Home Left

ଦରିଦ୍ର କରିଦିଏ ଏହି ୬ ଅଭ୍ୟାସ, ଆପଣଙ୍କର ନାହିଁ ତ? ଜାଣନ୍ତୁ କ’ଣ କହିଛନ୍ତି…

ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ ବଞ୍ଚିବାର କଳା ଶିଖାଇଥାଏ। ଏକ ଶ୍ଳୋକ ମାଧ୍ୟମରେ ଦରିଦ୍ର ନ ହେବା ପାଇଁ ଜଣଙ୍କୁ…

ଶିବମ ଦୁବେଙ୍କ ବିସ୍ଫୋରକ ବ୍ୟାଟିଂ ଜାରି, ୧୫୦ ପାର୍‌ କଲା ଚେନ୍ନାଇର ସ୍କୋର

ଚେନ୍ନାଇ,୨୬।୩: ଆଇପିଏଲ ୨୦୨୪ର ୭ମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଗୁଜୁରାଟ ଟାଇଟାନ୍ସ ମଧ୍ୟରେ ଖେଳାଯାଉଛି। ଗତ ସିଜିନ୍‌ର ଫାଇନାଲ ଖେଳିଥିବା ଏହି ଦୁଇ ଦଳ ମଙ୍ଗଳବାର ମ୍ୟାଚ୍‌ ରେ ମୁହାଁମୁହିଁ ହେଉଛନ୍ତି। ଶେଷ ବଲରେ ଗୁଜୁରାଟ ଟାଇଟନ୍ସକୁ ପରାସ୍ତ…

ଆଗକୁ ନିର୍ବାଚନ: ପୋଲିସର ଫ୍ଲାଗମାର୍ଚ୍ଚ

ଦାମନଯୋଡ଼ି,୨୬।୩(ମାନସ ରଞ୍ଜନ କର): ଆଗକୁ ସାଧାରଣ ନିର୍ବାଚନ। ଆଇନ୍‌ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଦାମନଯୋଡ଼ି ପୋଲିସ ପକ୍ଷରୁ ଅଞ୍ଚଳରେ ଫ୍ଲାଗମାର୍ଚ୍ଚ କରାଯାଇଛି। ଆଇନଶୃଙ୍ଖଳା ବଜାୟ ରଖିବା, କୌଣସି ଅସାମାଜିକ କାର୍ଯ୍ୟକଳାପରେ ଲିପ୍ତ ନ ହେବା ଏବଂ ନିର୍ବାଚନ ଆଚରଣବିଧି ନିୟମ ଉଲ୍ଲଂଘନ…

ହୋଲି ଖେଳ ହେଲା କାଳ

ବାରଙ୍ଗ/ପାରାଦୀପ/ସମ୍ବଲପୁର,୨୬।୩(ଲିଙ୍ଗରାଜ ରାଉତ/ ଶରତ ରାଉତ/ ପ୍ରମୋଦ ବହିଦାର): ହୋଲି ଖେଳ ହେଲା କାଳ। ହୋଲି ଖେଳି ଗାଧୋଇବାକୁ ଯାଇଥିବା ବେଳେ ବିଭିନ୍ନ ସ୍ଥାନରେ ପାଣିରେ ବୁଡି ୨ ନାବାଳକ ଏବଂ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ହୋଲି ଖେଳି ବାରଙ୍ଗ-ପୁରୀ ମେନ୍‌…

ଓ୍ବିକେଣ୍ଡ ଥିବା ସତ୍ତ୍ୱେ ମାର୍ଚ୍ଚ ୩୦-୩୧ରେ ଖୋଲା ରହିବ ଏସବୁ ବ୍ୟାଙ୍କ, ଜାଣନ୍ତୁ କରିପାରିବେ କେଉଁ କାମ…

ନୂଆଦିଲ୍ଲୀ,୨୬।୩: ସରକାରୀ ବ୍ୟାଙ୍କ ରସିଦ ଏବଂ ଦେୟ ପରିଚାଳନା କରୁଥିବା ସମସ୍ତ ଏଜେନ୍ସି ବ୍ୟାଙ୍କ ମାର୍ଚ୍ଚ ୩୦(ଶନିବାର ଏବଂ ୩୧(ରବିବାର) ବ୍ୟବସାୟ ପାଇଁ ଖୋଲା ରହିବ। ଫଳରେ ୨୦୨୩-୨୦୨୪ ଆର୍ଥିକ ବର୍ଷରେ ସମସ୍ତ ସରକାରୀ ରସିଦ ଏବଂ ଦେୟ ହିସାବ କରାଯାଇପାରିବ।…

ବରୁଣ ଗାନ୍ଧୀଙ୍କୁ କଂଗ୍ରେସର ଖୋଲା ଅଫର୍‌: ଭାଜପା ଛାଡ଼ି ଆମ ଦଳରେ ସାମିଲ ହୋଇଯାଆନ୍ତୁ…

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ଏମ୍‌ପି ଅଧୀର ରଞ୍ଜନ ଚୌଧୁରୀ ଭାଜପା ନେତା ବରୁଣ ଗାନ୍ଧୀଙ୍କୁ କଂଗ୍ରେସରେ ଯୋଗଦେବାକୁ ପ୍ରସ୍ତାବ ଦେଇଛନ୍ତି। ସବୁଠାରୁ ପୁରୁଣା ଦଳରେ ଯୋଗଦେବାକୁ ବରୁଣଙ୍କୁ ‘ବହୁତ ସ୍ବାଗତ’ ବୋଲି ସେ କହିଛନ୍ତି। ଏହାଛଡ଼ା ତାଙ୍କୁ ଭାଜପା ଟିକେଟ ନ ଦେବାର…

ହୋଲି ଉତ୍ସବରେ ଗୋଷ୍ଠୀ ସଂଘର୍ଷ: ଖଣ୍ଡା, ଭୁଜାଲି ମାଡ଼ରେ ୫ ଗୁରୁତର

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ): ରଙ୍ଗର ପର୍ବ ହୋଲି ପାଇଁ ସବୁଠି ଉତ୍ସବ ମୁଖର ଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ଥାନା ବାଉଁଶବଣିଆ ପଞ୍ଚାୟତ ଅଧୀନ ଗୁହାଳିଆ ଗାଁରେ ମଙ୍ଗଳବାର ହୋଲି ଉତ୍ସବରେ ବୁଲିଛି ଖଣ୍ଡା ଭୁଜାଲି। ଏପରିକି ଗାଁରେ ଦୁଇ…

ବୈତରଣୀରେ ଅଘଟଣ: ଗାଧୋଇବାକୁ ଯାଇ ନାବାଳକ ନିଖୋଜ

ପାଟଣା୨୬।୩(ବୀର କିଶୋର ଦାଶ): ହୋଲି ଖେଳ ହେଲା କାଳ। ଜଣେ ୧୫ବର୍ଷୀୟ ନାବାଳକ ହୋଲି ଖେଳି ମଙ୍ଗଳବାର ଅପରାହ୍ନରେ ସାଙ୍ଗମାନଙ୍କ ସହ ବୈତରଣୀ ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଣି ନିଖୋଜ ହୋଇଯାଇଛନ୍ତି। ଏହି ଘଟଣା ଘଟିଛି କେନ୍ଦୁଝର ଜିଲା ପାଟଣା…

ଭଜନ କୀର୍ତ୍ତନ କରି ହୋଲି ଖେଳିଲେ ବରିଷ୍ଠ ନାଗରିକ

କୁଆଁରମୁଣ୍ଡା,୨୬।୩(ମହେନ୍ଦ୍ର କୁମାର ସାହୁ): ଆଜି ରଙ୍ଗର ପର୍ବ ହୋଲି। ପରସ୍ପର ମଧ୍ୟରେ ଥିବା ମନୋମାଳିନ୍ୟକୁ ପଛରେ ପକାଇ ଲୋକେ ରଙ୍ଗ ଓ ଅବିର ଲଗାଇ ପରସ୍ପରକୁ ଅଭିନନ୍ଦନ ଜଣାଇଥାଆନ୍ତି। ଅନୁରୂପ ଭାବେ କୁଆଁରମୁଣ୍ଡା ଅବସରପ୍ରାପ୍ତ କର୍ମଚାରୀ ସଂଘ ଓ ସ୍ଥାନୀୟ ବାସିନ୍ଦା…

ପାକିସ୍ତାନରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ, ୫ ଚାଇନା ନାଗରିକଙ୍କ ମୃତ୍ୟୁ

ଇସଲାମାବାଦ,୨୬।୩: ପାକିସ୍ତାନରେ ମଙ୍ଗଳବାର ବଡ଼ ଆତ୍ମଘାତୀ ଆତଙ୍କବାଦୀ ଆକ୍ରମଣ ଘଟିଛି। ଖେବର୍‌ ପାଖ୍‌ତୁନ୍‌ଖ୍ବାଠାରେ ହୋଇଥିବା ଏହି ଆକ୍ରମଣରେ ୫ ଚାଇନା ନାଗରିକଙ୍କ ସମେତ ୬ଜଣଙ୍କ ମୃତ୍ୟୁ ହୋଇଛି। ମୃତ ଚାଇନାର ନାଗରିକମାନେ ଇଞ୍ଜିନିୟର ଥିବା ବେଳେ ପାକିସ୍ତାନରେ ଚାଲୁଥିବା ଏକ ପ୍ରୋଜେକ୍ଟରେ…

ଆଇପିଏଲ୍‌ ମଝିରେ ଟିମ୍‌ ଇଣ୍ଡିଆର ବଡ଼ ସିରିଜ୍‌ ନେଇ ଘୋଷଣା, ୩୦ ବର୍ଷ ପରେ…

ନୂଆଦିଲ୍ଲୀ,୨୬।୩: ନିକଟରେ ଆଇପିଏଲ୍‌ ୨୦୨୪ ଆରମ୍ଭ ହୋଇଛି। ଏବେ ଟୁର୍ନାମେଣ୍ଟ ଦ୍ୱିତୀୟ ସପ୍ତାହରେ ପ୍ରବେଶ କରିଥିବା ବେଳେ ଟିମ୍‌ ଇଣ୍ଡିଆର ଏକ ବଡ଼ ସିରିଜ ଲାଗି ବିସିସିଆଇ ଘୋଷଣା କରିଛି। ଭାରତ ଅଷ୍ଟ୍ରେଲିଆ ବିପକ୍ଷରେ ଏହି ସିରିଜ ଖେଳିବ। ଆସନ୍ତା ନଭେମ୍ବରରେ…

ହୋଲିରେ ଦୁର୍ଘଟଣା: ଜଣେ ମୃତ, ୩ ଗୁରୁତର

ଦଶମନ୍ତପୁର,୨୬।୩(ଅରବିନ୍ଦ ନାୟକ): ରଙ୍ଗର ପର୍ବ ହୋଲି ପାଇଁ ସବୁଠି ଉତ୍ସବର ମାହୋଲ ଥିବା ବେଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ସାମ୍ନାକୁ ଆସିଛି। ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri