Home Left

ସଙ୍ଗୀତାଙ୍କୁ ମିଳିପାରେ ବିଜେଡି ଟିକେଟ

ନିମାପଡ଼ା,୬ା୪(ରଞ୍ଜନ ପଟ୍ଟନାୟକ): ବର୍ତ୍ତମାନ ପରିସ୍ଥିତିରେ ନିମାପଡ଼ା ବିଜେଡି ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳୀୟ ଟିକେଟ କାହାକୁ ମିଳିବ ସେ ନେଇ ସସ୍‌ପେନ୍ସ ଲାଗିରହିଛି। ଗୁରୁବାର ଟିକେଟ ଆଶାରେ ଭାଜପା ଛାଡ଼ି ଦିଲୀପ ନାୟକ ବିଜେଡିରେ ଯୋଗଦେଇଥିଲେ। ଶଙ୍ଖଭବନରେ ଆୟୋଜିତ ସ୍ବତନ୍ତ୍ର…

ଗ୍ରାହକ ଚାହିଦାକୁ ଗୁରୁତ୍ୱ

ଭୁବନେଶ୍ୱର,୬।୪: କ୍ରମାଗତ ୧୫ବର୍ଷ ଧରି ୧ ନମ୍ବର ତଥା ସର୍ବଭାରତୀୟସ୍ତରରେ ପ୍ରମୁଖ ଉପକରଣ ବ୍ରାଣ୍ଡ୍‌ ଭାବେ ହାୟର ବଜାରରେ ତା’ର ସ୍ଥିତି ସୁଦୃଢ଼ କରିଆସିଛି। ହେକ୍‌ଜା ଇନ୍‌ଭର୍ଟର ପ୍ରଯୁକ୍ତି ସହ ସୁପର ହେଭି ଡ୍ୟୁଟି ରେଞ୍ଜର ଉପତ୍ାଦ ବଜାରକୁ ଆଣିଛି। ଏହି…

ବେଦାନ୍ତ ଆଲୁମିନିୟମର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୬।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଭାରତର ସର୍ବବୃହତ୍‌ ଆଲୁମିନିୟମ ଉପତ୍ାଦକ ବେଦାନ୍ତ ଆଲୁମିନିୟମ ସମ୍ପ୍ରସାରଣ ଯୋଜନାରେ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଖୁଣ୍ଟ ହାସଲ କରିଛି। ଏପରିକି କମ୍ପାନୀ ୩ ମିଲିୟନ ଟନ (ଏମ୍‌ଟିପିଏ)ର ଆଲୁମିନିୟମ ଉପତ୍ାଦନ କ୍ଷମତା ବିଶିଷ୍ଟ…

ଅଜନ୍ତା ଶୁଜ୍‌ର ସମ୍ପ୍ରସାରଣ ୟୁନିଟ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୬।୪ (ଅଭୟ ଦାଶ): ଅଜନ୍ତା ଶୁଜ୍‌ (ଇଣ୍ଡିଆ) ପ୍ରାଇଭେଟ୍‌ ଲିମିଟେଡ୍‌ ବା ଅଜନ୍ତା ଫୁଟ୍‌କେୟାରର ସମ୍ପ୍ରସାରଣ ୟୁନିଟ୍‌ ଶୁକ୍ରବାର ଭୁବନେଶ୍ୱରର ଅଶୋକନଗର ଜନପଥଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଅଜନ୍ତା ଶୁଜ୍‌ସର ଆର୍‌ଏମ୍‌ ଓଡ଼ିଶା ସୁବାସ ପଣ୍ଡାଙ୍କ ସମେତ ମ୍ୟାନେଜର (ମାର୍କେଟିଂ) ମଦନ…

ଖାଇବା ତେଲ ମହଙ୍ଗା

ଭୁବନେଶ୍ୱର,୬।୪(ଅନୁରାଧା ମହାରଣା): ସମଗ୍ର ବିଶ୍ୱରେ ଖାଦ୍ୟ ସାମଗ୍ରୀର ମୂଲ୍ୟରେ ବୃଦ୍ଧି ହୋଇଛି। ୨୦୨୩ ଜୁଲାଇ ପରେ ପ୍ରଥମ ଥର ପାଇଁ ୨୦୨୪ ମାର୍ଚ୍ଚରେ ବିଶ୍ୱସ୍ତରରେ ଖାଦ୍ୟ ମୂଲ୍ୟରେ ବୃଦ୍ଧି ଘଟିଥିବା ଦେଖିବାକୁ ମିଳିଛି। ସଂଯୁକ୍ତ ରାଷ୍ଟ୍ରର ଖାଦ୍ୟ ଏବଂ କୃଷି ସଙ୍ଗଠନ(ଏଫ୍‌ଏଓ) ସୂଚନାନୁସାରେ,…

ଆର୍‌ବିଆଇର ନୂତନ ଓ୍ବେବ୍‌ସାଇଟ, ମୋବାଇଲ ଆପ୍‌ ଉନ୍ମୋଚିତ

ଭୁବନେଶ୍ୱର,୬।୪(ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ନୂଆ ମୋବାଇଲ ଓ ଓ୍ବେବ୍‌ସାଇଟ୍‌ ଶୁକ୍ରବାର ଉନ୍ମୋଚନ କରାଯାଇଛି। ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ଏହାର ଉନ୍ମୋଚନ କରିଛନ୍ତି। https://website.rbi.org.inରେ କିମ୍ବା ଆର୍‌ବିଆଇ ପକ୍ଷରୁ ଜାରି କରାଯାଇଥିବା କ୍ୟୁଆର୍‌ କୋଡ୍‌ ମାଧ୍ୟମରେ ଲଗ୍‌ଇନ୍‌ କରିହେବ। ସେହିପରି…

ନେପାଳରେ ଚମକିଲେ ସୁବର୍ଣ୍ଣପୁରର ୩ କୁନି ମଡେଲ

ସୋନପୁର,୬ା୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରର ୩ ଝିଅ ନେପାଳର ରାଜଧାନୀ କାଠମାଣ୍ଡୁରେ ଆୟୋଜିତ ଅନ୍ତର୍ଜାତୀୟ ମଡେଲିଂ ପ୍ରତିଯୋଗିତାରେ ଭାଗ ନେଇ ନିଜର ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଛନ୍ତି। କୁନି ମଡେଲ ବିଶ୍ୱବିଜୟିନୀ, ସୁଚିସ୍ମିତା ଓ ହର୍ଷିତା ବିଦେଶ ମାଟିରେ ଚମକିବା ସହ ଜିଲା…

ଆଡ୍‌ମିଟ୍‌ କାର୍ଡ ପାଇଁ ଟଙ୍କା

ଚନ୍ଦାହାଣ୍ଡି, ୬।୪(ଦିଲୀପ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ସରକାରୀ ପାନାବେଡ଼ା ନୂତନ ହାଇସ୍କୁଲ ଛାତ୍ରୀଛାତ୍ରଙ୍କଠାରୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଆଡ୍‌ମିଟ୍‌ କାର୍ଡ ଦେବା ସମୟରେ ଟଙ୍କା ଆଦାୟ କରାଯାଇଛି। ଏହି ସମୟର ଏକ ଭିଡିଓ ଏବେ ଭାଇରାଲ ହେଉଛି।…

ଝୁଲିଛି ୩୯ ଆସନ: ଅଧିକାଂଶରେ ବିଦ୍ରୋହୀ ଚିନ୍ତା

ଭୁବନେଶ୍ୱର,୬ା୪(ଅନିଲ ଦାସ): ବିଜେଡି ଏ ପର୍ଯ୍ୟନ୍ତ ୩ଟି ପର୍ଯ୍ୟାୟରେ ୨୦ ଲୋକ ସଭା ଏବଂ ୧୦୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବାଲେଶ୍ୱର ଲୋକ ସଭା ଆସନ ସମେତ ୩୯ ବିଧାନସଭା ଆସନର ଘୋଷଣା ବାକି ରହିଛି।…

ବିଶ୍ୱଭୂଷଣ ଭାଜପା ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

ଅସ୍ତରଙ୍ଗ,୬ା୪(ପ୍ରଦୀପ୍ତ କୁମାର ଦୀକ୍ଷିତ): ପ୍ରଦେଶ କଂଗ୍ରେସ କମିଟି ଉପସଭାପତି ବିଶ୍ୱଭୂଷଣ ଦାସ ଦଳରୁ ଇସ୍ତଫା ଦେବା ପରେ ଶୁକ୍ରବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ସେ କାକଟପୁର ନିର୍ବାଚନମଣ୍ଡଳୀରୁ ୨୦୦୯ ଓ ୨୦୧୯ରେ କଂଗ୍ରେସରୁ ବିଧାୟକ ପ୍ରାର୍ଥୀ ଭାବେ ଲଢି…

ସୋମା ସେନ୍‌ଙ୍କୁ ସୁପ୍ରିମକୋର୍ଟ ଜାମିନ

ନୂଆଦିଲ୍ଲୀ,୬ା୪: ଏଲ୍‌ଗାର ପରିଷଦ-ମାଓବାଦୀ ଲିଙ୍କ୍‌ ମାମଲାରେ ଅଭିଯୁକ୍ତ ମହିଳା ଅଧିକାର କର୍ମୀ ସୋମାକାନ୍ତି ସେନ୍‌ଙ୍କୁ ସୁପ୍ରିମକୋର୍ଟ ଶୁକ୍ରବାର ଜାମିନ ମଞ୍ଜୁର କରିଛନ୍ତି। ଇଂଲିଶ ପ୍ରଫେସର ସୋମାଙ୍କୁ ୨୦୧୮ ଜୁନ୍‌ ୬ରେ ଗିରଫ କରାଯାଇଥିଲା। ଜଷ୍ଟିସ୍‌ ଅନିରୁଦ୍ଧ ବୋଷ ଏବଂ ଅଗଷ୍ଟିନ୍‌ ଜର୍ଜ ମସିହଙ୍କ…

‘ଦି କେରଲା ଷ୍ଟୋରି’ ପ୍ରସାରଣକୁ କଂଗ୍ରେସର ବିରୋଧ

ଥିରୁଭାନନ୍ଥପୁରମ୍‌,୬ା୪: ବିବାଦୀୟ ଚଳଚ୍ଚିତ୍ର ‘ଦି କେରଲା ଷ୍ଟୋରି’ ଦୂରଦର୍ଶନରେ ପ୍ରସାରଣ ଲାଗି ନିଷ୍ପତ୍ତି ହୋଇଥିବାରୁ ଏହା ବିରୋଧରେ କେରଳର କଂଗ୍ରେସ ପାର୍ଟି ଭାରତର ନିର୍ବାଚନ କମିଶନ (ଇସିଆଇ)ଙ୍କ ଦ୍ୱାରସ୍ଥ ହୋଇଛି। ଊକ୍ତ ଚଳଚ୍ଚିତ୍ର ପ୍ରସାରଣ ବନ୍ଦ ରଖିବା ନିମନ୍ତେ ଦୂରଦର୍ଶନକୁ ନିର୍ଦ୍ଦେଶ ଦେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri