ଆତ୍ମସମର୍ପଣ କଲେ ୟୁଟ୍ୟୁବର ମୋନାଲିସା
ଯାଜପୁର,୨୮ା୩: ୟୁଟ୍ୟୁବର ମୋନାଲିସା ଭଦ୍ର ଯାଜପୁରରୋଡ୍ସ୍ଥିତ ବନ ବିଭାଗ କାର୍ଯ୍ୟାଳୟରେ ଗୁରୁବାର ଆତ୍ମସମର୍ପଣ କରିଛନ୍ତି। ମୋନାଲିସା ବନ୍ୟଜନ୍ତୁଙ୍କୁ ଘରେ ରଖି ଭିଡିଓ ପ୍ରସ୍ତୁତ କରି ସୋସିଆଲ ମିଡିଆରେ ଶେୟାର କରୁଥିଲେ। ଏନେଇ ତାଙ୍କ ନାମରେ ଅଭିଯୋଗ ହୋଇଥିଲା। ସୂଚନାଯୋଗ୍ୟ, ବେଆଇନ ଭାବେ…
ମାତ୍ର ୨୨ ମିନିଟ୍ରେ ରେକର୍ଡ ଭାଙ୍ଗିଦେଲେ ଅଭିଷେକ
ହାଇଦ୍ରାବାଦ,୨୮।୩: ସନରାଇଜର୍ସ ହାଇଦ୍ରାବାଦ ପାଇଁ ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ ଟ୍ରାଭିସ ହେଡ ଅର୍ଦ୍ଧଶତକ ହାସଲ କରିଥିଲେ। ମାତ୍ର କିଛି ମିନିଟ ପରେ ଅଭିଷେକ ଶର୍ମା ଏହି ରେକର୍ଡ ଭାଙ୍ଗିଥିଲେ। ଆଇପିଏଲ ୨୦୨୪ର ଅଷ୍ଟମ ମ୍ୟାଚରେ ହାଇଦ୍ରାବାଦ ମୁମ୍ବାଇ ଇଣ୍ଡିଆନ୍ସକୁ ୩୧ ରନରେ…
ବଡ଼ ବୟାନ ଦେଲେ ସିଦ୍ଧାର୍ଥ ରାଉତରାୟ, ‘ମୋ ଭାଇକୁ ବିଜେଡି ମୁର୍ଗା ବନେଇପାରେ’
ଭୁବନେଶ୍ୱର,୨୮।୩: ରାଜ୍ୟ ରାଜନୀତିରେ ହଇଚଇ । କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ ରାଉତରାୟ ବୁଧବାର କଂଗ୍ରେସର ସବୁ ପଦବୀରୁ ଇସ୍ତଫା ଦେଇଛନ୍ତି । କାରଣ ତାଙ୍କ ସାନ ପୁଅ ବିଜେଡିରେ ମିଶିଛନ୍ତି। ବିଜେଡିରେ ମିଶିବା ପରେ ସେ…
କଳାହାଣ୍ଡିରେ ବିଜେଡି ଖେଳିଲା ମହିଳା କାର୍ଡ
ଭବାନୀପାଟଣା,୨୮।୩(ଉତ୍ତମ କୁମାର ଦାଶ): ଆଗାମୀ ସାଧାରଣ ନିର୍ବାଚନ ବିଧାନ ସଭା କ୍ଷେତ୍ର ପାଇଁ ବିଜେଡି ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ବିଧାୟକ ପ୍ରାର୍ଥିନୀ/ପ୍ରାର୍ଥିଙ୍କ ନାମ ଘୋଷଣା କରାଯାଇଛି। ଏଥିରେ କଳାହାଣ୍ଡି ଜିଲାର ନର୍ଲାକୁ ଛାଡି ୪ଟି ବିଧାନସଭା ମଣ୍ଡଳୀରେ ବିଧାୟକ ପ୍ରାର୍ଥିନୀ/ପ୍ରାର୍ଥିଙ୍କ…
ଟିକେଟ୍ ନ ମିଳିବାରୁ ଆତ୍ମହତ୍ୟା ଉଦ୍ୟମ କରିଥିବା ଏମ୍ପିଙ୍କ ପରଲୋକ
ଚେନ୍ନାଇ,୨୮।୩: ତାମିଲନାଡୁର ଏରୋଡରୁ ବର୍ତ୍ତମାନର MDMK ଏମ୍ପି ଏ. ଗଣେଶମୂର୍ତ୍ତି (୭୬) ଗୁରୁବାର ସକାଳେ ଆଖିବୁଜିଛନ୍ତି। ଲୋକ ସଭା ନିର୍ବାଚନରେ ଟିକେଟ ନ ପାଇ ସେ ରାଗିଯାଇ ମାର୍ଚ୍ଚ ୨୪ରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗଣେଶମୂର୍ତ୍ତି ବିଷ ଖାଇବା…
ପାଣ୍ଡ୍ୟାଙ୍କ ହାତରୁ ଯାଇପାରେ ଅଧିନାୟକ ପଦ: ରୋହିତଙ୍କ ସହ କଥା ହେଲେ ଆକାଶ ଅମ୍ବାନୀ
ହାଇଦ୍ରାବାଦ,୨୮।୩: ସନରାଇଜର୍ସ ହାଇଦ୍ରାବାଦ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି ମ୍ୟାଚରେ ଆଇପିଏଲ ଇତିହାସରେ ହାଇଦ୍ରାବାଦ ସବୁଠୁ ବଡ଼ ସ୍କୋର କରିଥିଲା। ମୁମ୍ବାଇ ଦଳ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଖେଳୁଥିଲେ। ଦଳର ପରାଜୟ ପରେ ସୋସିଆଲ ମିଡିଆରେ ତାଙ୍କୁ ବହୁତ ସମାଲୋଚନା…
କଫି ସହ ମଣିଷ ରକ୍ତ ମିଶାଇ ପିଉଛନ୍ତି ଏହି ମହିଳା
ଦୁନିଆରେ,ପ୍ରତ୍ୟେକ ମଣିଷଙ୍କର ନିଜସ୍ବ ସଉକ ଅଛି। କିଏ ଭ୍ରମଣ କରିବାକୁ ଭଲ ପାଆନ୍ତି ତ ଆଉ କିଏ ଖାଇବାକୁ ଭଲ ପାଆନ୍ତି। କେତେକ ଗୀତ ଗାଇବାକୁ ଭଲ ପାଆନ୍ତି, ଆଉ କେତେକ ନାଚିବାକୁ ଭଲ ପାଆନ୍ତି। କିଛି ଲୋକ ଅଛନ୍ତି ଯେଉଁମାନଙ୍କର…
ବ୍ୟାଙ୍କ ଆପେ କାଟିନେଉଛନ୍ତି ଟଙ୍କା
ଡେରାଡୁନ୍,୨୮ା୩: ବିହାର ଶରଣ ଜିଲାର ଇଞ୍ଜିନିୟରିଂ ଗ୍ରାଜୁଏଟ୍ କୁନ୍ଦନ କୁମାର ବର୍ଷେରୁ ଅଧିକ ସମୟ ଧରି ଏକ ବୀମା ପଲିସି ବନ୍ଦ କରିବାକୁ ଉଦ୍ୟମ ଚଳାଇଛନ୍ତି, ଯାହାକୁ ସେ କିଣିବା ପାଇଁ ପ୍ରଥମ ପସନ୍ଦରେ ରଖି ନ ଥିଲେ। କେନ୍ଦ୍ର ସରକାରଙ୍କ…
ଏଥର ବୈଜୟନ୍ତଙ୍କ ସହ ଅଂଶୁମାନ୍ଙ୍କ ମୁକାବିଲା
କେନ୍ଦ୍ରାପଡ଼ା,୨୮ା୩ (ଜଗନ୍ନାଥ ଧଳ)ଆସନ୍ତା ଜୁନ୍ ୧ ତାରିଖରେ କେନ୍ଦ୍ରାପଡ଼ା ଲୋକସଭା ଆସନ ପାଇଁ ସାଧାରଣ ନିର୍ବାଚନ ହେବ ା ୭ ବିଧାନସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ ଏହି ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଓ ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା…
ଭଣ୍ଡାରିପୋଖରୀରୁ ପ୍ରଫୁଲ୍ଲ ଗଲେ, ଭଦ୍ରକରୁ ସଞ୍ଜୀବ ଆସିଲେ
ଭଦ୍ରକ(ସନାତନ ରାଉତ)/ବନ୍ତ(ହରି ନାରାୟଣ ମହାନ୍ତି),୨୮ା୩ବୁଧବାର ବିଜେଡ଼ିର ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ତେବେ ଜିଲାର ଭଦ୍ରକ ଓ ଭଣ୍ଡାରିପୋଖରୀରେ ବିଧାୟକଙ୍କ ଅଦଳ ବଦଳକୁ ନେଇ ଚର୍ଚ୍ଚା ଜୋର ଧରିଛି। ଭଣ୍ଡାରିପୋଖରୀର ବରିଷ୍ଠ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କୁ ଭଦ୍ରକ…
ଭାଜପା ଲୋକସଭା ପ୍ରାର୍ଥୀଙ୍କ ଗାଡ଼ିକୁ ଅଣ୍ଡା ମାଡ଼
ପାପଡ଼ାହାଣ୍ଡି, ୨୮।୩(ସ୍ବପ୍ନଜିତ ପଟ୍ଟନାୟକ)ନବରଙ୍ଗପୁର ଜିଲା ମଇଦଲପୁର ହାଟପଦାଠାରେ ବୁଧବାର ଭାଜପାର ନବରଙ୍ଗପୁର ଲୋକ ସଭା ପ୍ରାର୍ଥୀ ବଳଭଦ୍ର ମାଝିଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ ହୋଇଛି। ବଳଭଦ୍ର ନିଜ ଗାଡ଼ିରେ ଝରିଗାଁରୁ ପାପଡ଼ାହାଣ୍ଡି ଆଡ଼କୁ ଆସିବା ସମୟରେ ହାଟପଦା ନିକଟରେ ଛପି ରହିଥିବା…
ସୁନୀଲ, ଅରୂପଙ୍କୁ ନେଇ ବିଜେଡି ଶିବିରରେ ଉତ୍ସାହ
ପୁରୀ,୨୮ା୩(ଅଜିତ୍ ମହାନ୍ତି)ଆଗାମୀ ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପକ୍ଷରୁ ବୁଧବାର ବିଧାନସଭା ଓ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ପୁରୀ ସଦର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ସ୍ବର୍ଗତ ମହେଶ୍ୱର ମହାନ୍ତିଙ୍କ ପୁଅ ସୁନିଲ ମହାନ୍ତିଙ୍କୁ ବିଜେଡି ପ୍ରାର୍ଥୀ…
Archives


