ଆଜି ନ୍ୟୁଜିଲାଣ୍ଡ ବିପକ୍ଷରୁ ଭାରତର ଅଭିଯାନ ଆରମ୍ଭ
ପ୍ୟାରିସ, ୨୭।୭ : ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ଅଭିଯାନ ଶନିବାର ଆରମ୍ଭ ହେବ। ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ମେଡାଲିଷ୍ଟ ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ ହେଉଛି ନ୍ୟୁଜିଲାଣ୍ଡ। ‘ପୁଲ୍ ଅଫ୍ ଡେଥ୍’ରେ ସ୍ଥାନ ପାଇଥିଲେ ହେଁ ଭାରତୀୟ ପୁରୁଷ ଦଳ…
ଆଳୁ ଅଭାବ: ଦର ବଢ଼ିଲା
ଭୁବନେଶ୍ୱର, ୨୭।୭(ସୁନିତ୍ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ କେଉଁଠାରେ ୫୦ ଟଙ୍କାରେ ଲୋକମାନଙ୍କୁ କିଣିବାକୁ ପଡୁଛି। କିଛି ସ୍ଥାନରେ ଖୁଚୁରାରେ ୫୫ ଟଙ୍କାରେ…
ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ
ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ ନେଇ ବିରୋଧୀ ଓ ଶାସକ ଦଳ ମୁହାଁମୁହିଁ ହୋଇଛନ୍ତି। ରାଜ୍ୟ ସରକାର ଶ୍ରୀଜୀଉଙ୍କ ନୀତିରେ…
ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର
ଭୁବନେଶ୍ୱର, ୨୭।୭(ସୁନିତ୍ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା ପାଇଁ ବେଶ୍ ଗୁରୁତ୍ୱ ବହନ କରିଛି। ଏହି ବଜେଟରେ ସମାଜର ୪ଟି ବର୍ଗଙ୍କ ଉପରେ…
ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ
ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ ଗଣେଶ୍ୱର ବେହେରା ବିଧାନସଭା ଶୂନ୍ୟକାଳରେ ଉଦ୍ବେଗ ପ୍ରକାଶ କରିଛନ୍ତି । ସେ କହିଛନ୍ତି, ସରକାର…
୧୭ ଶୁଟରଙ୍କ ପଦାର୍ପଣ
ପ୍ୟାରିସ୍,୨୭।୭: ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ ଆରମ୍ଭ ହୋଇସାରିଥିବା ବେଳେ ଶନିବାର ଭାରତୀୟ ଶୁଟିଂ ଦଳ ଏହାର ଅଭିଯାନ ଆରମ୍ଭ କରିବ। ଭାରତ ଅଲିମ୍ପିକ୍ସରେ ସମୁଦାୟ ୩୫ଟି ପଦକ ହାସଲ କରିଥିବା ବେଳେ କେବଳ ଶୁଟିଂରୁ ୪ଟି ପଦକ ରହିଛି। ତେବେ ବିଗତ…
ଏଇ ଭାରତରେ
ଜୀବିକା ପାଇଁ ମାଛ ଧରୁଥିବାବେଳେ ଗଛ ଲଗାଇ ଜୈବ ବିବିଧତାର ସୁରକ୍ଷା କରୁଛନ୍ତି କେରଳର କଣ୍ଡଲ ରଞ୍ଜନ। କନ୍ନୁର ଜିଲାରେ କଣ୍ଡଲଙ୍କ ଘର। କଣ୍ଡଲର ଅର୍ଥ ହେଉଛି ମ୍ୟାନଗ୍ରୋଭ। ତାଙ୍କ ନାମକରଣ ଏଭଳି କରାଯାଇଛି ସତ, କିନ୍ତୁ ତାଙ୍କ କାମ ତାହାର…
ବିଷମିଶା ରଙ୍ଗିନ ଖାଦ୍ୟ
ବର୍ଷାଦିନେ ଲଗାଣ ବର୍ଷା ଭିତରେ ଗରମ କୋବି ମାଞ୍ଚୁରିଆନ, ରଙ୍ଗିନ ମିଠା, କଟନକ୍ୟାଣ୍ଡି ଆଉ ସ୍କୁଲ ଯାଉଥିବା ପିଲାଙ୍କ ପାଇଁ ବରଫ ଗୋଲା ହେଉ ବା ରଙ୍ଗିନ ଚୁସ୍କି, ଏହା ସବୁ ନିଶ୍ଚିନ୍ତ ଲୋଭନୀୟ, ଆକର୍ଷଣୀୟ ଓ ପାଗ ଦେଖା ପାଟି…
ବଜେଟରେ ସାଧାରଣ ଜନତା
ଜୁଲାଇ ୨୩ ତାରିଖରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବଜେଟ ଉପସ୍ଥାପନ କରିଥିଲେ। ପୂର୍ବଥର ଭଳି ବଜେଟ ଏଥର ଦେଶର ସାଧାରଣ ଜନତା ବିଶେଷ କରି କୃଷକ, ଶ୍ରମିକ, ଯୁବକ, ମହିଳା ଏପରିକି ମଧ୍ୟବିତ୍ତ ଶ୍ରେଣୀକୁ ନିରାଶ କରିଛି। ବଜେଟରେ ଦେଶର ଅର୍ଥନୈତିକ…
ଇସ୍ତଫା ପଛର କାରଣ
ଜଣେ ଆଇଏଏସ୍ ପ୍ରୋବେସନରଙ୍କ ନକଲି ସାର୍ଟିଫିକେଟ୍କୁ ନେଇ ହୋଇଥିବା ଘୋଟାଲା ପରେ ୟୁପିଏସ୍ସି ଅଧ୍ୟକ୍ଷ ଡ. ମନୋଜ ସୋନି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି ବୋଲି ଗୁଜବ ସୃଷ୍ଟି ହୋଇଛି। କିନ୍ତୁ ସୋନି ପ୍ରାୟ ୧ମାସ ପୂର୍ବରୁ ଇସ୍ତଫା ଦେଇଥିବା ବିଷୟ…
ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ
ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ ହେବା ସହ ନଦୀନାଳରେ ଜଳସ୍ତର ବଢ଼ୁଛି। ଏପରି ସ୍ଥିତିରେ ଶୁକ୍ରବାର ବଙ୍ଗୋପସାଗରରେ…
ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍ ନେଇ ୨୦୦ କୋଟିର ନକଲି ବିଲ୍ ପାସ୍
ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି ଦୁର୍ନୀତି ଅଭିଯୋଗରେ ଏସିବି ଅବସରପ୍ରାପ୍ତ ଏଡିଜି (ପିଡବ୍ଲ୍ୟୁଡି) ଏବଂ ଦୁଇଟି ଘରୋଇ ସଂସ୍ଥାର ମାଲିକଙ୍କୁ…

