Home Left

ଅନୁରାଗଙ୍କ ଜାତି ଟିପ୍ପଣୀକୁ ନେଇ ହଇଚଇ: କ’ଣ ରାହୁଲଙ୍କ ଜାତି? କଂଗ୍ରେସ କରିଦେଲା ଖୁଲାସା

ନୂଆଦିଲ୍ଲୀ,୩୧।୭: ଅନୁରାଗଙ୍କ ଜାତି ଟିପ୍ପଣୀକୁ ନେଇ ଜାତୀୟ ରାଜନୀତି ଉଠୁଛି ପଡୁଛି। ମଙ୍ଗଳବାର ଲୋକ ସଭାରେ ଭାଷଣ ଦେବାବେଳେ ଭାଜପା ଏମପି ଅନୁରାଗ ଠାକୁର କଂଗ୍ରେସ ନେତା ତଥା ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ଜାତି କ’ଣ ବୋଲି ପଚାରିଥିଲେ।…

ଅଲମ୍ପିକ୍ସ ଷ୍ଟାଣ୍ଡ୍‌ରେ ନଜର ଆସିଲେ ତାପସୀ ପନ୍ନୁ, ଉଡ଼ାଇଲେ ତ୍ରିରଙ୍ଗା

ନୂଆଦିଲ୍ଲୀ, ୩୧।୦୭: ବଲିଉଡର ଫେମସ୍‌ ଅଭିନେତ୍ରୀ ତାପସୀ ପନ୍ନୁ ଆଜିକାଲି ଛୁଟିରେ ଅଛନ୍ତି। ପ୍ୟାରିସରେ ଏବେ ଅଲମ୍ପିକ୍ସ ଚାଲିଥିବା ବେଳେ ତାଙ୍କୁ ପା୍ୟାରିସ୍‌ର ରାସ୍ତାରେ ଦେଖିବାକୁ ମିଳୁଛି । ତାପସୀ ପ୍ୟାରିସ ଭ୍ୟାକେସନ୍‌କୁ ସମ୍ପୂର୍ଣ୍ଣ ଉପଭୋଗ କରୁଥିବା ଦେଖିବାକୁ ମିଳିବ ।…

ରାହୁଲଙ୍କୁ ଜାତି ଟିପ୍ପଣୀ ପ୍ରସଙ୍ଗ: ଅନୁରାଗ ଠାକୁରଙ୍କ ଭାଷଣକୁ ଭୁରି ଭୁରି ପ୍ରଶଂସା କଲେ ମୋଦି

ନୂଆଦିଲ୍ଲୀ,୩୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପା ଏମପି ଅନୁରାଗ ଠାକୁରଙ୍କୁ ସୋସିଆଲ ମିଡିଆରେ ପୋଷ୍ଟ କରି ଭୁରି ଭୁରି ପ୍ରଶଂସା କରିଛନ୍ତି। ଅନୁରାଗଙ୍କ ସଂସଦରେ ଦିଆଯାଇଥିବା ବକ୍ତବ୍ୟକୁ ଭିଡିଓ ପୋଷ୍ଟ ମାଧ୍ୟମରେ େସ କହିଛନ୍ତି, ମୋର ଯୁବ ବନ୍ଧୁ ଅନୁରାଗ ଠାକୁରଙ୍କ…

୨ ଡାକ୍ତରଙ୍କ ଉଦ୍ଧାର ପାଇଁ କଥାହେଲେ ରାଜ୍ୟସରକାର, ମନ୍ତ୍ରୀ କହିଲେ… 

ଭୁବନେଶ୍ୱର,୩୧।୭: କେରଳର ଓ୍ବାଏନାଡରେ ହୋଇଥିବା ଭୟଙ୍କର ଭୂସ୍ଖଳନରେ ଜଣେ ୨ ଓଡ଼ିଆ ଡାକ୍ତର ନିଖୋଜ ଅଛନ୍ତିି। ୨ ଡାକ୍ତରଙ୍କ ଉଦ୍ଧାର ପାଇଁ ରାଜ୍ୟ ସରକାର କଥାହୋଇଛନ୍ତି। କେରଳ ସ୍ବତନ୍ତ୍ର ରିଲିଫ କମିଶନର ଓ ଓଡ଼ିଆ ଅଧିକାରୀଙ୍କ ସହ ଏସଆର୍‌ସି କଥା ହୋଇଥିବା…

ରାଶନ କାର୍ଡ କାହାର ରହିବ , କାହାର କଟିବ: ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୧।୭: ରାଜ୍ୟରେ ୧୬ ଲକ୍ଷ ୨୭ ହଜାର ୯୩୨ ଭୂତ ରାଶନ କାର୍ଡଧାରୀ ଚିହ୍ନଟ ହୋଇଛି। ବିଧାୟକ ଦୁର୍ଗା ପ୍ରସାଦ ନାୟକଙ୍କ ପ୍ରଶ୍ନରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ଦେଇ ଏହି ସୂଚନା ଦେଇଛନ୍ତି। ୬ ଲକ୍ଷ ୧୯ ହଜାର ୮୩୬…

ଗମ୍ଭୀରଙ୍କ ଗୋଟିଏ ନିଷ୍ପତ୍ତି ଭାରତକୁ ଦେଲା ପ୍ରଥମ କ୍ଲିନ୍‌ ସୁଇପ୍‌ ସିରିଜ୍‌ ବିଜୟ

ନୂଆଦିଲ୍ଲୀ, ୩୧।୦୭: ନୂଆକରି ଭାରତୀୟ କ୍ରିକେଟ୍‌ ଟିମ୍‌ର କୋଚ୍‌ ହୋଇଥିବା ଗୌତମ ଗମ୍ଭୀର ପ୍ରଥମ ଅନ୍ତର୍ଜାତୀୟ ସିରିଜ୍‌ ବିଜୟରେ ସଫଳ ହୋଇଛନ୍ତି । ସିରିଜ୍‌ର ଶେଷ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଏକ ନିଶ୍ଚିତ ପରଜାୟରୁ ଅଳ୍ପକେ ବର୍ତ୍ତି ରୋମାଞ୍ଚକର ବିଜୟ ହାସଲ…

ୟୁପିଏସସିର ନୂଆ ଚେୟାରମ୍ୟାନ ହେଲେ ପ୍ରୀତି ସୁଦାନ

ନୂଆଦିଲ୍ଲୀ,୩୧।୭: ୟୁନିୟନ ପବ୍ଲିକ ସର୍ଭିସ କମିଶନ (ୟୁପିଏସସି) ଏହାର ନୂତନ ଅଧ୍ୟକ୍ଷଙ୍କ ନାମ ଘୋଷଣା କରିଛି। ୧୯୮୩ ବ୍ୟାଚ ଆଇଏଏସ ପ୍ରୀତି ସୁଦାନ UPSAC ର ନୂତନ ସଭାପତି ଭାବରେ ନିର୍ବାଚିତ ହୋଇଛନ୍ତି । ସେ ଅଗଷ୍ଟ ୧ ରୁ ଦାୟିତ୍ୱ…

ବ୍ରିଜ୍‌ ଉପରେ ଥୁଆ ହୋଇଛି ସ୍କୁଟି, କାଠଯୋଡି ନଦୀକୁ କେହି ଡେଇଁପଡ଼ିଥିବା ସନ୍ଦେହ

କଟକ,୩୧।୭: (କାର୍ତ୍ତିକ ସାହୁ): କାଠଯୋଡି ନଦୀକୁ କେହି ଡେଇଁପଡ଼ିଥିବା ସନ୍ଦେହ କରାଯାଉଛି। ହେଲେ ଚାଳକଙ୍କ ପତ୍ତା ମିଳୁନି । ତେବେ ସେ ନଦୀକୁ ଡେଇଁ ପଡିଥିବା ଅନୁମାନ କରାଯାଉଛି। ଖବର ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ଟିମ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଛି।…

ଲଭ୍‌ ଜିହାଦ୍‌ ପାଇଁ ଆଜୀବନ କାରାଦଣ୍ଡ

ଲକ୍ଷ୍ନୌ ୩୩୧।୭: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ ବେଆଇନ ଧାର୍ମିକ ରୂପାନ୍ତରଣ (ସଂଶୋଧନ) ବିଲ୍‌, ୨୦୨୪କୁ ପାରିତ କରାଯାଇଛି। ମଙ୍ଗଳବାର ପାରିତ ହୋଇଥିବା ଏହି ସଂଶୋଧିତ ବିଲ୍‌ରେ ଧର୍ମାନ୍ତରଣ ଉଦ୍ଦେଶ୍ୟରେ କୌଣସି ମହିଳାଙ୍କୁ ପ୍ରତାରଣା କରିବା ସହ ବେଆଇନ୍‌…

ଭେନେଜୁଏଲା ରାଷ୍ଟ୍ରପତିଙ୍କ ବିରୋଧରେ ଜୋର୍‌ଦାର ବିକ୍ଷୋଭ

କାରାକାସ୍‌,୩୧।୭: ଭେନେଜୁଏଲା ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ନେଇ ଶାସକ ଓ ବିରୋଧୀ ମୁହଁାମୁହିଁ ହୋଇଛନ୍ତି। ରାଷ୍ଟ୍ରପତି ନିକୋଲାସ୍‌ ମାଦୁରୋଙ୍କ ସମର୍ଥକ ଏବଂ ବିରୋଧୀମାନେ ମଙ୍ଗଳବାର ରାଲି ବାହାର କରିଥିଲେ। ବିରୋଧୀ ନିର୍ବାଚନରେ ବିଜୟୀ ହୋଇଥିବା ଦାବି କରୁଥିବାବେଳେ ଫଳାଫଳ ଶାସକ ସୋସିଆଲିଷ୍ଟ…

ଜାଣନ୍ତୁ କାହା ସହ ଡେଟ୍‌ କରୁଛନ୍ତି କ୍ରିତି

ଲଣ୍ଡନ: ବଲିଉଡ୍‌ ଅଭିନେତ୍ରୀ କ୍ରିତି ସାନନ୍‌ ନିଜ ଦମ୍‌ଦାର ଅଭିନୟ ସହ ପ୍ରଶଂସକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛନ୍ତି। ତେବେ ସର୍ବଦା ନିଜ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହୁଥିବା କ୍ରିତି ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ…

ଆଇଫୋନ୍‌ ନୁହେଁ, ବିବାହ ନିମନ୍ତ୍ରଣ କାର୍ଡ

ବିଶାଖାପାଟଣା: ସମ୍ପ୍ରତି ବିବାହ ପାଇଁ ଫ୍ୟାନ୍ସି ଏବଂ କଷ୍ଟୋମାଇଜ୍‌ଡ୍‌ ନିମନ୍ତ୍ରଣ କାର୍ଡର ବେଶ୍‌ ଚାହିଦା ରହିଛି। ଏହି ଧାରାକୁ ଅନୁସରଣ କରି ବିଶାଖାପାଟଣାର ଏକ ପ୍ରେମୀ ଯୁଗଳ ନିଜ ବିବାହ କାର୍ଡକୁ ଏକ ସ୍ବତନ୍ତ୍ର ଉପାୟରେ ପ୍ରସ୍ତୁତ କରିଛନ୍ତି। ଏକ ନିଆରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?