Home Left

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା ମନ୍ଦିରରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା ପରେ ରାଜପରିବାରର ସଦସ୍ୟମାନେ ଏକାଠି ବସି ନୂଆ…

୨୧ ସେପ୍ଟେମ୍ବର ପର୍ଯ୍ୟନ୍ତ ୩ ରାଶିଙ୍କ ଗୋଲ୍ଡେନ ସମୟ: ହାତକୁ ଆସିବ ପ୍ରବଳ ଟଙ୍କା, ମିଳିବ ମନପସନ୍ଦ ଚାକିରି!

ଭୁବନେଶ୍ୱର: ବର୍ତ୍ତମାନ ବୁଧ ନିଜ ରାଶି କନ୍ୟାରେ ଅବସ୍ଥାନ କରିବା ସହ ହସ୍ତ ନକ୍ଷତ୍ରରେ ଗୋଚର କରୁଛନ୍ତି। ନିଜ ରାଶିରେ ବୁଧଙ୍କ ଅବସ୍ଥିତି ତାଙ୍କୁ ଅଧିକ ପ୍ରଭାବଶାଳୀ କରୁଥିବା ବେଳେ, ଚନ୍ଦ୍ରଙ୍କ ନକ୍ଷତ୍ରରେ ତାଙ୍କର ଗୋଚର କିଛି ରାଶି ପାଇଁ ଶୁଭ…

ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ ଉଦ୍ଦୀପନାର ସହ ନୂଆଁଖାଇ ପାଳନ କରାଯାଇଛି। ପ୍ରଥମେ ପାଟଣା ରାଜ୍ୟର ଇଷ୍ଟଦେବୀ ମା’…

ଏତିକିରୁ ଅଧିକ ଟ୍ରାଞ୍ଜାକ୍ସନ କଲେ ପଡ଼ିବ ଚାର୍ଜ, ରାହୁଲ ଆଣିଲେ ସାଂଘାତିକ ଅଭିଯୋଗ: ଆମେରିକା ଚାପରେ ସରକାର…

ନୂଆଦିଲ୍ଲୀ,୧୫।୯: ଦେଶର ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଅନ୍ୟତମ ପ୍ରମୁଖ ମାଧ୍ୟମ UPIକୁ ନେଇ ଏବେ ରାଜନୈତିକ ବିବାଦ ଚର୍ଚ୍ଚା ଜୋର୍‌ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ଉପରେ UPI ପେମେଣ୍ଟରେ ଚାର୍ଜ ଲାଗୁ କରିବାର ବାଟ ଖୋଲିଥିବା…

ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ, ଚେତାବନୀ ଜାରି କଲା…

ନୂଆଦିଲ୍ଲୀ,୧୫।୯: ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଉତ୍ତର ଭାରତ ମହାସାଗର, ବିଶେଷକରି ବଙ୍ଗୋପସାଗର ଓ ଆରବ ସାଗରରେ ଘୂର୍ଣ୍ଣିିଝଡ଼ କାର୍ଯ୍ୟକଳାପ ବଢ଼ିବାର ସମ୍ଭାବନା ରହେ। ଏହି ସମୟକୁ ଭାରତର ଘୂର୍ଣ୍ଣିିଝଡ଼ ଋତୁର ଏକ ପ୍ରମୁଖ ପର୍ଯ୍ୟାୟ ବୋଲି ମଧ୍ୟ ଧରାଯାଏ। ବଙ୍ଗୋପସାଗର ଓ…

ସିଂହବାହିନୀଙ୍କ ଆଗମନୀ ପାଇଁ ଦିଗପହଣ୍ଡିରେ ଜୋରଦାର ପ୍ରସ୍ତୁତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧ ନଂ ୱାର୍ଡ଼ ପୁଞ୍ଜିକଂୟା ଛକ ସ୍ଥିତ ମା ‘ ସିଂହବାହିନୀ ଦୂର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ୟୁଥରିକ୍ରିଏସନ୍ କ୍ଳବ୍ ପରିସରରେ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଅମରଦୀପ ପଣ୍ଡାଙ୍କ ସଭାପତିତ୍ବରେ…

ଆଣ୍ଡ୍ରଏଡ୍‌ ୟୁଜର୍ସ ସାବଧାନ! ଫୋନ୍‌ରେ ରହିଛି ଏକାଧିକ ସୁରକ୍ଷା ତ୍ରୁଟି, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୧୫।୯: ଆଣ୍ଡ୍ରଏଡ୍‌ ଫୋନ୍‌ ବ୍ୟବହାର କରୁଥିଲେ ସାବଧାନ । ଭାରତ ସରକାରଙ୍କ କମ୍ପ୍ୟୁଟର ଇମର୍ଜେନ୍ସି ରେସପନ୍ସ ଟିମ୍‌ (CERT-In) ପକ୍ଷରୁ ଆଣ୍ଡ୍ରଏଡ୍‌ ୟୁଜର୍ସଙ୍କ ପାଇଁ ହାଇ-ରିସ୍କ ସୁରକ୍ଷା ସତର୍କ ସୂଚନା ଜାରି କରାଯାଇଛି । ଆଣ୍ଡ୍ରଏଡ୍‌ ଅପରେଟିଂ ସିଷ୍ଟମ୍‌ରେ ଏକାଧିକ ସୁରକ୍ଷା…

ସମ୍ବଲପୁରରେ ପାଳିତ ହେଲା ନୂଆଁଖାଇ; ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ନିର୍ଦ୍ଧାରିତ ଲଗ୍ନ ପୂର୍ବାହ୍ନ ୯ଟା ୪୦ରୁ ୯ଟା ୫୪ ମିନିଟ୍ ମଧ୍ୟରେ ଶ୍ରଦ୍ଧା…

ନନ୍ଦିଗ୍ରାମ ଉପନିର୍ବାଚନ ପାଇଁ BJPର ମାଷ୍ଟରଷ୍ଟ୍ରୋକ, ଜାଣନ୍ତୁ କାହାକୁ କଲା ପ୍ରାର୍ଥୀ: ଟିଏମ୍‌ସି ପ୍ରାର୍ଥୀଙ୍କ ସହ ହେବ ଜୋରଦାର୍‌ ଲଢେଇ

କୋଲକାତା,୧୫।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ବିଧାନସଭା ଆସନର ଉପନିର୍ବାଚନକୁ ନେଇ ଭାଜପା ବଡ଼ ଦାଉ ଖେଳିଛି। ଦଳ ଏହି ଆସନ ପାଇଁ ହାସିରାଣୀ ରଥଙ୍କୁ ପ୍ରାର୍ଥୀ କରିଛି। ହାସିରାଣୀ ରଥ ହେଉଛନ୍ତି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ପୂର୍ବତନ ପିଏ ଚନ୍ଦ୍ରନାଥ ରଥଙ୍କ…

ରାସ୍ତାରେ ଭିକ ମାଗୁଥିବା ଭାଜପା ବିଧାୟକଙ୍କ ମୋଟ ସମ୍ପତ୍ତିର ମୂଲ୍ୟ ଜାଣିଲେ ଚମକି ପଡ଼ିବେ, ହେଲେ ରାସ୍ତାରେ…

ମୁମ୍ବାଇ,୧୫।୯: ମୁମ୍ବାଇର ଘାଟକୋପର ପୂର୍ବ ନିର୍ବାଚନ ମଣ୍ଡଳୀର ଭାଜପା ବିଧାୟକ ପରାଗ ଶାହାଙ୍କ ମୋଟ ସମ୍ପତ୍ତିର ମୂଲ୍ୟ ୫,୦୦୦ କୋଟି ଟଙ୍କା। ଟଙ୍କା ଦ୍ୱାରା କିଣାଯାଇପାରୁଥିବା ସମସ୍ତ ପ୍ରକାରର ବିଳାସପୂର୍ଣ୍ଣ ସୁବିଧା ତାଙ୍କ ପାଖରେ ରହିଛି। ତଥାପି, ତାଙ୍କୁ ମୁମ୍ବାଇର ରାସ୍ତାରେ…

ଭାରସାମ୍ୟ ହରାଇ ବାଇକ ସହ ଗଛରେ ପିଟିହେଲେ ଯୁବକ, ତାପରେ…..

ଉଦଳା,୧୫।୯(ସନ୍ତୋଷ ବାଛିନୀ): ଭୟଙ୍କର ଦୁର୍ଘଟଣା। ଦୃତଗତିରେ ବାଇକ ଚଲାଇ ଆସୁଥିବା ବେଳେ ଏକ ଗଛରେ ପିଟି ହୋଇ ତଳେ ପଡିଯାଇଥିଲେ ଯୁବକ । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଛି । ଏଭଳି ଘଟଣା ଘଟିଛି…

‘ମୋ ପତ୍ନୀ ବି ଚିତ୍କାର କରିବାକୁ ଲାଗିଲେ’, ବୈଭବଙ୍କ ସହ ଏମିତି କ’ଣ ହେଲା? ପ୍ରଶ୍ନ ଉଠାଇଲେ ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୧୫।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ T20 ମ୍ୟାଚ ଆରମ୍ଭ ହେବାକୁ ଯାଉଛି। ତେବେ ଏହା ପୂର୍ବରୁ ପ୍ରଥମ T20ରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନ୍‌ରୁ ବାଦ୍‌ ଦିଆଯିବାକୁ ନେଇ ବଡ଼ ପ୍ରଶ୍ନ ଉଠିଛି। ଭାରତର ପୂର୍ବତନ ଓପନର୍‌ କୃଷ୍ଣମାଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?