Home Left

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ ସୁରେନ୍ଦ୍ର ସିଂ ଭୋଇ ବିଧାନସଭା ନିର୍ବାଚନ ପୂର୍ବରୁ ବିଜୁ ଜନତା ଦଳ (ବିଜେଡି) ରେ…

କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ଆମେରିକା ଦେଇଥିବା ମନ୍ତବ୍ୟ ଉପରେ କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୨୮।୩ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଗିରଫଦାରୀ ଏବଂ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରାଯିବା ଘଟଣା ଉପରେ ଆମେରିକାର ମନ୍ତବ୍ୟ ଅବାଞ୍ଛିତ ବୋଲି ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ଗୁରୁବାର କହିଛି। ଆମେରିକା ପରରାଷ୍ଟ୍ର ବିଭାଗର ମନ୍ତବ୍ୟ ଉପରେ ଭାରତ…

କେଶବ ମହାରାଜଙ୍କୁ ଦଳରେ ସାମିଲ କଲା ରାଜସ୍ଥାନ ରୟାଲ୍ସ, କେକେଆର ଆଣିଲା ୧୬ ବର୍ଷ ବୟସ୍କ ଆଫଗାନିସ୍ତାନ ସ୍ପିନର

ନୂଆଦିଲ୍ଲୀ ,୨୮।୩: ଆହତ ପ୍ରସିଦ୍ଧ କ୍ରିଷ୍ଣାଙ୍କ ସ୍ଥାନରେ ବଦଳ ଖେଳାଳି ଭାବେ ରାଜସ୍ଥାନ ରୟାଲ୍ସ ଦକ୍ଷିଣ ଆଫ୍ରିକାର ସ୍ପିନର କେଶବ ମହାରାଜଙ୍କୁ ଦଳରେ ସାମିଲ କରିଛି। ସେହିଭଳି କେକେଆର୍ ଆଫଗାନିସ୍ତାନର ୧୬ ବର୍ଷ ବୟସ୍କ ଅଫ୍ ସ୍ପିନର ଆଲ୍ଲହା ଗଜାନଫରଙ୍କୁ ୨୦…

ଇତିହାସ ରଚିଲେ ରିଷଭ ପନ୍ତ, ଏଭଳି କରିବାରେ ହେଲେ ୭ମ ଖେଳାଳି

ଜୟପୁର,୨୮।୩: ୨୦୨୪ ଆଇପିଏଲର ୧୭ ତମ ସିଜନରେ ପ୍ରାୟ ପ୍ରତ୍ୟେକ ମ୍ୟାଚରେ ନୂଆ ରେକର୍ଡ ସୃଷ୍ଟି ହେଉଛି । ଜୟପୁରର ସୱାଇ ମାନ ସିଂ ଷ୍ଟାଡିୟମରେ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଆଇପିଏଲ ୨୦୨୪ର ୯ମ ମ୍ୟାଚ ଖେଳାଯାଉଛି…

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ କଂଗ୍ରେସ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ଦଳର ଜଣେ…

ଗୋପାଳପୁର ଚିନ୍ତାରେ ବିଜେଡି: ପ୍ରଦୀପଙ୍କ ପଛେ ପଛେ ଭାଜପାରେ ସାମିଲ ହେଉଛନ୍ତି କର୍ମୀ

ଗୋପାଳପୁର,୨୮।୩(ନବୀନ ରାଜ ଆଚାରୀ): ସାଧାରଣ ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନୀତି ତାତି ସେତେ ବଢୁଛି। ଗୁରୁବାର ଗୋପାଳପୁର ନିର୍ବାଚନ ମଣ୍ଡଳୀ ଗୋଳନ୍ଥରା ସ୍ଥିତ ବନ୍ଦେ ମାତରଂ କାର୍ଯ୍ୟାଳୟରେ ଭାଜପା ବ୍ରହ୍ମପୁର ଲୋକସଭା ପାର୍ଥୀ ଡ଼ ପ୍ରଦୀପ କୁମାର ପାଣିଗ୍ରାହୀଙ୍କୁ…

ଓଡ଼ିଶା ପାଇଁ ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୨୮।୩: ଓଡ଼ିଶା ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ୧୮ ଟି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜୁ ଜନତା ଦଳ(ବିଜେଡି) ୧୫ ଟି ଲୋକସଭା ଏବଂ ୭୨ ଟି ବିଧାନସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛି।…

୧୪ ବର୍ଷର ବନବାସ ଶେଷ କରି କାହିଁକି ରାଜନୀତିକୁ ଫେରିଲେ ଛୋଟେ ମିଆଁ

ମୁମ୍ବାଇ,୨୮।୩: ବଲିଉଡ଼ ଅଭିନେତା ତଥା ପୂର୍ବତନ ଏମପି ଗୋବିନ୍ଦା ଗୁରୁବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇ ଉତ୍ତର ପଶ୍ଚିମରେ ଶିବସେନାର ଉଦ୍ଧବ ବାଲାସାହେବ ଠାକରେଙ୍କ ପ୍ରାର୍ଥୀ ଅମୋଲ କୀର୍ତ୍ତିକରଙ୍କ ବିରୋଧରେ ତାଙ୍କୁ ପ୍ରାର୍ଥୀ କରାଯାଇପାରେ ବୋଲି…

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା ଭିଜିଲାନ୍ସ। ଅଭିଯୁକ୍ତ ଜଣକ ପୁରୀର ଏନଫୋର୍ସମେଣ୍ଟ ୟୁନିଟର ସିଟିଓ ଏବଂ ଜିଏସଟି ଅଧିକାରୀ ମାନସ…

ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖରାପ ଖବର, ଏହି ଗୁରୁତ୍ୱପୂର୍ଣ୍ଣ ଖେଳାଳିଙ୍କ ଫେରିବା କଷ୍ଟକର

ନୂଆଦିଲ୍ଲୀ,୨୮।୩: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟ ପରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଆଉ ଏକ ଖରାପ ଖବର ଆସିଛି। ଦଳର ଷ୍ଟାର ବ୍ୟାଟର ସୂର୍ଯ୍ୟକୁମାର ଯାଦବ ଏ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଫିଟ ନୁହଁନ୍ତି। ଏଭଳି ପରିସ୍ଥିତିରେ ସେ ଆଉ କିଛିି ମ୍ୟାଚ…

ଇଡି ମୋ ସ୍ବାମୀଙ୍କୁ ହଇରାଣ କରୁଛନ୍ତି, ସେ ବହୁତ ଅସୁସ୍ଥ ଅଛନ୍ତି:ସୁନୀତା

ନୂଆଦିଲ୍ଲୀ,୨୮।୩: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗୁରୁବାର କୋର୍ଟରୁ ଆଶ୍ୱସ୍ତି ପାଇନାହାଁନ୍ତି ଏବଂ ତାଙ୍କୁ ଏପ୍ରିଲ ୧ ପର୍ଯ୍ୟନ୍ତ ଇଡି ରିମାଣ୍ଡରେ ପଠାଯାଇଛି। କୋର୍ଟଙ୍କ ନିଷ୍ପତ୍ତି ପରେ ତାଙ୍କ ପତ୍ନୀ ସୁନୀତା କେଜରିୱାଲ ଗଣମାଧ୍ୟମକୁ କହିଛନ୍ତି ଯେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri