Home Left

ପୋଲିସକୁ କାମୁଡ଼ିି ଖସିଗଲେ ଅଭିଯୁକ୍ତ

ରାମଚନ୍ଦ୍ରପୁର, ୧୦ା୪ (ଗଣେଶ୍ୱର ସା):ହତ୍ୟା ଉଦ୍ୟମ କରି ଦୀର୍ଘଦିନ ହେଲା ଫେରାର ଥିବା ଜଣେ ଅଭିଯୁକ୍ତଙ୍କୁୁ ଗିରଫ କରିବା ସମୟରେ ସେ ପୋଲିସ କର୍ମଚାରୀଙ୍କୁ କାମୁଡ଼ି ରକ୍ତାକ୍ତ କରି ଖସି ପଳାଇବା ଘଟଣା ଆନନ୍ଦପୁର ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ଅଭିଯୁକ୍ତ…

ତୁଟୁନି ବିଜେଡିର ଟିକେଟ ଝମେଲା

ଭୁବନେଶ୍ୱର,(ଅନିଲ ଦାସ)/ ଅନୁଗୋଳ, ୧୦ା୪ (ଅମିତ କୁମାର ସାମଲ):ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡିର ଟିକେଟ ଝମେଲା ତୁଟୁନି। ଏହି ଆସନ ପାଇଁ ପ୍ରାର୍ଥୀ ଘୋଷଣା ଯେତିକି ବିଳମ୍ବ ହେଉଛି ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ ଓ ତାଙ୍କ ସମର୍ଥକଙ୍କ ମଧ୍ୟରେ…

ସମ୍ବଲପୁରବାସୀ ମୋଦିଙ୍କ ସହ ରହିଛନ୍ତି: ଧର୍ମେନ୍ଦ୍ର

ସମ୍ବଲପୁର,୧୦ା୪ (ଭବାନୀ ଶଙ୍କର ଭୋଇ): ଭାଜପା ପକ୍ଷରୁ ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଜିଲା ସମେତ ଦେବଗଡ, ଆଠମଲ୍ଲିକ ଓ ଛେଣ୍ଡିପଦାରେ ଧୂଆଁଧାର ପ୍ରଚାର ଆରମ୍ଭ କରିଦେଇଛନ୍ତି। ମଙ୍ଗଳବାର ସମ୍ବଲପୁରଠାରେ ଭାଜପା କାର୍ଯ୍ୟକର୍ତ୍ତାଙ୍କ ସାଙ୍ଗଠନିକ ବୈଠକରେ ସେ…

ଘୋଷଣା ହୋଇପାରୁନି କଂଗ୍ରେସ ପ୍ରାର୍ଥୀ ତାଲିକା

ବରୀ,୧୦।୪(ମହେନ୍ଦ୍ର ସ୍ବାଇଁ): ୨୦୦୦ ମସିହାରୁ ବରୀ ବିଧାନସଭା ନିର୍ବାଚନମଣ୍ଡଳୀରେ କୌଣସି କଂଗ୍ରେସ ପ୍ରାର୍ଥୀ ନିର୍ବାଚନ ଲଢ଼ି ବିଜୟର ସ୍ବାଦ ଚାଖି ନାହାନ୍ତି। ଚଳିତ ନିର୍ବାଚନ ଲାଗି ତାରିଖ ଘୋଷଣା ପରେ ମଧ୍ୟ କଂଗ୍ରେସ ଏହି ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରି…

‘ସାଲୁଜା ଯୁଆଡେ, ଆମେ ସିଆଡେ’

କଣ୍ଟାବାଞ୍ଜି, ୧୦/୪ (ଗୁରୁଦୟାଲ ହଂସ):ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହରିଭବନରେ ମଙ୍ଗଳବାର କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ତୁରେକେଲା, ବଙ୍ଗୋମୁଣ୍ଡା, ମୁରିବାହାଲ ବ୍ଲକ ସମେତ କଣ୍ଟାବାଞ୍ଜି ଏନଏସିର ସହସ୍ରାଧିକ କର୍ମୀ ଓ…

ସନାତନଙ୍କ ଭୂମିକା ଉପରେ ନଜର

କେନ୍ଦୁଝର,୧୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ପ୍ରାର୍ଥୀ ଘୋଷଣାରେ ବିଳମ୍ବ ହେଉଥିବାରୁ ବିଭିନ୍ନ ଦଳର କର୍ମୀ, ନେତା ନିରାଶ ହୋଇ ପଡ଼ୁଥିବା ଲକ୍ଷ୍ୟ କରାଯାଉଛି। କେନ୍ଦୁଝର ଲୋକ ସଭା ଆସନ ସହିତ ୬ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ମେ ୨୫ରେ ନିର୍ବାଚନ…

ମାର୍ଚ୍ଚରେ ୮୪,୯୫୪ ୟୁନିଟ୍‌ ଯାନ ବିକ୍ରି

ଭୁବନେଶ୍ୱର,୧୦।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଫେଡେରେଶନ ଅଫ୍‌ ଅଟୋମୋବାଇଲ ଡିଲର୍ସ ଆସୋସିଏଶନ(ଏଫ୍‌ଏଡିଏ ବା ଫାଡା) ର ମାସିକ ଯାନ ବିକ୍ରି ଫଳାଫଳ ନିକଟରେ ପ୍ରକାଶ ପାଇଛି। ଏପରିକି ୨୦୨୪ ମାର୍ଚ୍ଚରେ ଉଭୟ ସର୍ବଭାରତୀୟ ଓ ରାଜ୍ୟସ୍ତରୀୟ ଖୁଚୁରା ଗାଡ଼ି…

ସେନ୍‌ସେକ୍ସର ସର୍ବକାଳୀନ ରେକର୍ଡ

ନୂଆଦିଲ୍ଲୀ,୧୦।୪: ଚଳିତ ଆର୍ଥିକ ବର୍ଷର ୨ସପ୍ତାହ କାରବାରର ୨ଦିନରେ ଘରୋଇ ଶେୟାର ବଜାର ଏକ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଖୁଣ୍ଟ ହାସଲ କରିଥିଲା। ଏପରିକି ଶେୟାର ବଜାରର ପ୍ରାଥମିକ ପର୍ଯ୍ୟାୟ କାରବାର (ସକାଳ ୧୦ ଘଟିକା) ସମୟରେ ବମ୍ବେ ଷ୍ଟକ୍‌…

ବିଜେଡି-ଭାଜପା ଅସନ୍ତୁଷ୍ଟଙ୍କୁ ଅନେଇଛି କଂଗ୍ରେସ

ବାଲେଶ୍ୱର, ୧୦।୪(ମାନସ ବିଶ୍ୱାଳ):କଂଗ୍ରେସ ଏପର୍ଯ୍ୟନ୍ତ ବାଲେଶ୍ୱର ଲୋକସଭା ଏବଂ ଜିଲାର କୌଣସି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିନାହଁି। ଭାଜପା ଇତିମଧ୍ୟରେ ଜଳେଶ୍ୱର, ରେମୁଣା, ବାଲେଶ୍ୱର, ସୋର ଓ ସିମୁଳିଆ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଏବଂ ଲୋକସଭା ପାଇଁ…

ପ୍ରାର୍ଥୀ ଘୋଷଣା ସରୁନି, ଚିନ୍ତାରେ ଆଶାୟୀ

ଭୁବନେଶ୍ୱର,୧୦।୪(ସୁନିତ୍‌ ମିଶ୍ର):ଆସନ୍ତା ମେ ୧୩, ୨୦, ୨୫ ଏବଂ ଜୁନ୍‌ ୧ରେ ଓଡ଼ିଶାର ୨୧ ଲୋକ ସଭା ଏବଂ ୧୪୭ ବିଧାନସଭା ଆସନରେ ଭୋଟ ହେବ। ସେହି କ୍ରମରେ ଦେଖିଲେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଲାଗି ନାମାଙ୍କନ ଦାଖଲ ପାଇଁ…

ଗବେଷଣାକୁ ପ୍ରୋତ୍ସାହନରେ ଦକ୍ଷତାର ବିକାଶ

ପ୍ରତିବର୍ଷ ଏପ୍ରିଲ ୧୦ ତାରିଖକୁ ‘ବିଶ୍ୱ ହୋମିଓପ୍ୟାଥି ଦିବସ’ ଭାବରେ ପାଳନ କରାଯାଇଥାଏ। ହୋମିଓପ୍ୟାଥି ଚିକିତ୍ସାର ଜନକ ଡା. ସାମୁଏଲ ହ୍ୟାନିମାନଙ୍କ ଜନ୍ମଦିନକୁ ଏଭଳି ଦିନ ଭାବରେ ପାଳନ କରାଯାଉଛି। ଚଳିତବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି- ‘ଗବେଷଣାକୁ ପ୍ରୋତ୍ସାହନ ଦେଇ…

ମୋଦି ଜିତିଲେ ଦେଶର ମାନଚିତ୍ର ବଦଳିଯିବ: ସୀତାରାମନ୍‌ଙ୍କ ସ୍ବାମୀ

ନୂଆଦିଲ୍ଲୀ,୧୦ା୪ : ଚଳିତ ଲୋକ ସଭା ନିର୍ବାଚରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ନିର୍ବାଚିତ ହେଲେ ଭାରତର ମାନଚିତ୍ର ବଦଳିଯିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ସ୍ବାମୀ ପରକଲା ପ୍ରଭାକର ସତର୍କ କରାଇଛନ୍ତି। ଅର୍ଥନୀତିଜ୍ଞ ପ୍ରଭାକର ଏକ ସାକ୍ଷାତ୍‌କାରରେ କହିଛନ୍ତି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri