Home Left

ଖୁବ୍‌ଶୀଘ୍ର ଭାଜପାର ଓଡ଼ିଶା ବିଧାନ ସଭା ତାଲିକା! ଦିଲ୍ଲୀ ଗଲେ ରାଜ୍ୟ ସଭାପତି

ଭୁବନେଶ୍ୱର,୨୮।୩: ମେଣ୍ଟ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡିବା ପରେ ଏବେ ଆରମ୍ଭ ହୋଇଛି ପ୍ରାର୍ଥୀ ଘୋଷଣା। ଦୁଇ ଦଳ ପର୍ଯ୍ୟାୟ ପର୍ଯ୍ୟାୟ ହିସାବରେ ପ୍ରାର୍ଥୀ ତାଲିକା ଘୋଷଣା କରୁଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ ଅନ୍ୟ ସବୁ ଆସନରେ ପ୍ରାର୍ଥୀ ତାଲିକା…

ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଲେ ୬୦୦ରୁ ଅଧିକ ଓକିଲ: ଏହି କଥାକୁ ନେଇ ଚିନ୍ତାପ୍ରକଟ

ନୂଆଦିଲ୍ଲୀ,୨୮।୩: ଦେଶର ୬୦୦ରୁ ଅଧିକ ଓକିଲ ଭାରତର ପ୍ରଧାନ ବିଚାରପତି ଡିଏ ଚନ୍ଦ୍ରଚୁଡଙ୍କୁ ଚିଠି ଲେଖିଛନ୍ତି। କୁହାଯାଇଛି ଯେ ଏକ ‘ନିର୍ଦ୍ଦିଷ୍ଟ ଗୋଷ୍ଠୀ’ ନ୍ୟାୟପାଳିକା ଉପରେ ଏହାର ପ୍ରଭାବ ପକାଇବାକୁ ଚେଷ୍ଟା କରୁଛି, ଯାହା ବିଷୟରେ ସେମାନେ ବହୁତ ଚିନ୍ତିତ। ଯେଉଁମାନେ…

ପାଣ୍ଡ୍ୟାଙ୍କୁ ଗାଳି, ଗାଏକଓ୍ବାଡଙ୍କ ପାଇଁ ତାଳି…ଅଧିନାୟକ ଦାୟିତ୍ୱ କିଭଳି ଦିଆଯାଏ ଧୋନୀଙ୍କଠାରୁ ଶିଖିବା ଉଚିତ

ନୂଆଦିଲ୍ଲୀ,୨୮।୩: ଆଇପିଏଲ୍‌ରେ ମାର୍ଚ୍ଚ ୨୪ ଏବଂ ୨୬ର ଦୃଶ୍ୟ ବହୁତ କିଛି ବୟାନ କରୁଛି। ପ୍ରଥମେ ମାର୍ଚ୍ଚ ୨୪ ବିଷୟରେ କଥା ହେବା। ଏହି ଦିନ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଗୁଜୁରାଟ ଟାଇଟାନ୍ସ ମଧ୍ୟରେ ମ୍ୟାଚ୍‌ ହୋଇଥିଲା। ଏହି ମ୍ୟାଚ ଅହମ୍ମଦାବାଦରେ…

‘ନିର୍ବାଚନ ଲଢ଼ିବାକୁ ଟଙ୍କା ନାହିଁ’ ବୟାନକୁ ନେଇ ଚର୍ଚ୍ଚାରେ ଥିବା ଅର୍ଥମନ୍ତ୍ରୀ ସୀତାରମଣଙ୍କ ସମ୍ପତ୍ତି କେତେ? ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୩: ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ମନା କରି ଦେଇଛନ୍ତି। ଭାରତୀୟ ଜନତା ପାର୍ଟି (ବିଜେପି) ଚାହୁଁଥିଲା ଯେ ସେ ଆନ୍ଧ୍ରପ୍ରଦେଶ କିମ୍ବା ତାମିଲନାଡୁରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରନ୍ତୁ।  ହେଲେ  ପାଖରେ ନିର୍ବାଚନ ଲଢ଼ିବାକୁ ଟଙ୍କା…

ନିର୍ବାଚନବେଳେ ଜବତ ମଦ-ଟଙ୍କା କିଏ ରଖନ୍ତି, ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୨୮।୩: ଦେଶରେ ଲୋକ ସଭା ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ । ଲୋକ ସଭା ନିର୍ବାଚନର ତାରିଖ ମଧ୍ୟ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି। ଏହା ଏପ୍ରିଲ ୧୯ରୁ ଆରମ୍ଭ ହୋଇ ଜୁନ୍‌ ୧ ପର୍ଯ୍ୟନ୍ତ ଜାରି ରହିବ। ସମଗ୍ର ଦେଶରେ…

ଭାରତର ଆପତ୍ତି ସତ୍ତ୍ୱେ ସୁଧୁରୁନି ଆମେରିକା, ପୁଣି କେଜ୍‌ରିଓ୍ବାଲଙ୍କ ଗିରଫକୁ ନେଇ ଏମିତି କହିଲା

ଓ୍ବାଶିଂଟନ୍‌,୨୮।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଗିରଫଦାରୀ ଉପରେ ଆମେରିକା ପୁଣି ଥରେ ମନ୍ତବ୍ୟ ଦେଇଛି। ଭାରତ ବିରୋଧ ପ୍ରଦର୍ଶନ ସତ୍ତ୍ୱେ ଆମେରିକା ଏଥିରୁ ନିବୃତ୍ତ ହୋଇନାହିଁ। ଆମେରିକାର ବୈଦେଶିକ ବିଭାଗ ମୁଖପାତ୍ର ମାଥ୍ୟୁ ମିଲର କହିଛନ୍ତି, ଅରବିନ୍ଦ କେଜ୍‌ରିୱାଲଙ୍କୁ ଗିରଫ…

ଭୁବନେଶ୍ୱରରେ ଏତିକି ହୋଇଗଲା ତେଲ ଦର

ଭୁବନେଶ୍ୱର,୨୮।୩: ନିର୍ବାଚନ ଲାଗି ନିକଟରେ ପେଟ୍ରୋଲ ଓ ଡିଜେଲ ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ମୂଲ୍ୟ ବୃଦ୍ଧି କିମ୍ବା ହ୍ରାସ ଭଳି ପରିବର୍ତ୍ତନ ରାଜ୍ୟଗୁଡିକ ଦ୍ୱାରା ଲାଗୁ ହୋଇଥିବା ଟ୍ୟାକ୍ସ ଯୋଗୁଁ ହୋଇପାରେ । ସହରରେ ସ୍ଥାନୀୟ ଟିକସ ଲାଗୁ ହୋଇଥାଏ…

ଗ୍ରାହକଙ୍କୁ ଝଟ୍‌କା ଦେଲା SBI, ଏପ୍ରିଲ ପହିଲାରୁ…

ନୂଆଦିଲ୍ଲୀ,୨୮।୩: ଦେଶର ସର୍ବବୃହତ ସରକାରୀ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏହାର ଗ୍ରାହକଙ୍କୁ ଦେଇଛି ବଡ଼ ଝଟ୍‌କା। ବ୍ୟାଙ୍କ ଡେବିଟ୍‌ କାର୍ଡ ଉପରେ ମେନ୍ଟେନାନ୍ସ ଚାର୍ଜ(ରକ୍ଷଣାବେକ୍ଷଣ ଦେୟ) ବଢ଼ାଇବାକୁ ଘୋଷଣା କରିଛି। କ୍ଲାସିକ୍‌, ସିଲ୍‌ଭର, ଗ୍ଲୋବାଲ, କଣ୍ଟାକ୍ଟଲେସ୍‌ ଏବଂ ଏସ୍‌ବିଆଇ…

ରାଜକୁମାରୀଙ୍କୁ କ୍ୟାନସର, ତଥାପି ତୁଟୁନି ରାଜ ପରିବାର କଳି

ଲଣ୍ଡନ,୨୮।୩: ବ୍ରିଟିଶ ରାଜ ପରିବାରର ଦୁଇ ଭାଇଙ୍କ ମଧ୍ୟରେ ମତଭେଦ ବଢିବାରେ ଲାଗିଛି। ରାଜକୁମାରୀ କେଟ ମିଡଲେଟନ କ୍ୟାନସର ରୋଗ ସହ ସଂଗ୍ରାମ କରୁଛନ୍ତି। ଏହି ସମୟ ମଧ୍ୟରେ ତାଙ୍କ ସ୍ବାମୀ ପ୍ରିନ୍ସ ୱିଲିୟମ ତାଙ୍କ ସାନଭାଇ ପ୍ରିନ୍ସ ହ୍ୟାରିଙ୍କୁ ଭେଟିବାକୁ…

ଭାରତର ଏହି ସହରରେ ପ୍ରସ୍ତୁତ ହୁଏ ଆଇପିଏଲ୍‌ ବଲ୍‌, ବର୍ଷକୁ ୫୦୦ କୋଟି ଟଙ୍କା ରୋଜଗାର

ବର୍ତ୍ତମାନ ଆଇପିଏଲ ଚାଲିଛି। ଇଣ୍ଡିଆନ ପ୍ରିମିୟର ଲିଗ୍‌କୁ ନେଇ ଲୋକଙ୍କ ମଧ୍ୟରେ ଏକ ବଡ଼ କ୍ରେଜ୍‌ ରହିଛି। ଏହି ପ୍ରତିଯୋଗିତା ୬୬ ଦିନ ପର୍ଯ୍ୟନ୍ତ ଚାଲିବ। କିନ୍ତୁ ଆପଣ ଜାଣନ୍ତି କି ଖେଳାଳିମାନେ ଯେଉଁ ବଲ୍‌ରେ ଖେଳୁଛନ୍ତି, ସେହି ବଲ୍‌ କେଉଁଠାରେ…

ଦ୍ୱନ୍ଦ୍ୱରେ କଂଗ୍ରେସ, ସୁର ପରିବାର ପଲଟିକ୍ସକୁ ନେଇ ଓଡ଼ିଶା ରାଜନୀତିରେ ହଟଚମଟ

ଭୁବନେଶ୍ୱର,୨୮।୩: ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କ ପରିବାରକୁ ନେଇ କାଲିଠାରୁ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି । ସାନପୁଅ ମନ୍ମଥ ରାଉତରାୟ ବିଜେଡିର ଭୁବନେଶ୍ବର ଲୋକ ସଭା ଟିକେଟ୍‌ ପାଇବାବେଳେ ସୁର ରାଉତରାୟ କଂଗ୍ରେସର ସବୁ ପଦ ପଦବୀରୁ ଇସ୍ତଫା…

ମୁମ୍ବାଇ ଇଣ୍ଡିଆନ୍ସ-ସନରାଇଜର୍ସ ହାଇଦ୍ରାବାଦ ମ୍ୟାଚ୍‌ରେ ରେକର୍ଡ ବର୍ଷା

ହାଇଦ୍ରାବାଦ୍‌,୨୮।୩: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଆଇପିଏଲ ଇତିହାସରେ ସନରାଇଜର୍ସ ହାଇଦ୍ରାବାଦ ସର୍ବାଧିକ ସ୍କୋର କରିଥିଲା। ଏହାପୂର୍ବରୁ ଏହି ରେକର୍ଡ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ନାମରେ ଥିଲା। ଆଇପିଏଲ ୨୦୧୩ରେ ଆରସିବି ୨୬୩ ରନ ସ୍କୋର କରିଥିଲା। କିନ୍ତୁ ବର୍ତ୍ତମାନ ସନରାଇଜର୍ସ ହାଇଦ୍ରାବାଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri