Home Left

ପାଣି ନାହିଁ, ମାଠିଆ ମେଲା

ଭୁବନେଶ୍ୱର,୨୯।୩ (ବନ୍ଦନା ସେଠୀ): ରାଜ୍ୟରେ ଏବେ ପାରଦ ଉପରମୁହାଁ ରହିଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ଧୀରେ ଧୀରେ ତାତି ଅସମ୍ଭାଳ ହେଉଛି। ଟାଇଁ ଟାଇଁ ଖରାକୁ ଗରମ ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଖରାରେ ଖୋଜେ ଚାଲିଲେ ଶୋଷ ଲାଗୁଛି। ବିଶେଷକରି…

ଏଚ୍‌ଏମ୍‌ଏସ୍‌ଆଇର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୯ା୩: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ ଘରୋଇ ବଜାର (ଭାରତ)ରେ ୬ କୋଟିରୁ ଅଧିକ ଗାଡ଼ି ବିକ୍ରିକରି ନୂଆ ମାଇଲଖୁଣ୍ଟ ହାସଲ କରିଛି। ବିଶେଷକରି ଏହି ସଫଳତା ଭାରତୀୟ ବଜାର ପ୍ରତି କମ୍ପାନୀର ଉପସ୍ଥିତି ଓ ଅତୁଟ…

ଲାଞ୍ଚ ମାମଲାରେ ସ୍ବାସ୍ଥ୍ୟ ପରିଦର୍ଶିକାଙ୍କୁ ୪ବର୍ଷ ଜେଲ

ସୁନ୍ଦରଗଡ଼,୨୯ା୩(ଜୟ ନାରାୟଣ ମେଣ୍ଡୁଳି):ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ରାଜଲକ୍ଷ୍ମୀ ପଟ୍ଟନାୟକ ଗୁରୁବାର ଏକ ଲାଞ୍ଚ ମାମଲାରେ ବଣାଇଁ ଉପଖଣ୍ଡ ଖୁଣ୍ଟ ଗାଁ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରର ଅବସରପ୍ରାପ୍ତ ସ୍ବାସ୍ଥ୍ୟ ପରିଦର୍ଶିକା ମଥାମଣି ରଥ(୬୩)ଙ୍କୁ ୪ ବର୍ଷ ଜେଲଦଣ୍ଡ ଦେଇଛନ୍ତି। ମଥାମଣି…

ବଜାରରେ ନାଲ୍‌କୋର ନୂତନ ଉତ୍ପାଦ

ଭୁବନେଶ୍ୱର,୨୯ା୩ (ଅଭୟ ଦାଶ): ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ତଥା ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟ ଅଧୀନ ନବରତ୍ନ କମ୍ପାନୀ ‘ନାଲ୍‌କୋ’ର ନୂତନ ଉତ୍ପାଦ ‘ଆଲୁମିନିୟମ ଆଲୟେ ଇନ୍‌ଗଟ୍‌ ଏଏଲ୍‌-୫୯’କୁ ଆନୁଷ୍ଠାନିକ ଭାବେ ବଜାର ପ୍ରବେଶ କରାଯାଇଛି। ଏପରିକି ଏଏଲ୍‌-୫୯ ମୁଖ୍ୟତଃ…

ପହିଲାରେ ଜମାହେବନି ୨୦୦୦ ଟଙ୍କିଆ

ଭୁବନେଶ୍ୱର,୨୯।୩(ଅନୁରାଧା ମହାରଣା): ୨୦୨୪ ଏପ୍ରିଲ ୧ରୁ ନୂତନ ଆର୍ଥିକ ବର୍ଷ ଆରମ୍ଭ ହୋବକୁ ଯାଉଛି। ନୂତନ ଆର୍ଥିକ ବର୍ଷର ପ୍ରଥମ ଦିନରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଆଞ୍ଚଳିକ କାର୍ଯ୍ୟାଳୟ ଗୁଡିକରେ ୨୦୦୦ ଟଙ୍କିଆ ନୋଟ୍‌ ବିନିମୟ କିମ୍ବା ଜମା ସୁବିଧା ଉପଲବ୍ଧ…

ଭାଜପା ଲୋକ ସଭା ପ୍ରାର୍ଥୀ ପାଇଁ ଚର୍ଚ୍ଚାରେ ଭର୍ତ୍ତୃହରି

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ଗୁୁରୁବାର ଦିଲ୍ଲୀସ୍ଥିତ ଭାଜପା ମୁଖ୍ୟ କାର୍ଯ୍ୟାଳୟରେ ଦଳରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ଭର୍ତ୍ତୃହରି ଗତ ୨୨ ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିବାବେଳେ କେଉଁ ଦଳରେ ଯୋଗଦେବେ ତାହା ସ୍ପଷ୍ଟ କରି ନ…

ଜେଲ ଗଲେ ୟୁଟ୍ୟୁବର ମୋନାଲିସା, ବଦ୍ରି

ଯାଜପୁର ଟାଉନ,୨୯ା୩(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି):ବେଆଇନ ଭାବେ ଘରେ ମାଙ୍କଡ଼ ରଖି ସେମାନଙ୍କ ସହ ଫଟୋ ଓ ଭିଡିଓ କରି ସାମାଜିକ ଗଣମାଧ୍ୟମରେ ଶେୟାର କରୁଥିବା ୟୁଟ୍ୟୁବର ମୋନାଲିସା ଭଦ୍ର ଓ ତାଙ୍କ ସ୍ବାମୀ ବଦ୍ରିନାରାୟଣ ଭଦ୍ର ଶେଷରେ ଜେଲ ଯାଇଛନ୍ତି। ଉଭୟେ…

ଚଳିତ ଆର୍ଥିକବର୍ଷର କାରବାର ଶେଷ, ସେନ୍‌ସେକ୍ସ ୭୪,୦୦୦ ନିକଟବର୍ତ୍ତୀ

ନୂଆଦିଲ୍ଲୀ,୨୯।୩: ଚଳିତ ଆର୍ଥିକ ବର୍ଷର ଅବଧି ଶେଷ ପୂର୍ବରୁ ଘରୋଇ ଶେୟାର ବଜାରର କାରବାର ଗୁରୁବାର ଶେଷ ହୋଇଛି। ବିଶେଷକରି ୨୦୨୩-୨୪ ଆର୍ଥିକ ବର୍ଷ ( ଏପ୍ରିଲ ୧ରୁ ମାର୍ଚ୍ଚ ୩୧) ମଧ୍ୟରେ ଦଲାଲ ଷ୍ଟ୍ରିଟ୍‌ ଅନେକ ରେକର୍ଡ ସୃଷ୍ଟି କରିଥିଲାବେଳେ…

ଭିଜିଲାନ୍ସ ଜାଲରେ ରାଜସ୍ବ ବିଭାଗ ସ୍ବତନ୍ତ୍ର ଅଧିକାରୀ

ନୂଆପଡ଼ା,୨୯ା୩(ମକାରୁ ବେମାଲ):ନୂଆପଡା ଜିଲା ରାଜସ୍ବ ବିଭାଗ ସ୍ବତନ୍ତ୍ର ଅଧିକାରୀ ନରେନ୍ଦ୍ର କୁମାର ଚନ୍ଦ୍ରକାର ଜମିଜମା ମାମଲାର ସମାଧାନ ପାଇଁ ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି। ସରକାରୀ କାର୍ଯ୍ୟାଳୟ ଓ ଖରିଆର ରୋଡସ୍ଥିତ ତାଙ୍କ ବାସ ଭବନରେ…

ଫିଟ୍‌ନେସ୍‌ବିହୀନ ସ୍କୁଲ ବସ୍‌ ଚଳାଇ ପିଲାଙ୍କ ଜୀବନ ସହ ଖେଳ

ଦାମନଯୋଡ଼ି/ପଟ୍ଟାଙ୍ଗି,୨୯ା୩(ମାନସ ରଞ୍ଜନ କର/ଶରତ ଧଳ): କୋରାପୁଟ ଜିଲାର ବିବାଦୀୟ କୋଟିଆ ଗଞ୍ଜେଇପଦରଠାରେ ଥିବା ସ୍ବତନ୍ତ୍ର ଓଡ଼ିଶା ଆଦର୍ଶ ବିଦ୍ୟାଳୟକୁ ଆଦିବାସୀ ବର୍ଗର ଛାତ୍ରୀଛାତ୍ରଙ୍କ ଯାତାୟାତ ଲାଗି ଦାମନଯୋଡ଼ିସ୍ଥିତ ନାଲ୍‌କୋ ପକ୍ଷରୁ ବସ୍‌ (ଓଡି ୧୦ଡବ୍ଲ୍ୟୁ-୭୭୦୭) ସେବା ଯୋଗାଇ ଦିଆଯାଉଛି। ଏହି ବସ୍‌ରେ…

୧ ଲୋକ ସଭା, ୪ ବିଧାନସଭା ପ୍ରାର୍ଥୀ ଘୋଷଣା କଲା ଏସ୍‌ୟୁସିଆଇ

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ):ଏସ୍‌ୟୁସିଆଇ (କମ୍ୟୁନିଷ୍ଟ) ପାର୍ଟିର କେନ୍ଦ୍ରୀୟ କମିଟି ନିଷ୍ପତ୍ତିକ୍ରମେ ଆସନ୍ତା ନିର୍ବାଚନରେ କଟକ ଲୋକ ସଭା ଆସନରୁ ରାଜକିଶୋର ମଲ୍ଲିକ, କଟକ ସଦର ବିଧାନସଭା ଆସନରୁ ପରମାନନ୍ଦ ସେଠୀ, ଚୌଦ୍ୱାର-କଟକ ଆସନରୁ ଖଗେଶ୍ୱର ସେଠୀ, ବାରବାଟୀ-କଟକ ଆସନରୁ ଅକ୍ଷୟ ରାଉଳ ଓ…

ଅନସୂୟାଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ, ୧୯ କାଉନସିଲରଙ୍କ ଇସ୍ତଫା

ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ବିଧାନସଭା ଆସନ ପାଇଁ ବିଜେଡି ଅନସୂୟା ମାଝିଙ୍କ ନାମ ଘୋଷଣା କରିବା ପରେ ଦଳରେ ଅନ୍ତକନ୍ଦଳ ସୃଷ୍ଟି ହୋଇଛି। ତାଙ୍କ ପ୍ରାର୍ଥତ୍ତ୍ୱକୁ ଦଳର ସିଂହଭାଗ ନେତା ଓ ନେତ୍ରୀ ଗ୍ରହଣ କରିପାରି ନ ଥିବା ଦେଖିବାକୁ ମିଳିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri