Home Left

ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ

କଟକ,୧୨ା୪: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସେ ଭୋଗରାଇର ପୂର୍ବତନ ବିଧାୟିକା ତଥା ପୂର୍ବତନ ଥିଲେ। ଫୁସ୍‌ଫୁସ୍‌ଜନିତ ସମସ୍ୟାରେ ପୀଡ଼ିତ ଥାଇ କଟକର ଏକ ଘରୋଇ ହସ୍ପିଟାଲରେ ସେ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଝିଅଙ୍କୁ ଜେଲ୍‌ରେ ଗିରଫ କଲା ସିବିଆଇ

ନୂଆଦିଲ୍ଲ,୧୨।୪: ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ସହ ସମ୍ପୃକ୍ତ ଅଭିଯୋଗରେ ଭାରତ ରାଷ୍ଟ୍ର ସମିତି (ବିଆର୍‌ଏସ୍‌) ନେତ୍ରୀ କେ. କବିତାଙ୍କୁ ସିବିଆଇ ଗିରଫ କରିଛି। ତେଲଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ଝିଅ କବିତାଙ୍କୁ ପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)…

ଇନ୍‌ଭେସ୍‌କୋ ସହ ଆଇଆଇଏଚ୍‌ଏଲ୍‌ର ସହ ଭାଗିତା

ଭୁବନେଶ୍ୱର,୧୨।୪: ଇଣ୍ଡସ୍‌ଇଣ୍ଡ୍‌ ଇଣ୍ଟରନ୍ୟାଶନାଲ ହୋଲ୍‌ଡିଂସ୍‌ ଲିମିଟେଡ୍‌ (ଆଇଆଇଏଚ୍‌ଏଲ୍‌) ଏବଂ ଇନ୍‌ଭେସ୍‌କୋ ଲିମିଟେଡ୍‌ ମଧ୍ୟରେ ଏକ ଯୌଥ ଉଦ୍ୟୋଗ ସ୍ଥାପନକୁ ନେଇ ନିକଟରେ ସହଭାଗିତା ସ୍ଥାପନ ହୋଇଛି। ଏପରିକି ଇନ୍‌ଭେସ୍‌କୋ ଆସେଟ୍‌ ମ୍ୟାନେଜମେଣ୍ଟ ଇଣ୍ଡିଆ ଲିମିଟେଡ୍‌ (ଆଇଏଏମ୍‌ଆଇଏଲ୍‌)ର ୬୦% ଅଂଶଧନକୁ ଆଇଆଇଏଚ୍‌ଏଲ୍‌ ଅଧିଗ୍ରହଣ…

ଅଲ୍‌ ନ୍ୟୁ ପଲ୍‌ସର ଏନ୍‌୨୫୦ର ଅନାବରଣ

ଭୁବନେଶ୍ୱର,୧୨।୪(ଅଭୟ ଦାଶ): ବଜାଜ୍‌ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ପଲ୍‌ସର ଏନ୍‌୨୫୦’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଅଲ୍‌ ନ୍ୟୁ ପଲ୍‌ସର ଏନ୍‌୨୫୦ରେ ଅନେକ ବୈଶିଷ୍ଟ୍ୟ ସାଙ୍ଗକୁ ଆଧୁନିକ ଫିଚର…

ବଜାରରେ ପାନାସୋନିକ୍‌ର ନୂତନ ଏସି ରେଞ୍ଜ

ଭୁବନେଶ୍ୱର,୧୨।୪: ଦେଶର ପ୍ରମୁଖ ବୈଦ୍ୟୁତିକ ସାମଗ୍ରୀ ଉତ୍ପାଦକ ତଥା ବିବିଧ ଟେକ୍ନୋଲୋଜି କମ୍ପାନୀ ପାନାସୋନିକ୍‌ ଲାଇଫ୍‌ ସଲ୍ୟୁସନ୍ସ ଇଣ୍ଡିଆ (ପିଏଲ୍‌ଏସ୍‌ଆଇଏନ୍‌ଡି)ର ନୂତନ ଏୟାର କଣ୍ଡିସନର(ଏସି)ର ୨୦୨୪-ଲାଇନ ଅପର ଉନ୍ମୋଚନ ସହ ଓଡ଼ିଶା ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍‌ର…

ରୋଷେଇ ଘରେ ପଶି ରାଜକୀୟ ଖାଦ୍ୟ ଖାଇଲା ଭାଲୁ: ରାଜମହଲ ଲୋକେ ଭୟଭୀତ

ଖଡ଼ିଆଳ,୧୨।୪(ସୁଜିତ୍‌ କୁମାର ପ୍ରଧାନ):ନୂଆପଡା ଜିଲା ଖଡ଼ିଆଳ ସହରରେ ବୁଧବାର ରାତିରେ ବୁଲୁଥିବା ଭାଲୁ ଶେଷରେ ଖଡ଼ିଆଳ ରାଜବାଟି ରୋଷେଇ ଘରେ ପଶିଥିଲା। ଖଡ଼ିଆଳ ରାଜା ସାହେବଙ୍କ ରାଜବାଟି ଭିତରେ ପଶି ଡାଇନିଂ ହଲରେ ବିଭିନ୍ନ ରାଜକୀୟ ଖାଦ୍ୟ ଖାଇଛି। ଖଡ଼ିଆଳ ରାଜା…

ଏକ୍ସସାଇଡ୍‌ ସହ ହ୍ୟୁଣ୍ଡାଇର ବୁଝାମଣା

ଭୁବନେଶ୍ୱର,୧୨।୪: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ହ୍ୟୁଣ୍ଡାଇ ମୋଟର୍ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ଏମ୍‌ଆଇଏଲ୍‌) ଏବଂ ଏକ୍ସସାଇଡ୍‌ ଏନର୍ଜି ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ବିଶେଷକରି ବୈଦ୍ୟୁତିକ ଯାନ (ଇଲେକ୍ଟ୍ରି ଭେହିକଲ ବା ଇଭି)ର କାରବାର ବୃଦ୍ଧି ପାଇଁ…

ବିଏକୁ ଓଡ଼ିଶାର ଶ୍ରେଷ୍ଠ ୫ଜି ନେଟ୍‌ୱର୍କ ପୁରସ୍କାର

ଭୁବନେଶ୍ୱର,୧୨।୪: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ କମ୍ପାନୀ ଭାରତୀ ଏୟାରଟେଲ (ବିଏ)କୁ ନିକଟରେ ଓଡ଼ିଶାର ଶ୍ରେଷ୍ଠ ୫ଜି ନେଟ୍‌ଓ୍ବର୍କ ଆଓ୍ବାର୍ଡ (ପୁରସ୍କାର)ରେ ସମ୍ମାନିତ କରାଯାଇଛି। ଏପରିକି ନେଟ୍‌ୱର୍କ ଓ ଗ୍ରାହକଙ୍କ ପାଇଁ ସ୍ବାଧୀନ ବିଶ୍ୱସ୍ତରୀୟ ମାନକ ଓପନ୍‌ ସିଗ୍‌ନାଲ ପକ୍ଷରୁ ଓଡ଼ିଶା…

ବିରୋଧ କାମ ଦେଲାନି, ଦାମଙ୍କ ପରିବାରକୁ ଟିକେଟ

ପାରାଦୀପ ୧୨।୪(ଶରତ ରାଉତ):ପାରାଦୀପ ବିଧାନସଭା ଆସନ ଲାଗି ବିଜେଡି ପକ୍ଷରୁ ବିଧାୟକ ସମ୍ବିତ ରାଉତରାୟଙ୍କ ପତ୍ନୀ ଗୀତାଞ୍ଜଳିଙ୍କୁ ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ଏହି ଖବର ଜଣାପଡ଼ିବା ପରେ ସମ୍ବିତଙ୍କ ସମର୍ଥକମାନେ ଷଣ୍ଢକୁଦ ବସ୍ତିରେ ବାଣ ଫୁଟାଇଛନ୍ତି। ଅପରପକ୍ଷେ ଦାମୋଦର ରାଉତଙ୍କ…

ପ୍ରତିଶ୍ରୁତି ପାଳନ କଲା ବିଜେଡି

ଭୁବନେଶ୍ୱର,୧୨ା୪(ଅନିଲ ଦାସ):ବିଜେଡି ୪ ପର୍ଯ୍ୟାୟରେ ୨୧ ଲୋକ ସଭା ଆସନ ପାଇଁ ସମସ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଗୁରୁବାର ଶେଷ ପର୍ଯ୍ୟାୟରେ ବାକିଥିବା ବାଲେଶ୍ୱର ଆସନ ନିମନ୍ତେ ଭାଜପା ଛାଡ଼ିଥିବା ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ବିଜେଡି ପ୍ରାର୍ଥୀ କରିଛି। ବିଜେଡି ଲୋକ…

୧୫ରୁ ଅସମ୍ଭାଳ ତାତି

ଭୁବନେଶ୍ୱର,୧୨ା୪(ଅନିଲ ଦାସ):ଏବେ ନାହିଁ ପ୍ରଚଣ୍ଡ ଗ୍ରୀଷ୍ମର ତେଜ କି ଗୁଳୁଗୁଳିର ପ୍ରକୋପ । କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ପରିବେଶକୁ ଆରାମଦାୟକ କରିଛି। ଗତ ୨/୩ ଦିନ ହେବ ଉପକୂଳଠାରୁ ଉପାନ୍ତ ଏଭଳି ମନୋରମ ପାଗ ଅନୁଭୂତ ହେଉଛି। ପାରଦ…

ଦୁଇଜଣଙ୍କ କଳିରୁ ଫାଇଦା ଉଠାଇଲେ ପ୍ରସନ୍ନ

ସମ୍ବଲପୁର,୧୨ା୪(ପ୍ରମୋଦ ବହିଦାର):ସମ୍ବଲପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ କିଏ ପ୍ରାର୍ଥୀ ହେବେ, ତାହା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ନାମ ଘୋଷଣା ହେବା ପରେ ଏହି କ୍ଷେତ୍ରରୁ ସମ୍ବଲପୁର ବିଜେଡି ସଭାପତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri