Home Left

ମଧ୍ୟପ୍ରାଚ୍ୟରେ ଘନଉଛି ଯୁଦ୍ଧ, ଆମେରିକା ପଠାଇଲା ଯୁଦ୍ଧଜାହାଜ

ଓ୍ବାଶିଂଟନ,୪ା୮: ଇସ୍ରାଏଲ୍‌ ଆକ୍ରମଣରେ ଗାଜାର ଶାସକ ହମାସ୍‌ ମୁଖ୍ୟ ଇସ୍‌ମାଇଲ ନିହତ ହେବା ପରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଲାଗିରହିଛି। ଇରାନ ଏବଂ ଏହାର ସହଯୋଗୀ ହମାସ୍‌ ଓ ହେଜବୋଲ୍ଲା ପକ୍ଷରୁ ଯୁଦ୍ଧ ଧମକ ଦିଆଯାଇଛି। ଇସ୍ରାଏଲ୍‌ ଏବଂ ଇରାନ ଯୁଦ୍ଧର ନିକଟତର…

ବୟାନବାଜି, ଡାକବାଜିରେ ସୀମିତ ଉଚ୍ଛେଦ ପ୍ରକ୍ରିୟା

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ): ସରକାରୀ ଜମି ଉପରେ ଜବରଦଖଲ ତଥା ବେଆଇନ ନିର୍ମାଣ ଭଙ୍ଗାଯିବ। ବଡ଼ ଅଟ୍ଟାଳିକାରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହେବ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗଣମାଧ୍ୟମ ସମ୍ମୁଖରେ ବାରମ୍ବାର ଏହା କହି ଆସିଛନ୍ତି। ବରଗଡ଼…

ଆଜି ଶ୍ରୀମନ୍ଦିରରେ ଚିତାଲାଗି

ପୁରୀ,୪ା୮(ଅଜିତ୍‌ ମହାନ୍ତି): ଶ୍ରାବଣ ଅମାବାସ୍ୟା ତଥା ଚିତାଲାଗି ଅମାବାସ୍ୟା ଅବସରରେ ରବିବାର ଅପରାହ୍ନ ୨ଟାରୁ ସା ୬ଟା ୪ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗ ନୀତି ସମ୍ପନ୍ନ ହୋଇଥାଏ। ଦଇତାପତି ସେବକମାନେ ଏହି ନୀତି…

ଲାଞ୍ଚନେଇ ମୃତ୍ତିକା ସଂରକ୍ଷଣ ବିଭାଗ ଓଭରସିଅର ଗିରଫ

ସୋନପୁର,୪ା୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ମୃତ୍ତିକା ସଂରକ୍ଷଣ ବିଭାଗ ଓଭରସିଅର ସୁଧାଂଶୁ ଶେଖର ରଣା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ କାଦୋଦର ପଞ୍ଚାୟତ ବୀରସିଂହପୁର ଗ୍ରାମର ଫାର୍ମପଣ୍ଡ ହିତାଧିକାରୀ ରାମଚନ୍ଦ୍ର ମହାକୁରଙ୍କ ନିକଟରୁ ମଷ୍ଟର ରୋଲ ପ୍ରସ୍ତୁତି ପାଇଁ…

୬ରୁ ଭୁବନେଶ୍ୱରରେ ଅଟୋ ସେବା ବନ୍ଦ ଡାକରା

ଭୁବନେଶ୍ୱର,,୪ା୮(ଅନୁରାଧା ମହାରଣା): ବିଭିନ୍ନ ସମସ୍ୟା ଓ ଦାବି ନେଇ ଓଡ଼ିଶା ପରିବହନ ବିଭାଗକୁ ଅବଗତ କରାଯାଇଥିଲେ ମଧ୍ୟ କିଛି ସୁଫଳ ମିଳୁନି। ବାରମ୍ବାର ଦାବି ଓ ଆନ୍ଦୋଳନ ସତ୍ତ୍ୱେ ଦାବି ପୂରଣ ହେଉ ନ ଥିବାରୁ ଶେଷରେ ସ୍ମାର୍ଟସିଟି ଅନଲାଇନ୍‌ ଅଟୋ…

୬ରୁ ପୁଣି ବଢ଼ିବ ବର୍ଷା

ଭୁବନେଶ୍ୱର,୪ା୮ (ଅନୁରାଧା ମହାରଣା) : ବଙ୍ଗୋପସାଗରରେ ଶନିବାର ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଉପରେ ଏହି ଲଘୁଚାପ କେନ୍ଦ୍ରୀଭୂତ ରହିଛି। ତେବେ ସମ୍ପୂର୍ଣ୍ଣ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନରୁ ବାୟୁମଣ୍ଡଳରେ ୭.୬ କି.ମି. ଉଚ୍ଚତା ଯାଏ…

ଆତ୍ମହତ୍ୟା ନୁହେଁ ସମାଧାନ

ଆତ୍ମହତ୍ୟାକୁ ନେଇ ବହୁତ ଖବର ଏବେ ଶିରୋନାମା ପାଲଟିଯାଉଛି ଅନେକ ଜାଗାରେ। କହିବାକୁ ଗଲେ ଏହା ଏବେ ଏକ ବଡ଼ ସ୍ବାସ୍ଥ୍ୟ ସଙ୍କଟ ପାଲଟିଯାଇଛି ବୋଲି କହିଲେ କିଛି ଭୁଲ୍‌ ହେବନାହିଁ। ଯଦି ଟିକେ ପଛକୁ ଯିବା ତେବେ ଦେଖିବା ଆତ୍ମହତ୍ୟାର…

ସବୁରି ଉପରେ ମଣିଷ ସତ୍ୟ (ନନ୍ଦିନୀ ଶତପଥୀଙ୍କ ଜୀବନଦୃଷ୍ଟି)

ମର-ଜଗତରେ ଯାହା କିଛି ଦୃଶ୍ୟମାନ, ତାହା ସବୁ କ୍ଷୟଶୀଳ। ଗଛଲତା, ପଶୁପକ୍ଷୀଙ୍କ ପରି ମଣିଷ ଜନ୍ମ ହେଲେ ମରେ। ଏହି ମୃତ୍ୟୁଶୀଳତା ଭିତରେ କିନ୍ତୁ ଏପରି କୌଣସି କୌଣସି ବ୍ୟକ୍ତିଙ୍କର ଆବିର୍ଭାବ ଘଟେ, ଯାହାଙ୍କର ଜୀବନାବସାନ ପରେ ବି ତାଙ୍କ ବିଚାରବୋଧର…

ମୁକ୍ତସ୍ବରର ପ୍ରଭାବ

‘ପ୍ରଚାର’(ପ୍ରୋପାଗଣ୍ଡା) ଶବ୍ଦର ଅର୍ଥକୁ ଅଭିଧାନ ‘ସୂଚନା’ ବୋଲି ବ୍ୟାଖ୍ୟାକରେ। ଏହା ରାଜନୈତିକ ଉଦ୍ଦେଶ୍ୟ ବା ଦୃଷ୍ଟିକୋଣକୁ ପ୍ରୋତ୍ସାହିତ କରିବା ପାଇଁ ବ୍ୟବହୃତ ହୋଇଆସୁଛି। ଅତୀତରେ ଦୂରଦର୍ଶନକୁ ନିୟନ୍ତ୍ରଣ କରାଯାଇ ପ୍ରଚାର କରାଯାଉଥିଲା କିମ୍ବା ଅନ୍ତତଃ ପକ୍ଷେ ତାହାକୁ ହିଁ ରାଜନୈତିକ ଦଳ…

ଭାରତନାଟ୍ୟମ୍‌ ନୃତ୍ୟଶିଳ୍ପୀ ୟାମିନୀ କ୍ରିଷ୍ଣମୂର୍ତ୍ତିଙ୍କ ପରଲୋକ

ନୂଆଦିଲ୍ଲୀ,୩ା୮: ପଦ୍ମ ବିଭୂଷଣ ବିଜୟିନୀ ବର୍ଷୀୟାନ ଭାରତନାଟ୍ୟମ୍‌ ନୃତ୍ୟଶିଳ୍ପୀ ଡ. ୟାମିନୀ କ୍ରିଷ୍ଣମୂର୍ତ୍ତିଙ୍କର ଶନିବାର ଅପରାହ୍ନରେ ପରଲୋକ ହୋଇଯାଇଛି। ତାଙ୍କୁ ୮୪ ବର୍ଷ ହୋଇଥିଲା। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥାଇ ୭ ମାସ ହେଲା ଆପୋଲୋ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।…

କେଦାରନାଥରେ ଫସିଲେ କେନ୍ଦୁଝରର ୪ ଭକ୍ତ

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ୪ ଜଣ ବୋଲବମ୍‌ ଭକ୍ତ ଉତ୍ତରାଖଣ୍ଡର କେଦାରନାଥରେ ଫସି ରହିଛନ୍ତି। ୩ ଦିନ ହେଲାଣି ସେମାନେ ସେଠାରେ ଫସି ରହିଥିବା ସୂଚନା ମିଳିଛି। ତେଲକୋଇ ଥାନା ଅଞ୍ଚଳର ୩ ଜଣ ଓ ସଦର ଥାନା…

ରାମଙ୍କ ଅସ୍ତିତ୍ୱର କୌଣସି ଐତିହାସିକ ପ୍ରମାଣ ନାହିଁ: ଡିଏମ୍‌କେ ନେତାଙ୍କ ବିବାଦୀୟ ବୟାନ

ଚେନ୍ନାଇ, ୩।୮: ତାମିଲନାଡ଼ୁରେ ଭଗବାନ ରାମଙ୍କୁ ନେଇ ବିବାଦ ଆରମ୍ଭ ହୋଇଛି। ରାଜ୍ୟର ଦ୍ରାବିଡ଼ ମୁନେତ୍ର କଡ଼ଗମ(ଡିଏମ୍‌କେ) ସରକାରଙ୍କ ପରିବହନ ମନ୍ତ୍ରୀ ଏସ୍‌. ଏସ୍‌. ଶିବଶଙ୍କର ସୋମବାର ରାମଙ୍କୁ ନେଇ ବିବାଦୀୟ ବୟାନ ଦେଇଛନ୍ତି। ଅରିୟାଲୁରରେ ଚୋଳ ବଂଶର ଶାସକ ରାଜେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?