Home Left

ଅନୁଷ୍କାଙ୍କ ସ୍ମାଇଲ୍‌

ମୁମ୍ବାଇ: ଅଭିନେତ୍ରୀ ଅନୁଷ୍କା ଶର୍ମା କିଛିଦିନର ବ୍ୟବଧାନ ପରେ ପୁଣି ଇନ୍‌ଷ୍ଟାଗ୍ରାମକୁ ଫେରିଛନ୍ତି। ଏହି ଅଭିନେତ୍ରୀ ବର୍ତ୍ତମାନ ଲଣ୍ଡନରେ ଥାଇ ନବଜାତ ପୁତ୍ର ଅକାୟଙ୍କ ଯତ୍ନ ନେବାରେ ବ୍ୟସ୍ତ ଅଛନ୍ତି। ସେ ଗୁରୁବାର ନିଜର ଏକ ସୁନ୍ଦର ଫଟୋ ସୋସିଆଲ ମିଡିଆରେ…

ରାଜସ୍ଥାନର କ୍ରମାଗତ ଦ୍ୱିତୀୟ ବିଜୟ

ଜୟପୁର,୨୮ା୩: ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ୯ତମ ଆଇପିଏଲ୍‌ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୨ ରନ୍‌ରେ ହରାଇ କ୍ରମାଗତ ଦ୍ୱିତୀୟ ବିଜୟୀ ହୋଇଛି ରାଜସ୍ଥାନ ରୟାଲ୍ସ। ପ୍ରଥମେ ବ୍ୟାଟିଂ କରି ରାଜସ୍ଥାନ ରୟାଲ୍ସ ୫ ଉଇକେଟ ହରାଇ ୧୮୫…

ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ଲାଗି ଭାରତ-ଚାଇନା ମଧ୍ୟରେ ଜୋର୍‌ଦାର ଆଲୋଚନା

ନୂଆଦିଲ୍ଲୀ,୨୮।୩: ପୂର୍ବ ଲଦାଖରେ ଦୀର୍ଘଦିନର ସୀମା ବିବାଦ ପରେ ଭାରତ ଏବଂ ଚାଇନାର ଶୀର୍ଷ କୂଟନୀତିଜ୍ଞମାନଙ୍କ ମଧ୍ୟରେ ସାନି ଆଲୋଚନା ଆରମ୍ଭ ହୋଇଛି। ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ର ବିବାଦୀୟ ଅଞ୍ଚଳରୁ ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ଏବଂ ସୀମା ସମ୍ପର୍କିତ ଅନ୍ୟାନ୍ୟ…

ମୁଖତାରଙ୍କ ୧୨ଶହ କୋଟି ଟଙ୍କାର ସମ୍ପତ୍ତି

ଲକ୍ଷ୍ନୌ,୨୮।୩: ମୁଖତାର ଅନସାରୀଙ୍କ ନାମ କିଏ ବା ନ ଶୁଣିଛି। ଯଦି ଆମେ ପୂର୍ବାଞ୍ଚଳ ବିଷୟରେ କଥା ହେବା, ସେଠାରେ ଥିବା ସମସ୍ତେ ନିଶ୍ଚୟ ତାଙ୍କ ନାମ ଶୁଣିଥିବେ। ଗାଜିପୁରରେ ଜନ୍ମଗ୍ରହଣ କରିଥିବା ମୁଖତାର୍‌ ଅନସାରୀଙ୍କ ପରିବାର ଏକ ପ୍ରତିଷ୍ଠିତ ରାଜନୈତିକ…

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ ନାଁ ଘୋଷଣା କରିନାହିଁ। ସେହିପରି ଭାଜପା ଓ କଂଗ୍ରେସ ପକ୍ଷରୁ ମଧ୍ୟ ଟିକେଟ ଘୋଷଣା…

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା ଗୁଦଡ଼ୀ ଥାନା ବୁରୁଗୁଲିକେରା ଗ୍ରାମର ଗନ୍ଧୋରୀ ବୁଡ଼(୬୦) ଓ ତାଙ୍କ ପୁଅ ରାଜେଶ ବୁଡ଼(୩୫)।…

ଦିଲ୍ଲୀକୁ ୧୮୬ ରନର ଟାର୍ଗେଟ୍‌ ଦେଲା ରାଜସ୍ଥାନ

ଜୟପୁର,୨୮।୩: ଦିଲ୍ଲୀ କ୍ୟାପିଟାଲ ଏବଂ ରାଜସ୍ଥାନ ରୟାଲ ମଧ୍ୟରେ ଖେଳାଯାଉଥିବା ୯ମ ମ୍ୟାଚରେ ଦିଲ୍ଲୀକୁ ୧୮୬ ରନର ଲକ୍ଷ୍ୟ ଦେଇଛି ରାଜସ୍ଥାନ। ଏହି ମ୍ୟାଚ ଜୟପୁରର ସଓ୍ବାଇ ମାନ ସିଂ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଟସ୍‌ ଜିତି ପ୍ରଥମେ…

ଇଡି ଜବତ କରୁଥିବା ସମ୍ପତ୍ତି ହୁଏ କ’ଣ, ଯାହାକୁ ଗରିବଙ୍କ ମଧ୍ୟରେ ବାଣ୍ଟି ଦେଉଥିବା କହୁଛନ୍ତି ମୋଦି?

ନୂଆଦିଲ୍ଲୀ,୨୮।୩: ନିର୍ବାଚନ ଋତୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଏକ ବଡ଼ ଦାବି କରିଛନ୍ତି। ପଶ୍ଚିମବଙ୍ଗର କୃଷ୍ଣନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଅମୃତା ରୟଙ୍କ ସହ କଥାବାର୍ତ୍ତା ବେଳେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ମୁଁ ଇଡି…

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିରଦ ଶ୍ରୀ ମାତାଜୀ(୮୦)। ମିଳିଥିବା ସୂଚନା ଅନୁଯାୟୀ, ମାତାଜୀ ଜୈନ ଧର୍ମ ପ୍ରଚାର…

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ ୫ସହରରେ ୩୯ଡିଗ୍ରୀ ପାରଦ ଛୁଇଁଛି। ଆଗାମୀ ଦୁଇଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାରେ…

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା ହାଇକୋର୍ଟରେ ରୁଜୁ କରିଥିବା ମାମଲାରେ ରଞ୍ଜିତ ବରାଳ ଓ ରାଜ୍ୟ ସରକାରଙ୍କ ପକ୍ଷରୁ…

ଜେଲରୁ ପ୍ରଚାର କରିବେ ଆଜମ ଖାଁ? ଷ୍ଟାର ପ୍ରଚାରକ ଲିଷ୍ଟରେ ରହିଛି ନାମ

ଲକ୍ଷ୍ନୌ,୨୮।୩: ଲୋକସଭା ନିର୍ବାଚନ ୨୦୨୪ ପାଇଁ ବିଗୁଲ ବାଜି ସାରିଛି ଏବଂ ଉତ୍ତରପ୍ରଦେଶର ୮୦ଟି ଆସନରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ୟୁପିରେ ପ୍ରଥମ ପର୍ଯ୍ୟାୟରେ ୮ ଟି ଆସନରେ ନିର୍ବାଚନ ଅନୁଷ୍ଠିତ ହେବ ଏବଂ ଏଥିପାଇଁ ୧୯ ଏପ୍ରିଲରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri