ପଣ୍ୟ କାରବାରରେ ପୂର୍ବତଟ ରେଳପଥର ରେକର୍ଡ
ଭୁବନେଶ୍ୱର,୩।୪(ଅନୁରାଧା ମହାରଣା): ୨୦୨୩-୨୪ ଆର୍ଥିକ ବର୍ଷରେ ଅର୍ଥାତ୍ ୧ ଏପ୍ରିଲ ୨୦୨୩ ରୁ ୩୧ ମାର୍ଚ୍ଚ ୨୦୨୪ ପର୍ଯ୍ୟନ୍ତ ପୂର୍ବତଟ ରେଳପଥ ୨୫୬.୨୨ ନିୟୁତ ଟନ୍ ଉତ୍ପାଦିତ ପଣ୍ୟ ବୋଝେଇ ଓ ପରିବହନ କରିଛି। ଏହା ପୂର୍ବ ଆର୍ଥିକ ବର୍ଷଠାରୁ ୧୪.୭୨…
ପାରଦ ୪୧ ଡିଗ୍ରୀ ଟପିଲା
ଭୁବନେଶ୍ୱର, ୩।୪(ଅସମାପିକା ସାହୁ):ରାଜ୍ୟରେ ପୁଣି ବଢ଼ିଛି ତାପମାତ୍ରା। ମଙ୍ଗଳବାର ୭ ସହରରେ ଦିନ ତାପମାତ୍ରା ୪୧ ଡିଗ୍ରୀ ପାର୍ କରିଥିଲା। ସର୍ବାଧିକ ୪୧.୭ ଡିଗ୍ରୀ ତାପମାତ୍ରା ସହ ମାଲକାନଗିରି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ଏହା ତଳକୁ ଟିଟିଲାଗଡ଼ ୪୧.୫,…
ଖାଦ୍ୟ ସହାୟତା ଏନ୍ଜିଓର ୭ କର୍ମଚାରୀ ନିହତ
ଗାଜା, ୩।୪: ଗାଜାରେ ମଙ୍ଗଳବାର ଇସ୍ରାଏଲ ଏୟାର ଷ୍ଟ୍ରାଇକ କରିଛି। ଏଥିରେ ଓ୍ବାର୍ଲଡ୍ ସେଣ୍ଟ୍ରାଲ କିଚେନ୍ (ଡବ୍ଲ୍ୟୁସିକେ) ଏନଜିଓର ୭ ଜଣ କର୍ମଚାରୀ ନିହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଅଷ୍ଟ୍ରେଲିଆ, ବ୍ରିଟେନ ଓ ପୋଲାଣ୍ଡର ନାଗରିକ ରହିଥିବା ଏଜେନ୍ସି ପକ୍ଷରୁ ସୂଚନା…
ଜେଲରେ ବୁଶ୍ରା ବିବିଙ୍କୁ ବିଷ ଦିଆଯାଇଥିଲା
ଇସ୍ତାନବୁଲ୍,୩ା୪: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ଙ୍କ ସ୍ତ୍ରୀ ତଥା ପୂର୍ବତନ ଫାଷ୍ଟ ଲେଡି ବୁଶ୍ରା ବିବିଙ୍କୁ ଜେଲରେ ବିଷ ଦିଆଯାଇଥିଲା ବୋଲି ସେ ମଙ୍ଗଳବାର ଅଭିଯୋଗ ଆଣିଛନ୍ତି। ଯଦି ବୁଶ୍ରାଙ୍କର କୌଣସି କ୍ଷତି ଘଟେ, ସେଥିପାଇଁ ସେନା ମୁଖ୍ୟ ଜେନେରାଲ…
ଶର୍ମିଲା କଡ଼ପାରୁ ଲଢ଼ିବେ
ନୂଆଦିଲ୍ଲୀ,୩ା୪(ପି.ଟି.): ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ମଙ୍ଗଳବାର ୧୭ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ସେଥିରେ ଓଡ଼ିଶାରୁ ୮ ଜଣ ଥିବାବେଳେ ଆନ୍ଧ୍ରରୁ ୫, ବିହାରରୁ ୩ ଏବଂ ପଶ୍ଚିମବଙ୍ଗରୁ ଗୋଟିଏ ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ପ୍ରକାଶ…
ଓଡ଼ିଶାରେ ସରକାର ଗଢ଼ିବ ଭାଜପା: ଜୟନାରାୟଣ
ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ବିଧାୟକ ତଥା ବିଧାନସଭାର ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ସମ୍ବଲପୁର ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରି ଦଳ ପୁଣିଥରେ ତାଙ୍କ ଉପରେ ଆସ୍ଥା ପ୍ରକଟ କରିଛି। ଜୟନାରାୟଣଙ୍କ ନାମ ଘୋଷଣା ପରେ ତାଙ୍କ ସମର୍ଥକ…
ବିଜେଡି ଛାଡିଲେ ରାଜ୍ୟ ସମ୍ପାଦକ ହର୍ଷବର୍ଦ୍ଧନ
ଢେଙ୍କାନାଳ,୩ା୪(ରତନ ନାୟାର): ଢେଙ୍କାନାଳ ଜିଲା ବିଜେଡିର ବରିଷ୍ଠ ନେତା ତଥା ରାଜ୍ୟ ବିଜେଡି ସମ୍ପାଦକ ହର୍ଷବର୍ଦ୍ଧନ ସିଂହଦେଓ ମଙ୍ଗଳବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ରକୁ ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ସେ ଦଳର…
ମନୋଜଙ୍କୁ ବଲାଙ୍ଗୀର ଲୋକ ସଭା, ନରସିଂହଙ୍କ ପୁଅଙ୍କୁ ବିଧାନସଭା ଟିିକେଟ
ବଲାଙ୍ଗୀର, ୩ା୪(ବୀରେନ୍ଦ୍ର କୁମାର ଝାଙ୍କର): କଂଗ୍ରେସ ଦଳ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ପରେ ବଲାଙ୍ଗୀର ଲୋକ ସଭା ଏବଂ ବିଧାନସଭା ଆସନରେ ଦଳୀୟ ପ୍ରାର୍ଥୀ ସ୍ପଷ୍ଟ ହୋଇଛି। ଲୋକ ସଭା ପ୍ରାର୍ଥୀ ଭାବେ କଂଗ୍ରେସ ଚର୍ଚ୍ଚିତ ସିନେ…
ପ୍ରଫୁଲ୍ଲଙ୍କ ସହ ଲଢ଼ିବେ ସୀତାଂଶୁ
ଭଦ୍ରକ,୩ା୪(ସନାତନ ରାଉତ): ଭଦ୍ରକ ବିଧାନସଭା କ୍ଷେତ୍ର ଲାଗି ଏଥର ନୂଆଁମୁହଁକୁ ଭରସା କରିଛି ଭାଜପା। ଜିଲାର ଜଣାଶୁଣା ସାମାଜିକ ସଙ୍ଗଠନ ଶହୀଦ ଭଗତ ସେନାର ଆବାହକ ସୀତାଂଶୁ ଶେଖର ମହାପାତ୍ର ଭାଜପାର ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ। ଗତ ଜାନୁୟାରୀରେ…
ପ୍ରମାଣବିହୀନ ସଜା
ନୂଆଦିଲ୍ଲୀ,୩ା୪: ବହୁଚର୍ଚ୍ଚିତ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଆମ୍ ଆଦ୍ମୀ ପାର୍ଟି (ଆପ୍) ନେତା ସଞ୍ଜୟ ସିଂଙ୍କୁ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ ଦେଇଛନ୍ତି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ ହୋଇ ୬ ମାସ ଜେଲରେ ରହିବା ପରେ ସର୍ବୋଚ୍ଚ…
ଖେଳିବେନି ବେନ୍ ଷ୍ଟୋକ୍ସ, ଟି୨୦ ବିଶ୍ୱକପ୍ ପୂର୍ବରୁ ବଡ଼ ଘୋଷଣା…
ଲଣ୍ଡନ, ୨ା୪: ଟି୨୦ ବିଶ୍ୱକପ୍ ପୂର୍ବରୁ ଇଂଲଣ୍ଡ ଟିମ୍କୁ ବଡ଼ ଝଟ୍କା ଲାଗିଛି। ଦଳର ଷ୍ଟାର ଖେଳାଳି ତଥା ଟେଷ୍ଟ ଅଧିନାୟକ ବେନ୍ ଷ୍ଟୋକ୍ସ ମଙ୍ଗଳବାର ଆଗାମୀ ଟି୨୦ କ୍ରିକେଟ ବିଶ୍ୱକପ୍ରୁ ଓହରିଯାଇଛନ୍ତି। ଜଣେ ଅଲରାଉଣ୍ଡର ଭାବେ ସେ ତାଙ୍କ ଫିଟ୍ନେସ୍…
ଏହି ସୁନ୍ଦରୀଙ୍କ ପ୍ରେମରେ ଉବୁଟୁବୁ ହେଉଛନ୍ତି ଶାହାରୁଖଙ୍କ ପୁଅ ଆର୍ୟନ! ଭାଇରାଲ ହେଉଛି Video
ବମ୍ବେ: ପ୍ରେମରେ ପଡ଼ିଛନ୍ତି ବଲିଉଡ୍ କିଙ୍ଗ ଖାନ୍ ଶାହାରୁଖଙ୍କ ବଡ଼ ପୁଅ ଆର୍ୟନ ଖାନ୍। ବ୍ରାଜିଲ୍ର ଜଣେ ଅଭିନେତ୍ରୀଙ୍କୁ ଡେଟ୍ କରୁଛନ୍ତି ସେ। କିଛି ଏଭଳି ଚର୍ଚ୍ଚା ଏବେ ଜୋର ଧରିଥିବା ବେଳେ ଉଭୟଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଘୁରି…
Archives


