Home Left

ଅରୁଣଙ୍କ ପରେ ଧ୍ରୁବଙ୍କୁ ଝଟ୍‌କା: ଆସିଲା ହାଇକୋର୍ଟ ନୋଟିସ୍‌

କଟକ, ୯।୮: ବିଜୁ ଜନତା ଦଳର ନେତା ତଥା ରାଜନଗର ବିଧାୟକ ଧ୍ରୁବ ସାହୁଙ୍କୁ ଝଟ୍‌କା ଲାଗିଛି। ନିର୍ବାଚନରେ ଅନିୟମିତତା ହୋଇଥିବା ନେଇ ରୁଜୁ ମାମଲାରେ ଓଡ଼ିଶା ହାଇକୋର୍ଟ ତାଙ୍କୁ ନୋଟିସ ଜାରି କରିଛନ୍ତି । ଚଳିତ ବର୍ଷ ହୋଇଥିବା ବିଧାନସଭା…

ସିସୋଡିଆଙ୍କୁ ଜାମିନ ମିଳିବା ପରେ ଆତିଶୀଙ୍କ ଆଖିରେ ଲୁହ, ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୯।୮: ଆମ ଆଦମୀ ପାର୍ଟି ନେତା ମନୀଷ ସିସୋଡିଆଙ୍କୁ ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିବା ପରେ ଦିଲ୍ଲୀ ମନ୍ତ୍ରୀ ଆତିଶୀଙ୍କ ପ୍ରତିକ୍ରିୟା ଆସିଛି। ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବା ସମୟରେ ମନ୍ତ୍ରୀ ଆତିଶୀ ଭାବପ୍ରବଣ ହୋଇଯାଇଛନ୍ତି। ସେ କହିଛନ୍ତି ଯେ ଆଜି…

ସ୍ୱର୍ଣ୍ଣ ଜିତିବା ପରେ ଅର୍ଶଦ ନଦୀମଙ୍କ ପାଇଁ ଏତିକି କୋଟି ଟଙ୍କା ପୁରସ୍କାର ଘୋଷଣା କଲେ ସରକାର

ନୂଆଦିଲ୍ଲୀ,୯ା୮: ପ୍ୟାରିସ ଅଲିମ୍ପିକ୍ସରେ ପାକିସ୍ତାନ ପାଇଁ ଅର୍ଶଦ ନଦୀମ ପ୍ରଥମ ବ୍ୟକ୍ତିଗତ ସ୍ୱର୍ଣ୍ଣ ଜିତିଥିବା ପରେ ଦେଶରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି। ଶେଷଥର ପାଇଁ ୧୯୮୪ ଲସ୍ ଏଞ୍ଜେଲସରେ ହକି ଟିମ୍ ସ୍ବର୍ଣ୍ଣ ଜିତିଥିବା ବେଳେ ୨୭ ବର୍ଷୀୟ ଅର୍ଶଦ…

ଓଡ଼ିଶାକୁ ଆଳୁ ଗାଡ଼ି ଛାଡ଼ୁନି ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗକୁ ଯାଉଥିବା ଖାଦ୍ୟ ସାମଗ୍ରୀ ଗାଡ଼ି ଗୁଡିକୁ ମଙ୍ଗୁଳିରେ…

ଭୁବନେଶ୍ୱର,୯।୮: ପଶ୍ଚିମବଙ୍ଗ ସରକାର ଓଡ଼ିଶାକୁ ଆଳୁ ଗାଡ଼ି ନ ଛାଡିବା ପ୍ରସଙ୍ଗରେ କଟକରେ ପ୍ରତିବାଦ କରାଯାଇଛି। କଟକ ମଙ୍ଗୁଳିଛକଠାରେ ଓଡ଼ିଶା ମଧ୍ୟ ଦେଇ ପଶ୍ଚିମବଙ୍ଗକୁ ଯାଉଥିବା ଖାଦ୍ୟ ସାମଗ୍ରୀ ଗାଡ଼ି ଗୁଡିକୁ ଅଟକା ଯାଉଛି। ସ୍ଥାନୀୟ କିଛି ସାମାଜିକ ସଂଗଠନର କର୍ମକର୍ତ୍ତା…

ଆଇଆର୍‌ବି ଯବାନଙ୍କ କାର୍‌ ଧକ୍କାରେ ଯୁବକଙ୍କ ଜୀବନ ଗଲା, ଥାନା ଘେରାଉ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୯ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ବଲଣ୍ଡା ଛକ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦୁର୍ଘଟଣାରେ ବଲଣ୍ଡା ଗ୍ରାମର ସିପୁନ ପାତ୍ର ପ୍ରାଣ ହରାଇଛନ୍ତି। ଏହାକୁ ନେଇ ବାରକୋଟ ଥାନା…

ରୌପ୍ୟ ଜିତିବା ପଛର ପ୍ରକୃତ ଗୁମର ଖୋଲିଲେ ନୀରଜ ଚୋପ୍ରା

ପ୍ୟାରିସ,୯।୮: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ର ଜାଭେଲିନ ଥ୍ରୋ ଇଭେଣ୍ଟରେ ନୀରଜ ଚୋପ୍ରା ରୌପ୍ୟ ପଦକ ଜିତିଥିଲେ। ନୀରଜ ସ୍ବର୍ଣ୍ଣ ଜିତିବାରେ ବିଫଳ ହୋଇଥିଲେ। ୨୦୨୧ରେ ଟୋକିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ଜିତି ନୀରଜ ଇତିହାସ ସୃଷ୍ଟି କରିଥିଲେ। ଏଥର ମଧ୍ୟ ନୀରଜଙ୍କଠାରୁ ସ୍ବର୍ଣ୍ଣ…

ଗୋରୁ ମାଫିଆ ମାରିଲେ ସାଇଡ୍‌, ଗଛରେ ପିଟି ହେଲା ପିସିଆର ଭ୍ୟାନ୍‌, ୬ ପୋଲିସ ଆହତ

ଢେଙ୍କାନାଳ,୯ା୮: ପୋଲିସ ଗାଡ଼ିକୁ ଗୋରୁ ମାଫିଆ ସାଇଡ୍‌ ମାରିବାରୁ ଭାରସାମ୍ୟ ହରାଇ ଗଛରେ ପିଟିହୋଇଗଲା ପିସିଆର୍‌ ଭ୍ୟାନ୍‌। ଫଳରେ ୬ ପୋଲିସ ଆହତ ହୋଇଛନ୍ତି। ସଦର ଥାନା ବେଲଟିକିରି ଗାଁ ନିକଟରେ ପିସିଆରକୁ ସାଇଡ ମାରିଥିଲେ ମାଫିଆ। ୬ ଆହତଙ୍କ ମଧ୍ୟରୁ…

ଡରିଲାଣି ପାକିସ୍ତାନ, ବାଂଲାଦେଶ ଭଳି ହେବନି ତ ସ୍ଥିତି ?

ନୂଆଦିଲ୍ଲୀ, ୦୯।୦୮: ବାଂଲାଦେଶରେ ଜାରି ରହିଛି ରାଜନୈତିକ ସଙ୍କଟ । ଛାତ୍ର ଆନ୍ଦୋଳନ ଏପରି ଉଗ୍ରରୂପ ଧାରଣ କରିଛି ଯେ, ସତ୍ତାରେ ଥିବା ସରକାର ଭଙ୍ଗିଛି ଏବଂ ଅନ୍ତରୀଣ ସରକାର ଶପଥ ନେଇଛି। ୫ଥରର ପ୍ରଧାନମନ୍ତ୍ରୀ ଭୟରେ ଦେଶ ଛାଡ଼ିଛନ୍ତି ।…

ପ୍ରୋଫାଇଲ ଫଟୋ ବଦଳାଇଲେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ୍ସରେ ନିଜର ପ୍ରୋଫାଇଲ ଫଟୋ ପରିବର୍ତ୍ତନ କରିଛନ୍ତି। ସେ ନିଜ ପ୍ରୋଫାଇଲ ଫଟୋରେ ତ୍ରିରଙ୍ଗା ରଖିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ହର ଘର ତ୍ରିରଙ୍ଗା ଅଭିଯାନ ଅଧୀନରେ ନିଜର ପ୍ରୋଫାଇଲ ପରିବର୍ତ୍ତନ କରିଥିବା ଜଣାପଡିଛି। ସେ…

ଭୂକମ୍ପରେ ଥରିଲା ସିକିମ୍‌: ଲୋକେ ଭୟଭୀତ

ଗ୍ୟାଙ୍ଗଟକ୍‌,୯।୮: ସିକ୍କିମରେ ଶୁକ୍ରବାର ସକାଳୁ ଭୂକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୪ ଆକଳନ କରାଯାଇଥିଲା। ଯଦିଓ ଭୂକମ୍ପର କେନ୍ଦ୍ର ସିକ୍କିମରେ ଥିଲା, ବିହାରରେ ମଧ୍ୟ ଏହାର କମ୍ପନ ଅନୁଭୂତ ହୋଇଥିଲା। ବିହାରର କିଶାନଗଞ୍ଜରେ ଅନେକ ଲୋକ ଭୂକମ୍ପ…

ବିଜେଡିର ପରାଜୟ ପାଇଁ ୩ ନେତା ଦାୟୀ: ମୁହଁ ଖୋଲିଲେ ବରିଷ୍ଠ ନେତା

ଭୁବନେଶ୍ୱର,୯।୮(ଅନିଲ ଦାସ):ଗତ ନିର୍ବାଚନରେ ବିଜେଡିର ପରାଜୟର ପ୍ରାୟ ୨ମାସ ପରେ ଦଳୀୟ କାର୍ଯ୍ୟକ୍ରମର ତଦାରଖ ପାଇଁ ଦେବୀ ମିଶ୍ରଙ୍କ ନେତୃତ୍ୱରେ ବରିଷ୍ଠ ନେତାମାନଙ୍କୁ ନେଇ ୧୫ ଜଣିଆ ସମନ୍ବୟ କମିଟି ଗଠନ କରାଯାଇଛି। ଗୁରୁବାର ଶଙ୍ଖଭବନଠାରେ ଦେବୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏହି…

ଘରେ ପଶିଲା ବନ୍ୟାପାଣି: ଧାନ, ପରିବା ଫସଲ ଜଳମଗ୍ନ

ବାଙ୍କୀ,୯ା୮(ଜ୍ଞାନେନ୍ଦ୍ର ମୋହନ ମିଶ୍ର ): ଲଗାଣ ବର୍ଷା ଯୋଗୁ ବାଙ୍କୀ ଉପଖଣ୍ଡର ବହୁ ସ୍ଥାନ ଜଳମଗ୍ନ ହେଇଛି। ବାଙ୍କୀ କଚେରି ପଡ଼ିଆରେ ୩/୪ଫୁଟ ପାଣି ଥିବାବେଳେ କଲେଜ ପଡ଼ିଆରେ ପାଣି ଭର୍ତ୍ତି ହୋଇ ରହିଛି । ବାଙ୍କୀ ଏନ୍‌ଏସିର ଜଳ ନିଷ୍କାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?