ବବିଙ୍କ ସମ୍ମୁଖରେ ଟିକେଟ ଦାବିକଲେ ରାସେଶ୍ୱରୀଙ୍କ ସମର୍ଥକ
ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ୨୦୨୪ ନିର୍ବାଚନରେ ସମ୍ବଲପୁର ଲୋକ ସଭା ଆସନ ପାଇଁ ବିଜେଡି ଓ ଭାଜପା ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇସାରିଛି। ପ୍ରଥମେ ଭାଜପା ଧର୍ମେନ୍ଦ୍ର ପ୍ରଧାନଙ୍କ ନାମ ଘୋଷଣା କରିବା ପରେ ବିଜେଡି ପ୍ରାର୍ଥୀ ଭାବେ ଦଳର ସାଙ୍ଗଠନିକ ସମ୍ପାଦକ…
ପରିଚୟ ସୃଷ୍ଟି କରିବାକୁ ଲାଗେ ସମୟ
ଅଭିନେତ୍ରୀ କ୍ରିତି ସାନନ ଅଭିନୟ ସହ ଖୋଲାଖୋଲି ମନ୍ତବ୍ୟ ପାଇଁ ବେଶ୍ ଜଣାଶୁଣା। ନିକଟରେ ସେ ତାଙ୍କ ଫିଲ୍ମ ‘ଦି କ୍ରୁ’ ପାଇଁ ଚର୍ଚ୍ଚାରେ ରହିଛନ୍ତି। ଏହି ଫିଲ୍ମରେ ମୁଖ୍ୟ ଭୂମିକାରେ ଅଭିନେତ୍ରୀ କରୀନା କପୁର ଏବଂ ତବୁ ପ୍ରମୁଖ ଅଭିନୟ…
ଭୁବନେଶ୍ୱରର ୩ ବିଧାନସଭା ଆସନକୁ ନେଇ ବଢୁଛି ଚର୍ଚ୍ଚା
ଭୁବନେଶ୍ୱର,୩୦।୩ (ସୁନିତ୍ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନ ପାଇଁ ଭୁବନେଶ୍ୱରର ୩ ବିଧାନସଭା ଆସନକୁ ନେଇ ଏବେଠାରୁ ଚର୍ଚ୍ଚା ଜୋର୍ ଧରିଲାଣି। ନିକଟରେ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ସାନପୁଅ ମନ୍ମଥ ରାଉତରାୟ ବିଜେଡିରେ ମିଶିଥିବା ବେଳେ ଶାସକ ଦଳ…
ଶିଶୁକନ୍ୟାକୁ ବଳାତ୍କାର, ଅଭିଯୁକ୍ତ ଗିରଫ
ମୋହନା,୩୦୩(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ୩ ବର୍ଷୀୟା ଏକ ଶିଶୁକନ୍ୟାକୁ ବଳାତ୍କାର ଅଭିଯୋଗରେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ମୋହନା ଥାନା ଅଞ୍ଚଳର ବଳରାମ ନାୟକ(୫୫)। ଗୁରୁବାର ସନ୍ଧ୍ୟାରେ…
ବିଦ୍ୟୁତ୍ ଖୁଣ୍ଟ ଉପରେ ଚଢ଼ିଗଲା ଅଟୋ
ବୈଶିଙ୍ଗା,୩୦ା୩(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ରୁପ୍ସା-ବୈଶିଙ୍ଗା ରାସ୍ତାର ବଙ୍ଗାଳିଡାହି ଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ଅଟୋ ଭାରସାମ୍ୟ ହରାଇ ବିଦ୍ୟୁତ୍ ଖୁଣ୍ଟ ଉପରେ ଚଢ଼ିଯାଇଛି। ପିଞ୍ଛାବଣିଆ ହୋଲି ମେଳାରୁ ୪ ଜଣ ଯାତ୍ରୀଙ୍କୁ ନେଇ ଦୃତ…
୭୦ ହଜାର ମୁହାଁ ସୁନା ଦର
ଭୁବନେଶ୍ୱର,୩୦ା୩(ଅନୁରାଧା ମହାରଣା): ଦିନକୁ ଦିନ ସୁନାଦର ବଢ଼ିବାରେ ଲାଗିଛି। ଚଳିତ ମାସରେ ଭାରତୀୟ ବଜାରରେ ୧୦ ଗ୍ରାମ ସୁନା ମୂଲ୍ୟରେ ୪ରୁ ୫ ହଜାର ଟଙ୍କା ବୃଦ୍ଧି ପାଇଛି। ଭୁବନେଶ୍ୱରରେ ମାର୍ଚ୍ଚ ପହିଲାରେ ୨୨ କ୍ୟାରେଟ୍ ସୁନାଦର ୧୦ଗ୍ରାମ୍ ପିଛା ୫୮,୨୩୦…
ଓଡ଼ିଆ ଭାଷାରେ ଆଇପିଏଲ୍ କମେଣ୍ଟ୍ରି ବନ୍ଦ
ଭୁବନେଶ୍ୱର,୩୦।୩(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଭାଷାକୁ ଜାତୀୟ, ଅନ୍ତର୍ଜାତୀୟ ସ୍ତରରେ ଯେତିକି ଗୁରୁତ୍ୱ ମିଳିବା କଥା ସେତିକି ମିଳୁନାହିଁ। ଭାଷାର ବ୍ୟବହାର କମୁଛି। ଓଡ଼ିଶାର କିଛି ବି ଜାତୀୟ ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚତ୍ଗଲେ ସମସ୍ତେ ସିନା ଖୁସି ହୋଇ ଗର୍ବର କଥା ବୋଲି…
ଏଏପି ମହାରାଲିରେ ଯୋଗଦେବେ ରାହୁଲ, ଖାର୍ଗେ, ପାଓ୍ବାର, ଅଖିଳେଶ
ନୂଆଦିଲ୍ଲୀ,୨୯।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ଗିରଫଦାରୀ ପ୍ରତିବାଦରେ ଆମ୍ ଆଦ୍ମୀ ପାର୍ଟି (ଏଏପି) ଆସନ୍ତା ରବିବାର ରାମଲୀଳା ମଇଦାନରେ ମହାରାଲିର ଆୟୋଜନ କରୁଛି। ଏଥିରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଶରଦ ପାଓ୍ବାର, ଉଦ୍ଧବ…
ରାହୁଲଙ୍କ ପ୍ରତିଶ୍ରୁତି: କ୍ଷମତାକୁ ଆସିଲେ ନିଯୁକ୍ତିରେ ମହିଳାଙ୍କୁ ୫୦% ସଂରକ୍ଷଣ ଦେବୁ
ନୂଆଦିଲ୍ଲୀ,୨୯।୩: ଆଗାମୀ ନିର୍ବାଚନରେ କଂଗ୍ରେସ କ୍ଷମତାକୁ ଆସିଲେ ସରକାରୀ ନିଯୁକ୍ତିରେ ମହିଳାମାନଙ୍କ ପାଇଁ ୫୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରାଯିବ ବୋଲି ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୁକ୍ରବାର ପ୍ରତିଶ୍ରୁତି ଦେଇଛନ୍ତି। ମହିଳା ସଶକ୍ତ ହେଲେ ଭାରତର ଭାଗ୍ୟ ବଦଳାଇଦେବେ…
ବିନା ଗ୍ୟାରେଣ୍ଟିରେ ଲୋନ୍ ନେବାକୁ ଚାହୁଁଛନ୍ତି କି? ସରକାରଙ୍କ ଏହି ଯୋଜନାରେ ମିଳିବ ୧୦ ଲକ୍ଷ ଟଙ୍କା
ନୂଆଦିଲ୍ଲୀ,୨୯।୩: ଗତ କିଛି ବର୍ଷ ଧରି ଦେଶରେ ଷ୍ଟାଟ୍ଅପ୍ର ସଂଖ୍ୟା ବଢ଼ିବାରେ ଲାଗିଛି। ଅଧିକାଂଶ ଯୁବଗୋଷ୍ଠୀ ନିଜର ବ୍ୟବସାୟ ଆରମ୍ଭ କରିବାକୁ ଚାହୁଁଛନ୍ତି। କ’ଣ ଆପଣ ବି ବ୍ୟବସାୟ ଆରମ୍ଭ କରିବାକୁ ଚାହୁଁଛନ୍ତି, ହେଲେ ବିନା ଗ୍ୟାରେଣ୍ଟିଂରେ ଆପଣଙ୍କୁ ଲୋନ୍ ମିଳୁନାହିଁ?…
କେଜ୍ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ପ୍ରତିକ୍ରିୟା ରଖିଲା ଜାତିସଂଘ: ଆଶା କରୁଛୁ…
ଜାତିସଂଘ,୨୯।୩: ଭାରତରେ ଲୋକ ସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଗିରଫ କରାଯିବା ଏବଂ ମୁଖ୍ୟ ବିରୋଧୀ ଦଳ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରାଯିବା ଘଟଣାକୁ ନେଇ ଭାରତରେ ରାଜନୈତିକ ଅଶାନ୍ତି ଦେଖାଦେଇଛି। ଏହା ଉପରେ ପ୍ରତିକ୍ରିୟା…
କୋର୍ଟଙ୍କ ବଡ଼ ରାୟ, ଅନୈତିକ ସମ୍ପର୍କର ଅଭିଯୋଗ ଥିଲେ ବି ସ୍ବାମୀଙ୍କ ଠାରୁ ଭରଣପୋଷଣ ପାଇପାରିବେ ସ୍ତ୍ରୀ
ଭୋପାଳ,୨୯।୩: ବିବାହ ପରେ ସ୍ତ୍ରୀ ପରପୁରୁଷଙ୍କ ସହ ଅନୈତିକ ସମ୍ପର୍କ ରଖିଥିଲେ ମଧ୍ୟ ସ୍ବାମୀଙ୍କ ଠାରୁ ଭରଣପୋଷଣ ପାଇପାରିବେ। ଏନେଇ ବଡ଼ ରାୟ ଦେଇଛନ୍ତି ମଧ୍ୟପ୍ରଦେଶ ହାଇକୋର୍ଟ। ତେବେ ଭରଣପୋଷଣ ପାଇଁ କେସ୍ ଫାଇଲ କରିବାବେଳେ ଯଦି ସେ ସେଭଳି କୌଣସି…
Archives


