Home Left

‘ଚକ୍ରବୂ୍ୟହ’ ବକ୍ତବ୍ୟରୁ ଇଡିର ଚଢ଼ାଉ ଯୋଜନା

ନୂଆଦିଲ୍ଲୀ,୩ା୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ‘ଚକ୍ରବୂ୍ୟହ’ ବକ୍ତବ୍ୟ ପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତାଙ୍କ ବିରୋଧରେ ଚଢ଼ାଉ କରିବା ପାଇଁ ଯୋଜନା ଚଳାଇଛି। ରାହୁଲ ଶୁକ୍ରବାର ସକାଳେ ଏପରି ଦାବିକରି ଚହଳ ସୃଷ୍ଟି କରିଛନ୍ତି। ଅନ୍ୟପକ୍ଷେ…

୨୦ହଜାରରୁ ଊର୍ଦ୍ଧ୍ୱ ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି

ଖୋର୍ଦ୍ଧା,୩ା୮(ପ୍ରଭାତ ପାଣିଗ୍ରାହୀ): ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ଶୁକ୍ରବାର ଖୋର୍ଦ୍ଧା ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଶିଳ୍ପ ସଂସ୍ଥା ପରିସରରେ ପ୍ରକୃତି ପାଇଁ ଚାରାଟିଏ ଆହ୍ବାନ ଦେଇ ଚାରାରୋପଣ କରିଥିଲେ। ଏହି ଅବସରରେ ମନ୍ତ୍ରୀ ସ୍ବାଇଁ ବରୁଣେଇ…

ଶିକ୍ଷକଙ୍କ ନାଁରେ ମାମଲା, ରାତି ୧୨ଟାରେ ଛାତ୍ରୀଙ୍କୁ କ୍ୱାର୍ଟର୍ସକୁ ଡାକି…

କାଲିମେଳା, ୩ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଜାତି ଓ ଜନଜାତି ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ସେହି ବିଦ୍ୟାଳୟର ଜନୈକ ଶିକ୍ଷକ ବଳାତ୍କାର କରିବା ସହ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଡିଓଙ୍କୁ କୋର୍ଟ ଚାଲାଣ, ସରକାରୀ ଗାଡ଼ିରୁ ୪.୯୨ ଲକ୍ଷ ଜବତ କରିଥିଲା ଭିଜିଲାନ୍ସ

ଭବାନୀପାଟଣା,୩ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକଙ୍କୁ ଭିଜିଲାନ୍ସ ବିଭାଗ ଶୁକ୍ରବାର ଗିରଫ ପରେ କୋର୍ଟ ଚାଲାଣ କରିଛି। ଏଥିସହ ବିଭାଗ ପକ୍ଷରୁ ତାଙ୍କ ନାଁରେ ମାମଲା(ନଂ.୧୪/୨୦୨୪) ରୁଜୁ କରାଯାଇଛି। ସୂଚନା ଅନୁଯାୟୀ ଗୁରୁବାର ଅପରାହ୍ନରେ ବିଡିଓ…

ମମତାଙ୍କ ଇସ୍ତଫା ପରେ ବିଜେଡିର ଚେତା ପଶିଲା, ଦଳୀୟ ନେତାଙ୍କୁ ପରାମର୍ଶ ଦେଇ ନବୀନ କହିଲେ…

ଭୁବନେଶ୍ୱର,୩।୮ (ଅନିଲ ଦାସ): ମୟୂରଭଞ୍ଜ ଜିଲା ବିଜେଡି ନେତୃବୃନ୍ଦ ଶୁକ୍ରବାର ସନ୍ଧ୍ୟାରେ ନବୀନ ନିବାସଠାରେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ଜିଲାର ସାମ୍ପ୍ରତିକ ରାଜନୈତିକ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ଜିଲାର ସାମଗ୍ରିକ ବିକାଶ କ୍ଷେତ୍ରରେ ବିଜେଡି ସରକାର…

ଭଞ୍ଜସେନା ମୁଖ୍ୟ କଂଗ୍ରେସ ମୁହାଁ

ବାରିପଦା,୩ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସାଧାରଣ ନିର୍ବାଚନ ପରେ ପୁଣି ମୟୂରଭଞ୍ଜ ଜିଲା ରାଜନୀତି ସରଗରମ ହେବାରେ ଲାଗିଛି। କିଛିଦିନର ବ୍ୟବଧାନ ପରେ ଏବେ ଦଳ ବଦଳ ପ୍ରକ୍ରିୟା ଆରମ୍ଭ ହୋଇଛି। ୨ଦିନ ପୂର୍ବେ ବିଜେଡିର ପ୍ରାଥମିକ ସଦସ୍ୟ ଓ ରାଜ୍ୟ ସଭା…

ଶ୍ରେଣୀଗୃହରୁ ଭିଡ଼ିଆଣି ୨ ଛାତ୍ରଙ୍କୁ ମାଡ଼

ନୟାଗଡ଼,୩।୮(ଲୋକନାଥ ମିଶ୍ର): ଛୁଁଆ ଅଛୁଁଆ ଭେଦଭାବକୁ ନେଇ ନୟାଗଡ଼ ସଦର ଥାନା ଅନ୍ତର୍ଗତ ମାଛିପଡ଼ାସ୍ଥିତ ଗୋଟିଏ କ୍ୟାମ୍ପସରେ ଥିବା ଚନ୍ଦ୍ରଶେଖର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଶ୍ୟାମବନ୍ଧୁ ଉଚ୍ଚ ବିଦ୍ୟାଳୟ ପରିସର କିଛିଦିନ ହେଲା ଅଶାନ୍ତ ହୋଇପଡ଼ିଛି। କେତେଜଣ ସବର୍ଣ୍ଣ…

ଏଇ ଭାରତରେ

ପେସାରେ ନର୍ସ, କିନ୍ତୁ ସାପ ଉଦ୍ଧାର କରି ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି ଛତିଶଗଡ଼ ରାୟପୁରର ଅଜିତା ପାଣ୍ଡେ। ସେ ୧୦ ବର୍ଷ ମଧ୍ୟରେ ଅନେକ ହଜାର ସାପ ଉଦ୍ଧାର କରିସାରିଲେଣି। ଲୋକମାନଙ୍କଠାରୁ କଲ୍‌ ପାଇବା କ୍ଷଣି ସେହି ସ୍ଥାନରେ…

ଦୀର୍ଘସ୍ଥାୟୀ ଲକ୍ଷଣର ରୋଗ

ମନୁଷ୍ୟର ଶରୀର ଓ ମନ ପରସ୍ପର ସହିତ ଅତ୍ୟନ୍ତ ନିବିଡ଼ ଭାବେ ଜଡ଼ିତ। ସୁସ୍ଥ ଜୀବନ ନିମନ୍ତେ ଉଭୟ ମନ ଓ ଶରୀର ମଧ୍ୟରେ ଠିକ୍‌ ସମନ୍ବୟ ରହିବା ଜରୁରୀ । ଯେତେବେଳେ ଏହି ସମନ୍ବୟରେ କୌଣସି ଅସୁବିଧା ଦେଖାଦିଏ, ସେତେବେଳେ…

ବନୀକରଣ ଓ ବନବାସ୍ତବତା

ଦିନେ ଏହି ପୃଥିବୀ ଥିଲା ନିବିଡ଼ ନିରନ୍ଧ୍ର ଅରଣ୍ୟାନୀରେ ପରିପୂର୍ଣ୍ଣ। ମାତ୍ର ଜଙ୍ଗଲ ଉପରେ ଅତ୍ୟାଚାର ବଢ଼ିବା ପରେ ବିଗିଡ଼ିବାକୁ ଲାଗିଲା ସୁସ୍ଥ ସୁନ୍ଦର ପରିବେଶ। ସଭ୍ୟତା ଆରମ୍ଭରେ ଜଙ୍ଗଲ କ୍ଷୟର କାରଣ ଥିଲା ଚାଷର ବିସ୍ତାର। ମଣିଷ କୃଷିକାର୍ଯ୍ୟ ଶିଖିବା…

ଗୌବାଙ୍କ ରେକର୍ଡ

କ୍ୟାବିନେଟ୍‌ ସଚିବ ରାଜୀବ ଗୌବା ଅଗଷ୍ଟ ଶେଷରେ ଅବସର ନେବେ। ଏହି ପଦବୀରେ ସବୁଠୁ ଅଧିକ ଦିନ ରହିବାରେ ସେ ରେକର୍ଡ କରିବାକୁ ଯାଉଛନ୍ତି। ଝାଡ଼ଖଣ୍ଡ କ୍ୟାଡରର ୧୯୮୨ ବ୍ୟାଚ୍‌ ଆଇଏଏସ୍‌ ଅଧିକାରୀ ଗୌବା ପ୍ରମୁଖ ଶୀର୍ଷ ଦାୟିତ୍ୱରେ ପାଞ୍ଚବର୍ଷ ପୂରା…

ଭାରତ-ଶ୍ରୀଲଙ୍କା ପ୍ରଥମ ମ୍ୟାଚ ଟାଇ

କଲମ୍ବୋ, ୨।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଶୁକ୍ରବାର ଏଠାରେ ଅନୁଷ୍ଠିତ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚ ଟାଇରେ ଶେଷ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ୫୦ ଓଭରରେ ୮ ଉଇକେଟ ହରାଇ ୨୩୦ ରନ କରିଥିବାବେଳେ ଭାରତ ୪୭.୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?