ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ
ଡେରାଡୁନ୍,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ ଦାନ ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି। ଶ୍ରୀବଦ୍ରିନାଥ ଧାମକୁ ମିଳିଥିବା ଦାନ…
ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି
ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ କେନ୍ଦୁପାଲି ଗ୍ରାମରେ ଅନେକ ଘରେ…
ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା
କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ ଅବରୋଧ ହୋଇଛି। ସହରର ଉପକଣ୍ଠ ରେଲଓ୍ବେ ଓଭର ବ୍ରିଜ୍ ନିକଟରେ ଆଣ୍ଠୁଏ ବର୍ଷା…
ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ
ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର ସହିତ ନେଇଛନ୍ତି। ଶନିବାର ଜିଲାପାଳ ଗୋୟଲ ଏହି ଘଟଣାକୁ ନେଇ କହିଛନ୍ତି, ବିଜେପୁରସ୍ଥିତ…
ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ
କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ଜଣ ଅସୁସ୍ଥ ହୋଇପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ସମସ୍ତଙ୍କୁ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟ…
ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ
କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍ ଲିକ୍ ହୋଇ କେନ୍ଦୁଝରର ୧୩ଜଣ ଶ୍ରମିକ ମୃତ୍ୟୁବରଣ କରିଛନ୍ତି । ଏହି ଘଟଣା ପରେ ଶନିବାର…
ଜିଲାପାଳଙ୍କୁ ଦାବିପତ୍ର ପରେ ପ୍ରଶାସନ ତତ୍ପର: ଅବକାରୀ ବିଭାଗର ବଡ଼ଧରଣର ଚଢ଼ାଉ, ୪ ଅଭିଯୁକ୍ତଙ୍କ ନାଁରେ ମାମଲା
ଥୁଆମୂଳ ରାମପୁର,୪ା୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଲନାଗୀ ପଞ୍ଚାୟତରେ ବେଆଇନ ମଦ କାରବାର ଯୋଗୁ ସ୍ଥାନୀୟ ଅଞ୍ଚଳରେ ଆର୍ଥିକ ଓ ସାମାଜିକ ସ୍ଥିତି ବିଗିଡ଼ିବା ସହ ଅକାଳ ମୃତ୍ୟୁସଂଖ୍ୟା ବଢ଼ୁଥିବା ନେଇ ଗତ ଗୁରୁବାର ଗ୍ରାମବାସୀ କଳାହାଣ୍ଡି ଜିଲାପାଳ…
ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଆସିଲା ସ୍ବାମୀଙ୍କ ବୟାନ, କହିଲେ କଥାବାର୍ତ୍ତାରେ ସେମିତି କିଛି…
କଟକ,୪ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ସ୍ବାମୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଶୁକ୍ରବାର ରାତି ୧୦ଟା ୨୫ରେ ସ୍ତ୍ରୀଙ୍କ ସହ କଥା ହୋଇଥିଲେ। କଥାବାର୍ତ୍ତାରେ ସେମିତି କିଛି ଅସ୍ବାଭାବିକ ଥିବା ଅନୁଭବ ହୋଇ…
କୋଚିଳା ନଦୀ ବନ୍ଧ ଧସିଲା, ଭୟରେ ଅଞ୍ଚଳବାସୀ
ଧାମନଗର,୪।୭(ସନ୍ତୋଷ କୁମାର ମହାପାତ୍ର): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏନେଇ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ…
ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି: ପିକ୍ଅପ୍ ଜବତ, ପୋଲିସ ୨ ଜଣଙ୍କୁ ଗିରଫ କରି…
ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡ଼ି ପଞ୍ଚାୟତ କାରିପାଙ୍ଗା ଗ୍ରାମର ଅରୁଣ ପ୍ରଧାନଙ୍କ ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରି ହେବାର ମାତ୍ର ଅଧ ଘଣ୍ଟା ମଧ୍ୟରେ କ. ନୂଆଗାଁ ପୋଲିସ…
ପୁରୀରୁ କୋରାପୁଟକୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍, ନୋଟସ ଜାରି କରି ପୂର୍ବତଟ ରେଳ ବିଭାଗ କହିଲା ଆସନ୍ତା…
କୋରାପୁଟ,୪ା୭(ଅମିତାଭ ବେହେରା): ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟାଇ ଆସନ୍ତା ୬ ଜୁଲାଇରେ ପୁରୀ-କୋରାପୁଟ ତ୍ରି-ସାପ୍ତାହିକ ଏକ୍ସପ୍ରେସର ଉଦ୍ଘାଟନୀ ଯାତ୍ରା ଆରମ୍ଭ ହେବ। ଏହି ଅବସରରେ ୦୮୪୦୯ ପୁରୀ-କୋରାପୁଟ ଉଦ୍ଘାଟନୀ ସ୍ପେଶାଲ ଟ୍ରେନ୍ ସୋମବାର ଅପରାହ୍ନ ୧ଟାରେ ପୁରୀ ଷ୍ଟେଶନରୁ ଛାଡ଼ିବ। ପୂର୍ବତଟ…
କାନଝରୀ ଡ୍ୟାମରୁ ଛଡାଗଲା ପ୍ରଥମ ବନ୍ୟାଜଳ
କେନ୍ଦୁଝର,୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ କାନଝରୀ ଡ୍ୟାମ୍ର ଜଳସ୍ତର ବୃଦ୍ଧି ପାଇବାରୁ ଶୁକ୍ରବାର ସନ୍ଧ୍ୟା ସାଢେ ୬ଟାରେ ଗୋଟିଏ ଗେଟ୍ ଖୋଲାଯାଇ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡ଼ାଯାଇଛି। କେନ୍ଦୁଝର ସଦର ଏବଂ ଘଟଗାଁ ବ୍ଲକ ସୀମାନ୍ତରେ…

