‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’
ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି ଯେ ଖୁବ ଶୀଘ୍ର ୟୁପି ରାଜନୀତିରେ କିଛି ବଡ ଘଟଣା ଘଟିବାକୁ ଯାଉଛି। ଦୁଇ…
ସୁଭଦ୍ରା ଯୋଜନା ଶୁଭାରମ୍ଭକୁ ନେଇ ବଡ଼ ବୟାନ ଦେଲେ ଉପମୁଖ୍ୟମନ୍ତ୍ରୀ: ଆବେଦନ ପ୍ରକ୍ରିୟା ହେବ…
ଭୁବନେଶ୍ୱର,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅର୍ଥାତ ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହେବ । ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା ଏ ନେଇ ଗଣମାଧ୍ୟମକୁ ବଡ଼ ବୟାନ ଦେଇଛନ୍ତି। ବଜେଟ୍ରେ ୧୦…
ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍ହେରୀ ବାଗ୍ ରୋଡ…
ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍ହରୀ ବାଗ୍ ରୋଡ୍, ବଙ୍ଗଳା ନମ୍ବର-୫ ତାଙ୍କର ନୂଆ ଠିକଣା ହେବ। ଏନେଇ କେନ୍ଦ୍ର ଆବାସ ସମିତି ପକ୍ଷରୁ ରାହୁଲଙ୍କୁ ପ୍ରସ୍ତାବ…
ଆଳୁ ଦର ବଢିବା ନେଇ ବଡ଼ ନିଷ୍ପତ୍ତି ନେଲେ ନବୀନ, ଲେଖିଲେ ଚିଠି…
ଭୁବନେଶ୍ୱର,୨୬।୭: ଆଳୁ ସଙ୍କଟ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାର୍ନାଜୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଚିଠିରେ ନବୀନ କହିଛନ୍ତି, ଆଳୁର ଅଭାବୀ ଯୋଗୁଁ ଓଡ଼ିଶାରେ ଦର ବଢ଼ିଛି। ଦର ବୃଦ୍ଧି ଯୋଗୁଁ ରାଜ୍ୟବାସୀ ସମସ୍ୟା ଭୋଗୁଛନ୍ତି।…
ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…
ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ ଡକ୍ଟରେଟ୍ ଉପାଧି ଲାଭ କରିଛନ୍ତି । ସାନ୍ ଫ୍ରାନ୍ସିକୋରେ ଆୟୋଜିତ କାର୍ଯ୍ୟକ୍ରମରେ ତାଙ୍କୁ ଏହା…
ଫାରାହ ଖାନ୍ଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ମା’ ମେନକା ଇରାନିଙ୍କ ନିଧନ
ବମ୍ବେ: ମା’ଙ୍କୁ ହରାଇଛନ୍ତି କୋରିଓଗ୍ରାଫର-ନିର୍ଦ୍ଦେଶକ ଫାରାହ ଖାନ୍। ଶୁକ୍ରବାର ତାଙ୍କର ମା’ ମେନକା ଇରାନୀଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା। ଗତ କିଛି ଦିନ ଧରି ସେ ଅସୁସ୍ଥ ଥିଲେ। ଏବେ ତାଙ୍କର ନିଧନକୁ ନେଇ…
ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!
ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ ଗ୍ରହଣ କରିବା ମାତ୍ରେ ରେଡ୍ଡୀ ଲଗାତାର ତାଙ୍କୁ ବିରୋଧ କରିବାରେ ଲାଗିଛନ୍ତି। ଚନ୍ଦ୍ରବାବୁ ନାଇଡୁ…
ବାଇଡେନଙ୍କ ପରେ କମଲାଙ୍କୁ ସମର୍ଥନ କଲେ ଓବାମା-ମିଶେଲ; ଟ୍ରମ୍ପଙ୍କ ଅଡୁଆ ବଢ଼ିଲା…
ଓ୍ବାଶିଂଟନ,୨୬।୭: ଆମେରିକା ରାଷ୍ଟ୍ରପତି ପଦ ଲାଗି କମଲା ହାରିସଙ୍କ ପ୍ରାର୍ଥୀତ୍ୱ ମଜଭୂତ ହେବାରେ ଲାଗିଛି। ରାଷ୍ଟ୍ରପତି ଜୋ ବାଇଡେନଙ୍କ ପରେ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ତାଙ୍କ ପତ୍ନୀ ମିଶେଲ ଓବାମା ମଧ୍ୟ ରାଷ୍ଟ୍ରପତି ପଦ ଲାଗି କମଲାଙ୍କ ସମର୍ଥନ…
ବାଂଲାଦେଶକୁ ହରାଇ ଫାଇନାଲ୍ରେ ପ୍ରବେଶ କଲା ଭାରତ, ପାକିସ୍ତାନ ସହ ହୋଇପାରେ ବଡ଼ ମୁକାବିଲା
ନୂଆଦିଲ୍ଲୀ,୨୬।୦୭: ବାଂଲାଦେଶକୁ ୧୦ ୱିକେଟ୍ରେ ହରାଇ ଭାରତୀୟ ଟିମ୍ ମହିଳା ଏସିଆ କପ୍ର ଫାଇନାଲ୍ରେ ପ୍ରବେଶ କରିଛି । ଫାଇନାଲ୍ରେ ଇଣ୍ଡିଆ ଟିମ୍ ପାକିସ୍ତାନକୁ ଭେଟିପାରେ । ସେମିଫାଇନାଲରେ ପାକିସ୍ତାନୀ ଦଳ ଆୟୋଜକ ଶ୍ରୀଲଙ୍କାକୁ ଭେଟିବ । ବାଂଲାଦେଶର ୮୧ ରନର…
ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍
ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଫୁଲବତି ରଣା(୪୮)। ଦୁର୍ଘଟଣା ପରେ ସ୍ଥାନୀୟ…
BSNLର ୩୩୬ ଦିନିଆ ପ୍ଲାନ୍, ଫେଲ୍ ମାରିବେ ଜିଓ, ଏୟାରଟେଲ୍
ନୂଆଦିଲ୍ଲୀ,୨୬।୦୭: ଖୁବ୍ଶୀଘ୍ର ଦେଶରେ ୪ଜି ସେବା ଲଞ୍ଚ୍ କରିବାକୁ ଯାଉଛି ଭାରତ ସଞ୍ଚାର ନିଗମ ବା ବିଏସ୍ଏନ୍ଏଲ୍ । ପ୍ରାଇଭେଟ୍ ଟେଲିକମ୍ କମ୍ପାନୀମାନଙ୍କୁ ଟକ୍କର ଦେବା ପାଇଁ ବିଏସ୍ଏନ୍ଏଲ୍ ଯୋଜନା କରୁଛି । ନିକଟରେ ପ୍ରାଇଭେଟ୍ କାମ୍ପାନୀଗୁଡ଼ିକ ରିଚାର୍ଜ ପ୍ଲାନ୍ରେ ୬୦୦…
ଅଗ୍ନିପଥ ଯୋଜନାକୁ ନେଇ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୬।୦୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୫ ତମ କାର୍ଗିଲ ବିଜୟ ଦିବସ ଅବସରରେ କାର୍ଗିଲ ଯୁଦ୍ଧ ସ୍ମାରକରେ ଶହୀଦ ବୀରଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି । ୨୬ ଜୁଲାଇ ୧୯୯୯ରେ ଭାରତ କାର୍ଗିଲ ଯୁଦ୍ଧରେ ବିଜୟ ହାସଲ କରିଥିଲା । ଏହି…

