Home Left

କେଜ୍‌ରିଓ୍ବାଲଙ୍କୁ ମିଳିଲାନି ଆଶ୍ୱସ୍ତି, ବଢିଲା ଇଡି ରିମାଣ୍ଡ

ନୂଆଦିଲ୍ଲୀ,୨୮।୩: ମଦ ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି)ର ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଆଶ୍ୱସ୍ତି ମିଳିନାହିଁ। ଗୁରୁବାର ତାଙ୍କ ଇଡି ରିମାଣ୍ଡକୁ ବୃଦ୍ଧି କରାଯାଇଛି। ଦିଲ୍ଲୀର ରାଉସ ଏଭିନ୍ୟୁ କୋର୍ଟ ଏହାକୁ…

ଅଜବ ଘର: ଦେଖିବାକୁ ବଙ୍କାତେଢ଼ା ମାତ୍ର ଆକର୍ଷଣୀୟ, ଜାଣନ୍ତୁ ଏହାର ସ୍ବତନ୍ତ୍ରତା…

ଦୁନିଆରେ ଅନେକ ଅଟ୍ଟାଳିକା ଅଛି, ଯାହା ଅନେକ କାରଣ ପାଇଁ ଲୋକଙ୍କୁ ଆକର୍ଷିତ କରିଥାଏ। କିଛି ଘର ଡିଜାଇନକୁ ନେଇ ବେଶ୍‌ ଆକର୍ଷଣୀୟ ହୋଇଥାଏ। ଆଜି ସେମିତି କିଛି ଅଦ୍ଭୁତ ଅଟ୍ଟାଳିକା ବିଷୟରେ କହିବୁ। ଯାହା ଦେଖିବାକୁ ବଙ୍କାତେଢ଼ା କିନ୍ତୁ ବାସ୍ତବ…

ଭାଜପାରେ ଯୋଗ ଦେବା ପରେ ଭର୍ତ୍ତୃହରି ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ…

ନୂଆଦିଲ୍ଲୀ,୨୮।୩: ବିଜେପିରେ ସାମିଲ ପରେ ସାଂସଦ ଭର୍ତ୍ତୃହରି ମହତାବ ଓଡ଼ିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି। କେବଳ ‘ରାଷ୍ଟ୍ରବାଦ, ଏକାତ୍ମତା, ପୂର୍ବୋଦୟ ଭାଜପା ଜରିଆରେ ହୋଇପାରିବ। ତେବେ ଖୁବଶୀଘ୍ର ଓଡ଼ିଶାରେ ପରିବର୍ତ୍ତନ ହେବାକୁ ଯାଉଛି, ଯାହା ଆସିଲେ ଲୋକେ ଦେଖିପାରିବେ’।…

ପଦ୍ମ ଧରିଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୩: ଭାଜପାରେ ସାମିଲ ହେଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଗୁରୁବାର ଅପରାହ୍ନ ସାଢେ ୨ଟାରେ ନୂଆଦିଲ୍ଲୀର ଭାଜପା ମୁଖ୍ୟାଳୟରେ ସେ ଯୋଗ ଦେଇଛନ୍ତି। ଏହା ସହିତ ବିଜେଡିରୁ ଇସ୍ତଫା ଦେଇଥିବା ଏମ୍‌ପି ଭର୍ତ୍ତୃହରି ମହତାବ, ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର ମଧ୍ୟ…

ରୋହିତଙ୍କୁ ସମ୍ଭାଳିବାକୁ ପଡିଲା ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକତ୍ୱ! ପାଣ୍ଡ୍ୟାଙ୍କୁ କହିଲେ…

ନୂଆଦିଲ୍ଲୀ,୨୮।୩: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ସନରାଇଜର୍ସ ହାଇଦ୍ରାବାଦ ୨୦ ଓଭରରେ ୩ ଉଇକେଟ୍‌ ହରାଇ ୨୭୭ ରନ୍‌ ସଂଗ୍ରହ କରିଥିଲା। ଆଇପିଏଲ ଇତିହାସରେ ଏହା ହେଉଛି ସବୁଠାରୁ ବଡ ସ୍କୋର । କିନ୍ତୁ ସନରାଇଜର୍ସ ହାଇଦ୍ରାବାଦ ବ୍ୟାଟରମାନେ ଯେପରି ରନ୍‌ ସ୍କୋର…

ଏହି ୫ ଭାଜପା ନେତା ର୍ନିଦ୍ୱନ୍ଦରେ ଜିତିବେ ନିର୍ବାଚନ, ପ୍ରାର୍ଥୀ ଛିଡ଼ା କରିବାକୁ ବିରୋଧୀ କରିପାରିଲାନି ସାହାସ

ନୂଆଦିଲ୍ଲୀ,୨୮।୩: ଦେଶରେ ଆରମ୍ଭ ହୋଇଛି ନିର୍ବାଚନର ବଡ଼ ପର୍ବ। ବିରୋଧୀଙ୍କୁ ଚିତାପଟ କରିବା ପାଇଁ ରାଜନୈତିକ ଦଳ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଭୋଟରଙ୍କୁ ନିଜ ଆଡ଼କୁ ଟାଣିବା ପାଇଁ ପ୍ରାର୍ଥୀମାନେ ଅଣ୍ଟା ଭିଡ଼ି ସାରିଛନ୍ତି। କିନ୍ତୁ ଦେଶରେ ଏପରି ୫ପ୍ରାର୍ଥୀ…

ଆଗାମୀ ଦୁଇ ଦିନରେ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର,୨୮ା୩: ପାଗ ଶୁଖିଲା ରହୁଥିବାରୁ ଚଳିତମାସ ଶେଷ ପର୍ଯ୍ୟନ୍ତ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏପରିକି ଏପ୍ରିଲ ପହିଲାରେ ତାପମାତ୍ରା 40 ଡିଗ୍ରୀ ପାର…

ଏପ୍ରିଲ ପ୍ରଥମ ସପ୍ତାହରେ ଘୋଷଣା ହେବ କଂଗ୍ରେସ ଟିକେଟ୍‌

ଭୁବନେଶ୍ୱର,୨୮।୩: ମୁଣ୍ଡ ଉପରେ ନିର୍ବାଚନ। ଭାଜପା ଓ ବିଜେଡି ପର୍ଯ୍ୟାୟ କ୍ରମେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। କିନ୍ତୁ ଏଥିରେ ପଛରେ ପଡିଛି କଂଗ୍ରେସ । କଂଗ୍ରେସ କେବେ ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି ଚର୍ଚ୍ଚା ହେଉଥିବାବେଳେ…

ରାସ୍ତା ପ୍ରଶସ୍ତିକରଣକୁ ନେଇ ଉତ୍ତେଜନା: କାର୍ଯ୍ୟବନ୍ଦ କଲେ ଗ୍ରାମବାସୀ

ମୋରଡ଼ା,୨୮ା୩(ସ୍ମାରକ ମାଜୀ): ରାସ୍ତା ପ୍ରଶସ୍ତିକରଣକୁ ନେଇ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡ଼ିଆ ଗ୍ରାମରେ ଉତ୍ତେଜନା ଦେଖିବାକୁ ମିଳିଛି। ଏନେଇ ଗ୍ରାମବାସୀ  ନିର୍ମାଣ କାର୍ଯ୍ୟ ବନ୍ଦ କରିଛନ୍ତି। ସୂଚନାନୁଯାୟୀ, ପୂର୍ତ୍ତବିଭାଗ ଅଧୀନରେ ହାଣ୍ଡିଭଙ୍ଗାଠାରୁ କୁଜିଡ଼ିହି ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ସହିତ…

ଅପରାଜିତାଙ୍କ ବିପକ୍ଷରେ ଜିତିବା ନେଇ ଏମିତି କହିଲେ ମନ୍ମଥ ରାଉତରାୟ

ପୁରୀ,୨୮।୩: ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟଙ୍କୁ ଭୁବନେଶ୍ୱର ଲୋକ ସଭା ଆସନରୁ ବିଜେଡି ଟିକେଟ ଦେଇଛି। ଏହାକୁ ନେଇ ରାଜନୀତି ଜୋର ଧରିଛି। ତାଙ୍କ ବାପା ଏବଂ ଭାଇ ଏହି ନିଷ୍ପତ୍ତିକୁ ବିରୋଧ କରିଛନ୍ତି।…

ଟ୍ରକ୍‌ରେ ପିଟିହେଲା ହାଇଓ୍ବା, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଭଦ୍ରକ,୨୮ା୩(ସନାତନ ରାଉତ): ଭଦ୍ରକ ୧୬ନଂ ଜାତୀୟ ରାଜପଥର ଦମକଳ କେନ୍ଦ୍ର ସମ୍ମୁଖରେ ଗୁରୁବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ସୂଚନାନୁଯାୟୀ, ଦୁଇଦିନ ପୂର୍ବରୁ ତାମିଲନାଡୁର ଗୋଟିଏ ୧୪ ଚକିଆ (ଟିଏନ୍‌ ୫୭ଏ ଏମ୍‌ ୯୯୬୬)…

ଟିକେଟ୍‌ ମିଳିବା ପରେ ମହାପ୍ରଭୁଙ୍କ ଦର୍ଶନ କଲେ ବବି ଦାସ

ପୁରୀ,୨୮।୩: ବିଜୁ ଜନତା ଦଳ ପକ୍ଷରୁ ସମ୍ବଲପୁର ଲୋକ ସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ଭାବେ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାମ ଘୋଷଣା କରାଯାଇଛି। ବବିଙ୍କୁ ଟିକେଟ୍‌ ମିଳିବା ପରେ ସେ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି। ନିଜର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri