Home Left

ଛାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ବିଲରେ ଓଲଟିଲା ପିକଅପ୍‌ ଭ୍ୟାନ୍‌

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋରାପୁଟରୁ ଜୁନାଗଡ଼ ଆସୁ୍‌ଥିବା ଏକ ପିକଅପ୍‌ ଭ୍ୟାନ୍‌( ଓଡି ୧୦ ଏସ୍‌-୦୦୫୪) ୨୬ନମ୍ବର ଜାତୀୟ ରାଜପଥ କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଳା ଗ୍ରାମ ଡୁମେର ବନ୍ଧ ନିକଟରେ ମଙ୍ଗଳବାର ଦୁର୍ଘଟଣା ଗ୍ରସ୍ତ ହୋଇ ଚାଷ ଜମିରେ…

ମଧ୍ୟାହ୍ନ ଭୋଜନରେ ଛାତ୍ରୀଛାତ୍ରଙ୍କୁ ଦିଆଗଲା ଭାତ ସହ ଲଙ୍କାଗୁଣ୍ଡ

ହାଇଦ୍ରାବାଦ,୬।୮: ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା ନେଇ ବିଭିନ୍ନ ରାଜ୍ୟରେ ମଧ୍ୟାହ୍ନ ଭୋଜନ ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ ଏହି ଯୋଜନା ଏବେ ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଘଟଣା ସାମ୍‌ନାକୁ ଆସୁଛି। ତେଲଙ୍ଗାନାର ନିଜାମାବାଦ ଜିଲା କୋଥାପାଲି ଗ୍ରାମରେ ଥିବା…

ବଜ୍ରପାତରେ ଚାଲିଗଲା ଚାଷୀଙ୍କ ଜୀବନ : ୩ ଗୁରୁତର

ମୋରଡା,୬।୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଞ୍ଚଳରେ ମଙ୍ଗଳବାର ପୃଥକ ପୃଥକ ସ୍ଥାନରେ ବଜ୍ରପାତ ଘଟିଛି। ବଜ୍ରପାତରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି l ମିଳିଥିବା ସୂଚନା ମୁତାବକ, ମଙ୍ଗଳବାର ଅପରାହ୍ନରେ ମୋରଡା ବ୍ଲକ ଅଧୀନ…

ନିମାପଡ଼ା ମୁଖ୍ୟ କେନାଲରେ ୧୫ ଫୁଟର ଘାଇ

ନିମାପଡ଼ା,୬।୮: ପୁରୀ ଜିଲା ନିମାପଡ଼ା ମୁଖ୍ୟ କେନାଲର ମୁରାରିପୁରଠାରେ ମଙ୍ଗଳବାର ୧୫ ଫୁଟ ଓସାରର ଏକ ଘାଇ ସୃଷ୍ଟି ହୋଇଛି। ଫଳରେ କେନାଲ ପାଣି ମାଡିଯାଇ ୧୦ ଏକରରୁ ଅଧିକ ଚାଷ ଜମି ଜଳମଗ୍ନ ହୋଇଯାଇଛି। ବର୍ତ୍ତମାନ ଜମିରେ ଧାନ ରୁଆ…

ବିଶ୍ୱସ୍ତରୀୟ ହେବ ରାଜ୍ୟର ୭୫ ହଜାର କିଲୋମିଟର ରାସ୍ତା

ଭୁବନେଶ୍ୱର, ୦୬।୦୮: ରାଜ୍ୟର ୭୫ ହଜାର କିଲୋମିଟର ରାସ୍ତାକୁ ବିଶ୍ୱସ୍ତରୀୟ ରାସ୍ତାରେ ପରିଣତ କରିବା ପାଇଁ ସରକାରୀ ସ୍ତରରେ ପଦକ୍ଷେପ ଗ୍ରହଣ କରାଯାଇଛି । ରାଜ୍ୟ ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏ ନେଇ ବିସ୍ତୃତ…

ଏବେ କେଉଁଠି ଶରଣ ନେବେ ଶେଖ ହସିନା ? ବଡ଼ ଝଟକା ଦେଲା ଇଂଲଣ୍ଡ

ନୂଆଦିଲ୍ଲୀ, ୦୬।୦୮: ବାଂଲାଦେଶରେ ହିଂସାତ୍ମକ ଛାତ୍ର ବିରୋଧ ପ୍ରଦର୍ଶନ ଦେଶବ୍ୟାପୀ ଅଶାନ୍ତି ଏବଂ ସେନା କ୍ଷମତା ନିଜ ହାତକୁ ନେବା ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଭାରତରେ ଆସି ଶରଣ ପଶିଛନ୍ତି। ସୂଚନାନୁସାରେ, ଶେଖ ହସିନା ଆସନ୍ତା କିଛି ଦିନ…

କାରଖାନାରେ ଗ୍ୟାସ ଲିକ୍‌: ଜଣେ ଶ୍ରମିକ ମୃତ, ୫ ଅସୁସ୍ଥ

ଝାରସୁଗୁଡ଼ା,୬।୮: ଝାରସୁଗୁଡ଼ା ଜିଲା ବୁଢିପଦର ସ୍ଥିତ ଓଡ଼ିଶା ମେଟାଲିକ କାରଖାନାରେ ମଙ୍ଗଳବାର ଏକ ବଡ଼ ଧରଣର ଅଘଟଣ ଘଟିଛି। କାରଖାନାରେ ଗ୍ୟାସ୍‌ ଲିକ୍‌ ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏଥିରେ ୫ଜଣ ଶ୍ରମିକ ଅସୁସ୍ଥ ହୋଇ ସ୍ଥାନୀୟ ଏକ ଘରୋଇ…

ବିପଦରେ ଫସିଛନ୍ତି କି? ଏହି ୫ କଥାରେ ଦୂର ହେବ ବଡ଼ ସମସ୍ୟା

ଆଚାର୍ଯ୍ୟ ଚାଣକ୍ୟଙ୍କ ରଚିତ ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନକୁ ସଫଳ କରିବାକୁ ନେଇ ଅନେକ ନୀତି ବିଷୟରେ ଉଲ୍ଲେଖ ରହିଛି। ଏହାକୁ ସଠିକ୍‌ ଭାବେ ପାଳନ କଲେ ସଫଳ ହେବାଠାରୁ କେହି ବି ରୋକି ପାରିବେ ନାହିଁ। ଚାଣକ୍ୟ କହିଛନ୍ତି ବିପଦ…

ବିଶ୍ୱ ଚମ୍ପିୟନଙ୍କୁ ହରାଇଲେ ଭିନେଶ ଫୋଗଟ; ୧୫ ସେକେଣ୍ଡରେ ପାଲଟାଇଦେଲେ ବାଜି

ନୂଆଦିଲ୍ଲୀ, ୦୬।୦୮: ପ୍ୟାରିସ ଅଲିମ୍ପିକ୍ସର ପ୍ରି-କ୍ୱାର୍ଟର ଫାଇନାଲରେ ଷ୍ଟାର ଇଣ୍ଡିଆନ୍ ରେସଲର ଭିନେଶ ଫୋଗାଟଙ୍କ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଅଲିମ୍ପିକ୍ ଚାମ୍ପିଅନ୍ ତଥା ଚାରିଥର ବିଶ୍ୱ ଚାମ୍ପିଅନ୍ ୟୁୟୁ ସୁସାକିଙ୍କୁ ୫୦ କେଜି ବର୍ଗରେ ୩-୨ ରେ ପରାସ୍ତ କରିଛନ୍ତି। ଏହି…

ସଂସଦରେ ବାଂଲାଦେଶ ଝଡ଼: କେଉଁ ଫଳ ଭୋଗୁଛନ୍ତି ହାସିନା ଏମିତି କହିଲେ…

ନୂଆଦିଲ୍ଲୀ, ୬।୮: ଚାରିଆଡେ ପୋଡାଜଳା, ହିଂସା ଅରାଜକତାରେ ଜଳୁଛି ବାଂଲାଦେଶ। ଦେଶରେ ଅସମ୍ଭାଳ ସ୍ଥିତି। ପ୍ରଧାନମନ୍ତ୍ରୀ ପଦରୁ ଶେଖ୍‌ ହାସିନା ଇସ୍ତଫା ଦେଇ ଦେଶ ଛାଡିବା ପରେ ପାର୍ଲାମେଣ୍ଟକୁ ବାଂଲାଦେଶ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ଭଙ୍ଗ ଘୋଷଣା କରିଛନ୍ତି । ଏହା…

ଅଲମ୍ପିକ୍ସରେ ନିରାଶ କଲେ ଓଡ଼ିଆ ପୁଅ, ପ୍ୟାରିସ୍‌ ଅଲମ୍ପିକ୍ସ ଯାତ୍ରାର ଅନ୍ତ

ନୂଆଦିଲ୍ଲୀ, ୦୬।୦୮: ଚଳିତ ପ୍ୟାରିସ୍‌ ଅଲମ୍ପିକ୍ସରେ ନିରାଶ କରିଛନ୍ତି ଓଡ଼ିଶାର ପୁଅ କିଶୋର ଜେନା । ପୁରୀ ଜିଲାରୁ ଅଲମ୍ପିକ୍ସ ଯାତ୍ରା କରିଥିବା ଜାଭେଲିନ୍‌ ଷ୍ଟାର କିଶୋର ଜେନା ଅଲମ୍ପିକ୍ସରେ ସେତେଟା ଭଲ ପ୍ରଦର୍ଶନ କରିପାରିନାହାନ୍ତି । ଏସିଆନ୍‌ ଗେମ୍ସରେ ସିଲଭର…

ବଜାରରେ ନାହିଁ ଆଳୁ: ପୁଣି ବଢ଼ିଲା ଦର

ଭୁବନେଶ୍ୱର,୬।୮: ପୁଣି ରାଜ୍ୟରେ ଆଳୁ ସଙ୍କଟ ଦେଖାଦେଇଛି। ଆଳୁ ଦର ଆକାଶ ଛୁଆଁ ହୋଇଛି। ଆଳୁକୁ ନେଇ ଏବେ ମଧ୍ୟ ଟେନ୍‌ସନ ଲାଗି ରହିଥିବା ବେଳେ କଟକ ଓ ଭୁବନେଶ୍ୱରରେ ଆଳୁ ଗୋଦାମ ଆଳୁ ନାହିଁ। ଫଳରେ ଟୁଇନ୍‌ ସିଟିରେ ଆଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?