Home Left

ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଖାମଖିଆଲ ନୀତି: ଡ୍ରେନ୍‌ ସଫା କଲେ ଗ୍ରାମବାସୀ

ରିଷିଡ଼ା,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମ ମୁଖ୍ୟ ରାସ୍ତାର ଗୋଟିଏ ପାର୍ଶ୍ୱ ଡ୍ରେନ୍‌ରୁ ରବିବାର ସକାଳେ ଗ୍ରାମବାସୀ ଅଳିଆ ସଫା କରିଥିବା ଦେଖିବାକୁ ମିଳିଛି। ଗ୍ରାମର ପୁରୁଣା ବ୍ୟାଙ୍କ ଛକ (ରଣା ଷ୍ଟଲ)ଠାରୁ ବସ୍ତି ସ୍କୁଲ…

ରବିଙ୍କ ପାଦ ରେଖା ଅତିକ୍ରମ କରି ନ ଥିଲା, ତେବେ କାହିଁକି ନୋ-ବଲ ଦିଆଗଲା, ICC ନିୟମ ବିଷୟରେ ଜାଣନ୍ତୁ ଯାହା ଭାରତକୁ ମହଙ୍ଗା ପଡ଼ିଲା…

ମାଞ୍ଚେଷ୍ଟର,୫ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ ମ୍ୟାଚ୍‌ ବର୍ଷାରେ ଧୋଇଯାଇଥିବା ବେଳେ ଇଂଲଣ୍ଡ ଦ୍ୱିତୀୟ ମ୍ୟାଚ୍‌କୁ ଜିତି ସିରିଜ୍‌ରେ ୧-୦ରେ ଆଗରେ…

ମହାରାଷ୍ଟ୍ର ରାଜନୀତିରେ ହଲଚଲ! କଂଗ୍ରେସ MLCଙ୍କୁ କିଣାବାକୁ ୨୦ କୋଟିର ଡିଲ୍‌…

ମୁମ୍ବାଇ,୫ା୭: ମହାରାଷ୍ଟ୍ରର ଶିବସେନା (ଉଦ୍ଧବ ଠାକରେ ଗୋଷ୍ଠୀ)ର ନେତା ସଞ୍ଜୟ ରାଉତ ରବିବାର (୫ ଜୁଲାଇ) ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି । ସେ କହିଛନ୍ତି ଯେ କଂଗ୍ରେସର ବିଧାନ ପରିଷଦ ସଦସ୍ୟ(ଏମଏଲସି) ଧୀରଜ ଲିଙ୍ଗଡେଙ୍କୁ ଦଳ ବଦଳାଇବା ପାଇଁ ୨୦…

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଗଲା ପାଣି, ଖୋଲିଲା ୨ ଗେଟ୍‌

ଦିଗପହଣ୍ଡି,୫ା୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରବିବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ ଅଧୀନ ଦିଗପହଣ୍ଡିସ୍ଥିତ ଘୋଡ଼ାହାଡ ଡ୍ୟାମରୁ ସ୍ପିଲଓ୍ବେ ମୁଖ୍ୟ ଫାଟକର ୨ଟି ଗେଟ୍‌ ଦେଇ…

ରାମ ମନ୍ଦିର ଦାନ ଅର୍ଥ ଚୋରି ମାମଲାରେ ମୁହଁ ଖୋଲିଲେ ମୋହନ ଭାଗବନ-କହିଦେଲେ ବଡ଼ କଥା…

ନୂଆଦିଲ୍ଲୀ,୫।୭: ଅଯୋଧ୍ୟା ରାମ ମନ୍ଦିରର ଦାନ ଅର୍ଥ ହେରଫେର (ଚୋରି) ମାମଲାରେ ଏବେ ରାଷ୍ଟ୍ରୀୟ ସୱୟଂସେବକ ସଂଘ (RSS) ପକ୍ଷରୁ ବଡ଼ ବୟାନ ସାମ୍ନାକୁ ଆସିଛି। ସଂଘର ସରସଂଘଚାଳକ ମୋହନ ଭାଗବତ ରବିବାର କହିଛନ୍ତି ଯେ, ଏହି ମାମଲାରେ ସଂଘର ସାଧାରଣ…

ଇରାନକୁ ବଡ଼ ଧମକ ଦେଲେ ଟ୍ରମ୍ପ, ‘ଚାହିଁଲେ ଏକାଥରେ ସବୁ ଶେଷ….’

ଓ୍ବାଶିଂଟନ,୫ା୭: ଇରାନରେ ବର୍ତ୍ତମାନ ଏକ ସପ୍ତାହ ଶୋକ ପାଳନ କରାଯାଉଛି। ସର୍ବୋଚ୍ଚ ନେତା ଅଲି ଖାମନେଇଙ୍କୁ ଜୁଲାଇ ୪ରୁ ଜୁଲାଇ ୯ ପର୍ଯ୍ୟନ୍ତ ଶେଷ ବିଦାୟ ଦିଆଯାଉଛି । ତେହେରାନ ସମେତ ଅଧିକାଂଶ ଇରାନ ସହରଗୁଡ଼ିକରେ ରାସ୍ତାରେ ପ୍ରବଳ ଭିଡ଼ ଜମିଛି…

କୂଳ ଲଙ୍ଘୁଛି ସମୁଦ୍ର: ଉଭୟ ଉପକୂଳ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳକ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଉପକୂଳବର୍ତ୍ତୀ ଅଞ୍ଚଳର ବାସିନ୍ଦାମାନେ ଭୟଭୀତ ଅବସ୍ଥାରେ ଦିନ କାଟୁଛନ୍ତି। ସମୁଦ୍ର କୂଳ ସୁରକ୍ଷା ପାଇଁ ସ୍ଥାୟୀ ପ୍ରତିକାର ଦାବି ବିଭିନ୍ନ ସ୍ତରରେ…

କୋରାପୁଟରେ ପ୍ରବଳ ବର୍ଷା: ଭାଙ୍ଗିଲା ୭ ଘର, ବୋରିଗୁମ୍ମାରେ ରେକର୍ଡ…

କୋରାପୁଟ,୫ା୭(ଅମିତାଭ ବେହେରା): କୋରାପୁଟ ଜିଲାରେ ରବିବାର ପ୍ରବଳ ବର୍ଷା ହୋଇଛି। ଜିଲାର ୧୪ଟି ବ୍ଲକରେ ମୋଟ୍‌ ୧୩୭୧.୪ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଜୟପୁର କୋରାପୁଟ ଆଦି ୩ ବ୍ଲକ ଅଞ୍ଚଳରେ ୭ଟି ଘର ଭାଙ୍ଗିଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ…

ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ

ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ ଏହି କଲେଜ ସାମିଲ ହେବା ସହ ଏହାର ବିକାଶ ପାଇଁ ବୃହତ ଆର୍ଥିକ…

ଭିଜିଲାନ୍ସ ଜାଲରେ ମହିଳା ସରପଞ୍ଚ, ମାଛ ଚାଷ ସବସିଡି ପାଇଁ SHGରୁ ନେଉଥିଲେ ଲାଞ୍ଚ

ସୋନପୁର,୫ା୭: ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ନିମ୍ନା ପଞ୍ଚାୟତର ମହିଳା ସରପଞ୍ଚ । ମାଛ ଚାଷ ସବସିଡି ପାଇଁ SHG ଠାରୁ ୨୦ ହଜାର ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ । ମହିଳା ସରପଞ୍ଚ ଜଣକ ସୂର୍ଯ୍ୟକାନ୍ତି…

ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ: କୋରାପୁଟ ଜିଲାରୁ ବାଦ୍‌ ପଡ଼ିଲେ…

କୋରାପୁଟ,୫ା୭(ଅମିତାଭ ବେହେରା): ରବିବାର କୋରାପୁଟସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତା ଆୟୋଜିତ ବୈଠକରେ ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ କରାଯାଇଥିବାବେଳେ ଏଥିରୁ ୬୨ ହଜାର ୨୯୦ ଜଣ ଭୋଟର ବାଦ ପଡ଼ିଛନ୍ତି। ୬୨ ହଜାର ୨୯୦…

ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି ହୋଇଛି ଫାଟ। ଚଳିତ ବର୍ଷ ମାର୍ଚ୍ଚରେ ଦୁହେଁ ପରସ୍ପର ସହ ନିର୍ବନ୍ଧ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?