ପାଇଖାନା ସଫାରେ ଛାତ୍ରୀଛାତ୍ରଙ୍କୁ ନିୟୋଜନ ଅଭିଯୋଗ : ସେବାଶ୍ରମ ସ୍କୁଲ ଘେରିଲେ ଅଭିଭାବକ
ବରଗଡ଼,୯।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ପ୍ରଧାନପାଲିସ୍ଥିତ ସେବାଶ୍ରମ ସ୍କୁଲରେ କାର୍ଯ୍ୟରତ ଜଣେ ଶିକ୍ଷୟିତ୍ରୀ ଛାତ୍ରୀଛାତ୍ରଙ୍କୁ ସ୍କୁଲ ପରିସରରେ ପାଇଖାନା ସଫା କରିବାରେ ନିୟୋଜିତ କରିଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ପାଇବା ପରେ ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ଶୁକ୍ରବାର ଉକ୍ତ ସେବାଶ୍ରମ…
ଇପିଏଫ୍ ସଂଘ ପକ୍ଷରୁ ପେନସନ ବୃଦ୍ଧି ନେଇ ଦାବିପତ୍ର
ନୂଆପଡ଼ା, ୯।୧ (ମକାରୁ ବେମାଲ): ନୂଆପଡ଼ା ଜିଲା ଇପିଏଫ୍ ସଂଘ ପକ୍ଷରୁ ପେନସନ ବୃଦ୍ଧି ନେଇ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସଂଘ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୪ ଦଫା ଦାବିପତ୍ର ଅତିରିକ୍ତ ଜିଲାପାଳ ସୁବାଷ…
ଝିଅ ଜନ୍ମ ପରେ ଦେଉଥିଲେ ଯୌତୁକ ନିର୍ଯାତନା, ବାପଘରକୁ ଯିବା ପରେ ଦ୍ୱିତୀୟ ବିବାହ: ଥାନାରେ ସ୍ତ୍ରୀ ଦେଲେ…
ଦିଗପହଣ୍ଡି,୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏନ୍.ପୁଷ୍ପା ରେଡ୍ଡୀଙ୍କୁ ତାଙ୍କ ସ୍ବାମୀ ଏନ୍. ସୂର୍ଯ୍ୟ ରେଡ୍ଡୀ ଏବଂ ଶାଶୁ, ଶ୍ବଶୁର, ନଣନ୍ଦ ଅଧିକ ଯୌତୁକ ପାଇଁ ଶାରୀରିକ ଓ ମାନସିକ ନିର୍ଯାତନା ଦେଇଥିବା…
ଟ୍ୟୁଶନ ସାରି ଘରକୁ ଫେରୁଥିଲେ ଛାତ୍ରୀଛାତ୍ର: ଅଟୋକୁ ପିଟିଲା ବାଇକ୍; ୩ ଦୁର୍ଘଟଣାରେ…
ଭଞ୍ଜନଗର,୯।୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ଷଡ଼ଙ୍ଗୀ ପଲ୍ଲୀ ଛକ ନିକଟରେ ଶୁକ୍ରବାର ରାତି ପ୍ରାୟ ୮ ଟାରେ ଏକ ସ୍କୁଲ ଅଟୋ ସହ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାରୁଡ଼ା ଗ୍ରାମର ଜଣେ…
ଘୋଡ଼ାହାଡ଼ ଡ୍ୟାମ୍ରେ ଶେଷ ହେଲା କୁମ୍ଭୀର ଗଣନା: କୁମ୍ଭୀର ସଂଖ୍ୟା..
ଦିଗପହଣ୍ଡି,୯ା୧(ଅଶେଷ ନାଥ ମିଶ୍ର): ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ସନ୍ନିି ଖୋଖରଙ୍କ ତତ୍ୱାବଧାନରେ ଦିଗପହଣ୍ଡି ବ୍ଳକ ଖମାରି ଗାଁ ପଞ୍ଚାୟତ ସଂଲଗ୍ନ ଘୋଡ଼ାହାଡ଼ ଡ୍ୟାମରେ ୪ ଦିନ ଧରି ଚାଲିଥିବା କୁମ୍ଭୀର ଗଣନା କାର୍ଯ୍ୟକ୍ରମ…
ସମାନ ହୋଟେଲ ହେଲେ ଅଲଗା ରୁମ୍: ହେଲା ବଡ଼ ଖୁଲାସା!
ମୁମ୍ବାଇ: ବଲିଉଡ୍ର ‘ପିଆର୍ ଷ୍ଟାର’ କାର୍ତ୍ତିକ ଆର୍ୟନଙ୍କ ଲଭଲାଇଫ୍ ଏବେ ଚର୍ଚ୍ଚାରେ। କିଛିଦିନ ତଳେଇଣ୍ଡଷ୍ଟ୍ରି ବାହାରୁ ଆସିଥିବା ଏହି ଅଭିନେତାଙ୍କ ଫିଲ୍ମ ‘ତୁ ମେରି ମୈ ତେରା, ମେ ତେରି ତୁ ମେରି’ ରିଲିଜ ହୋଇଥିଲା। ଫିଲ୍ମର ବିଫଳତାକୁ ନେଇ ଚର୍ଚ୍ଚା…
ଜାମୁ ଗଛ ପାଇଁ ଭାଇକୁ ମାରିଲେ ଭାଇ: ଏପଟେ ସ୍ବାମୀଙ୍କ ବାଟକୁ ଚାହିଁ ରହିଥିଲେ ସ୍ତ୍ରୀ- ଝିଅ
ରାୟଗଡ଼ା/ଅମ୍ବାଦଳା,୯।୧(ଆଶିଷ ରଞ୍ଜନ ପଣ୍ଡା/ରବୀନ୍ଦ୍ର ପଣ୍ଡା): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ବାପାଙ୍କ ପୁଅ ଟାଙ୍ଗିଆ ଚୋଟରେ ସାନବାପାଙ୍କ ପୁଅର ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଇଚ୍ଛାପୁର ପଞ୍ଚାୟତର ବଡ଼ନାଗଝରି ଗ୍ରାମରେ ଶୁକ୍ରବାର ଏଭଳି ହତ୍ୟାକାଣ୍ଡ ଘଟିଛି।…
ଅକ୍ଷୟ ସୁନିଲ ଅଗ୍ରୱାଲ ଗଜପତିର ନୂତନ ଜିଲାପାଳ
ଗଜପତି,୯।୧(ଗିରିଧାରୀ ପରିଛା): ଗଜପତି ଜିଲାର ନୂତନ ଜିଲାପାଳ ଭାବରେ ଅକ୍ଷୟ ସୁନିଲ ଅଗ୍ରୱାଲ, ଭାପ୍ରସେ ଶୁକ୍ରବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ନୂତନ ଜିଲାପାଳ ପୂର୍ବାହ୍ନରେ ଜିଲା କାର୍ଯ୍ୟାଳୟଠାରେ ଦାୟିତ୍ୱ ଗ୍ରହଣ କରିବା ସହ ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଓ ସମୟାନୁବର୍ତ୍ତିତା ଅବଲମ୍ବନ…
ମହାନଦୀ ସହ ବାହୁଦାକୁ ସଂଯୋଗୀକରଣ ପାଇଁ ରାଜ୍ୟପାଳଙ୍କୁ ଭେଟିଲେ…
ଦିଗପହଣ୍ଡି,୯।୧(ଅଶେଷନାଥ ମିଶ୍ର): ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଆବାହକ ତଥା ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ଅଧିକାରୀ ଡ଼. ବାଳକୃଷ୍ଣ ପଣ୍ଡା ଶୁକ୍ରବାର ଓଡ଼ିଶା ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କୁ ସାକ୍ଷାତ କରି ଦକ୍ଷିଣ ଓଡ଼ିଶାର ଜଳସେଚନ ଓ ଶିଳ୍ପ ବିକାଶ ପାଇଁ ସ୍ମାରକପତ୍ର…
ମାଲେସିଆ ଓପନ ବ୍ୟାଡ୍ମିଣ୍ଟନ: ସେମିଫାଇନାଲରେ ପହଞ୍ଚିଲେ ସିନ୍ଧୁ
କୁଆଲାଲମ୍ପୁର,୯ା୧: ଭାରତର ଦୁଇଥର ଅଲିମ୍ପିକ ପଦକ ବିଜେତା ପି.ଭି. ସିନ୍ଧୁ ମାଲେସିଆ ଓପନ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଥିବା ବେଳେ ପୁରୁଷ ଡବଲ୍ସ ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କି ରେଡ୍ଡୀ କ୍ୱାର୍ଟରଫାଇନାଲରୁ ବିଦାୟ ନେଇଛନ୍ତି। ସିନ୍ଧୁ କ୍ୱାର୍ଟରଫାଇନାଲରେ ଜାପାନର…
ସରିଲା ଦୁଲଦୁଲି: ୫ ଦିନରେ ୨.୭୮ କୋଟି କାରବାର
ଝାରସୁଗୁଡା, ୯ା୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାର ପାରମ୍ପରିକ ଲୋକକଳା ଓ ସଂସ୍କୃତିର ମହାକୁମ୍ଭ ’ଦୁଲଦୁଲି-୨୦୨୬’ ଚଳିତ ବର୍ଷ ବାଣିଜି୍ୟକ କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛି। ଝାରସୁଗୁଡ଼ା ଜିଲା ପ୍ରଶାସନ ଏବଂ ଓର୍ମାସର ମିଳିତ ଆନୁକୁଲ୍ୟରେ ଆୟୋଜିତ ଦୁଲଦୁଲି-୨୦୨୬…
ଅଡୁଆରେ ଚାଷୀ, ଧାନବିକ୍ରି କରିବା ପାଇଁ ମଣ୍ଡିରେ ଜଗି ରହିଥିଲେ, କିନ୍ତୁ…
ବଲାଙ୍ଗୀର, ୯।୧(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲାରେ ଧାନକିଣାରେ ଅଚଳାବସ୍ଥା ଜାରି ରହିଛି। ଚାଷୀମାନେ ଧାନବିକ୍ରି କରି ନ ପାରି ଅଡୁଆ ସ୍ଥିତିରେ ରହିଛନ୍ତି। ମିଲରମାନଙ୍କ ଧର୍ମଘଟ ଯୋଗୁ ଚାଷୀଙ୍କ ଅଡୁଆ ଆହୁରି ବଢ଼ିଯାଇଛି। ଗତ ୪/୫ ଦିନ ହେଲା…
Archives


