ଓଡ଼ିଶାରେ ଏବେ ୯ ଲକ୍ଷ ଲୋକେ ବେକାର: ମୁଣ୍ଡପିଛା ଆୟ ଏତିକି
ଭୁବନେଶ୍ୱର,୨୫।୭: ଓଡ଼ିଶାରେ ଏବେ ୯ ଲକ୍ଷ ଲୋକେ ବେକାରୀ ଥିବା ଜଣାପଡିଛି। ବୁଧବାର ସରକାର ଉପସ୍ଥାପନା କରିଥିବା ରିପୋର୍ଟରୁ ଏହି ତଥ୍ୟ ସାମ୍ନାକୁ ଆସିଛି। ଓଡ଼ିଶାରେ ୧୫ ଓ ଉର୍ଦ୍ଧ ବୟସର ଜନସଂଖ୍ୟା ପ୍ରାୟ ୩.୫୧ କୋଟି ରହିଛନ୍ତି। ଏମାନଙ୍କ ମଧ୍ୟରୁ…
ଭାରତ ବିପକ୍ଷ ସିରିଜ୍ ପୂର୍ବରୁ ଶ୍ରୀଲଙ୍କାକୁ ଲାଗିଲା ବଡ଼ ଝଟ୍କା
ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଏକ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ଏହି ସିରିଜ ପୂର୍ବରୁ ଶ୍ରୀଲଙ୍କା ଦୁଇଟି ବଡ଼ ଝଟ୍କା ଲାଗିଛି। ପ୍ରଥମେ ଦଳର ଷ୍ଟାର ଦ୍ରୁତ ବୋଲର ଦୁଷ୍ମନ୍ଥା ଚାମିରା ବାଦ୍ ପଡିଥିଲେ। ବର୍ତ୍ତମାନ…
ଗାଁ ପୋଖରୀରେ ବୁଡ଼ି ଭାଇ ଭଉଣୀ ମୃତ, ଅନ୍ୟ ଜଣେ ଶିଶୁ ଜୀବିତ
ଖଲ୍ଲିକୋଟ,୨୫।୭(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ବାଦପଲ୍ଲୀ ପଞ୍ଚାୟତର ମରେଇନୂଆଁ ଗାଁ’ରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୋଖରୀରେ ଗାଧୋଉଥିବା ସମୟରେ ପୋଖରୀ ରେ ବୁଡ଼ି ଦୁଇ ଶିଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶିଶୁ ଅଳ୍ପକେ…
ଶୌଚ ହେବାକୁ ଯାଇ ଦଳିଦେଲା ହାତୀ, ଚାଲିଗଲା ଜଣଙ୍କ ଜୀବନ
ବଣାଇ,୨୫ା୭(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ତାମଡା ରେଞ୍ଜ ଅଧୀନସ୍ଥ ଜାମୁଦର ଗ୍ରାମରେ ଘଟିଛି ଏକ ଅଘଟଣ। ଶୌଚ ହେବାକୁ ଯାଇଥିବା ବ୍ୟକ୍ତି ହାତୀ ଆକ୍ରମଣର ଶିକାର ହୋଇ ମୃତ୍ୟୁବରଣ କରିଥିବା ଜଣାଯାଇଛି। ଜାମୁଦର ଗ୍ରାମର କୁଦୁରାଇ ମୁଣ୍ଡାରି (୫୦)…
ସପରିବାର ଆତ୍ମାହୁତି ଦେବାକୁ ଧମକ ଦେଇଥିଲେ ଗୀତାଞ୍ଜଳି, ବନପାଳ ଭାବେ ନିଯୁକ୍ତି ଦେଲା ବନବିଭାଗ
ଅମରପାଲି,୨୫ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢି ଗ୍ରାମର ଗୀତାଞ୍ଜଳି ସାହୁଙ୍କୁ କୋର୍ଟ ଆଦେଶ ଦେଇଥିଲେ ମଧ୍ୟ ନିଯୁକ୍ତି ଦିଆ ଯାଉ ନ ଥିବାରୁ ସେ ସପରିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଆଗରେ ଆତ୍ମାହୁତି ଦେବାକୁ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଥିଲେ।…
କାହିଁକି ପରିବର୍ତ୍ତନ ହେଲା ଲକ୍ଷ୍ମୀ ବସ୍ର ରଙ୍ଗ-ନାମ, ବଡ଼ କାରଣ କହିଦେଲେ ମନ୍ତ୍ରୀ
ଭୁବନେଶ୍ୱର,୨୫।୭: ବିଧାନସଭାରେ ଉଠିଲା ଲକ୍ଷ୍ମୀ ବସ୍ ପ୍ରସଙ୍ଗ । ଗୁରୁବାର ଲକ୍ଷ୍ମୀ ବସକୁ ନେଇ ବିଧାନସଭାରେ ଘେରିଛନ୍ତିି ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ । ଲକ୍ଷ୍ମୀ ବସ୍ର ରଙ୍ଗ ଓ ନାମ ପରିବର୍ତ୍ତନ କରିବାର କାରଣ କଣ? ଏହାଦ୍ୱାରା ସରକାର…
ଅଲମ୍ପିକ୍ସ ଖେଳିବେ ବିଧାୟିକା; ବାପା-ମା’ ଥିଲେ ଏମପି
ନୂଆଦିଲ୍ଲୀ,୨୫।୭: ଚଳିତ ଅଲମ୍ପିକ୍ସ ଗେମ୍ସ ଫ୍ରାନ୍ସର ରାଜଧାନୀ ପ୍ୟାରିସରେ ୨୬ ଜୁଲାଇରୁ ୧୧ ଅଗଷ୍ଟ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି। ପ୍ୟାରିସ ଅଲମ୍ପିକ୍ସ ପାଇଁ ଭାରତର ୧୧୭ ଆଥଲେଟ ଅଂଶଗ୍ରହଣ କରୁଛନ୍ତି। ୨୦୨୦ ଟୋକିଓ ଅଲମ୍ପିକ୍ସରେ ଭାରତ ୭ ଟି ପଦକ ଜିତିଥିଲା।…
ଦୁର୍ଘଟଣାରେ କଲେଜ ଅଧ୍ୟକ୍ଷଙ୍କ ମୃତ୍ୟୁ ଘଟଣା: ଦୁର୍ଘଟଣାଗ୍ରସ୍ତ କାରରୁ ଅଢେଇ ଲକ୍ଷ ଟଙ୍କା ଗାଏବ୍
ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭଟଲି ରୋଡ଼ ସାଇମନ୍ଦିର ବ୍ରିଜ ନିକଟରେ ବୁଧବାର ଏକ କାର୍ ଦୁର୍ଘଟଣା ହୋଇଥିଲା । ଦୁର୍ଘଟଣାରେ ବରଗଡ ଖୁଣ୍ଟପାଲି କଲେଜ ଅଧ୍ୟକ୍ଷ ମନୋଜ କୁମାର ଆଚାର୍ଯ୍ୟଙ୍କ ମୃତ୍ୟୁ ହୋଇଥିଲା। ତେବେ ଦୁର୍ଘଟଣାଗ୍ରସ୍ତ ଉକ୍ତ କାରରୁ ଅଢେଇ ଲକ୍ଷ…
ରାଷ୍ଟ୍ରପତି ପାଇଁ ଯୋଗ୍ୟ ନୁହଁନ୍ତି କମଲା ହାରିସ: ଟ୍ରମ୍ପ
ଓ୍ବାଶିଂଟନ୍,୨୫।୭: ରାଷ୍ଟ୍ରପତି ନିର୍ବାଚନକୁ ନେଇ ଆମେରିକାରେ ରାଜନୈତିକ ତାପମାତ୍ରା ବୃଦ୍ଧି ପାଇଛି। ନେତାଙ୍କ ପରସ୍ପର ଉପରେ ରାଜନୈତିକ ଆକ୍ରମଣ ମଧ୍ୟ ତୀବ୍ର ହୋଇଛି। ଏହି ସମୟରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଉପରାଷ୍ଟ୍ରପତି କମଲା ହାରିସଙ୍କୁ ଟାର୍ଗେଟ କରିଛନ୍ତି। ଆମେରିକାର…
କେଜ୍ରିୱାଲଙ୍କୁ ବଡ଼ ଝଟ୍କା: ନ୍ୟାୟିକ ହେପାଜତ ଅଗଷ୍ଟ ୮ ପର୍ଯ୍ୟନ୍ତ ବଢିଲା
ନୂଆଦିଲ୍ଲୀ,୨୫।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସମସ୍ୟା ଦୂର ହେବାର ନାଁ ଧରୁନି। ଦିଲ୍ଲୀର ମଦ ଦୁର୍ନୀତି ସହ ଜଡିତ ସିବିଆଇ ମାମଲାରେ ରାଉସ ଆଭେନ୍ୟୁ କୋର୍ଟ କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତକୁ ବୃଦ୍ଧି କରିଛନ୍ତି। ବର୍ତ୍ତମାନ ଅଗଷ୍ଟ ୮ରେ ଶୁଣାଣି ହେବ।…
ଅଲିମ୍ପିକ୍ସର ଅତୁଟ ରେକର୍ଡ
ବିଶ୍ୱର ସର୍ବୋଚ୍ଚ କ୍ରୀଡ଼ା ପ୍ରତିଯୋଗିତା ଅଲିମ୍ପିକ୍ସର ୩୩ତମ ସଂସ୍କରଣ ଆୟୋଜନ ପାଇଁ ପ୍ୟାରିସ ପ୍ରସ୍ତୁତ। ‘ସିଟି ଅଫ୍ ଲାଇଟ୍ସ’ ଉପରେ ଏବେ ସମଗ୍ର ବିଶ୍ୱର ନଜର। ଜୁଲାଇ ୨୬ରେ ସିନ୍ ନଦୀରେ ଉଦ୍ଘାଟନୀ ସମାରୋହ ସହ ଆରମ୍ଭ ହେବ ଏହି କ୍ରୀଡ଼ା…
ପ୍ରଥମ ଭାରତୀୟ ମହିଳା ଭାବେ ପୁଣି ଏହି ଦାୟିତ୍ୱ ନେଲେ ନୀତା ଅମ୍ବାନୀ
ପ୍ୟାରିସ, ୨୫ା୭: ପ୍ୟାରିସ ଅଲିମ୍ପିକ୍ସ ଉଦ୍ଘାଟନୀ ପୂର୍ବରୁ ଏଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି)ର ୧୪୨ତମ ଅଧିବେଶନରେ ଭାରତର ଅଗ୍ରଣୀ ଫିଲାନ୍ଥ୍ରୋପିଷ୍ଟ ତଥା ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ନୀତା ଅମ୍ବାନୀ ପୁନର୍ବାର ସର୍ବସମ୍ମତିକ୍ରମେ ଆଇଓସି ସଦସ୍ୟ ଭାବେ ନିର୍ବାଚିତ ହୋଇଛନ୍ତି।…

