Home Left

ଆଇସିୟୁରେ ବିଧାୟକ

ଭୋଗରାଇ,୧୯।୨: ବାଲେଶ୍ୱର ଜିଲା ଭୋଗରାଇ ବିଧାୟକ ଅନନ୍ତ ଦାସ ଅସୁସ୍ଥ ହୋଇପଡ଼ିଛନ୍ତି। ବାର୍ଦ୍ଧକ୍ୟ ଜନିତ ସମସ୍ୟା ଲାଗି ୮୩ ବର୍ଷୀୟ ଦାସ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। କିଛି ଦିନ ହେଲା ତାଙ୍କର ସ୍ବାସ୍ଥ୍ୟ ଜନିତ ସମସ୍ୟା ଲାଗି ରହିଥିଲା। ପରିବାର ଲୋକେ…

ପୃଥିବୀର ସର୍ବାଧିକ ଲୋକେ କୁହନ୍ତି ଏସବୁ ମିଛ…

କିଛି ପ୍ରଶ୍ନ ଅଛି ଯାହା ଲୋକଙ୍କ ମନରେ ଉଠିପାରେ କିନ୍ତୁ ଏହାର ଉତ୍ତର ନ ଥାଇପାରେ। କେତେକ ବ୍ୟକ୍ତି ବିଭିନ୍ନ ମିଛ କହିଥାନ୍ତି। ଏପରି ବ୍ୟକ୍ତି ମଧ୍ୟ ଅଛନ୍ତି ଯେଉଁମାନେ ଜୀବନରେ କେବେ ମିଛ କହି ନାହାନ୍ତି। କିନ୍ତୁ ଜାଣନ୍ତି କି…

କେବଳ ଓଡ଼ିଶାରେ ନୁହେଁ ଦେଶରେ ପ୍ରଥମ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ 

ଭୁବନେଶ୍ୱର,୧୯। ୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  କେବଳ ରାଜ୍ୟ ନୁହେଁ ଦେଶରେ ମଧ୍ୟ ଲୋକପ୍ରିୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁଠାରୁ ଅଧିକ ଲୋକପ୍ରିୟ ସିଏମ୍‌ । ‘ମୁଡ ଅଫ ଦି ନେସନ’ ସର୍ଭେ ରିପୋର୍ଟ ଅନୁଯାୟୀ, ଜନପ୍ରିୟ ନେତା ଭାବେ ଓଡ଼ିଶାର…

ବାପା କାରଗିଲ୍‌ ହିରୋ, ମା’ ଗହଣା ବନ୍ଧା ରଖି ପୁଅକୁ କଲେ କ୍ରିକେଟର୍‌: ଆଉ ଏବେ…

ରାଜକୋଟ,୧୯।୨: ଇଂଲଣ୍ଡ ବିପକ୍ଷରେ ରାଜକୋଟ ଟେଷ୍ଟରେ ସରଫରାଜ ଖାନଙ୍କ ସହ ଧ୍ରୁବ ଜୁରେଲ ମଧ୍ୟ ଡେବ୍ୟୁ କରିଥିଲେ। ଏବେ ୨୩ ବର୍ଷୀୟ ଖେଳାଳି ଧ୍ରୁବ ଜୁରେଲଙ୍କ ବିଷୟରେ ମଧ୍ୟ ଆଲୋଚନା ହେଉଛି। ଏହି ସ୍ଥାନରେ ପହଞ୍ଚିବା ପାଇଁ ଧ୍ରୂବଙ୍କ ଅନେକ ସଂଘର୍ଷର…

ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟ ମ୍ୟାଚରୁ ଜସପ୍ରୀତ ବୁମ୍‌ରାଙ୍କୁ ବିଶ୍ରାମ

ନୂଆଦିଲ୍ଲୀ,୧୯।୨: ଜବରଦସ୍ତ ଫର୍ମରେ ଥିବା ଜସପ୍ରୀତ ବୁମ୍‌ରାଙ୍କୁ ରାଞ୍ଚିରେ ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟରୁ ବିଶ୍ରାମ ମିଳିଛି। ତେବେ ସେ ଧର୍ମଶାଳାରେ ପଞ୍ଚମ ତଥା ଅନ୍ତିମ ଟେଷ୍ଟ ଖେଳିବେ କି ନାହିଁ ତାହା ଫେବୃଆରୀ ୨୩ ରୁ ଆରମ୍ଭ ହୋଇଥିବା ଚତୁର୍ଥ…

ବାପା ହେବାକୁ ଯାଉଛନ୍ତି ବରୁଣ

ବଲିଉଡର ଲୋକପ୍ରିୟ ଅଭିନେତା ବରୁଣ ଧାୱନ ଖୁବ୍‌ଶୀଘ୍ର ବାପା ହେବାକୁ ଯାଉଛନ୍ତି। ସେ ନିଜେ ଏନେଇ ସୂଚନା ଦେଇଛନ୍ତି। ବରୁଣ ସ୍ତ୍ରୀ ନତାଶା ଦଲାଲଙ୍କ ସହ ଏକ ଫଟୋ ଶେୟାର କରିଛନ୍ତି। ଏଥିରେ ସେ ବେବି ବମ୍ପକୁ ଚମ୍ବନ ଦେଉଥିବାର ଦେଖାଯାଇଛି।…

ଓଲଟିଲା ପିକଅପ ଭ୍ୟାନ୍‌: ୪ ଗାଈ ମୃତ

ନୟାଗଡ,୧୯।୨(ଲୋକନାଥ ମିଶ୍ର):ଦଶପଲା ଗଣିଆ ରାସ୍ତାର ଯୋଗୀ ବନ୍ଧ ନିକଟରେ ପିକଅପ ଭ୍ୟାନ ଓଲଟି ୪ ଗାଈ ପ୍ରାଣ ହରାଇଛନ୍ତି। ପିକଅପ ଭ୍ୟାନରେ ଦଶପଲା ଅଞ୍ଚଳରୁ ୧୦ ଗାଈ ଗଣିଆ ଅଞ୍ଚଳକୁ ଯାଉଥିଲେ। ଦୁର୍ଘଟଣା ପରେ ୪ ଗାଈ ପ୍ରାଣ ହରାଇଥିବା ବେଳେ…

ଜାଡେଜାଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖି ସ୍ତ୍ରୀ କହିଦେଲେ ଏମିତି କଥା

ରାଜକୋଟ,୧୯।୨: ଇଂଲଣ୍ଡ ବିପକ୍ଷ ପାଞ୍ଚ ଟେଷ୍ଟ ସିରିଜର ତୃତୀୟ ମ୍ୟାଚରେ ଭାରତ ଜିତିଛି। ଭାରତ ରାଜକୋଟରେ ୪୩୪ ରନ୍‌ରେ ଭ୍ରମଣକାରୀ ଦଳକୁ ପରାସ୍ତ କରିଥିଲେ। ଟେଷ୍ଟ ଇତିହାସରେ ଏହା ଭାରତର ସବୁଠାରୁ ବଡ ବିଜୟ। ଏହି ବିଜୟରେ ଭାରତ ପାଇି ହିରୋ…

ଅଶ୍ୱିନଙ୍କ ପାଇଁ ପଦିଏ କଥା କହି ସମସ୍ତଙ୍କ ହୃଦୟ ଜିତିଲେ ରୋହିତ ଶର୍ମା

ରାଜକୋଟ,୧୯।୨: ରାଜକୋଟ ଟେଷ୍ଟରେ ଭାରତ ଇଂଲଣ୍ଡକୁ ପରାସ୍ତ କରିଛି। ଏହି ମ୍ୟାଚ ସମୟରେ ପାରିବାରିକ ଜରୁରିକାଳୀନ ପରିସ୍ଥିତି ଯୋଗୁ ରବିଚନ୍ଦ୍ରନ ଅଶ୍ୱିନ ଘରକୁ ଯାଇଥିଲେ। ସେ ୨୪ ଘଣ୍ଟା ମଧ୍ୟରେ ଫେରି ଆସିଥିଲେ। ଟିମ ଇଣ୍ଡିଆର ବିଜୟ ପରେ ରୋହିତ ଶର୍ମା…

ବ୍ଳୁହ୍ବିଲ୍‌ସର ଭୁବନେଶ୍ୱର ପ୍ରାଞ୍ଚାଇଜ୍‌ ଲଞ୍ଚ୍‌

ଭୁବନେଶ୍ୱର,୧୯।୨(ଅନୁରାଧା ମହାରଣା): ନୂଆଦିଲ୍ଲୀସ୍ଥିତ ବ୍ଳୁହ୍ବିଲ୍‌ସ କମ୍ପାନୀ ଦ୍ୱାରା ଜେଏମ୍‌ଡି ଓଡ଼ିଶା(ଓପିସି) ପ୍ରାଇଭେଟ୍‌ ଲିମିଟେଡ୍‌ ଭୁବନେଶ୍ୱରରେ ନୂତନ ପ୍ରାଞ୍ଚାଇଜ ମଡେଲର ଲଞ୍ଚ୍‌ କରାଯାଇଛି। ୨ ଚକିଆ ସ୍କୁଟର, ୩ ଚକିଆ ଅଟୋରିକ୍ସା ଏବଂ ୪ ଚକିଆ ଯାନ ବ୍ୟବହାର କରି ଲଜିଷ୍ଟିକ୍‌ ସେବା…

ବିଜେଡିରେ ବିପ୍ଳବ ଜେନା

ଭୁବନେଶ୍ୱର,୧୯।୨(ସୁନିତ୍‌ ମିଶ୍ର):ଅନୁଗୋଳ ଜିଲା କଂଗ୍ରେସ ସଭାପତି ତଥା ୨୦୧୯ରେ ଅନୁଗୋଳ ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ହୋଇଥିବା ବିପ୍ଳବ ଜେନା ରବିବାର ହଜାରରୁ ଊର୍ଦ୍ଧ୍ୱ ସମର୍ଥକଙ୍କୁ ନେଇ ବିଜେଡିରେ ଯୋଗ ଦେଇଛନ୍ତି। ଶଙ୍ଖଭବନଠାରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ପୂର୍ବତନ…

ଅକ୍ଷୟ ଶକ୍ତି କ୍ରୟ କରିବ ନେକ୍ସଟ୍ରା

ଭୁବନେଶ୍ୱର,୧୯।୨: ଭାରତର ଅଗ୍ରଣୀ ଡାଟା ସେଣ୍ଟର କମ୍ପାନୀ ନେକ୍ସଟ୍ରା ଡାଟା ଲିମିଟେଡ (ଏନ୍‌ଡିଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଅକ୍ଷୟ ଶକ୍ତି ବ୍ୟବସାୟ ସମ୍ପ୍ରସାରଣ ସମ୍ପର୍କରେ ଘୋଷଣା କରିଛି। ଏପରିକି ଅତିରିକ୍ତ ୧୪୦,୨୦୮ ମେଗାୱାଟ ଅକ୍ଷୟ ଶକ୍ତି କ୍ରୟ କରିବାକୁ କମ୍ପାନୀ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri