ ୬ ପରୀକ୍ଷା କେନ୍ଦ୍ରର ଅଧୀକ୍ଷକ, ପର୍ଯ୍ୟବେକ୍ଷକ

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ପାଟଣା(ବୀରକିଶୋର ଦାଶ),୨୩ା୨: କେନ୍ଦୁଝର ଜିଲାର ବିଭିନ୍ନ ମାଟ୍ରିକ ପରୀକ୍ଷା କେନ୍ଦ୍ରରେ କପି ହେଉଥିବା ଏଆଇ ପକ୍ଷରୁ ଜଣାପଡ଼ିଛି। ଜିଲା ଶିକ୍ଷା ବିଭାଗ ପକ୍ଷରୁ କେନ୍ଦ୍ରର ୬ ଅଧୀକ୍ଷକ ଓ ପର୍ଯ୍ୟବେକ୍ଷକଙ୍କୁ ବଦଳି କରାଯାଇଛି। ଜିଲା ଶିକ୍ଷା ଅଧିକାରୀ ଗୌରୀରାଣୀ…

ମ୍ୟାଚ୍‌ ଖେଳୁଥିବା ସମୟରେ ହଠାତ୍‌ ଆସଲା ହାର୍ଟ ଆଟାକ୍‌, ଚାଲିଗଲା ଯୁବ କ୍ରିକେଟରଙ୍କ ଜୀବନ

ବେଙ୍ଗାଲୁରୁ,୨୩।୨: ମ୍ୟାଚ ସମୟରେ ଘଟିଛି ହୃଦୟ ବିଦାରକ ଘଟଣା। ଖେଳିବାବେଳେ ହାର୍ଟଆଟାକ୍‌ରେ ଚାଲିଗଲା ଯୁବ କ୍ରିକେଟରଙ୍କ ଜୀବନ । କର୍ନାଟକ କ୍ରିକେଟର ହୋୟଶାଳା ଓ୍ବାଇସିଙ୍କ ହାର୍ଟ ଆଟାକରେ ମୃତ୍ୟୁ ଘଟିଛି। ଏହି ୩୫ ବର୍ଷୀୟ ଯୁବ କ୍ରିକେଟର ଖେଳ ପଡ଼ିଆରେ ଖେଳିବା…

ଆଗ୍ନିକ କର୍ମଚାରୀଙ୍କ ଆନ୍ଦୋଳନ ପ୍ରତ୍ୟାହୃତ

ଭୁବନେଶ୍ୱର,୨୩।୨(ସତ୍ୟଜିତ୍‌ ରାଉତ): ରାଜ୍ୟ ଅଗ୍ନିଶମ ସେବା ସଂସ୍ଥାର ଆଗ୍ନିକ କର୍ମଚାରୀମାନେ ଦୁଇଦଫା ଦାବି ନେଇ ଚଳାଇଥିବା କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଶୁକ୍ରବାର ପ୍ରତ୍ୟାହୃତ କରିନେଇଛନ୍ତି। ଏନେଇ ସଂଘ ସଭାପତି ତଥା ନୟାଗଡ଼ ଜିଲା ନୂଆଗାଁରେ କାର୍ଯ୍ୟରତ ମୁଖ୍ୟ ଆଗ୍ନିକ ଅକ୍ଷୟ ପ୍ରଧାନ ସୂଚନା…

ଓଡ଼ିଶାବାସୀଙ୍କ ପାଇଁ ଖୁସିଖବର: ୨୧ଟି ଅମୃତ ଷ୍ଟେଶନ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୨୩।୨(ଅନୁରାଧା ମହାରଣା) :ଦେଶର ରେଳ ଭିତ୍ତିଭୂମିରେ ପରିବର୍ତ୍ତନ ବ୍ୟାପକ ପରିବର୍ତ୍ତନ ହେଉଛି। ଆସନ୍ତା ୨୬ ତାରିଖରେ ୫୫୪ଟି ରେଳ ଷ୍ଟେଶନ, ୧୫୦୦ ରୋଡ୍‌ ଓଭର ବ୍ରିଜ (ଆର୍‌ଓବି) ଓ ରୋଡ୍‌ ଅଣ୍ଡର ବ୍ରିଜ୍‌ (ଆର୍‌ୟୁବି) ପ୍ରକଳ୍ପର ପୁନଃବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ସୁନ୍ଦରଗଡ଼ ଜିଲା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ

ଭୁବନେଶ୍ୱର,୨୩ା୨(ଅନିଲ ଦାସ): ସାଧାରଣ ନିର୍ବାଚନ ପାଖେଇ ଆସୁଥିବାରୁ ରାଜନୈତିକ ଦଳଗୁଡ଼ିକ ନିଜର ସଙ୍ଗଠନକୁ ମଜଭୁତ କରିବାରେ ଲାଗିଛନ୍ତି। ଏହି କ୍ରମରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜୁ ଜନତା ଦଳର ସୁନ୍ଦରଗଡ଼ ଜିଲାର ବିଭିନ୍ନ ନିର୍ବାଚନମଣ୍ଡଳୀ…

ବିଜେଡିରେ ଯୋଗଦେଲେ ପୂର୍ବତନ ଭାଜପା ରାଜ୍ୟ ସମ୍ପାଦକ

ଭୁବନେଶ୍ୱର,୨୩ା୨(ଅନିଲ ଦାସ)- ଯାଜପୁର ଜିଲା ଧର୍ମଶାଳାନିର୍ବାଚନମଣ୍ଡଳୀ ଅନ୍ତର୍ଗତ ରସୁଲପୁର ବ୍ଲକର ପୂର୍ବତନ ଭାପା ରାଜ୍ୟ ସମ୍ପାଦକ ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେନ୍ଦ୍ର ପଣ୍ଡାଙ୍କ ସହଶତାଧିକ ଭାଜପା ଓ କଂଗ୍ରେସ କର୍ମୀ ଶୁକ୍ରବାର ଶଙ୍ଖଭବନଠାରେବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ…

ଶ୍ୱଶୁର ଘର ଜାଳିଦେଲେ ଜ୍ୱାଇଁ

କାମାକ୍ଷାନଗର,୨୩।୨(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ନୂଆଁ ଆଳତୁମା ଗାଁରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ଶ୍ୱଶୁର ଘରେ ଜ୍ୱାଇଁ ନିଆଁ ଲଗାଇ ଦେଇଛନ୍ତି। ଫଳରେ ୪ ବଖରା ଘର ଜଳିଯାଇଛି। ଶୁକ୍ରବାର…

କିନ୍ନରଙ୍କୁ ପ୍ରେମ କରି କରିଥିଲେ ବିବାହ, ପରେ ପ୍ରତାରଣା କରି…

କାମାକ୍ଷାନଗର,୨୩।୨(ସୁଧୀର ପରିଡ଼ା): କିନ୍ନରଙ୍କୁ ପ୍ରେମ ବିବାହ ପରେ ଜଣେ ଯୁବକ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ଏ ନେଇ ସମ୍ପୃକ୍ତ କିନ୍ନର ଶୁକ୍ରବାର ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର…

ତାତିଗଲେ ଲୋକେ ବୋହି ନେଲେ କୁକୁଡ଼ା

ପରଜଙ୍ଗ,୨୩।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଜୟପୁରାକାଟେଣୀ ଗାଁରେ କୁକୁଡ଼ା ଚିଆଁ ବଣ୍ଟନ ବେଳେ ହଟ୍ଟଗୋଳ ହୋଇଛି । ଉତ୍ତ୍ୟକ୍ତ ଲୋକେ କୁକୁଡ଼ା ଚିଆଁ ବୋହି ନେଇଛନ୍ତି। ୨୦୨୨-୨୩ ମସିହାରେ ପରଜଙ୍ଗ ଆଇସିଡିଏସ୍‌ ରିପୋର୍ଟ ଅନୁଯାୟୀ ବ୍ଲକର ବିଭିନ୍ନ ଅଞ୍ଚଳରେ…

ଡିଜେର ତାଳେ ତାଳେ ଏମିତି ମଜିଗଲେ ଗାଁର ଯୁବକ, ମା’ଙ୍କୁ ବିସର୍ଜନ କରିବାକୁ ଭୁଲିଗଲେ

ଭଦ୍ରକ,୨୩।୨: ବର୍ତ୍ତମାନ ଯେ କୌଣସି ପୂଜା ହେଉ, ଭସାଣୀ ଗୁରୁତ୍ୱପୂର୍ଣ୍ଣ। ମା’ ସରସ୍ବତୀଙ୍କ   ଭସାଣୀରେ ନାଚ ଗୀତରେ ଝୁମିଲେ ଗାଁର ଯୁବକ। ଶେଷରେ  ଭୋଜି  ଭାତରେ ମଜିଗଲେ ଯେ ମା’ଙ୍କୁ  ଜଳରେ ବିସର୍ଜନ କରିବାକୁ ଭୁଲିଗଲେ।  ଅନ୍ଧାର ରାସ୍ତାରେ ସେହିପରି ପଡ଼ି…

ରାଜଧାନୀରେ ଲାଗିପାରିବ ନାହିଁ ଦଳୀୟ ପୋଷ୍ଟର, ଲାଗିଥିଲେ…

ଭୁବନେଶ୍ୱର,୨୩।୨: ଏଣିକି ରାଜଧାନୀରୁ ହଟାଯିବ ଦଳୀୟ ପୋଷ୍ଟର ବ୍ୟାନର। କାନ୍ଥରେ ଲେଖାଯାଇଥିବା ଦଳୀୟ ସ୍ଲୋଗାନକୁ ମଧ୍ୟ ହଟାଯିକୁ ବିଏମ୍‌ସି କମିଶନର କହିଛନ୍ତି। ଆଗକୁ ନିର୍ବାଚନ ଆସୁଥିବାରୁ ଏଭଳି ନିଷ୍ପତ୍ତି ହୋଇଛି। ନିର୍ବାଚନ କମିଶନଙ୍କ ଗାଇଡ ଲାଇନ ଉଲ୍ଲଂଘନ କରି ଭୁବନେଶ୍ୱର ମହାନଗର…

ଗନ୍ଧମାର୍ଦ୍ଦନ ପାହାଡ଼ରେ ଯବାନ- ମାଓବାଦୀଙ୍କ ଗୁଳି ବିନିମୟ

ବରଗଡ଼/ପାଇକମାଳ,୨୩।୨(ପ୍ରେମାନନ୍ଦ ଖମାରୀ/ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ନିକଟ ଗନ୍ଧମାର୍ଦ୍ଦନ ପାହାଡ଼ରେ ଦୀର୍ଘଦିନ ବ୍ୟବଧାନ ପରେ ମାଓବାଦୀଙ୍କ ଗତିବିଧି ପୁଣି ପରିଲକ୍ଷିତ ହୋଇଛି । ଶୁକ୍ରବାର ସ୍ଥାନୀୟ ଖଣ୍ଡିଝରନ ଡ୍ୟାମ୍‌ ନିକଟ ଜଙ୍ଗଲରେ ଏସ୍‌ଓଜି ଯବାନମାନେ ମାଓବାଦୀଙ୍କ କ୍ୟାମ୍ପ ଠାବ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri