Home Left

ଲୁଚିଛପି ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ କରୁଥିଲେ: ଦେଖିଦେଲେ ଗ୍ରାମବାସୀ

ପଟ୍ଟାଙ୍ଗି,୨୪ା୨(ଶରତ କୁମାର ଧଳ):  କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ମାଳିପୁଟ ପଞ୍ଚାୟତ ପୁରୁଣାପଦର ଗ୍ରାମ ନିକଟରେ ଲୁକ୍କାୟିତ ଭାବେ ରାସ୍ତା ନିର୍ମାଣ କରିବାକୁ ଆସିଥିବା ଠିକାଦାର କମ୍ପାନୀକୁ ଗ୍ରାମବାସୀ ସୋମବାର ଫେରାଇ ଦେଇଥିବା ଜଣାପଡ଼ିଛି। ଏହା ପରେ ନାଲ୍‌କୋ କମ୍ପାନୀର…

ପ୍ରଣବଙ୍କ ଫାର୍ମ ହାଉସରେ ବୁଲିଲା ବୁଲଡୋଜର: ଜବରଦଖଲ ଉଚ୍ଛେଦ ଜାରି

ଧର୍ମଶାଳା,୨୪।୨(ଶିବ ପ୍ରସାଦ ମହାନ୍ତି): ପୂର୍ବତନ ବିଜେଡି ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ମଙ୍ଗଳବାର ବୁଲଡୋଜର ବୁଳିଛି। ପ୍ରଶାସନ ପକ୍ଷରୁ ପ୍ରଣବଙ୍କ ଫାର୍ମ ହାଉସରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ଫାର୍ମ ହାଉସ ପାଚେରି ସହ କିଛି ଘରକୁ ଉଚ୍ଛେଦ…

ମଝିରେ ପରିବର୍ତ୍ତନ ହେବ ୨୦୨୬ ଟି-୨୦ ବିଶ୍ୱକପ ସୂଚୀ! ସେମିଫାଇନାଲ ମ୍ୟାଚକୁ ନେଇ ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୨୪।୨: ICC T20 ବିଶ୍ୱକପ ୨୦୨୬ର ସେମିଫାଇନାଲ ଶ୍ରୀଲଙ୍କା ଘରୋଇ ଗ୍ରାଉଣ୍ଡ କଲମ୍ବୋରେ ଖେଳିପାରେ, କିନ୍ତୁ ଏହା କେଉଁ ଦଳ ଯୋଗ୍ୟତା ଅର୍ଜନ କରେ ଏବଂ ସେମାନେ କାହା ସହିତ ମୁକାବିଲା କରନ୍ତି ତାହା ଉପରେ ନିର୍ଭର କରିବ। ESPNcricinfo ଅନୁଯାୟୀ,…

ଛତିଶଗଡ଼ ଗୃହମନ୍ତ୍ରୀଙ୍କୁ ମାଓବାଦୀ ଲେଖିଲେ ଚିଠି, ଏହି ଦିନ କରିବୁ ଆତ୍ମସମର୍ପଣ…

ରାୟପୁର,୨୪।୨: ଛତିଶଗଡ଼ ଗୃହମନ୍ତ୍ରୀ ବିଜୟ ଶର୍ମାଙ୍କୁ ଓଡ଼ିଶାର କେତେକ ମାଓବାଦୀ ସଂଗଠନ ଚିଠି ଲେଖିଛନ୍ତି। ଚିଠିରେ ମାଓବାଦୀମାନେ ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ଚାହୁଁଥିବା ଉଲ୍ଲେଖ କରିଛନ୍ତି। ଆତ୍ମସମର୍ପଣ ପାଇଁ ଚାହୁଁଥିବା ମାଓବାଦୀ ସଂଗଠନ ବିବିଏମ୍‌ ପକ୍ଷରୁ ଏହି ସୂଚନା ଦିଆଯାଇଛି।…

ରାଜ୍ୟ ସଭା ନିର୍ବାଚନ: କୋରାପୁଟକୁ ଗୋଟେ ଯାଇପାରେ

ରାୟଗଡ଼ା,୨୪।୨(ଆଶିଷ ରଞ୍ଜନ ପଣ୍ଡା): ଡ଼ିଶାର ୪ ଜଣ ରାଜ୍ୟ ସଭା ସଦସ୍ୟ ମମତା ମହନ୍ତ, ନିରଞ୍ଜନ ବିଶି, ମୁଜିବୁଲ୍ଲା ଖାନ୍‌ ଏବଂ ସୁଜିତ୍‌ କୁମାରଙ୍କ କାର୍ଯ୍ୟକାଳ ଏପ୍ରିଲ ୨ ତାରିଖରେ ଶେଷ ହେବ। ଏହି ୪ ଆସନ ଲାଗି ଆସନ୍ତା ମାର୍ଚ୍ଚ…

ଚତୁର୍ଥୀ ରାତିରେ ସ୍ତ୍ରୀଙ୍କଠାରୁ ଏମିତି କଥା ଶୁଣି ସ୍ବାମୀଙ୍କ ଉଡିଗଲା ହୋସ୍‌, ସାରା ଗାଁରେ ବ୍ୟାପିଗଲା ଏହି ଖବର

ଲକ୍ଷ୍ନୌ,୨୪।୨: ଉତ୍ତର ପ୍ରଦେଶର ହମିରପୁର ଜିଲାର ଗୋହାଣ୍ଡ ସହରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ସୋମବାର ସକାଳେ ଗୋହାଣ୍ଡ ସହର ଛାଡି ରାଠରେ ପହଞ୍ଚିଥିବା କନ୍ୟା ମିଥିଲେଶ କୁମାରୀ ତାଙ୍କ ସ୍ବାମୀ ଧରମ ସିଂହଙ୍କ ସହ ରହିବାକୁ ମନା କରିଦେଇଥିଲେ।…

ଗୃହ ବାହାରେ କହିଲେ, ରେକର୍ଡରୁ କାଟିଦେଲେ: ସାଂଘାତିକ ଅଭିଯୋଗ ଆଣିଲେ ବିଧାୟକ

ଭୁବନେଶ୍ୱର, ୨୪।୨(ସୁନିତ୍‌ ମିଶ୍ର):ବିଧାନସଭା ବଜେଟ ଅଧିବେଶର ଷଷ୍ଠ ଦିନ ଗୃହ କାର୍ଯ୍ୟ ବନ୍ଦ ହେବା ପରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ବାହାରକୁ ବାହାରି ସରକାରଙ୍କ ଉପରେ ବର୍ଷିଛନ୍ତି। ସେ ଅଭିଯୋଗ କରି କହିଛନ୍ତି, ସରକାରୀ ଦଳ ଜାଣିଶୁଣି…

ଭୟଭୀତ କରି ଶାରୀରିକ ସମ୍ପର୍କ ରଖୁଥିଲେ ଗ୍ରାମର ୪ ଯୁବକ, ଚିକିତ୍ସା ପରେ ଜଣାପଡିଲା ଯୁବତୀ ଗର୍ଭବତୀ

ଭୁବନ, ୨୪।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଧଳପଡା ଗ୍ରାମର ଜଣେ ୨୧ ବର୍ଷିଆ ଯୁବତୀଙ୍କୁ ୪ ଜଣ ଗଣବଳାତ୍କାର କରିଥିବା ଯୁବତୀଜଣଙ୍କ ରବିବାର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପାଇ ଭୁବନ ଥାନା ପୋଲିସ କେସ୍‌…

ପିଲାଙ୍କୁ ମୋବାଇଲଠାରୁ ଦୂରେଇ ରଖିବାକୁ ପ୍ରସ୍ତୁତ ହେଲେଣି ସରକାର, ଲାଗୁ ହେବ ନୂଆ ନିୟମ!

ପାଟନା,୨୪।୨: ପିଲାମାନଙ୍କର ବର୍ଦ୍ଧିତ ସ୍କ୍ରିନ ଟାଇମ ଏବଂ ସୋସିଆଲ ମିଡିଆ ପ୍ଲାଟଫର୍ମରେ ସଂସ୍ପର୍ଶର ପ୍ରତିକୂଳ ପ୍ରଭାବକୁ ନିୟନ୍ତ୍ରଣ କରିବା ପାଇଁ ବିହାର ସରକାର ଏକ ନୀତି ପ୍ରସ୍ତୁତ କରୁଛନ୍ତି। ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ସୋମବାର (୨୩ ଫେବୃଆରୀ, ୨୦୨୬) ବିଧାନସଭାରେ ଏହା…

ଜୁନାଗଡ଼ ସହରରେ ଅବକାରୀ ଚଢ଼ାଉ, ବିପୁଳ ନକଲି ବିଦେଶୀ ମଦ ସହ ୨ ଗିରଫ

ଭବାନୀପାଟଣା,୨୪।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ନକଲି ବିଦେଶୀ ମଦ ପ୍ରସ୍ତୁତ ହେଉଥିବା ଖବର ପାଇ ମଙ୍ଗଳବାର ସକାଳୁ ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଅତର୍କିତ ଚଢ଼ାଉ କରାଯାଇଥିଲା। ଏହି ସମୟରେ ସହରର ମେଡ଼ିକାଲ ଛକ ନିକଟିସ୍ଥ…

ରାସ୍ତା ଉପରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ

ମାଧପୁର,୨୪।୨(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର କନ୍ଧପଡ଼ା ଗ୍ରାମ ନିକଟ ହାଟପଦା ଠାରେ ଆଜି ସକାଳେ ଜଣେ ଅଜଣା ଯୁବକଙ୍କ ମୃତଦେହ ରାସ୍ତା ଉପରେ ପଡିଛି। ସକାଳେ ସ୍ଥାନୀୟ ଲୋକେ ଏହି ଘଟଣା…

ଯୁବ କଂଗ୍ରେସ ଅଧ୍ୟକ୍ଷ ଗିରଫ: ତେଜିଲା ରାଜନୀତି

ନୂଆଦିଲ୍ଲୀ,୨୪।୨: ଦିଲ୍ଲୀରେ ଏଆଇ ସମ୍ମିଳନୀ ସମୟରେ ଭାରତ ମଣ୍ଡପମରେ ହୋଇଥିବା ପ୍ରତିବାଦରେ ଗିରଫଦାରୀ ଜାରି ରହିଛି। ଭାରତୀୟ ଯୁବ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ଉଦୟ ଭାନୁ ଚିବଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି। ଏପର୍ଯ୍ୟନ୍ତ ମୋଟ ୮ ଜଣ ଅଭିଯୁକ୍ତଙ୍କୁ ଗିରଫ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri