ଜାନୁଆରୀରେ ଖୁଚୁରା ମୁଦ୍ରାସ୍ଫୀତି ୫.୧%
ନୂଆଦିଲ୍ଲୀ,୧୩।୨: କ୍ରମାଗତ ଭାବେ ଦେଶର ଖୁଚୁରା ମୁଦ୍ରାସ୍ଫୀତି ହାରରେ ହ୍ରାସ ପାଉଛି। ଏପରିକି ୨୦୨୪ ଜାନୁଆରୀରେ ଦେଶର ଖୁଚୁରା ମୁଦ୍ରାସ୍ଫୀତି ହାର ହ୍ରାସ ହୋଇ ୫.୧% ହୋଇଛି। ୨୦୨୩ ଡିସେମ୍ବରରେ ଏହି ହାର ୫.୬୯% ଥିଲା ବୋଲି ସୋମବାର ପରିସଂଖ୍ୟାନ ଏବଂ…
ଟିକେଟକୁ ନେଇ ଚର୍ଚ୍ଚାରେ ଅରିନ୍ଦମ
କଟକ, ୧୩ା୨(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ପାଖେଇ ଆସୁଥିବାବେଳେ ରାଜନୀତିରେ ନୂଆ ପରୀକ୍ଷଣ ହେଉଛି। ଏଭଳି ଘଟଣା ବାରବାଟୀ-କଟକ ନିର୍ବାଚନ ମଣ୍ଡଳୀରେ ଦେଖିବାକୁ ମିଳିଛି। ପୂର୍ବତନ ବିଧାୟକ ତଥା ବିଜେଡି କଟକ ଜିଲା ସଭାପତି ଦେବାଶିଷ ସାମନ୍ତରାୟ ଆଗାମୀ ନିର୍ବାଚନ ନିମନ୍ତେ ବିଧାୟକ…
ପୁରୁଷଙ୍କଠାରେ ଏହି କ୍ୟାନସର୍ ହେବା ଆଶଙ୍କା ଅଧିକ: ଜାଣନ୍ତୁ ଏହାର ଲକ୍ଷଣ, ଚିକିତ୍ସା
ନୂଆଦିଲ୍ଲୀ,୧୩।୨: କ୍ୟାନସର୍ ରୋଗର ନାମ ଶୁଣିବା ମାତ୍ରେ ମନରେ ଚିନ୍ତା ଘାରି ବସେ। ପୁରୁଷମାନଙ୍କ ଠାରେ ସବୁଠୁ ଅଧିକ ମାତ୍ରାରେ ପ୍ରୋଷ୍ଟେଟ କ୍ୟାନସର୍ ହେବାର ଆଶଙ୍କା ଥାଏ। ପ୍ରୋଷ୍ଟେଟ କ୍ୟାନସର୍ ପୁରୁଷମାନଙ୍କର ପ୍ରୋଷ୍ଟେଟ ଗ୍ରନ୍ଥିରେ ଦେଖାଯାଏ। ଧୀରେ ଧୀରେ ବଢିଯାଏ ଏବଂ…
ଦଳୀୟ କନ୍ଦଳ ସଭିଙ୍କୁ ଅଡ଼ୁଆ
ବରଗଡ଼,୧୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବରଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରମୁଖ ୩ ଦଳ ବିଜେଡି, ଭାଜପା ଓ କଂଗ୍ରେସରୁ ଆଶାୟୀମାନେ ଟିକେଟ ପାଇବା ପାଇଁ ନିଜସ୍ବ ଢଙ୍ଗରେ ପ୍ରୟାସ କରୁଛନ୍ତି। ଏଠାରେ ବିଧାୟକ ଅଛନ୍ତି ବିଜେଡିର ଦେବେଶ ଆଚାର୍ଯ୍ୟ। ଅଦ୍ୟାବଧି ଭାଜପା…
ରଣ୍ଜୀ ଟ୍ରଫି: ଉତ୍ତରାଖଣ୍ଡଠାରୁ ହାରିଲା ଓଡ଼ିଶା
ଭୁବନେଶ୍ୱର, ୧୩।୨(ତପନ ସ୍ବାଇଁ): ଚଳିତ ସିଜନରେ ପ୍ରଦର୍ଶନରେ ସ୍ଥିରତାର ଅଭାବ ଓଡ଼ିଶା ରଣ୍ଜୀ ଦଳ ପାଇଁ ମହଙ୍ଗା ପଡ଼ିଛି। କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ସୋମବାର ଶେଷ ହୋଇଥିବା ଗ୍ରୁପ୍ ‘ଡି’ ରଣ୍ଜୀ ଟ୍ରଫି କ୍ରିକେଟ ମ୍ୟାଚରେ ଓଡ଼ିଶା ୧୬୨ ରନରେ ଉତ୍ତରାଖଣ୍ଡଠାରୁ…
ଚାଇନାଠୁ ଭାରତ ପୁଣି ହାରିଲା
ରାଉରକେଲା,୧୩।୨(ଦିନେଶ ମିଶ୍ର): ରାଉରକେଲା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ସୋମବାର ମହିଳା ହକି ପ୍ରୋ ଲିଗ୍ର ଦ୍ୱିତୀୟ ମ୍ୟାଚ୍ ଭାରତ ଓ ଚାଇନା ମଧ୍ୟରେ ଖେଳାଯାଇଥିଲା। ଏଥିରେ ଭାରତକୁ ଚାଇନା ମହିଳା ହକି ଦଳ ୨-୧ ଗୋଲରେ ପରାସ୍ତ କରଛି।…
ଅଲିମ୍ପିକ୍ସ ଯୋଗ୍ୟତା ଅର୍ଜନରେ ବ୍ରାଜିଲ ବିଫଳ
କାରାକାସ୍,୧୩ା୨(ପି.ଟି.): ଫୁଟବଲର ପାଓ୍ବାର ହାଉସ୍ ବ୍ରାଜିଲ୍ ଫୁଟବଲ ଦଳ ପ୍ୟାରିସ୍ ୨୦୨୪ ପାଇଁ ଯୋଗ୍ୟତା ଅର୍ଜନରେ ବିଫଳ ହୋଇଛି। ସୋମବାର ଆର୍ଜେଣ୍ଟିନା ୨୩ ବର୍ଷରୁ କମ୍ ଦଳ ନିକଟରୁ ୧-୦ରେ ହାରିବା ସହ ଡିଫେଣ୍ଡିଂ ଚାମ୍ପିୟନ ବ୍ରାଜିଲ ଯୋଗ୍ୟତା ଅର୍ଜନରେ ବିଫଳ…
ଗାଡ଼ି ଚଳାଉଛନ୍ତି ୯୫ ବର୍ଷୀୟା
କୋହିମା: ଶିଖିବାର କୌଣସି ବୟସ ନ ଥାଏ। ଏହି ଅର୍ଥକୁ ସାର୍ଥକ କରୁଥିବା ଏକ ଭିଡିଓ ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଜଣେ ୯୫ ବର୍ଷ ବୟସ୍କା ବୃଦ୍ଧା ଏକ କାର ଚଳାଉଥିବା ନଜର ଆସୁଛନ୍ତି। ଏହି…
ଅଭିଭାଷଣ ନ ପଢ଼ି ବିଧାନସଭା ଛାଡ଼ିଲେ ରାଜ୍ୟପାଳ
ଚେନ୍ନାଇ, ୧୩।୨: ତାମିଲନାଡ଼ୁର ରାଜ୍ୟପାଳ ଆର. ଏନ. ରବି ସୋମବାର ବିଧାନସଭା ଅଧିବେଶନ ପ୍ରାରମ୍ଭରେ ନିଜ ଅଭିଭାଷଣ ରଖିବାକୁ ମନାକରି ଗୃହ ଛାଡ଼ି ଚାଲି ଆସିବାରୁ ବିବାଦ ଦେଖାଯାଇଛି। ତାମିଲନାଡ଼ୁର ଡିଏମକେ ସରକାର ପକ୍ଷରୁ ପ୍ରସ୍ତୁତ ହୋଇଥିବା ଏହି ଅଭିଭାଷଣରେ ଭ୍ରମାତ୍ମକ…
ନିଶା ବେପାରୀଙ୍କୁ ୩୦ କି.ମି. ଗୋଡ଼ାଇ ଧରିଲା ପୋଲିସ
ଭୁବନେଶ୍ୱର,୧୩।୨(ସୂର୍ଯ୍ୟକାନ୍ତ ବେହେରା):ଦାମୀ କାର୍ରେ ଗଞ୍ଜେଇ ଚାଲାଣବେଳେ କମିଶନରେଟ ପୋଲିସର ସ୍ପେଶାଲ କ୍ରାଇମ୍ ୟୁନିଟ୍ ୩୦ କି.ମି ପିଛା କରି ୩ ଆନ୍ତଃରାଜ୍ୟ ନିଶାବେପାରୀଙ୍କୁ ଭୁବନେଶ୍ୱର ଉପକଣ୍ଠ ପାହାଳରୁ କାବୁ କରିବାରେ ସଫଳ ହୋଇଛି। ଗିରଫ ଅଭିଯୁକ୍ତମାନେ ହେଲେ ରବି ଶଙ୍କର ଦାସ,…
ବାହାଘର ବେଳେ ଚୋରି ରୋକିବାକୁ ପୋଲିସର ଟିପ୍ସ
ଭୁବନେଶ୍ୱର,୧୩।୨(ସତ୍ୟଜିତ୍ ରାଉତ): ରାଜଧାନୀରେ ବିଭିନ୍ନ ମଣ୍ଡପରେ ବାହାଘର ଆଦି କାର୍ଯ୍ୟକ୍ରମରେ ଲୁଟେରାମାନେ ଲୁଟ୍ପାଟ୍ ଓ ଚୋରି କରୁଛନ୍ତି। ଏହାକୁ ନଜରରେ ରଖି ଲୁଟ୍ ଓ ଚୋରି ରୋକିବାକୁ କମିଶନରେଟ୍ ପୋଲିସ ଆୟୋଜନକାରୀଙ୍କୁ ଟିପ୍ସ ଦେବାକୁ ନିଷ୍ପତ୍ତି ନେଇଛି। ଲାଇସେନ୍ସ ନେବା ବେଳେ…
୧୬ରେ ରାଜ୍ୟବ୍ୟାପୀ ଭେଣ୍ଡିଂଜୋନ୍, ଉଠାଦୋକାନ ବନ୍ଦ
ଭୁବନେଶ୍ୱର, ୧୩।୨(ବନ୍ଦନା ସେଠୀ): ଆସନ୍ତା ୧୬ ତାରିଖରେ ହେବାକୁ ଥିବା ସର୍ବଭାରତୀୟ ଧର୍ମଘଟକୁ ସମର୍ଥନ ଜଣାଇ ସମ୍ପୃକ୍ତ ଦିନ ପ୍ରାତଃ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଭେଣ୍ଡିଂଜୋନ୍ ଓ ଉଠାଦୋକାନ ବନ୍ଦ ରହିବ। ଏନେଇ ନ୍ୟାଶନାଲ ହକର୍ ଫେଡେରେଶନ ପକ୍ଷରୁ…
Archives


