Home Left

ଦୂର ସ୍ଥାନକୁ ଭୋଟ ଦେବାକୁ ଯିବାକୁ ଥିବା କର୍ମଚାରୀଙ୍କୁ ୨ ଦିନ ସ୍ବତନ୍ତ୍ର ଛୁଟି

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):ରାଜ୍ୟରେ ଲୋକ ସଭା ଓ ବିଧାନସଭା ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କୁ ଗୋଟିଏ ଦିନ ସ୍ବତନ୍ତ୍ର ସାମୟିକ ଛୁଟି ମିଳିବ। ମଙ୍ଗଳବାର ଏନେଇ ରାଜ୍ୟ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା ସମସ୍ତ ବିଭାଗୀୟ ସଚିବ ଓ…

ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠାରେ ରାଜ୍ୟ ସରକାର ବିଫଳ: ଭାଜପା

ଭୁବନେଶ୍ୱର,୩।୪(ସୁନିତ୍‌ ମିଶ୍ର):ଦେଶର ଉନ୍ନତିରେ ଶିଳ୍ପ କ୍ଷେତ୍ରର ବଡ଼ ଭୂମିକା ରହିଛି। କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ କ୍ଷେତ୍ର ଦେଶରେ ନିଯୁକ୍ତି ସୃଷ୍ଟି କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରେ। ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ବିକଶିତ ଭାରତ ଗଠନକୁ ଆଗେଇ ନେଉଛି। କିନ୍ତୁ ଦେଶର…

ଭୁବନେଶ୍ୱର ୩ ଆସନ: ବିଜେଡି ଘୋଷଣାକୁ ଅପେକ୍ଷା

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନରେ ଉଭୟ ବିଜେଡି ଏବଂ ଭାଜପା ପାଇଁ ଭୁବନେଶ୍ୱର ଲୋକ ସଭା ଆସନ ବହୁ ଗୁରୁତ୍ୱ ବହନ କରୁଛି। ବର୍ତ୍ତମାନ ସୁଦ୍ଧା ଉଭୟ ଦଳ ଏହି ଲୋକ ସଭା ଆସନରେ ନିଜର ପ୍ରାର୍ଥୀ ଘୋଷଣା କରିସାରିଲେଣି।…

ସ୍ତ୍ରୀ-ସ୍ବାମୀ ସମ୍ପର୍କକୁ ସଜାଡିବାକୁ ଚାହୁଁଥିଲେ ଆପଣାନ୍ତୁ ଏହି ଟିପ୍ସ

ସବୁଠୁ ଅଧିକ ଆପଣାର, ସବୁଠୁ ଅଧିକ ଭରସା ଥିବା ମଜଭୁତ ସମ୍ପର୍କ ଥାଏ ସ୍ବାମୀସ୍ତ୍ରୀଙ୍କ ମଧ୍ୟରେ। ସେଥିପାଇଁ ତ ସେମାନଙ୍କର ପରସ୍ପର ଠାରୁ କିଛି ଆଶା ପ୍ରତ୍ୟାଶା ବି ଥାଏ। ହେଲେ ଅନେକ ସମୟରେ ଅବାସ୍ତବ ଇଛା ରଖିଲେ ସମ୍ପର୍କ ଖରାପ…

୫ ଲୋକ ସଭା ଆସନରେ ସ୍ପଷ୍ଟ ହେଲା ଲଢ଼େଇ

ଭୁବନେଶ୍ୱର,୩ା୪(ଅନିଲ ଦାସ):ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିବା ପରେ ୫ ଲୋକ ସଭା ଆସନରେ ନିର୍ବାଚନ ଲଢ଼େଇର ଚିତ୍ର ସ୍ପଷ୍ଟ ହୋଇଛି। ସୁନ୍ଦରଗଡ଼ରେ ବିଜେଡି ଦିଲୀପ ତିର୍କୀଙ୍କୁ ପ୍ରାର୍ଥୀ କରିଥିବାବେଳେ ବର୍ତ୍ତମାନର ଏମ୍‌ପି ଜୁଏଲ ଓରାମଙ୍କୁ ଭାଜପା ପୁଣିଥରେ…

ପଦ୍ମ ଧରିଲେ ସନ୍ଧ୍ୟାବତୀ, ଲିଙ୍କନ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):ଓଡ଼ିଶାର ବିକାଶ ପାଇଁ ଭାଜପା ଲଢ଼େଇ କରିବ। ରାଜ୍ୟର ପ୍ରତ୍ୟେକ ପ୍ରାନ୍ତରୁ ପ୍ରତିଦିନ ଅନେକ ହଜାର ସଂଖ୍ୟାରେ ବିଭିନ୍ନ ରାଜନୈତିକ ଦଳ, ସାମାଜିକ ସଙ୍ଗଠନର ସଦସ୍ୟ, ପ୍ରତିଷ୍ଠିତ ବ୍ୟକ୍ତିବିଶେଷ ଭାଜପାରେ ଯୋଗଦାନ କରୁଛନ୍ତି। ମଙ୍ଗଳବାର ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ…

କଂଗ୍ରେସ ତାଲିକାରୁ ଗମାଙ୍ଗ ପରିବାର ବାଦ୍‌

ଗୁଣପୁର,୩ା୪ (ପ୍ରଦୀପ କୁମାର ପାଢ଼ୀ):କଂଗ୍ରେସ ଏବଂ ଭାଜପା ପକ୍ଷରୁ ରାୟଗଡା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହେବା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗଙ୍କ ପରିବାରର…

ମାଗଣା ସିଭିଲ କୋଚିଂ: ମେ’ ୫ରେ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୩।୪(ଅସମାପିକା ସାହୁ):ରାଜ୍ୟ ସରକାର ସିଭିଲ ସର୍ଭିସ ପରୀକ୍ଷା ପାଇଁ ମାଗଣା କୋଚିଂ ଦେଉଛନ୍ତି। ୨୦୦ ମନୋନୀତ ଛାତ୍ରୀଛାତ୍ରଙ୍କୁ ଏହି କୋଚିଂ ଦିଆଯାଉଛି। ଏଥିପାଇଁ ପ୍ରି-କ୍ୱାଲିଫାଏ ପ୍ରବେଶିକା ପରୀକ୍ଷା ହୋଇଥାଏ। ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଏହି ପରୀକ୍ଷା ନିମନ୍ତେ ମଙ୍ଗଳବାର ଆବେଦନ ଶେଷ…

‘ଭାରତରେ ମିଳୁଛି ବିଶ୍ୱସ୍ତରୀୟ ସୁବିଧା’

ନୂଆଦିଲ୍ଳୀ,୩ା୪: ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିସାରିଥିବା ଓଡ଼ିଆ ଜାଭେଲିନ୍‌ ଥ୍ରୋୟର କିଶୋର ଜେନା ଭାରତରେ ଆଥ୍‌ଲେଟଙ୍କ ପାଇଁ ରହିଥିବା ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ବର୍ତ୍ତମାନ ଖେଳାଳିଙ୍କୁ ମିଳୁଥିବା ସୁବିଧା ବିଶ୍ୱର ଶ୍ରେଷ୍ଠ ବୋଲି କହିବା ସହ ଆମକୁ ନିଜ ମାନସିକତାରେ…

ମନୋରଞ୍ଜନ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର

ଭୁବନେଶ୍ୱର,୩।୪: ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର ଭାବେ ବରିଷ୍ଠ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ମନୋରଞ୍ଜନ ପାଣିଗ୍ରାହୀ ନିକଟରେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏପରିକି ସେ ବିହାର ଓ ଝାଡ଼ଖଣ୍ଡ ସମେତ ଓଡ଼ିଶାର ଦାୟିତ୍ୱ ମଧ୍ୟ ନିର୍ବାହ କରିବେ।…

୫ଜି ସେବାରେ ଜିଓର ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର,୩।୪: ଦେଶର ପ୍ରମୁଖ ଟେଲିକମ କମ୍ପାନୀ ରିଲାଏନ୍ସ ଜିଓ ୫ଜି ସେବା ପ୍ରଦାନରେ ଉଲ୍ଲେଖନୀୟ ସଫଳତା ଲାଭ କରିଛି। ଏପରିକି ୫ଜି ହାରାହାରି ଡାଉନଲୋଡ୍‌ ସ୍ପିଡ୍‌ ଦୃଷ୍ଟିରୁ ଭାରତ ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ୧୫ଟି ଦେଶ ମଧ୍ୟରେ ରହିଛି। ଭାରତରେ ୫ଜି…

ସୁସ୍ଥ ହୋଇ ଘରକୁ ଫେରିଲେ ପ୍ରସନ୍ନ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର):ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟ ସୁସ୍ଥ ହେବା ପରେ ମଙ୍ଗଳବାର ଡିସ୍‌ଚାର୍ଜ ହୋଇ ଘରକୁ ଫେରିଛନ୍ତି। ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri