ଛତ୍ରପୁର ଆସନ ସୁବାସଙ୍କ ପାଇଁ ସମ୍ମାନର ପ୍ରଶ୍ନ
ବ୍ରହ୍ମପୁର,୯ା୪(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲା ଛତ୍ରପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ନିର୍ବାଚନୀ ହାୱା ସରଗରମ ହୋଇଛି। ଗତ ନିର୍ବାଚନ ପରେ ଏଠାର ରାଜନୀତି ସମୀକରଣ ସମ୍ପୂର୍ଣ୍ଣ ବଦଳିଛି। ଉକ୍ତ ବିଧାନସଭା କ୍ଷେତ୍ରରେ ଥିବା ୩ ସହରରେ ପୌରାଧ୍ୟକ୍ଷ ଆସନ ବିଜେଡି ବିରୋଧରେ ଯାଇଛି।…
ପ୍ରଥମ ବିଜୟ ଆଶାରେ ବିଜେଡି
ବଣାଇଁଁ, ୯ା୪ (ପ୍ରଦୀପ ତ୍ରିପାଠୀ):ସୁନ୍ଦରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବଣାଇଁ ବିଧାନସଭା କ୍ଷେତ୍ର ଅଦ୍ୟାବଧି ବିଜୁ ଜନତା ଦଳ (ବିଜେଡି) ପାଇଁ ସ୍ବପ୍ନ ହୋଇ ରହିଛି। ଦଳ ଗଠନଠାରୁ ଏହା ଖାତା ଖୋଲିପାରି ନ ଥିବାରୁ ଆଗାମୀ ନିର୍ବାଚନରେ ଭଲ…
ରାହୁଲଙ୍କ ନାଇଟ ଆଉଟ, ଜଙ୍ଗଲରେ କଲେ ଡିନର
ଉମରିୟା,୯।୪: ହେଲିକପ୍ଟର ଇନ୍ଧନ ସରିଯିବାରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଶାହଡୋଲରେ ରାତି କଟାଇବାକୁ ପଡିଥିଲା। ରାତିରେ ସେ ଜଙ୍ଗଲର ଏକ ଢାବାକୁ ଯାଇ ରାତ୍ରୀ ଭୋଜନ କରିଥିଲେ। ତା’ପରେ ସକାଳ ପାଞ୍ଚଟା ବେଳେ ଉମରିଆ ଏୟାରଷ୍ଟ୍ରିପରୁ ଦିଲ୍ଲୀ ଅଭିମୁଖେ ଯାତ୍ରା…
ସହଜ ହୋଇ ନ ପାରେ ବିଜେଡି ବିଜୟ
ଜଗତ୍ସିଂହପୁର, ୯ା୪(ପ୍ରମୋଦ କୁମାର ନାୟକ):ଜଗତ୍ସିଂହପୁର ଲୋକ ସଭା ଆସନରେ ବିଜେଡିର ଦୃଢ଼ ସ୍ଥିତିକୁ ସ୍ପଷ୍ଟ କରିଛି ଗତ ୨ ନିର୍ବାଚନ ଫଳାଫଳ। କିନ୍ତୁ ଏଥର ସ୍ଥିତିରେ ପରିବର୍ତ୍ତନ ଲକ୍ଷ୍ୟ କରାଯାଉଛି। ବିଜେଡିର ବିଜୟ ସହଜ ହେବନାହିଁ। ମୁଖ୍ୟ ବିରୋଧୀ ଭାଜପା କଡ଼ା…
ଧୋନୀଙ୍କ ପ୍ରତି ପ୍ରଶଂସକଙ୍କ ପାଗଳାମୀ ଦେଖି ଆଶ୍ଚର୍ଯ୍ୟ ହୋଇଗଲେ ଏହି କ୍ରିକେଟର୍: କଲେ ଏମିତି କାମ
ଚେନ୍ନାଇ,୯।୪: ଅନେକ ପ୍ରଶଂସକ ବର୍ଷସାରା ଆଇପିଏଲ ପାଇଁ ଅପେକ୍ଷା କରନ୍ତି, ଯାହା ଦ୍ୱାରା ସେମାନେ ମହେନ୍ଦ୍ର ସିଂ ଧୋନୀ ବ୍ୟାଟିଂ କରୁଥିବା ଦେଖିପାରିବେ। ଧୋନୀଙ୍କ ବ୍ୟାଟିଂ ଦେଖିବାକୁ ପ୍ରଶଂସକମାନେ ସର୍ବଦା ଆଗ୍ରହୀ ଅଟନ୍ତି। ଧୋନୀ ବ୍ୟାଟ ସହିତ ପଡ଼ିଆକୁ ଆସିବା ମାତ୍ରେ…
ବିଜେଡି ଛାଡିଲେ ନୂଆପଡା ଜିଲା ଯୁବ ବିଜେଡି ସଭାପତି
ଭୁବନେଶ୍ୱର,୯।୪: ନୂଆପଡା ଜିଲା ବିଜୁ ଯୁବ ଜନତା ଦଳର ସଭାପତି ହରିଶ୍ଚନ୍ଦ୍ର ପଣ୍ଡା ପଦ ଓ ବିଜେଡିର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ଦଳୀୟ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀଙ୍କୁ ପଠାଇ ଥିବା ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି।…
ସରସ୍ବତୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ: ମା’ଙ୍କ ଦର୍ଶନକରି ଆର୍ଶୀବାଦ ନେଲେ ୫ଟି ଅଧ୍ୟକ୍ଷ
ପୁରୁଷୋତ୍ତମପୁର,୯।୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନସମାଗମ ହୋଇଛି। ରତ୍ନଗିରି ପାହାଡ ଚତୁଃପାର୍ଶ୍ୱ ଓ ସମଗ୍ର ତାରାତାରିଣୀ ଅଞ୍ଚଳ ଲୋକାରଣ୍ୟ ହୋଇପଡିଛି। ଏହି ପାଳିରେ ରାତ୍ର ୧.୩୦ରୁ ମନ୍ଦିର ଦ୍ୱାର…
ଭାଜପାକୁ ବଡ଼ ଝଟ୍କା: ଇସ୍ତଫା ଦେଲେ ଟାଣୁଆ ନେତା
ବଲାଙ୍ଗୀର, ୯।୪: ମଙ୍ଗଳବାର ଭାଜପାକୁ ଏକ ବଡ଼ ଝଟ୍କା ଲାଗିଛି। ବଲାଙ୍ଗୀର ଜିଲା ପୂର୍ବତନ ଭାଜପା ସଭାପତି ପ୍ରଭାସ କୁମାର ପାଣିଗ୍ରାହୀ ଦଳରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଦେଇଛନ୍ତି।
ଅଚଳ ହେଉଛି ଏକଟଙ୍କିଆ, ଦଶ ଟଙ୍କିଆ ମୁଦ୍ରା
ପାରଳାଖେମୁଣ୍ଡି, ୯ା୪(ଗିରିଧାରୀ ପରିଛା):ବଜାରରେ ଚାଲୁ ନାହିଁ ୧ ଟଙ୍କିଆ, ୧୦ ଟଙ୍କିଆ ମୁଦ୍ରା, ମୁଖ୍ୟତଃ ଗଜପତି ଜିଲାରେ ଏହିସବୁ ମୁଦ୍ରା ଅଚଳ ହୋଇପଡ଼ିଛି। ଯାହା ଦ୍ୱାରା ଖୁଚୁରା ବ୍ୟବସାୟରେ ଅନେକ ସମସ୍ୟା ଦେଖାଦେଇଛି। ସରକାର ଏହିସବୁ ମୁଦ୍ରା ପ୍ରଚଳନ ଜାରି ରଖିଥିବା…
ରାମଙ୍କ ନାମରେ ମାଗୁଛନ୍ତି ଭୋଟ, ଅରୁଣ ଗୋଭିଲଙ୍କୁ ଟାର୍ଗେଟ କଲେ ନେହା
ମେରଠ,୯।୪: ପ୍ରସିଦ୍ଧ ରାମାୟଣ ସିରିୟଲରେ ରାମ ଭୂମିକାରେ ଅଭିନୟ କରିଥିବା ଅଭିନେତା ତଥା ଚଳିତ ବର୍ଷ ଲୋକ ସଭା ନିର୍ବାଚନରେ ଆମେଠିରୁ ଭାଜପା ପ୍ରାର୍ଥୀ ହୋଇଥିବା ଅରୁଣ ଗୋଭିଲଙ୍କୁ ଟାର୍ଗେଟ କରିଛନ୍ତି ନେହା ସିଂହ ରାଠୋର। ସେ କହିଛନ୍ତି କି ଅରୁଣ…
ପାରଳା ବିଧାନସଭା ଆସନ ପାଇଁ ତ୍ରିମୁଖୀ ଲଢ଼େଇ
ପାରଳାଖେମୁଣ୍ଡି,୯/୪(ଗିରିଧାରୀ ପରିଛା):ଗଜପତି ଜିଲା ପାରଳାଖେମୁଣ୍ଡି ବିଧାନସଭା ଆସନ ପାଇଁ ମୁଖ୍ୟତଃ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ମଧ୍ୟରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା ହେବାକୁ ଯାଉଛି। ଏହି ନିର୍ବାଚନମଣ୍ଡଳୀ ଗୋଷାଣି ବ୍ଲକ, ଗୁମ୍ମା ବ୍ଲକ, କାଶୀନଗର ବ୍ଲକ, କାଶୀନଗର ଏନ୍ଏସି…
ପରାଜୟ ଆଶଙ୍କା କରି ସରକାରୀ ଅଧିକାରୀଙ୍କୁ ଟାର୍ଗେଟ କରୁଛି ଭାଜପା
ଭୁବନେଶ୍ୱର,୯ା୪(ଅନିଲଦାସ):ଓଡ଼ିଶାରେ ପରାଜୟ ହେବାକୁ ଯାଉଥିବା ଅନୁଭବ କଲେ ରାଜ୍ୟର ସରକାରୀ ଅଧିକାରୀଙ୍କୁ ଟାର୍ଗେଟ କରିବା ଓଡ଼ିଶା ଭାଜପା ନେତାଙ୍କ ଅଭ୍ୟାସ। ସାଧାରଣ ନିର୍ବାଚନ ୨୦୧୯ ଏବଂ ପରବର୍ତ୍ତୀ ସମୟରେ ରାଜ୍ୟରେ ହୋଇଥିବା ଉପନିର୍ବାଚନରେ ତାହା କରିଥିଲେ। ତେଣୁ ୨୦୨୪ ନିର୍ବାଚନରେ ଓଡ଼ିଶା…
Archives


