Home Left

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି କରି ଆତଙ୍କ ସୃଷ୍ଟି କରୁଥିବା ଏକ ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ କରିଛି। ଏହି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଆର୍.ଉଦୟଗିରି ଓ ନୂଆଗଡ ବ୍ଲକ ଅଞ୍ଚଳରୁ । ଦୁଇ ବ୍ଲକରୁ…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା ଓ ସ୍ଥାନୀୟ ଜନସାଧାରଣ ଏକଜୁଟ ହୋଇ ଧୂଷୁରୀ ଥାନା ଘେରାଉ କରିଥିଲେ। ଧୂସୁରୀ,…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଏହି ଗୋଲ ସହ ଏମ୍‌ବାପେ ବିଶ୍ୱକପ୍‌ ଇତିହାସରେ ସର୍ବାଧିକ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର ଏମ ସୁବାସ ଚନ୍ଦ୍ର ଚୌଧୁରୀ ଏବଂ ସମସ୍ତ ବିଭାଗ ଉଚ୍ଚ ପଦାଧିକାରୀ ଗଣ…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ ହିଂସା ଦେଖିବାକୁ ମିଳିଥିଲା । ଏହି କାରଣରୁ ବଡ଼ଭାଇ ବି.ଦଣ୍ଡ ରେଡ୍ଡୀ ତାଙ୍କ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା ‘ଚ଼ିଠା ଭୋଟର ତାଲିକା’ ରବିବାର ପ୍ରକାଶିତ କରାଯାଇଛି । ଉପଖଣ୍ଡରେ ସମୁଦାୟ ୩୬,୩୪୨…

ଶୋଇଥିବା ବେଳେ ଯୁବକଙ୍କୁ ପଥର ଛେଚି ହତ୍ୟା

କେନ୍ଦୁଝର,୫।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଅଞ୍ଜର ଗ୍ରାମର ଏକ ଘରୁ ପୋଲିସ ରବିବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଜବତ କରିଛି। ମୃତକ ହେଲେ ଅଞ୍ଜର ଗ୍ରାମର ଭାଗବତ ପଲେଇ(୩୫)। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ…

ବରଗଡ଼ରେ ଉନ୍ମୋଚନ ହେଲା ଚିଠା ଭୋଟର ତାଲିକା, ଜିଲାପାଳ କହିଲେ….

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ରବିବାର ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟା ଅନ୍ତର୍ଗତ ଚିଠା ନିର୍ବାଚନ ତାଲିକା ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି । ଏହି ଉଦ୍ଦେଶ୍ୟରେ ଆୟୋଜିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ବରଗଡ଼…

PCBର ବଡ଼ ଘୋଷଣା, ପୁଣି ଥରେ ବାବର ଆଜମ ହେଲେ ଅଧିନାୟକ

ଇସଲାମାବାଦ,୫।୭: ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ବଡ଼ ଘୋଷଣା। ଆଗାମୀ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଗସ୍ତ ପାଇଁ ବୋର୍ଡ ଟେଷ୍ଟ ଦଳର ଘୋଷଣା କରିଛି। ଏହା ସହିତ ଦଳର ଅଧିନାୟକ ପଦରେ ମଧ୍ୟ ବଡ଼ ପରିବର୍ତ୍ତନ କରାଯାଇଛି। ଷ୍ଟାର ବ୍ୟାଟର ବାବର…

ସେଲ୍ଫି ନେଇ ଗାଧୋଇବା ହେଲା କାଳ, ଭାସିଗଲେ ୩ ଯୁବକ

କଟକ,୫।୭(ପ୍ରଭୂକଲ୍ୟାଣ ପାଲ୍‌): ସେଲ୍ଫି ଓ ମସ୍ତି ନିଶା ହେଲା କାଳ। କଟକ ନରାଜରେ ଘଟିଛି ଏକ ଅଘଟଣ। ହଠାତ୍‌ ପାଣି ମାଡ଼ି ଆସି ନରାଜ ପୁରୁଣା ନଦୀ ବନ୍ଧରେ ଭାସିଗଲେ ୩ ଯୁବକ । ୩ ଯୁବକ ମାଛୁଆ ବଜାର ଅଞ୍ଚଳର…

କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ ଗତିରେ ଅବକ୍ଷୟ ହେବାରେ ଲାଗିଛି । ବିଶେଷ କରି ସମୁଦ୍ର ଉଚ୍ଚ ଜୁଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?