Home Left

ମଉଳିଲା ପଦକ ଆଶା, ଅଲମ୍ପିକ୍ସରୁ ବିଦା ହେଲେ ପିଭି ସିନ୍ଧୁ

ନୂଆଦିଲ୍ଲୀ, ୦୨।୦୮: ପ୍ୟାରିସ୍‌ ଅଲମ୍ପିକ୍ସରେ ଭାରତର ପଦକ ଆଶା ଧିରେ ଧିରେ ମଉଳିବାରେ ଲାଗିଛି । ଏ ପର୍ଯ୍ୟନ୍ତ ମାତ୍ର ୩ଟି କ୍ରୀଡ଼ାରେ ଭାରତକୁ ବ୍ରୋଞ୍ଜ ପଦକ ମିଳିଛି । ଅନ୍ୟପଟେ ଦୁଇ ଦଇଥର ପଦକ ବିଜୟ କରିଥିବା ପିଭି ସିନ୍ଧୁଙ୍କ…

୧୮ ହଜାର କର୍ମଚାରୀଙ୍କୁ ଛଟେଇ କରିବ ଇଣ୍ଟେଲ

ନୂଆଦିଲ୍ଲୀ,୨ା୮: ଆମେରିକାର ଚିପ୍ ନିର୍ମାତା କମ୍ପାନୀ ଇଣ୍ଟେଲ ଖର୍ଚ୍ଚକାଟ କରିବା ଲାଗି ଏହାର ୧୫% କର୍ମଚାରୀଙ୍କୁ ଛଟେଇ କରିବାକୁ ନିଷ୍ପତ୍ତି ନେଇଛି। ଏହି ଛଟେଇ ପରେ କମ୍ପାନୀ ପ୍ରାୟ ୨୦ ବିଲିୟନ ଡଲାର ଟଙ୍କା ସଂଚୟ କରିବ। ନିକଟରେ ପ୍ରକାଶ ପାଇଥିବା…

ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨ା୮: ବାଲେଶ୍ୱର ଜିଲାର ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଶୁକ୍ରବାର ତାଙ୍କ ଘରେ ଚଢ଼ାଉ ଚାଲିଛି। ତାଙ୍କ ନାମରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ଏହି ଆଧାରରେ ଭିଜିଲାନ୍ସ ବିଭାଗ…

ଖେଳାଳିଙ୍କୁ ନିଶାଦ୍ରବ୍ୟ ବିଜ୍ଞାପନ କରିବା ମନା:ସରକାରଙ୍କ କଡ଼ା ଚେତାବନୀ ଜାରି

ନୂଆଦିଲ୍ଲୀ,୨।୮: ଦେଶର କୌଣସି ଖେଳାଳିଙ୍କୁ ମଦ୍ୟପାନ କିମ୍ବା ଧୂମପାନର ବିଜ୍ଞାପନ ଦେଖିବାକୁ ମିଳିବ ନାହିଁ। ସ୍ବାସ୍ଥ୍ୟ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଅତୁଲ ଗୋୟଲ ବିସିସିଆଇ ଏବଂ ଏସ୍‌ଏଆଇକୁ ଚିଠି ଲେଖି ଖେଳାଳିଙ୍କଠାରୁ ତୁରନ୍ତ ଆଫିଡେଭିଟ ନେବାକୁ କହିଛନ୍ତି। ଏହି ଚିଠିରେ ଗୋୟଲ…

ବିଷ୍ଣୁପ୍ରସାଦଙ୍କୁ ଝୁରୁଛି ଜନ୍ମମାଟି

ଗୋପ,୨ା୮(ଭାରତୀ ଭୂଷଣ ଉପାଧ୍ୟାୟ): କେରଳର ଓ୍ବାୟନାଡ୍‌ ଭୂସ୍ଖଳନରେ ଓଡ଼ିଆ ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତ୍ୟୁକୁ ନେଇ ତାଙ୍କ ଜନ୍ମମାଟି ପୁରୀ ଜିଲା ଗୋପ ବ୍ଲକ ଅନ୍ତର୍ଗତ ପରାଳ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ତାଙ୍କ ମୃତ୍ୟୁକୁ ସହଜରେ କେହି ବିଶ୍ବାସ…

୧୦,୦୪୧ ରକ୍ତ ନମୁନାରୁ ୨୪୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨ା୮(ବନ୍ଦନା ସେଠୀ): ଚଳିତ ବର୍ଷ ଜୁଲାଇ ୩୦ସୁଦ୍ଧା ବିଏମ୍‌ସି ଅଞ୍ଚଳରେ ମୋଟ ୧୦ ହଜାର ୪୧ଟି ରକ୍ତ ନମୁନା ପରୀକ୍ଷା କରାଯାଇଥିବାବେଳେ ୨୪୧ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୯ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତେବେ…

ଖୁବ୍‌ଶୀଘ୍ର ମୋ ଘର ରେଡ୍‌ କରିବ ସିବିଆଇ: କାହିଁକି ଏମିତି ଦାବି କଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨ା୮: ଲୋକ ସଭାରେ ବିରୋଧୀ ଦଳର ନେତା ତଥା କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଶୁକ୍ରବାର ଏକ ସମ୍ବେଦନଶୀଳ ଦାବି କରିଛନ୍ତି। ସେ କହିଛନ୍ତି, ଜୁଲାଇ ୨୯ରେ ସଂସଦରେ ଦିଆଯାଇଥିବା ‘ଚକ୍ରଭ୍ୟୁ’ ଭାଷଣ ପରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ତାଙ୍କ ଘରେ…

ଲୋପ ପାଇ ଚାଲିଛି କାଡ଼ା ନାଳ

ପଟ୍ଟାମୁଣ୍ଡାଇ,୨ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଚଳିତ ଖରିଫ ଚାଷ ବିଳମ୍ବରେ ଆରମ୍ଭ ହୋଇଛି। କେନାଲ ପାଣି ଡେରିରେ ଆସିବା ଓ ବର୍ଷା ପରିମାଣ କମ ହୋଇଥିବାରୁ ଚାଷୀ ହଇରାଣର ସମ୍ମୁଖୀନ ହେଉଥିଲେ। ବିଳମ୍ବରେ କେନାଲ ପାଣି ଆସିଥିଲେ ମଧ୍ୟ…

ମଧ୍ୟାହ୍ନଭୋଜନରେ ଜୋକ

ବାସୁଦେବପୁର,୨ା୮(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ଅଧୀନ ଦିବାକର ମିଶ୍ର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁବାର ମଧ୍ୟାହ୍ନ ଭୋଜନ ଖାଦ୍ୟରୁ ଜୋକ ବାହାରିଛି। ଏହାକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିବା ବେଳେ ଅଭିଭାବକ ଓ ଗ୍ରାମବାସୀ…

ଓଜିଏସ୍‌ରେ ଇନ୍‌ଭେଷ୍ଟିଚର ସେରିମନି

ଭୁବନେଶ୍ୱର,୨।୮: ଓଡିଏମ୍‌ ଗ୍ଲୋବାଲ ସ୍କୁଲ (ଓଜିଏସ୍‌)ର ବିଦ୍ୟାର୍ଥୀମାନଙ୍କ ଦ୍ୱାରା ଇନ୍‌ଭେଷ୍ଟିଚର ସେରିମନି ଗୁରୁବାର ସ୍କୁଲ ପରିସରରେ ପାଳିତ ହୋଇଯାଇଛି। ଚଳିତ ବର୍ଷ ପେଣ୍ଟାଗନ ଅଞ୍ଚଳରେ ଆୟୋଜିତ ହୋଇଥିବା ଇନ୍‌ଭେଷ୍ଟିଚର ସେରିମନି ଏକ ବଡ ସଫଳତା ଥିଲା,ଯେଉଁଠାରେ ଛାତ୍ରୀଛାତ୍ରଙ୍କୁ ନେତୃତ୍ୱ ଭୂମିକା ଓ…

ଆପଣାଇଲା ନାହିଁ ମା’:ଜନ୍ମର ୩ ଦିନରେ ଆଖିବୁଜିଲା ବାଘଛୁଆ

ବାରଙ୍ଗ,୨।୮(ଲିଙ୍ଗରାଜ ରାଉତ):ମା’ ନ ଆପଣେଇବାରୁ କର୍ମଚାରୀଙ୍କ ଯତ୍ନରେ ବଢୁଥିବା ବାଘଛୁଆର ଗୁରୁବାର ମୃତ୍ୟୁ ଘଟିଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ମଙ୍ଗଳବାର ଧଳା ବାଘୁଣୀ ମୌସୁମୀ ୩ ଶାବକ ଜନ୍ମ ଦେଇଥିଲା। ସେଥିରୁ ୨ ମୃତ ଶାବକ ଥିଲେ। ହେଲେ ସୁସ୍ଥ ଶାବକକୁ…

ଲୋକ ସଭାରେ ଉଠିଲା ମତ୍ସ୍ୟ ମହାବିଦ୍ୟାଳୟ ପ୍ରତିଷ୍ଠା ପ୍ରସଙ୍ଗ

ସୋନପୁର,୨।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ମତ୍ସ୍ୟ ମହାବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଲୋକ ସଭାରେ ପ୍ରଶ୍ନ ଉଠାଇଛନ୍ତି ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂହଦେଓ। ଜିଲାରେ ମହାନଦୀ, ତେଲନଦୀ, ଅଙ୍ଗନଦୀ ଏବଂ ସୁକତେଲ ନଦୀର ବିସ୍ତୀର୍ଣ୍ଣ ଜଳରାଶି ସହ ଏକାଧିକ ଛୋଟ ବଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?