Home Left

ଘରେ ଶୋଇଥିବା ବେଳେ ଦମ୍ପତିଙ୍କୁ ହତ୍ୟା

ଗଜପତି,୭ା୮(ଗିରିଧାରୀ ପରିଚ୍ଛା): ପାହାଡ଼ ଉପରେ ଥିବା କୁଡ଼ିଆରେ ଶୋଇଥିବା ବେଳେ ଦମ୍ପତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗଜପତି ଜିଲା ଆର୍‌ ଉଦୟଗିରି ଥାନା ଟୁଙ୍ଗୁରୁ ଗାଁ ରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମୃତକ ଦୁହେଁ ଟୁଁଗୁରୁ…

‘ଭିନେଶ ଫୋଗଟଙ୍କୁ ‘ଭାରତ ରତ୍ନ’ ଦିଆଯାଉ’

ନୂଆଦିଲ୍ଲୀ,୭।୮: ଭାରତୀୟ ରେସଲର ଭିନେଶ ଫୋଗଟଙ୍କ ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ଅଯୋଗ୍ୟ ଘୋଷଣା କରାଯାଇଛି। ଅଲିମ୍ପିକ ପ୍ରତିଯୋଗିତାରୁ ମହିଳା ରେସଲର ଭିନେଶଙ୍କ ଅଯୋଗ୍ୟତା ପଛରେ ଏକ ଷଡଯନ୍ତ୍ରକାରୀ ଅଛନ୍ତି ବୋଲି ସଂସଦରେ ବିରୋଧୀ ଦାବି କରିଛନ୍ତି। ସେପଟେ ଟିଏମସି ଏମ୍‌ପି ଅଭିଷେକ…

୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୭ା୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ର ସୁକ୍‌ମା ଜିଲାରେ ଚାଲିଥିବା ମାଓବାଦୀ ବିଲୋପ ଅଭିଯାନ ଅଧୀନରେ ଛତିଶଗଡ଼ ସରକାରଙ୍କ ମାଓବାଦୀ ବିଲୋପ ଏବଂ ପୁନର୍ବାସ ନୀତି ଏବଂ ସୁକ୍‌ମା ପୋଲିସ ଆଭ୍ୟନ୍ତରୀଣ ଅଞ୍ଚଳରେ ଶିବିର ପ୍ରତିଷ୍ଠା ଯୋଗୁ ୨ ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ…

ଦ୍ୱିତୀୟ ସ୍ତ୍ରୀଙ୍କ ବାଲ୍‌ଟି ମାଡରେ ପ୍ରଥମ ସ୍ତ୍ରୀଙ୍କ ଚାଲିଗଲା ଜୀବନ

ନୂଆପଡ଼ା/ବୋଡେନ, ୭ା୮ (ମକାରୁ ବେମାଲ/ଟିକେଶ୍ୱର ନାଗ):ନୂଆପଡ଼ା ଜିଲା ବୋଡେନ ଥାନା ଜାମଗାଁ ଠେଲାପଡ଼ାରେ ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ସ୍ତ୍ରୀଙ୍କ ବାଲ୍‌ଟି ମାଡ଼ରେ ପ୍ରଥମ ସ୍ତ୍ରୀ ବାରୁଣୀ ଜଗତ (୪୪)ଙ୍କ ମୃତ୍ୟୁ ଘଟିଛି। ଏ ନେଇ ଅଭିଯୋଗ ପରେ ପୋଲିସ…

ଅଯୋଗ୍ୟ ଘୋଷିତ ସତ୍ତ୍ୱେ ଭିନେଶଙ୍କୁ ୨୫ ଲକ୍ଷ ଟଙ୍କା ପୁରସ୍କାର

ନୂଆଦିଲ୍ଲୀ, ୭ା୮:କୁସ୍ତିରେ ପ୍ରଥମ ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭାବେ ଫାଇନାଲରେ ପ୍ରବେଶ କରିପାରିଥିବାରୁ ପଞ୍ଜାବର ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି(ଏଲ୍‌ପିୟୁ) ଏହାର ଛାତ୍ରୀ ଭିନେଶ ଫୋଗଟଙ୍କ ପାଇଁ ୨୫ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରିଛି। ପ୍ୟାରିସରେ ବୁଧବାର ମହିଳା ୫୦କେଜି ଫାଇନାଲ ପୂର୍ବରୁ…

୨୭ ବର୍ଷ ପରେ ଲଜ୍ଜାଜନର ରେକର୍ଡ କଲା ଭାରତ

କଲମ୍ବୋ,୭।୮: ବ୍ୟାଟ୍ସମ୍ୟାନଙ୍କ ଉତ୍କୃଷ୍ଟ ପ୍ରଦର୍ଶନ ପରେ ଡୁନିଥ ଭେଲାଲେଜଙ୍କ ନେତୃତ୍ୱରେ ବୋଲରଙ୍କ ଚମତ୍କାର ପ୍ରଦର୍ଶନ ଆଧାରରେ ଶ୍ରୀଲଙ୍କା ତୃତୀୟ ଦିନିକିଆରେ ଭାରତକୁ ୨-୦ରେ ପରାସ୍ତ କରି ସିରିଜ ଜିତିଥିଲା। ୧୯୯୭ ପରଠାରୁ ଏହା ପ୍ରଥମ ଥର ପାଇଁ ଭାରତ ଶ୍ରୀଲଙ୍କା ବିପକ୍ଷରେ…

ଭିନେଶଙ୍କୁ ମିଳିବ କି ପଦକ? ଆସିଲା ବଡ଼ ଅପଡେଟ୍‌

ପ୍ୟାରିସ,୭।୮: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରୁ ଭିନେଶ ଫୋଗଟଙ୍କ ଅଯୋଗ୍ୟତା ପରେ ରେସଲିଂ ଫେଡେରେସନ ଅଫ ଇଣ୍ଡିଆ (ଡବ୍ଲୁଏଫଆଇ) ୟୁନାଇଟେଡ ୱାଲର୍‌ଡ ରେସଲିଂ (ୟୁଡବ୍ଲ୍ୟୁଡବ୍ଲ୍ୟୁ)କୁ ଦାବି କରିଥିଲା ଯେ, ଭିନେଶଙ୍କୁ କିଛି ସମୟ ଦିଆଯାଉ। କିନ୍ତୁ ବର୍ତ୍ତମାନ ୟୁଡବ୍ଲ୍ୟୁଡବ୍ଲ୍ୟୁ ଅଧ୍ୟକ୍ଷଙ୍କ ମତାମତ ସାମ୍ନାକୁ…

ଦୁଇ ସନ୍ତାନ, ସ୍ବାମୀଙ୍କ ଆଖି ସାମ୍ନାରେ ବାଇକ୍‌ରୁ ଖସି ଚାଲିଗଲା ସ୍ତ୍ରୀଙ୍କ ଜୀବନ

ପଟ୍ଟାଙ୍ଗି,୭ା୮(ଶରତ ଧଳ): ଦୁଇ ସନ୍ତାନ ଏବଂ ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଜୀବନ ଚାଲିଯାଇଛି। ଏପରି ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦିଲି ନିକଟସ୍ଥ ଟାଙ୍ଗିଣି ଛକ ତଥା ଜାତୀୟ ରାଜପଥର ଏକ…

ଚିଲିଗୁଡ଼ା-ଓଲମା ରାସ୍ତାରେ ୫ ଫୁଟର ବନ୍ୟାଜଳ, ଦୁର୍ଦ୍ଦଶା ଭୋଗୁଛନ୍ତି ଗ୍ରାମବାସୀ

କୋକସରା,୭ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ ଚିଲିଗୁଡ଼ାରୁ ଓଲମାକୁ ସଂଯୋଗ କରୁଥିବା ରାସ୍ତାରେ ବର୍ଷାଜଳ ପ୍ରବାହିତ ହେଉଛି। ଗଡ଼ରାମାଲ ଓ ଓଲମା ରାସ୍ତାର ମଝିରେ ରହିଥିବା ପୋଲରେ ମଙ୍ଗଳବାରଠାରୁ ଲାଗି ରହିଥିବା ମୂଷଳଧାରା ବର୍ଷା…

ଭାରତକୁ ୨୪୯ ରନ୍‌ର ଟାର୍ଗେଟ୍‌ ଦେଲା ଶ୍ରୀଲଙ୍କା

କଲମ୍ବୋ,୭।୮: ଅଭିଶା ଫର୍ଣ୍ଣାଡୋ ଏବଂ କୁସାଲ ମେଣ୍ଡିସଙ୍କଠାରୁ ଅର୍ଦ୍ଧଶତକ ବଳରେ ଭାରତକୁ ୨୪୯ ରନ୍‌ର ଲକ୍ଷ୍ୟ ଦେଇଛି ଶ୍ରୀଲଙ୍କା। ପ୍ରଥମେ ବ୍ୟାଟିଂ କରି ଶ୍ରୀଲଙ୍କା ୫୦ ଓଭରରେ ୭ ଉଇକେଟ୍‌ ହରାଇ ୨୪୮ ରନ ସଂଗ୍ରହ କରିଥିଲା। ଭାରତ ପାଇଁ ପ୍ରଥମ…

କିଏ ଦେଶର ଝିଅଙ୍କ ପିଠିକୁ ମାରିଲା ଛୁରି? ଭିନେଶ ଫୋଗଟଙ୍କ ଅଯୋଗ୍ୟତା ଉପରେ ବଡ଼ ପ୍ରଶ୍ନ ଉଠାଇଲେ ସୁରଜେୱାଲା

ପ୍ୟାରିସ୍‌,୭।୮: ପ୍ୟାରିସ ଅଲିମ୍ପିକ୍ସରେ ହେବାକୁ ଥିବା ଫାଇନାଲ ମ୍ୟାଚରେ ଭାଗ ନେବା ପୂର୍ବରୁ ଭାରତୀୟ ମହିଳା ରେସଲର ଭିନେଶ ଫୋଗଟ ଅଯୋଗ୍ୟ ହୋଇଛନ୍ତି। ଏହି ପ୍ରସଙ୍ଗରେ କଂଗ୍ରେସ ସାଧାରଣ ସମ୍ପାଦକ ରଣଦୀପ ସୁରଜେୱାଲା ଗୁରୁତର ପ୍ରଶ୍ନ ଉଠାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ବାଲେଶ୍ୱର ଅଶାନ୍ତ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଗୁଳିମାଡ଼

ବାଲେଶ୍ୱର,୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ସହରରେ ବୁଧବାର ଗୁଳିକାଣ୍ଡ ଘଟିଛି l କିଛିଦିନର ବ୍ୟବଧାନ ପରେ ପୁଣି ବାଲେଶ୍ୱର ସହର ଅଶାନ୍ତ ହୋଇ ଉଠିଛି l ସହଦେଖୁଣ୍ଟା ଥାନା ଅନ୍ତର୍ଗତ ବାଲିଆ ନିକଟରେ ଜଣେ ଯୁବକଙ୍କ ଉପରକୁ ୨ ରାଉଣ୍ଡ ଗୁଳିମାଡ଼ ହୋଇଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?