Home Left

ଅଲିମ୍ପିକ୍ସରେ ଦିଆଯାଉଥିବା ସ୍ବର୍ଣ୍ଣ ପଦକ ରୂପାରେ ତିଆରି! କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୨୭।୭: ପ୍ୟାରିସ ପ୍ରସ୍ତୁତ। ବିଶ୍ୱର ୧୦,୫୦୦ରୁ ଊର୍ଦ୍ଧ୍ୱ ଆଥଲେଟ୍‌ଙ୍କ ସମାଗମରେ ‘ସିଟି ଅଫ ଲାଇଟ୍ସ’ ହୋଇଉଠିଛି ଚଳଚଞ୍ଚଳ। ଶୁକ୍ରବାରଠାରୁ ଏଠାରେ ଆରମ୍ଭ ହୋଇଛି ବିଶ୍ୱର ସର୍ବୋଚ୍ଚ କ୍ରୀଡ଼ା ପ୍ରତିଯୋଗିତା ଅଲିମ୍ପିକ୍ସର ୩୩ତମ ସଂସ୍କରଣ। ବିଶ୍ୱର ପ୍ରଥମ ସହର ଭାବରେ ପ୍ୟାରିସ ତୃତୀୟ…

କମିଲା ଆଳୁ ଦର! ହେଲା ଏତିକି, ଯୋଗାଣ ମନ୍ତ୍ରୀ କହିଲେ …

ଭୁବନେଶ୍ୱର,୨୭।୭: ଆଳୁ ଦର ସ୍ବାଭାବିକ ହେଉଥିବା ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ସେ କହିଛନ୍ତି, ପଶ୍ଚିମବଙ୍ଗରୁ ଆଳୁ ଆସୁନଥିବାରୁ ଦର ବଢ଼ିଥିଲା, ଏବେ ଆସିବା ଆରମ୍ଭ ହୋଇଛି। ପଶ୍ଚିମବଙ୍ଗ ସରକାରଙ୍କ ସହ ଆଲୋଚନା ପରେ ଆସିବା ଆରମ୍ଭ ହୋଇଛି। ବଜାର…

ରାଗିଗଲେ ମମତା, ନୀତି ଆୟୋଗ ବୈଠକ ଛାଡି ମଝିରୁ ପଳାଇଲେ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଦିଲ୍ଲୀରେ ନୀତି ଆୟୋଗ ବୈଠକ ଚାଲିଛି। ଏହି ବୈଠକରେ ଭାଜପା ଶାସିତ ମୁଖ୍ୟମନ୍ତ୍ରୀଙ୍କ ବ୍ୟତିତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଯୋଗ ଦେଇଛନ୍ତି। ହେଲେ ଏକ ବଡ଼ ଖବର ସାମ୍ନାକୁ ଆସିଛି ଯେ,…

NITI Aayog: କ’ଣ ଏହି ନୀତି ଆୟୋଗ, କେଉଁମାନେ ହୁଅନ୍ତି ଏଥିରେ ସାମିଲ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୭: ରାଷ୍ଟ୍ରପତି ଭବନର ସାଂସ୍କୃତିକ କେନ୍ଦ୍ରରେ ନୀତିି ଆୟୋଗ ବୈଠକ ଜାରି ରହିଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ ଅଧ୍ୟକ୍ଷତା କରୁଛନ୍ତି। ଦେଶର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଏହି ବୈଠକରେ ଅଂଶଗ୍ରହଣ କରି କେନ୍ଦ୍ରର ଦୂରଦୃଷ୍ଟି କାର୍ଯ୍ୟକାରୀ କରିବା ଉପରେ…

ଓଡ଼ିଶାରେ କେନ୍ଦ୍ର କୋଇଲା, ଖଣି ମନ୍ତ୍ରୀ, ପ୍ରତିକ୍ରିୟା ରଖି କହିଲେ ପୂର୍ବ ସରକାର ଏବେ ସରକାର ମଧ୍ୟରେ…

ଭୁବନେଶ୍ୱର,୨୭।୭: କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ସତିଶ ଚନ୍ଦ୍ର ଦୁବେ ଶନିବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ଭୁବନେଶ୍ବରରେ ପହଞ୍ଚି ସେ ତାଙ୍କ ପ୍ରତିକ୍ରିୟା ରଖି କହିଛନ୍ତି, ପୂର୍ବ ସରକାର ଏବେ ସରକାର ମଧ୍ୟରେ ବହୁତ ତଫାତ ଅଛି। କୌଣସି ରାଜ୍ୟକୁ…

ହଷ୍ଟେଲରେ ପଶି ଗର୍ଲଫ୍ରେଣ୍ଡକୁ ମର୍ଡର, ବଞ୍ଚାଅ ବଞ୍ଚାଅ ଚିତ୍କାର ପରେ ବି ବୟଫ୍ରେଣ୍ଡ୍‌…

ବେଙ୍ଗାଲୁରୁ, ୨୭।୦୭: ସାମାନ୍ୟ କିଛି ଘଟଣାକୁ ନେଇ ଗର୍ଲଫ୍ରେଣ୍ଡକୁ ବାରମ଼୍ବାର ଛୁରି ଭୁଷି ଅତି ନିର୍ମମ ଭାବେ ହତ୍ୟାକରିଛି ବୟଫ୍ରେଣ୍ଡ୍‌ । ଏପରି ଏକ ଚର୍ଚ୍ଚିତ ହତ୍ୟାକାଣ୍ଡ ବେଙ୍ଗାଲୁରୁରେ ଘଟିଛି । ୨୪ ବର୍ଷୀୟା ଜଣେ ଯୁବତୀଙ୍କୁ ହତ୍ୟା କରିବା ଅଭିଯୋଗରେ…

ନିଟ୍‌ ପେପର ଲିକ୍‌ ମାମଲାରେ CBIକୁ ବଡ଼ ସଫଳତା, ପୋଖରୀରୁ ମିଳିଲା ୭ ଫୋନ୍‌

ଧନବାଦ,୨୭।୦୭: ନିଟ୍‌ ପେପର ଲିକ୍‌ ମାମଲାରେ ଶୁକ୍ରବାର ସିବିଆଇର ଏକ ଟିମ୍‌ ଧନବାଦରୁ ପବନ କୁମାର ନାମକ ଜଣେ ଯୁବକକୁ ଗିରଫ କରିଛି । ପବନ ଏବଂ ଅନ୍ୟଜଣେ ଯୁବକଙ୍କ ସହ ସିବିଇଆଇ ଟିମ୍‌ ନିକଟସ୍ଥ ଏକ ପୋଖରୀରୁ ଲିକ୍‌ ସମ଼୍ବନ୍ଧୀୟ…

୨୩ ଅଗଷ୍ଟକୁ ୟୁକ୍ରେନ ଯାଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦି, ରୁଷିଆ ସହିତ ଯୁଦ୍ଧ ମଧ୍ୟରେ ଏହା ପ୍ରଥମ ଗସ୍ତ

ନୂଆଦିଲ୍ଲୀ,୨୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି 23 ଅଗଷ୍ଟରେ ୟୁକ୍ରେନ ଗସ୍ତ କରିବେ। ଏହି ସମୟରେ ସେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ଭେଟିବେ। ରୁଷିଆ-ୟୁକ୍ରେନ ସହିତ ଯୁଦ୍ଧ ପରେ ଏହା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ୟୁକ୍ରେନ ଗସ୍ତ ହେବ। ପ୍ରଧାନମନ୍ତ୍ରୀ ମୋଦି ରୁଷିଆ…

ୟୁଟ୍ୟୁବରଙ୍କ ଉପରେ ଲଗାମ ଲଗାଇବାକୁ ଅଣ୍ଟା ଭିଡିଲେ ସରକାର, ଆଣିବେ ବିଲ୍‌

ନୂଆଦିଲ୍ଲୀ,୨୭।୭: ୟୁଟ୍ୟୁବରଙ୍କ ଉପରେ ଲଗାମ ଲଗାଇବା ପାଇଁ ଅଣ୍ଟା କଷିଲେଣି ମୋଦି ସରକାର। ଏନେଇ ସବୁ ପ୍ରସ୍ତୁତି ମଧ୍ୟ ଶେଷ କରି ସାରିଲେଣି। ଏଥିପାଇଁ ମୋଦି ସରକାର ନୂଆ ବିଲ୍‌ ଆଣିବାକୁ ଯାଉଛନ୍ତି। ଯେଉଁମାନେ ନିୟମିତ ଭାବେ ସୋସିଆଲ ମିଡିଆରେ ଭିଡିଓ…

ଯଦି ବିଜେଡି ଇଣ୍ଡିଆ ମେଣ୍ଟରେ ସାମିଲ ହୁଏ, ରାଜ୍ୟ ସଭାରେ ପଲଟିଯିବ ନମ୍ବର ଗେମ୍‌, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୨୭।୭: ଏଥର ଲୋକ ସଭା ନିର୍ବାଚନ ପରେ ଦେଶର ରାଜନୈତିକ ପରିସ୍ଥିତି ଅନେକାଂଶରେ ବଦଳିଥିବା ପରି ମନେ ହେଉଛି। ପୂର୍ବରୁ ଭାରତୀୟ ଜନତା ପାର୍ଟି (ଭାଜପା) ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଥିବା ବିଜୁ ଜନତା ଦଳ ବର୍ତ୍ତମାନ ବିରୋଧୀ ଦଳ ପାଲଟିଛି।…

ମାୟାନଗରୀରେ ଭଶୁୁଡ଼ିଲା ୩ ମହଲା କୋଠା, ଚାପିହୋଇ ରହିଛନ୍ତି ଲୋକେ

ମୁମ଼୍ବାଇ,୨୭।୦୭: ମୟାନଗରୀ ମୁମ଼୍ବାଇ ସହରର ନିକଟବର୍ତ୍ତୀ ଶାହବାଜ ଗ୍ରାମରେ ଏକ ୩ ମହଲା ଘର ଭୁଶୁଡ଼ି ପଡ଼ିଥିବା ଜଣାପଡ଼ିଛି । ଭଙ୍ଗା ଛାତ ତଳେ କିଛି ଲୋକ ଫସି ରହିଥିବା ଅନୁମାନ କରାଯାଉଛି । ବର୍ତ୍ତମାନ ପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁସାରେ…

ତେଲ ନଦୀ ଉପରେ ୪ ଫୁଟ ପାଣି: ଭାସିଗଲା କ୍ରେନ୍‌

ପାଟଣା,୨୭।୭(ବୀରକିଶୋର ଦାଶ): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେହାଲ ହୋଇପଡିଛି। ସାହାରପଡ଼ା ବ୍ଲକ କୁମୁଳା ବାହାଳୀ ନିକଟ ତେଲ ନଦୀ ପୋଲଉପରେ ଶନିବାର ୪ଫୁଟ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ କେନ୍ଦୁଝର-ମୟୁରଭଞ୍ଜ ଜିଲାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?